କଂଗ୍ରେସ ଭୋଟ ଉପରେ ସମସ୍ତଙ୍କ ନଜର
ଜଗତ୍ସିଂହପୁର, ୧୮ା୮(ପ୍ରମୋଦ କୁମାର ନାୟକ): ୨୦୨୪ସାଧାରଣ ନିର୍ବାଚନକୁ ନେଇ ଏବେଠାରୁ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ସମୟ ଯେତିକି ପାଖେଇ ଆସୁଛି ରାଜନୈତିକ ଚର୍ଚ୍ଚା ମଧ୍ୟ ସେତିକି ହେଉଛି। ଏ ପରିସ୍ଥିତିରେ ଜଗତ୍ସିଂହପୁର ଜିଲା ପାରାଦୀପ ବିଧାନସଭା…
ଆଈଙ୍କୁ କଟୁରିରେ ହାଣି ହତ୍ୟା କଲେ ନାତି
ବାଲିକୁଦା,୧୭ା୮(ତାପସ ସ୍ବାଇଁ)ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ନାଗପୁର ପଞ୍ଚାୟତ ଗଦେଇଗିରି ଗଁାରେ ବୁଧବାର ସକାଳେ ଆଈଙ୍କୁ କଟୁରିରେ ହାଣି ନାତି ହତ୍ୟା କରିଛି। ହତ୍ୟା କରିବା ପରେ ଗଁାର ୨ ଜଣ ମହିଳା ଓ ଜଣେ ୬ ବର୍ଷର ଶିଶୁକୁ ମଧ୍ୟ…
୧୨୯ ଦିନରେ ୫୦.୧୬ ମିଲିୟନ ମେଟ୍ରିକ ଟନ୍ ପଣ୍ୟ କାରବାର
ପାରାଦୀପ,୧୧।୮(ଶରତ ରାଉତ): ପାରାଦୀପ ବନ୍ଦର ଚଳିତ ଆର୍ଥିକବର୍ଷର ମାତ୍ର ୧୨୯ ଦିନ ମଧ୍ୟରେ ରେକର୍ଡ ୫୦.୧୬ ମିଲିୟନ ମେଟ୍ରିକ ଟନ୍ ପଣ୍ୟ କାରବାର କରିଛି। ଏହା ପୂର୍ବ ବର୍ଷ ତୁଳନାରେ ୬୫% ଅଭିବୃଦ୍ଧି ବୋଲି ବନ୍ଦର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।…
କୋଟିଏରୁ ଅଧିକ ଟଙ୍କାର ସାମଗ୍ରୀ ଏବେ ଅଚଳ
ପାରାଦୀପ, ୧୦ା୮(ଶରତ ରାଉତ)ମହାମାରୀ କରୋନା ପାଇଁ ପାରାଦୀପର ବେଳାଭୂମି ରାସ୍ତା ପାଖରେ ୨୦୨୦ରେ କୋଭିଡ୍ ହସ୍ପିଟାଲ ସରକାର ଖୋଲିଥିଲେ। ଏବେ କରୋନା ସଂକ୍ର୍ରମଣ ହ୍ରାସ ପାଇଥିବାରୁ ଉକ୍ତ ହସ୍ପିଟାଲକୁ ସରକାର ୨୦୨୩ ଏପ୍ରିଲ ୧୩ରେ ବନ୍ଦ କରିଛନ୍ତି। କିନ୍ତୁ ସେହି ହସ୍ପିଟାଲ…
ମହାନଦୀରେ ଭାସି ଯାଉଥିବା ବେଳେ ଜଣେ ମହିଳାଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ, ୫ କିମି ପର୍ଯ୍ୟନ୍ତ ଜୀବନ ସହ ସଂଘର୍ଷ
ପାରାଦୀପ,୮।୮(ଶରତ ରାଉତ): ପାରାଦୀପର ନେହେରୁ ବଙ୍ଗଳା ମାଛଧରା ବନ୍ଦର ପୋତାଶ୍ରୟରୁ ମଙ୍ଗଳବାର ସକାଳେ ଜଣେ ମହିଳାଙ୍କୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଛନ୍ତି। ମହିଳା ଜଣକ ଲକଥାନା ଅନ୍ତର୍ଗତ ଭୂତମୁଣ୍ଡାଇ ଗ୍ରାମର ଆରତୀ ଦାସ (୫୮)ବୋଲି ଜଣାପଡିଛି। ସମ୍ପୃକ୍ତ ମହିଳା ଭୂତମୁଣ୍ଡାଇ ମହାନଦୀ ପୋଲ…
ଅବଧି ଶେଷ ସତ୍ତ୍ୱେ କାମ ସରୁନାହିଁ
ପାରାଦୀପ,୮।୮(ଶରତ ରାଉତ): ଜଗତ୍ସିଂହପୁର ଜିଲା ପାରାଦୀପର ବେଳାଭୂମି ରାସ୍ତା ପାଖରେ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍ଡୋର ଷ୍ଟାଡିୟମ ନିର୍ମାଣ ଚାଲିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଷ୍ଟାଡିୟମ ନିର୍ମାଣ ହେଉଛି। ଏଥିରେ ଜିଲାର ସମସ୍ତ ଛାତ୍ରୀଛାତ୍ର ବିଭିନ୍ନ କ୍ରୀଡ଼ାରେ ଭାଗ ନେଇପାରିବେ।…
ତିର୍ତ୍ତୋଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କଂଗ୍ରେସର ପ୍ରତିବାଦ
ବିରିଡି,୮।୮(ପ୍ରଶାନ୍ତ କୁମାର ରାଉତ): ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ର ଯଥା ମଣିଜଙ୍ଗା, ରଘୁନାଥପୁର ଓ ବିରିଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍ସି)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ପ୍ରତିବାଦରେ ସୋମବାର ବିରିଡି ସିଏଚ୍ସି ସମ୍ମୁଖରେ କଂଗ୍ରେସ ଦଳ ପକ୍ଷରୁ ଏକ ପ୍ରତିବାଦ…
ଯୁବପିଢ଼ି ବିବେକାନୁମୋଦିତ ହେଲେ ଗଣତନ୍ତ୍ର ସୁଦୃଢ଼ ହେବ
ଜଗତସିଂହପୁର, ୮ା୮(ପ୍ରମୋଦ କୁମାର ନାୟକ): ଗଣମାଧ୍ୟମଠାରୁ ସାମ୍ବାଦିକତାର ମହତ୍ତ୍ୱ ଶିଖିବାର ଅଛି, ଯାହା ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀଙ୍କ ନିର୍ଭୀକତା ଓ ସ୍ପଷ୍ଟବାଦିତାରୁ ସ୍ପଷ୍ଟ ଅନୁମେୟ। ତାଙ୍କ ସମ୍ପାଦକୀୟ ଅନେକ ସମୟରେ ଓଡ଼ିଶାରେ ହଟଚମଟ ସୃଷ୍ଟି କରିଥାଏ। ସ୍ପଷ୍ଟ କଥା ଉଲ୍ଲେଖ…
ଉଜୁଡ଼ିଯାଉଛି ମନ୍ମଦ ଉଦ୍ୟାନ: ବିପଦରେ ଭ୍ୟୁ ଟାୱାର
ପାରାଦୀପ,୫।୮(ଶରତ ରାଉତ): ମହାନଦୀରେ ଏବେ ମଧ୍ୟମ ଧରଣର ବନ୍ୟା ସୃଷ୍ଟି ହୋଇଛି। ଏହି ବନ୍ୟା ଜଳ ପାରାଦୀପର ନେହେରୁ ବଙ୍ଗଳା ମନ୍ମଦ ଉଦ୍ୟାନଠାରେ ସମୁଦ୍ରରେ ମିଶୁଛି। ଯେଉଁ ସ୍ଥାନରେ ମହାନଦୀ ବନ୍ୟାଜଳ ସମୁଦ୍ରରେ ମିଶୁଛି ସେଠାରେ ଏବେ କୂଳ କ୍ଷୟ ହେବାରେ…
ଭିଜିଲାନ୍ସ ଜାଲରେ ଆରଆଇ
ଜଗତସିଂହପୁର,୪।୮: ଜଗତସିଂହପୁର ଜିଲା ଏରସମା ତହସିଲର ଗୋଡ଼ା ରାଜସ୍ବ ନିରୀକ୍ଷକ (ଆରଆଇ)ନୃସିଂହ ଚରଣ ରାଉତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜମି ମ୍ୟୁଟେସନ ମାମଲାରେ ଜଣେ ବ୍ୟକ୍ତିଙ୍କ ସପକ୍ଷରେ ରିପୋର୍ଟ ଦେବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…
୯ ପଞ୍ଚାୟତରେ ବନ୍ୟା ପରିସ୍ଥିତି, ହରିପୁର ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ
କୁଜଙ୍ଗ,୪।୮(ମନୋଜ ପ୍ରଧାନ): ମହାନଦୀରେ ପ୍ରଥମ ବନ୍ୟାଜଳ ଆସିବା ଫଳରେ କୁଜଙ୍ଗ ବ୍ଲକର ୯ଟି ପଞ୍ଚାୟତରେ ବନ୍ୟାପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଧୋଇଆ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଗୁରୁବାର କୁଜଙ୍ଗ ବ୍ଲକ ସାଇଲୋ ପଞ୍ଚାୟତର ହରିପୁର ଗ୍ରାମକୁ ବନ୍ୟାଜଳ ପ୍ରବେଶ କରି ନ…
ବନ୍ୟା ସମୟରେ ତାଳଦଣ୍ଡା କେନାଲ ସଫେଇ
ପାରାଦୀପ,୪ା୮(ଶରତ ରାଉତ): ପାରାଦୀପର ଜୀବନରେଖା କୁହାଯାଉଥିବା ତାଳଦଣ୍ଡା କେନାଲ ଏବେ ସଫେଇ ହେଉଛି। କେନାଲରେ ଥିବା ଯାବତୀୟ ଦଳକୁ ମେଶିନ ଦ୍ୱାରା କଢ଼ା ଯାଇ ରାସ୍ତା କଡ଼ରେ ରଖାଯାଉଛି। ପରେ କେନାଲରେ ଥିବା ପରିତ୍ୟକ୍ତ ପାଣିକୁ ଅଠରବାଙ୍କି ଲକ୍ ବାଟେ ନିଷ୍କାସନ…
Archives


