ଜଗତ୍‌ସିଂହପୁର

ନୂତନ ପୋଲ ପାଇଁ ସଂଯୋଗୀକରଣ ରାସ୍ତା ନାହିଁ

ରାହାମା, ୯।୧୦ (ଶ୍ରୀକାନ୍ତ ଦାସ ):କୁଜଙ୍ଗ ବ୍ଲକ ଅନ୍ତର୍ଗତ ବୃଦ୍ଧାନଦୀ ଉପରେ ପ୍ରାୟ ୬ମାସ ହେବ ପୋଲ ନିର୍ମାଣ ସରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ସଂଯୋଗୀକରଣ ରାସ୍ତା ହୋଇନାହିଁ। ଏନେଇ ଲୋକେ ଯାତାୟାତବେଳେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷେ ପୁରୁଣାପୋଲ ପାଖରେ ମାଟି…

ପାନୀୟ ଜଳ ପ୍ରକଳ୍ପ ଅଚଳ : ଲୋକେ ହନ୍ତସନ୍ତ

କୁଜଙ୍ଗ,୮।୧୦(ମନୋଜ ପ୍ରଧାନ)ଜଗତ୍‌ସିଂହପୁର ଜିଲାର କୁଜଙ୍ଗ ଏକ ପୁରାତନ ଓ ସର୍ବୃହତ ହାଟ ଓ ବଜାରର ମାନ୍ୟତା ପାଇଛି। ଏଠାରେ ଥିବା ଏକ ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇଯାଇଛି। ଫଳରେ ପଥଚାରୀମାନେ ପାଣି ମୁନ୍ଦେ ପାଇଁ ଡହଳବିକ ହେଉଛନ୍ତି। ପ୍ରଶାସନିକ ଦୃଷ୍ଟିକୋଣରୁ…

କଟକ ସବ୍‌ରେଜିଷ୍ଟ୍ରାରଙ୍କ ନିକଟରେ ଅଭିଯୋଗ କଲେ ସୋମାଲିକା

କଟକ/ଜଗତ୍‌ସିଂହପୁର,୮ା୧୦(କାର୍ତ୍ତିକ ସାହୁ/ପ୍ରମୋଦ କୁମାର ନାୟକ)ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନକୁ ବିରୋଧ କରିଛନ୍ତି ତାଙ୍କ ପ୍ରେମିକା ସୋମାଲିକା ଦାସ। ସୋମାଲିକା ଶନିବାର କଟକସ୍ଥିତ ସବ୍‌ରେଜିଷ୍ଟ୍ରାର ଅଫିସରେ ବିଜୟ ଶଙ୍କରଙ୍କ ବିବାହ ଆବେଦନ ବିରୋଧରେ ଅଭିଯୋଗ କରିଛନ୍ତି। ସୋମାଲିକାଙ୍କ…

ଇଲିଶି ସାତସପନ

ପାରାଦୀପ, ୭।୧୦ (ଶରତ ରାଉତ): ଓଡ଼ିଆ ଲୋକକଥାରେ କୁହନ୍ତି, ମାଛ ଖାଇବ ଇଲିଶି ଚାକିରି କରିବ ପୋଲିସ। ଯେଉଁ ଇଲିଶି ମାଛର ସର୍ବାଧିକ ଚାହିଦା ଆମିଷାଷୀଙ୍କ ପାଖରେ ଥାଏ ତାହା ଆଉ ସମୟାନୁସାରେ ମିଳୁନାହିଁ। ଏଥିଯୋଗୁ ଏହି ମାଛର ଦାମ ଦିନକୁ…

ପୋଖରୀ ଉନ୍ନତୀକରଣ କାର୍ଯ୍ୟ ବିଳମ୍ବ

ଜଗତ୍‌ସିଂହପୁର, ୬।୧୦ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ସହରରେ ଏକାଧିକ ପୋଖରୀ ଅଛି। ସେଗୁଡ଼ିକ ମଧ୍ୟରୁ ଅଧିକାଂଶ ଆବଶ୍ୟକତା ପୂରଣ କରିପାରୁନାହିଁ। ଏପରି କି କେତେକ ପୋଖରୀ ଖରାଦିନେ ଶୁଖିଯାଏ। କିନ୍ତୁ ଗୋପାଳସାଗର ପୋଖରୀରେ ବର୍ଷ ତମାମ ପାଣି ରୁହେ। କଟକ-ଜଗତ୍‌ସିଂହପୁର ମୁଖ୍ୟ…

ସହପାଠିନୀ ପ୍ରତ୍ୟୁଷାଙ୍କୁ ବିବାହ କରିବେ ବିଜୟ ଶଙ୍କର

କଟକ,୬ା୧୦ (କାର୍ତ୍ତିକ ସାହୁ):ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସ। କଟକ ଅରୁଣୋଦୟ ମାର୍କେଟ ଅଞ୍ଚଳର ପ୍ରତ୍ୟୁଷା ନନ୍ଦ ନାମ୍ନୀ ମହିଳାଙ୍କୁ ବିବାହ ପାଇଁ ସେ କଟକସ୍ଥିତ ରେଜିଷ୍ଟ୍ରାର ଅଫ୍‌ ମ୍ୟାରେଜଙ୍କ କାର୍ଯ୍ୟାଳୟରେ ଗତ ସେପ୍ଟେମ୍ବର ୨୧ରେ ଆବେଦନ…

୧ କୋଟିର ମଡେଲ ମଶାଣି ନିର୍ମାଣରେ ବିଳମ୍ବ

ଜଗତ୍‌ସିଂହପୁର, ୫ା୧୦ (ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ପୌରାଞ୍ଚଳର ଜନସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟହ କୌଣସି ନା କୌଣସି ୱାର୍ଡରେ ଲୋକଙ୍କ ମୃତ୍ୟୁ ହେଉଛି। କିନ୍ତୁ ଶବଦାହ ପାଇଁ ଅନେକ ସମୟରେ ଅସୁବିଧା ହେଉଛି। ବିଶେଷକରି ବର୍ଷାଦିନେ ଲୋକେ ସମସ୍ୟାର…

ମନ୍ତ୍ରୀ ଆସିବା ପୂର୍ବରୁ ଫଳକ ଭାଙ୍ଗିଦେଲେ

ଜଗତ୍‌ସିଂହପୁର, ୨ା୧୦ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ବ୍ଲକ ଅନ୍ତର୍ଗତ ମଣ୍ଡାସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ପରିସରରେ ରବିବାର ଅଭାବନୀୟ ଘଟଣା ଘଟିଛି। ସିଏଚ୍‌ସିର ନୂଆ ବହିର୍ବିଭାଗ ଓ ସରକାରୀ ବାସଗୃହ ନିର୍ମାଣ ପାଇଁ ଅନୁଦାନ ଆସିଲା। ଏହାର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ…

ଗଣତନ୍ତ୍ର, ଗଣମାଧ୍ୟମ ଓ ଯୁବପିଢ଼ି

ଜଗତ୍‌ସିଂହପୁର,୧।୧୦ (ପ୍ରମୋଦ କୁମାର ନାୟକ): ଗୋଟିଏ ନିର୍ଦ୍ଦିଷ୍ଟ ବୟସକୁ ଯୁବକ କୁହାଯାଇ ନ ପାରେ। ଜାଣିବା ଓ ଶିଖିତ୍ବାର ଇଚ୍ଛା ଥିବା ଯାଏ ଅର୍ଥାତ୍‌ ପ୍ରଶ୍ନ ପଚାରୁଥିବା ପର୍ଯ୍ୟନ୍ତ ଜଣଙ୍କୁ ଯୁବକ ବୋଲି କୁହାଯାଇପାରିବ। ପ୍ରଶ୍ନ ପଚାରିବାର ଶକ୍ତି କେବଳ ମଣିଷଙ୍କଠାରେ…

ଫ୍ଲାଏଆଶ୍‌ ଇଟା ନିମ୍ନମାନର

କୁଜଙ୍ଗ,୨୫।୯ (ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକରେ ଗଢି ଉଠିଥିବା ଫ୍ଲାଏଆଶ୍‌ ଇଟା କାରଖାନା ମାଲିକମାନେ ବିଭିନ୍ନ ଉପାୟରେ ଗରିବ ଜନସାଧାରଣଙ୍କୁ ଠକି ଚାଲିଛନ୍ତି। ଏଥିନିମନ୍ତେ ସାଧାରଣ ଜନତା ମୁହଁ ଖୋଲିବାକୁ ସାହସ ଜୁଟାଇ ପାରୁନାହାନ୍ତି। ପ୍ରକାଶ ଯେ, ଫ୍ଲାଏଆଶ୍‌ ଇଟା କାରଖାନା ମାଲିକମାନେ…

ପାଇପ ଲାଇନ ବିଛା ଯୋଗୁ ରାସ୍ତା କାଦୁଅ

ନାଉଗାଁ ,୨୩ା୯ (ସୁଧା ବେହୁରା): ସରକାରଙ୍କ ବସୁଧା ଯୋଜନାରେ ନାଉଗାଁ ବ୍ଲକରେ ପ୍ରକଳ୍ପ ନିର୍ମାଣଠାରୁ ଆରମ୍ଭ କରି ପାଇପ ବିଛା କାର୍ଯ୍ୟ ଜାରି ରହିଛି। ପ୍ରତ୍ୟେକ ଗୃହକୁ ପାନୀୟ ଜଳ ଯୋଗାଇବା ପାଇଁ ପାଇପ ଲାଇନ ସଂଯୋଗ କରାଯାଉଛି। ଏହି ପାଇପ…

ବିଦ୍ୟାଳୟ ରାସ୍ତାରେ ବାଡ଼, ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ

ବାଲିକୁଦା,୨୩ା୯ (ତାପସ ସ୍ବାଇଁ): ବାଲିକୁଦା ବ୍ଲକ ଶିକ୍ଷା ଅଧୀନରେ ଥିବା ଅନନ୍ତପୁର ପଞ୍ଚାୟତ କେଉପଡ଼ା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯାତାୟାତ କରିବା କଷ୍ଠକର ହେଉଛି। ମୁଖ୍ୟ ରାସ୍ତାକୁ ସେହି ଗ୍ରାମର ଦେବେନ୍ଦ୍ର ସେଠୀ ଓ ଟୁକୁନା ସେଠୀ ଜବରଦଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?