ଜଗତ୍‌ସିଂହପୁର

ଆଜିଠୁ ସମୁଦ୍ରକୁ ଯିବେ ମତ୍ସ୍ୟଜୀବୀ

ପାରାଦୀପ,୧୪।୬(ଶରତ ରାଉତ): ୨ ମାସର ସାମୁଦ୍ରିକ ମାଛଧରା କଟକଣା ବୁଧବାର ଶେଷ ହେଉଛି। ଏନେଇ ମଙ୍ଗଳବାର ପାରାଦୀପ ମାଛଧରା ବନ୍ଦର ପରିସର ଚଳଚଞ୍ଚଳ ହୋଇଉଠିଛି । ବୁଧବାର ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ବୋଟ ଓ ୨୫୦ରୁ ଅଧିକ ଛୋଟ ଡଙ୍ଗା ସମୁଦ୍ର…

ମଧୁବାବୁ ପେନସନ୍‌ ହିତାଧିକାରୀଙ୍କୁ ମିଳିବ ନଗଦ ଟଙ୍କା

ଜଗତ୍‌ସିଂହପୁର ଅଫିସ,୧୧।୬: ଚଳିତ ମାସରୁ ମଧୁବାବୁ ପେନ୍‌ସନ୍‌ ଯୋଜନାର ହିତାଧିକାରୀଙ୍କୁ ନଗଦ ଟଙ୍କା ଆକାରରେ ପେନସନ୍‌ ଦିଆଯିବ। ୮୦ ବର୍ଷରୁ ଅଧିକ ବୟସର ବୃଦ୍ଧା, ବୃଦ୍ଧ, ଭିନ୍ନକ୍ଷମ ଓ ଶଯ୍ୟାଶାୟୀ ହିତାଧିକାରୀଙ୍କୁ କର୍ମଚାରୀମାନେ ସେମାନଙ୍କ ଘରେ ଭତ୍ତା ରାଶି ପ୍ରଦାନ କରିବେ।…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରହସନ: ଜେସିବି ଖୋଳୁଛି ପୋଖରୀ

ଜଗତସିଂହପୁର ଅଫିସ, ୯ା୬: କେନ୍ଦ୍ର ସରକାର ଗରିବ ଲୋକଙ୍କୁ ଶ୍ରମ ଦେବା ପାଇଁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ପ୍ରଣୟନ କରିଛନ୍ତି । ଏହାଦ୍ୱାରା ଲୋକଙ୍କୁ ଶ୍ରମ ଦିଆଯିବା ସମ୍ଭବ ହୋଇପାରିବ । କିନ୍ତୁ ସରକାରଙ୍କ…

୬ ଦିନ ପାଣି ନ ମିଳିବାରୁ ମହିଳାଙ୍କ ରାସ୍ତାରୋକୋ

କୁଜଙ୍ଗ,୩ା୬ (ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକ କୁଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ନବାଡ଼ିଆ ଗ୍ରାମରେ ବିଭାଗୀୟ ଅବହେଳା ଓ ଖାମଖିଆଲ ନୀତି ଯୋଗୁ ୬ ଦିନ ୫ ଶହ ଅଧିବାସୀ ପାନୀୟ ଜଳ ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ପ୍ରତିବାଦରେ ଶୁକ୍ରବାର ମହିଳାମାନେ ଗରା…

ସଂରକ୍ଷିତ ଜଙ୍ଗଲ ଧ୍ୱଂସ ପାଇବ

ପାରାଦୀପ,୨ା୬(ସ୍ବ.ପ୍ର.): ଆଉ ମାତ୍ର ୩ ଦିନ ପରେ ବିଶ୍ୱ ପରିବେଶ ଦିବସ ପାଳନ ହେବାକୁ ଯାଉଛି। ଏହି ଦିନ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଭିନ୍ନ ପରିବେଶୀୟ ସୁରକ୍ଷା କାର୍ଯ୍ୟକ୍ରମ ହେବ। ଏହାପରେ ପୁଣି ଜୁଲାଇରେ ବନ ସଂରକ୍ଷଣ ମାସ…

କୋମାରେ ଜିଲାର ଶତାଧିକ ପରିଷଦ, ସଂଘ

ଜଗତ୍‌ସିଂହପୁର ଅଫିସ, ୩୧ା୫: ଆବଶ୍ୟକ ବେଳେ ଅନେକ ସଙ୍ଗଠନ, ମଞ୍ଚ, ସମିତି, ପରିଷଦ, ସଂଘ, ଟ୍ରଷ୍ଟ, ମହାସଭା, ସଭା, ୟୁନିୟନ ଆଦି ସୃଷ୍ଟି କରାଯାଏ। ଏହା ଜରିଆରେ ଆନ୍ଦୋଳନଠାରୁ ଆରମ୍ଭ କରି ଅନେକ ଦାବି ଓ ସାମାଜିକ କାମ ପାଇଁ ପ୍ରତିଶ୍ରୁତି…

ପ୍ରତିଶ୍ରୁତିରେ ଅଟକିଛି ଗ୍ରାମ୍ୟ ଅର୍ଥନୈତିକ କରିଡର

ଜଗତ୍‌ସିଂହପୁର ଅଫିସ,୨୮ା୫: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଶାରଳା। ମା’ଙ୍କ ମନ୍ଦିର ନିକଟରୁ ଲଙ୍କାପଡ଼ା ଭାୟା ଶଙ୍ଖେଶ୍ୱର ଗ୍ରାମ୍ୟରାସ୍ତାକୁ ଅର୍ଥନୈତିକ କରିଡର ଭାବେ କାର୍ଯ୍ୟକାରୀ କରିବାକୁ ଅତୀତରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ତତ୍କାଳୀନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର…

ବିନା ସିଓଆର୍‌ରେ ଚାଲିଛି ବେସରକାରୀ ବିଦ୍ୟାଳୟ

ଜଗତ୍‌ସିଂହପୁର ଅଫିସ,୨୭ା୫: ବେସରକାରୀ ବିଦ୍ୟାଳୟଗୁଡ଼ିକ ମନଇଚ୍ଛା ଖୋଲି ପାରିବ ନାହିଁ ବୋଲି ସରକାରୀ କଟକଣା ଅଛି। କାରଣ ଏହିସବୁ ଶିକ୍ଷାନୁଷ୍ଠାନ (୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ) କାର୍ଯ୍ୟକ୍ଷମ ହେବାକୁ ହେଲେ ଅନୁମୋଦନ ପ୍ରମାଣପତ୍ର ତଥା ସିଓଆର୍‌ (ସାର୍ଟିଫିକେଟ୍‌ ଅଫ ରେକଗ୍‌ନାଇଜେଶନ୍‌) ବାଧ୍ୟତାମୂଳକ।…

ଭିନ୍ନକ୍ଷମଙ୍କ ପାଇଁ ପ୍ରେରଣାର ଉତ୍ସ ସୁକାନ୍ତ

ପାରାଦୀପ,୨୬ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଅଠରବାଙ୍କି ବଜାରରେ ଅଛି ଏକ ସାଇକେଲ ମରାମତି ଦୋକାନ। ଏହି ଦୋକାନ ଏଇଥି ପାଇଁ ନିଆରା ଯେ, ସେଠାରେ ସାଇକେଲ ମରାମତି କରୁଥିବା ବ୍ୟକ୍ତି ଜଣକ ହେଉଛନ୍ତି ଭିନ୍ନକ୍ଷମ। କାନ୍ଧ ପାଖରୁ ଡାହାଣ ହାତ ନାହିଁ।…

ଏପ୍ରିଲ ସୁଦ୍ଧା ୮୫ ଦୁର୍ଘଟଣାରେ ୩୪ ମୃତ

ଜଗତ୍‌ସିଂହପୁର ଅଫିସ, ୨୪।୫: ଚଳିତବର୍ଷ ଏପ୍ରିଲ ସୁଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ମୋଟ ୮୫ଟି ଦୁର୍ଘଟଣା ଘଟିଛି। ଏଥିରେ ୩୪ଜଣଙ୍କ ଜୀବନ ଯାଇଛି। ମଦ୍ୟପାନ ଓ ସ୍ପିଡ୍‌ ଡ୍ରାଇଭିଂ ଯୋଗୁ ଏଭଳି ଘଟୁଛି। ଚଳିତ ଜାନୁୟାରୀରୁ ଏପ୍ରିଲ ମାସ ମଧ୍ୟରେ ପରିବହନ…

ପାନୀୟ ଜଳ ଅଭାବରୁ ଲୋକେ ହନ୍ତସନ୍ତ

କୁଜଙ୍ଗ,୨୩ା୫(ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ବାସୀଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ନିମନ୍ତେ ସନ୍ତରାଠାରେ ପାନୀୟ ଜଳ ଓ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏକ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ କରୁଛି। ସେଠାରୁ ପମ୍ପ୍‌ ଯୋଗେ ଭୂତଳ ଜଳ ଉତ୍ତୋଳନ…

କାମ ନ କରି ଅର୍ଥ ବାଟମାରଣା

ନାଉଗାଁ,୨୨ା୫(ସ୍ବ.ପ୍ର.): ନାଉଗାଁ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌(ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା)ରେ ବ୍ୟାପକ ଦୁର୍ନୀତି ହୋଇଛି। ଏଠାରେ କେଉଁଠି ପ୍ରକଳ୍ପ ନିର୍ମାଣ ହୋଇ ନ ଥିବା ବେଳେ ଆଉ କେଉଁଠି ମାତ୍ର ୧୦ କିମ୍ବା ୨୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?