ଜଗତ୍‌ସିଂହପୁର

ପକ୍କାଘର ପାଇବାରୁ ବଞ୍ଚିତ ୨ ଅସହାୟ ଭଉଣୀ

ରଘୁନାଥପୁର,୨୯।୭(ରାଜେନ୍ଦ୍ର ନାରାୟଣ ସିଂହ): ସରକାରଙ୍କ କଟକଣା ସତ୍ତ୍ୱେ ଅନେକ ଅଯୋଗ୍ୟ ହିତାଧିକାରୀ ଘର ହାତେଇ ନେବାକୁ ସକ୍ଷମ ହେଉଥିବାବେଳେ ପ୍ରକୃତ ଯୋଗ୍ୟ ବ୍ୟକ୍ତି ଆବାସ ଯୋଜନାରେ ପକ୍କାଗୃହ ପାଇବାରୁ ବଞ୍ଚିତ ହେଉଛନ୍ତି। ସେମାନଙ୍କ ପାଖରେ ପ୍ରଶାସନ ପହଞ୍ଚତ୍ ପାରୁ ନ ଥିବାବେଳେ…

୩ ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରି ସମୁଦ୍ର ବାଲିରେ ଫିଙ୍ଗିଦେଲେ

ପାରାଦୀପ,୨୮ା୭(ଶରତ ରାଉତ): ପାରାଦୀପ ଜଟାଧାରମୁହାଣ ଥାନା ଅଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୩ ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରି ସମୁଦ୍ର ବାଲିରେ କେହି ପକାଇ ଦେଇଥିଲେ। ସେଠାରୁ ମୁମୂର୍ଷୁ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି…

ଶିକ୍ଷକ ଅଛନ୍ତି, ଛାତ୍ରୀଛାତ୍ର ଆସୁନାହାନ୍ତି

ରଘୁନାଥପୁର,୨୮ା୭(ରାଜେନ୍ଦ୍ର ନାରାୟଣ ସିଂହ): ସରକାର ଶିକ୍ଷାକ୍ଷେତ୍ରରେ ଅର୍ଥ ବିନିଯୋଗ କରୁଛନ୍ତି। ସଭିଏଁ ପଢ଼ନ୍ତୁ ଓ ଶିକ୍ଷିତ ହୁଅନ୍ତୁ ସ୍ଲୋଗାନ ଦେଉଛନ୍ତି। ହେଲେ ଜଣେ ଶିକ୍ଷୟିତ୍ରୀଙ୍କ ଡେପୁଟେଶନ ବାତିଲ ଦାବି କରି ୩ ଦିନ ହେଲା ବିଦ୍ୟାଳୟକୁ ଛାତ୍ରୀଛାତ୍ର ଆସୁନାହାନ୍ତି। ଏହା ଶିକ୍ଷା…

ଗଣତନ୍ତ୍ରର ୩ ସ୍ତମ୍ଭକୁ ଧରି ରଖିଛି ଗଣମାଧ୍ୟମ

ଜଗତ୍‌ସିଂହପୁର, ୨୬।୭ (ପ୍ରମୋଦ କୁମାର ନାୟକ ) ଗଣତନ୍ତ୍ରର ୩ଟି ସ୍ତମ୍ଭ କଥା ଆମେ ଜାଣିଛନ୍ତି, କିନ୍ତୁ ଗଣମାଧ୍ୟମକୁ ଚତୁର୍ଥ ସ୍ତମ୍ଭ କୁହାଯାଉଛି। ଏହା ଆଜିର ସମାଜରେ ସବୁଠାରୁ ମୁଖ୍ୟ ତତ୍ତ୍ବ। ଆମେ ଯେତେବେଳେ ଶିବଙ୍କ ପାଖରେ ବେଲପତ୍ର ଅର୍ପଣ କରୁଛୁ,…

ସୁସ୍ଥ ଗଣତନ୍ତ୍ର ପାଇଁ ଗଣମାଧ୍ୟମ, ଯୁବପିଢ଼ିଙ୍କ ଭୂମିକା ସମାନ

ଜଗତ୍‌ସିଂହପୁର, ୧୯।୭(ପ୍ରମୋଦ କୁମାର ନାୟକ): ଭାରତ ହେଉଛି ବିଶ୍ୱର ଶ୍ରେଷ୍ଠ ଓ ସର୍ବବୃହତ ଗଣତାନ୍ତ୍ରିକ ରାଷ୍ଟ୍ର। ଏ ରାଷ୍ଟ୍ରରେ ଗଣତନ୍ତ୍ରକୁ ବଞ୍ଚାଇ ରଖିବାକୁ ହେଲେ ଗଣମାଧ୍ୟମ ସହ ଯୁବପିଢ଼ି ମଧ୍ୟ ସମାନ ଭୂମିକା ନିର୍ବାହ କରିବାର ଅଛି। ଗଣମାଧ୍ୟମ ଗଣତନ୍ତ୍ରର ଚତୁର୍ଥ…

୧୭ ଘଣ୍ଟା ପରେ ଉଦ୍ଧାର ହେଲା କାଉଡ଼ିଆଙ୍କ ମୃତଦେହ

ଜଗତସିଂହପୁର,୧୭ା୭(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲା ଆଳିପିଙ୍ଗଳ ନିକଟ ଦେବୀ ନଦୀର ଅପରପାର୍ଶ୍ୱ କେତକେଶ୍ୱର ଘାଟରେ ତିର୍ତ୍ତୋଲ ଥାନା ବିଦ୍ୟାଧରପୁର ଗ୍ରାମର ରମେଶ ପ୍ରଧାନଙ୍କ ପୁଅ ଭୋଳା (୧୪) ରବିବାର ଅପରାହ୍ନରେ ନଦୀରେ ବୁଡି ଯାଇଥିଲେ। ସ୍ଥାନୀୟ ଜନସାଧାରଣ ଓ ଅଗ୍ନିଶମ…

ମାଛଗାଁ କେନାଲ ଭାଙ୍ଗି ତରିକୁନ୍ଦ, ଦଳେଇଘାଇ ନିକଟରେ ଘାଇ

ଜଗତ୍‌ସିଂହପୁର,୧୭ା୭(ପ୍ରମୋଦ ନାୟକ): ବିରିବାଟୀଠାରୁ ଜଗତ୍‌ସିଂହପୁର ଦେଇ ଲମ୍ବିଥିବା ମାଛଗାଁ କେନାଲର ତରିକୁନ୍ଦ ଓ ଦଳେଇଘାଇ ନିକଟରେ ଯଥାକ୍ରମେ ୨୦ ଓ ୧୫ ଫୁଟର ଘାଇ ହୋଇଛି। ଫଳରେ ଜଗତ୍‌ସିଂହପୁର-କନ୍ଦରପୁର ୫୫ ନଂ. ଜାତୀୟ ରାଜପଥରେ ୩ ଫୁଟ ଉଚ୍ଚରେ ଜଳ ପ୍ରବାହିତ…

ଦେବୀ ନଦୀରେ ଭାସିଗଲେ କାଉଡ଼ିଆ

ଜଗତ୍‌ସିଂହପୁର,୧୬।୭(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲା ଆଳିପିଙ୍ଗଳ ନିକଟ ଦେବୀ ନଦୀରେ ରବିବାର ଏକ ଅଘଟଣ ଘଟିଛି। ଆଳିପିଙ୍ଗଳ ଆରପଟ କେତକେଶ୍ୱର ଘାଟରୁ ଜଣେ ନାବାଳକ କାଉଡିଆ ନଦୀରେ ଭାସି ଯାଇଛନ୍ତି। ନାବାଳକ ଜଣକ ହେଲେ ତିର୍ତ୍ତୋଲ ଥାନା ବିଦ୍ୟାଧରପୁର ଗ୍ରାମର…

ଚିରଞ୍ଜୀବଙ୍କ ନିଲମ୍ବନ: କର୍ମୀଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା

 ଜଗତ୍‌ସିଂହପୁର ଅଫିସ, ୧୬।୭: ପୂର୍ବତନ ଜଗତ୍‌ସିଂହପୁର ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ଏଆଇସିସି (ଅଖିଳ ଭାରତ କଂଗ୍ରେସ କମିଟି) ପକ୍ଷରୁ କଂଗ୍ରେସରୁ ନିଲମ୍ବନ କରାଯିବା ପରେ ଜଗତ୍‌ସିଂହପୁର ଜିଲାରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି । ଏହି ନିଷ୍ପତ୍ତି ବିରୋଧରେ ଜିଲା ଯୁବ…

ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଆହତ ଡଲ୍‌ଫିନ୍‌

ପାରାଦୀପ,୧୬ା୭(ଶରତ ରାଉତ): ପାରାଦୀପ ନେହେରୁବଙ୍ଗଳା ମାଛଧରା ବନ୍ଦର ପୋତାଶ୍ରୟ ମଧ୍ୟରେ ରବିବାର ସକାଳେ ଏକ ଆହତ ଡଲଫିନ୍‌ ଦେଖିବାକୁ ମିଳିଛି। ପୋତାଶ୍ରୟର ୪ ନମ୍ବର ବର୍ଥରେ ଥିବା ଏକ ଅଚଳ ବୋଟ୍‌ ମଧ୍ୟରେ ଡଲଫିନ୍‌ ଆତଯାତ ହେଉଛି। ଆହତ ଥିବାରୁ ବାହାରକୁ…

ଚିରଞ୍ଜୀବଙ୍କ ନିଲମ୍ବନ: ଯୁବ କଂଗ୍ରେସର ପ୍ରତିବାଦ

ଜଗତ୍‌ସିଂହପୁର ଅଫିସ,୧୬।୭ପୂର୍ବତନ ଜଗତ୍‌ସିଂହପୁର ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ଏଆଇସିସି (ଅଖିଳ ଭାରତ କଂଗ୍ରେସ କମିଟି) ପକ୍ଷରୁ କଂଗ୍ରେସରୁ ନିଲମ୍ବନ କରାଯିବା ପରେ ଜଗତ୍‌ସିଂହପୁର ଜିଲାରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି । ଏହି ନିଷ୍ପତ୍ତି ବିରୋଧରେ ଜିଲା ଯୁବ କଂଗ୍ରେସ ସଭାପତି…

କେନାଲରେ ପାଣି ନାହିଁ, ତଳି ପ୍ରଭାବିତ

ଜଗତ୍‌ସିଂହପୁର,୧୬।୭(ପ୍ରମୋଦ କୁମାର ନାୟକ)ପ୍ରତିବର୍ଷ ଜୁନ ଶେଷ ସୁଦ୍ଧା କେନାଲରେ ପାଣି ଆସିବା କଥା। କିନ୍ତୁ ଏପର୍ଯ୍ୟନ୍ତ ଜଗତ୍‌ସିଂହପୁର ଜିଲା ମାଛଗାଁ ମୁଖ୍ୟ କେନାଲର ୧୯(ଏ) ଡିଷ୍ଟ୍ରିବ୍ୟୁଟାରୀରେ ପାଣି ନାହିଁ । ଅନ୍ୟପଟେ ଚଳିତବର୍ଷ ୩୫ ପ୍ରତିଶତ କମ୍‌ ବର୍ଷା ହୋଇଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri