ଜଗତ୍‌ସିଂହପୁର

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ନଦୀରେ ବିପୁଳ ପରିମାଣର ମାଛ ମରି ଭାସୁଥିବା ଦେଖିବାକୁ ମିଳିଛି। ମାଛ ମରିବା…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି ସକାଳୁ କାଦୁଆପଡ଼ାସ୍ଥିତ ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟକୁ ବାହାରି ଯାଇଥିଲେ ଜଗତ୍‌ସିଂହପୁର ନିକଟ ଅଳସୁଦା…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି। ଏଥିରେ ଥିବା ୨ ଲକ୍ଷ ୫୦ ହଜାର ମେଟ୍ରିକ ଟନ୍‌ ଅଶୋଧିତ ତୈଳ…

୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ

ଜଗତସିଂହପୁର, ୧୧।୩: ୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ। ମାର୍ଚ୍ଚ ମାସରେ ଦରମା ବନ୍ଦ କଲେ ଜଗତସିଂହପୁର ଜିଲାପାଳ। ନୋଡାଲ ଅଫିସର ଧାନ କ୍ରୟ କେନ୍ଦ୍ରରେ ମନମୁଖୀ ଅନୁପସ୍ଥିତ ରହୁଥିଲେ । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଦରମା…

ଆଦାନୀ ହାତକୁ ଯିବ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୧୧ା୩(ଶରତ ରାଉତ):ରାଜ୍ୟରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବ୍ୟାପକ ପ୍ରଚାର ପ୍ରସାର ହେଉଛି। କିନ୍ତୁ ଓଡ଼ିଆଙ୍କ ପ୍ରାଚୀନ ସଂସ୍କୃତି ସହ ଜଡ଼ିତ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ ଏବେ ଘରୋଇକରଣ ହେବାକୁ ଯାଉଛି। ଏ ନେଇ ସରକାରୀସ୍ତରରେ ଆଲୋଚନା, ସମୀକ୍ଷା, ବୈଠକ ଆଦି…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ ହେଲେ ୧୧୦ ବର୍ଷର ବଟ ମଲ୍ଲିକ। ସେ ତାଙ୍କର ବିଧବା ବୋହୂ, ନାତୁଣୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର ୭.୫ ମିଲିୟନ ଟନ୍‌। ଏବେ ଏହାର ବାର୍ଷିକ ଉତ୍ପାଦନ କ୍ଷମତା ୨୨ ଲକ୍ଷ…

ଗୁଜରାଟ ଭଳି ଓଡ଼ିଶାରେ ବିକାଶ ହେବ

ପାରାଦୀପ,୬।୩: ପାରାଦୀପ ଗସ୍ତରେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା। ସେଠାରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସେ ଉଦ୍‌ବୋଧନ ଦେଇ କହିଛନ୍ତି, ଭାଜପା ସରକାର ସଠିକ୍‌ ଦିଗରେ ଓଡ଼ିଶାକୁ ଆଗେଇ ନେଉଛି। ଗୁଜରାଟ ଭଳି ଓଡ଼ିଶାର ମଧ୍ୟ ବିକାଶ ହେବ। ଗୁଜରାଟ…

ବଳାତ୍କାର ଲୁଚାଇବାକୁ ଛାତରୁ ଠେଲିଦେଇଥିଲେ ଝାଡ଼ଖଣ୍ଡ ଯୁବକ

ପାରାଦୀପ,୨୮।୨ (ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ତାରିଣୀଗଡ଼ା ଅଞ୍ଚଳର ବହୁଚର୍ଚ୍ଚିତ ବଳାତ୍କାର ଓ ହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ ଗିରଫ କରିଥିବାବେଳେ ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଯୁବତୀଙ୍କ ପ୍ରେମିକ ସୋମନାଥ ଓଝା ଓ…

ଯୁବତୀଙ୍କୁ ବଳାତ୍କାର ପରେ ଛାତରୁ ଠେଲି ହତ୍ୟା, ଉଲଗ୍ନ ଅବସ୍ଥାରେ ମୃତଦେହ ଉଦ୍ଧାର, ପର୍ଦ୍ଦାଫାଶ କଲା ପୋଲିସ

ପାରାଦୀପ,୨୫।୨(ଶରତ ରାଉତ): ପାରାଦୀପ ତାରିଣୀଗଡା ଅଞ୍ଚଳର ବହୁଚର୍ଚ୍ଚିତ ମହିଳା ମୃତ୍ୟୁ ଘଟଣାରେ ପୋଲିସକୁ ଅନେକ ସୂଚନା ମିଳିଛି। ମୃତକାଙ୍କ ପରିଚୟ ମିଳିବା ସହ ବଳାତ୍କାର ପରେ ଛାତରୁ ଠେଲି ହତ୍ୟା କରାଯାଇଛି ବୋଲି ଜଣାପଡିଛି। ଘଟଣା ସମ୍ପର୍କରେ ପାରାଦୀପ ଆଦର୍ଶଥାନା ଅଧିକାରୀ…

ପାରାଦୀପ ବେଳାଭୂମିରେ ବିଶାଳ ମୃତ ତିମି ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ

ପାରାଦୀପ, ୨୫।୨(ଶରତ ରାଉତ): ପାରାଦୀପ ଷଣ୍ଢକୁଦ ବସ୍ତି ପାଖ ସମୁଦ୍ର କୂଳରେ ମଙ୍ଗଳବାର ଏକ ବିଶାଳକାୟ ମୃତ ତିମି ମାଛ ପଡିଥିବା ଦେଖିବାକୁ ମିଳିଛି । ୨୫ ଫୁଟ ଲମ୍ବ ବିଶିଷ୍ଟ ଉକ୍ତ ମାଛ ଅର୍ଦ୍ଧାଧିକ ଶରୀର ସଢି ଯାଇଛି। ଉକ୍ତ…

୪ ମହଲା ଛାତରୁ ଖସି ମହିଳା ମୃତ: ସନ୍ଦେହରେ ୭ ଯୁବକ

ପାରାଦୀପ, ୨୩।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ତାରିଣୀଗଡା ଅଞ୍ଚଳରେ ସୋମବାର ସକାଳୁ ଅଭାବନୀୟ ଘଟଣା ଘଟିଛି। ଜଣେ ଅଚିହ୍ନା ମହିଳା ୪ ମହଲା ବିଶିଷ୍ଟ କୋଠା ଛାତରୁ ଖସି ପଡିବାରୁ ତାଙ୍କର ମୃତ୍ୟୁ ଘଟିଛି। ଖବରପାଇ ଆଦର୍ଶଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?