ମହିଳା କର୍ମଚାରୀଙ୍କୁ ମିଳିବ କ୍ରେଚ୍ ସୁବିଧା
ଜଗତ୍ସିଂହପୁର, ୧୮ା୬(ପ୍ରମୋଦ କୁମାର ନାୟକ) ଜଗତ୍ସିଂହପୁର ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ଖୁବ୍ଶୀଘ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କ୍ରେଚ୍ (ଦିନବେଳା ଶିଶୁମାନଙ୍କ ଦେଖାଶୁଣା ପାଇଁ ଗୃହ) ସୁବିଧା ହେବାକୁ ଯାଉଛି। ଛୋଟ ପିଲାଙ୍କୁ ଘରେ ଛାଡି ମହିଳା…
ଜଗତ୍ସିଂହପୁର-କାଳଖ ରାସ୍ତା ପ୍ରଶସ୍ତୀକରଣ ଦାବି
ଜଗତ୍ସିଂହପୁର,୧୭ା୬(ପ୍ରମୋଦ କୁମାର ନାୟକ) ଜଗତ୍ସିଂହପୁର ଜିଲାରେ ଅନେକ ଗୁରୁତ୍ୱପୂର୍ଣ୍ଣ ରାସ୍ତା ପ୍ରଶସ୍ତୀକରଣ ସାଙ୍ଗକୁ ନବୀକରଣ ଚାଲିଛି । ଜଗତ୍ସିଂହପୁରରୁ ପୁରୀ ଓ ଭୁବନେଶ୍ୱର ଦୂରତା କମାଇବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲେ ସୁଦ୍ଧା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ ପାରିନାହିଁ। ଜଗତ୍ସିଂହପୁର-ଆଳିପିଙ୍ଗଳ ଓ…
ରୂପ ବଦଳୁଛି, ବ୍ୟବସ୍ଥା ସୁଧୁରୁନି
ପାରାଦୀପ,୧୬।୬(ଶରତ ରାଉତ): ରାଜ୍ୟର ଅନ୍ୟତମ ବୃହତ୍ ପାରାଦୀପ ମାଛଧରା ବନ୍ଦର ଏବେ ନବକଳେବର ହେବାକୁ ଯାଉଛି। ନୂତନ ଅକ୍ସନ ହଲ (ନିଲାମ କେନ୍ଦ୍ର), ମାର୍କେଟ କମ୍ପ୍ଲେକ୍ସ, ଶୀତଳ ଭଣ୍ଡାର, ପୋତାଶ୍ରୟ ଉନ୍ନତି ଓ ବର୍ଥ ନବୀକରଣ ଆଦି ନିର୍ମାଣ ଚାଲିଛି। ପ୍ରଧାନମନ୍ତ୍ରୀ…
ଚାଷୀଙ୍କୁ ଋଣ ପ୍ରଦାନରେ ଆନ୍ତରିକତା ଅଭାବ
ରଘୁନାଥପୁର, ୧୫।୬(ରାଜେନ୍ଦ୍ର ନାରାୟଣ ସିଂ): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକରେ ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ବଳରାମ ଯୋଜନା ଦିଗହରା ହୋଇପଡ଼ିଛି। ଏହି ଯୋଜନାରେ ଚାଷୀଙ୍କୁ ଋଣ ଦେବାପାଇଁ ଆନ୍ତରିକତା ପ୍ରକାଶ କରୁନାହାନ୍ତି ବ୍ୟାଙ୍କ ସମୂହ। ଫଳରେ ଖରିଫ ଓ ରବି ଫସଲ…
ଜାହାଜ ମରାମତି ବେଳେ ଅଘଟଣ: ପୋତାଶ୍ରୟରେ ଖସି ଅଧିକାରୀଙ୍କ ଜୀବନ ଗଲା
ପାରାଦୀପ,୧୪ା୬(ଶରତ କୁମାର ରାଉତ): ପାରାଦୀପ ବନ୍ଦର ପୋତାଶ୍ରୟରେ ବୁଧବାର ସକାଳେ ଡିସିଆଇ(ଡ୍ରେଜିଂ କର୍ପୋରେଶନ ଇଣ୍ଡିଆ)ଜାହାଜରେ ଅଘଟଣ ଘଟିଛି। ଡ୍ରେଜିଂ ଜାହାଜ ୧୭ର ସେକେଣ୍ଡ ଅଫିସର ପାଣିରେ ବୁଡିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ସି ମ୍ୟାନ (ନାବିକ) ଅଳ୍ପକେ ବର୍ତ୍ତି…
ଆଜିଠୁ ସମୁଦ୍ରକୁ ଯିବେ ମତ୍ସ୍ୟଜୀବୀ
ପାରାଦୀପ,୧୪।୬(ଶରତ ରାଉତ): ୨ ମାସର ସାମୁଦ୍ରିକ ମାଛଧରା କଟକଣା ବୁଧବାର ଶେଷ ହେଉଛି। ଏନେଇ ମଙ୍ଗଳବାର ପାରାଦୀପ ମାଛଧରା ବନ୍ଦର ପରିସର ଚଳଚଞ୍ଚଳ ହୋଇଉଠିଛି । ବୁଧବାର ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ବୋଟ ଓ ୨୫୦ରୁ ଅଧିକ ଛୋଟ ଡଙ୍ଗା ସମୁଦ୍ର…
ମଧୁବାବୁ ପେନସନ୍ ହିତାଧିକାରୀଙ୍କୁ ମିଳିବ ନଗଦ ଟଙ୍କା
ଜଗତ୍ସିଂହପୁର ଅଫିସ,୧୧।୬: ଚଳିତ ମାସରୁ ମଧୁବାବୁ ପେନ୍ସନ୍ ଯୋଜନାର ହିତାଧିକାରୀଙ୍କୁ ନଗଦ ଟଙ୍କା ଆକାରରେ ପେନସନ୍ ଦିଆଯିବ। ୮୦ ବର୍ଷରୁ ଅଧିକ ବୟସର ବୃଦ୍ଧା, ବୃଦ୍ଧ, ଭିନ୍ନକ୍ଷମ ଓ ଶଯ୍ୟାଶାୟୀ ହିତାଧିକାରୀଙ୍କୁ କର୍ମଚାରୀମାନେ ସେମାନଙ୍କ ଘରେ ଭତ୍ତା ରାଶି ପ୍ରଦାନ କରିବେ।…
ଏମ୍ଜିଏନ୍ଆର୍ଇଜିଏସ୍ ପ୍ରହସନ: ଜେସିବି ଖୋଳୁଛି ପୋଖରୀ
ଜଗତସିଂହପୁର ଅଫିସ, ୯ା୬: କେନ୍ଦ୍ର ସରକାର ଗରିବ ଲୋକଙ୍କୁ ଶ୍ରମ ଦେବା ପାଇଁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ପ୍ରଣୟନ କରିଛନ୍ତି । ଏହାଦ୍ୱାରା ଲୋକଙ୍କୁ ଶ୍ରମ ଦିଆଯିବା ସମ୍ଭବ ହୋଇପାରିବ । କିନ୍ତୁ ସରକାରଙ୍କ…
୬ ଦିନ ପାଣି ନ ମିଳିବାରୁ ମହିଳାଙ୍କ ରାସ୍ତାରୋକୋ
କୁଜଙ୍ଗ,୩ା୬ (ଡି.ଏନ୍.ଏ.): କୁଜଙ୍ଗ ବ୍ଲକ କୁଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ନବାଡ଼ିଆ ଗ୍ରାମରେ ବିଭାଗୀୟ ଅବହେଳା ଓ ଖାମଖିଆଲ ନୀତି ଯୋଗୁ ୬ ଦିନ ୫ ଶହ ଅଧିବାସୀ ପାନୀୟ ଜଳ ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ପ୍ରତିବାଦରେ ଶୁକ୍ରବାର ମହିଳାମାନେ ଗରା…
ସଂରକ୍ଷିତ ଜଙ୍ଗଲ ଧ୍ୱଂସ ପାଇବ
ପାରାଦୀପ,୨ା୬(ସ୍ବ.ପ୍ର.): ଆଉ ମାତ୍ର ୩ ଦିନ ପରେ ବିଶ୍ୱ ପରିବେଶ ଦିବସ ପାଳନ ହେବାକୁ ଯାଉଛି। ଏହି ଦିନ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଭିନ୍ନ ପରିବେଶୀୟ ସୁରକ୍ଷା କାର୍ଯ୍ୟକ୍ରମ ହେବ। ଏହାପରେ ପୁଣି ଜୁଲାଇରେ ବନ ସଂରକ୍ଷଣ ମାସ…
କୋମାରେ ଜିଲାର ଶତାଧିକ ପରିଷଦ, ସଂଘ
ଜଗତ୍ସିଂହପୁର ଅଫିସ, ୩୧ା୫: ଆବଶ୍ୟକ ବେଳେ ଅନେକ ସଙ୍ଗଠନ, ମଞ୍ଚ, ସମିତି, ପରିଷଦ, ସଂଘ, ଟ୍ରଷ୍ଟ, ମହାସଭା, ସଭା, ୟୁନିୟନ ଆଦି ସୃଷ୍ଟି କରାଯାଏ। ଏହା ଜରିଆରେ ଆନ୍ଦୋଳନଠାରୁ ଆରମ୍ଭ କରି ଅନେକ ଦାବି ଓ ସାମାଜିକ କାମ ପାଇଁ ପ୍ରତିଶ୍ରୁତି…
ପ୍ରତିଶ୍ରୁତିରେ ଅଟକିଛି ଗ୍ରାମ୍ୟ ଅର୍ଥନୈତିକ କରିଡର
ଜଗତ୍ସିଂହପୁର ଅଫିସ,୨୮ା୫: ଜଗତ୍ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଶାରଳା। ମା’ଙ୍କ ମନ୍ଦିର ନିକଟରୁ ଲଙ୍କାପଡ଼ା ଭାୟା ଶଙ୍ଖେଶ୍ୱର ଗ୍ରାମ୍ୟରାସ୍ତାକୁ ଅର୍ଥନୈତିକ କରିଡର ଭାବେ କାର୍ଯ୍ୟକାରୀ କରିବାକୁ ଅତୀତରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ତତ୍କାଳୀନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର…
Archives


