ଜଗତ୍‌ସିଂହପୁର

ମୁଖ୍ୟାଳୟରେ ସରକାରୀ କର୍ମଚାରୀ ରହୁନାହାନ୍ତି

ଜଗତ୍‌ସିଂହପୁର ଅଫିସ, ୬ା୪: ଜଗତ୍‌ସିଂହପୁର ଜିଲାରେ କାର୍ଯ୍ୟରତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରୁ ଅନେକ ମୁଖ୍ୟାଳୟରେ ରହୁନାହାନ୍ତି। ଏପରି କି ଜିଲା ମୁଖ୍ୟାଳୟରେ ମଧ୍ୟ ରହୁ ନ ଥିବା ଗୁରୁତର ଅଭିଯୋଗ ହେଉଛି। କେବଳ ଏତିକି ନୁହେଁ, କେତେଜଣ ସରକାରୀ ଗାଡିର...

‘ମହିଳାଙ୍କ ସ୍ବାବଲମ୍ବୀ ପାଇଁ ମିଶନ ଶକ୍ତି କାଫେ ଏକ ବଳିଷ୍ଠ ମାଧ୍ୟମ’

ରଘୁନାଥପୁର,୫।୪(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲାପାଳ ପାରୁଲ ପଟୱାରି, ଉପଜିଲାପାଳ ମହେନ୍ଦ୍ର କୁମାର ମଲ୍ଲିକ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲା ପରିଷଦ ରୁଦ୍ରନାରାୟଣ ଦାଶ ମଙ୍ଗଳବାର ନୂତନ ଭାବେ ଖୋଲାଯାଇଥିବା ଅନ୍ନପୂର୍ଣ୍ଣା ମିଶନଶକ୍ତି କାଫେ ପରିଦର୍ଶନରେ ଆସିିଛନ୍ତି। ରଘୁନାଥପୁର ବ୍ଲକ ମହିଳା...

ଜଳପଥରେ ବିଶ୍ୱର ୯୦ ପ୍ରତିଶତ ଅର୍ଥନୀତି ଚାଲିଛି

ପାରାଦୀପ,୫।୪(ସ୍ବ.ପ୍ର.): ପାରାଦୀପ ବନ୍ଦର ସମେତ ଦେଶର ସମସ୍ତ ବନ୍ଦର ଭିତ୍ତିକ ସହରରେ ବୁଧବାର ୬୦ ତମ ଜାତୀୟ ନୌବାଣିଜ୍ୟ ଦିବସ ପାଳନ ହେବ। ଏଥିପାଇଁ ପ୍ରତ୍ୟେକ ବନ୍ଦର କର୍ତ୍ତୃପକ୍ଷ ଓ ସେଠାରେ ଥିବା ବ୍ୟବହାରକାରୀ ସଂସ୍ଥା ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।...

ଗ୍ରାମ୍ୟ ଜଙ୍ଗଲରୁ ମାଟି ଖୋଳାଯାଉଛି

ନାଉଗାଁ,୪।୪(ସ୍ବ.ପ୍ର.): ନାଉଗାଁ ବ୍ଲକରେ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ବିଭିନ୍ନ ଅଞ୍ଚଳକୁ ସଂଯୋଗୀକରଣ ରାସ୍ତାଗୁଡ଼ିକର ପୁନଃ ନିର୍ମାଣ ଓ ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି। ଏହିସବୁ ରାସ୍ତାପାର୍ଶ୍ୱ ହେଉ ବା ନୂତନ ଭାବେ ନିର୍ମିତ ରାସ୍ତା ପୋତିବା...

ବିନା କାମରେ ଜବ୍‌କାର୍ଡଧାରୀଙ୍କ ନାମରେ ଉଠୁଛି ଟଙ୍କା

ନାଉଗାଁ,୪।୪(ସ୍ବ.ପ୍ର): ନାଉଗାଁ ବ୍ଲକରେ ଏମ୍‌ଜିଏନ୍‌ଆରଇଜିଏସ୍‌ (ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି)ରେ ବହୁ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଛି। ଶ୍ରମିକଙ୍କ ଅର୍ଥକୁ ଯନ୍ତ୍ରୀ, ଠିକାଦାର, ରାଜନେତା ଓ ଜିଆରଏସ୍‌ ମିଳିତ ଭାବେ ହାତେଇବାକୁ ପଛାଉ ନାହାନ୍ତି। ଏମ୍‌ଜିଏନ୍‌ଆରଇଜିଏସ୍‌ କେନ୍ଦ୍ର...

ବର୍ଷାରେ ଧସିଲା ୧୦ ନଂ. କେନାଲ ମାଟି

ଜଗତ୍‌ସିଂହପୁର ଅଫିସ,୩ା୪: ଜଳ ସମ୍ପଦ ବିଭାଗ ଜଗତ୍‌ସିଂହପୁର ଡିଭିଜନର ମନମାନିକୁ ନେଇ ଅସନ୍ତୋଷ ବଢ଼ୁଛି। ଗତ ୨ ଦିନ ହେବ ବର୍ଷା ଯୋଗୁ ଜଗତ୍‌ସିଂହପୁର ସହର ବଙ୍ଗଳା ଛକ ନିକଟ ପୋଷ୍ଟ ଅଫିସ ଛକରୁ ଏଲ୍‌ଆଇସି କାର୍ଯ୍ୟାଳୟ ପର୍ଯ୍ୟନ୍ତ ନିର୍ମାଣାଧୀନ...

ଶିକ୍ଷାନୁଷ୍ଠାନରେ କମ୍‌ ତାଲିକାରେ ଅଧିକ ଶିକ୍ଷକ

ନାଉଗାଁ,୨।୪(ସ୍ବ.ପ୍ର.): ନାଉଗାଁରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମିଶି ସମୁଦାୟ ୭୯ଟି ରହିଛି। ଏସବୁ ବିଦ୍ୟାଳୟ ଓ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ମଧ୍ୟରେ ସମନ୍ବୟ ରକ୍ଷା ଓ ମଧ୍ୟାହ୍ନଭୋଜନର ତଦାରଖ ପାଇଁ ୯ଟି କ୍ଲଷ୍ଟର ରହିଛି। ଏହି ୯...

୪୦ ହଜାର ହେକ୍ଟର ମୁଗ ଫସଲ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୧ା୪: ଜଗତ୍‌ସିଂହପୁର ଜିଲାରେ ଚଳିତବର୍ଷ ପାଖାପାଖି ୪୦ ହଜାର ହେକ୍ଟର ଜମିରେ ହୋଇଥିବା ମୁଗଚାଷ ମଧ୍ୟରୁ ଅଧିକାଂଶ ବହୁମାତ୍ରାରେ ପ୍ରଭାବିତ ହୋଇଛି। କାଳବୈଶାଖୀ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଯେଉଁ କିଛି ଜମିରେ ମୁଗ ଭଲ...

ସାଂସ୍କୃତିକ ଦଳ ଚୟନ ପ୍ରକ୍ରିୟା ନେଇ ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ,୩୧ା୩: ଏପ୍ରିଲ ୩ରେ ଜଗତ୍‌ସିଂହପୁର ଜିଲା ପ୍ରତିଷ୍ଠା ଦିବସ। ଏନେଇ ପ୍ରସ୍ତୁତି ଏକପ୍ରକାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଛି। କିନ୍ତୁ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞାପନକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଉଛି। ବିଜ୍ଞାପନ ପତ୍ର ସଂଖ୍ୟା ନଂ....

ବେଳାଭୂମି ଜଙ୍ଗଲରୁ ଭୂତଳ ଜଳ ଲୁଟ୍‌

ପାରାଦୀପ,୩୧ା୩ (ସ୍ବ.ପ୍ର.): ପାରାଦୀପର ଷଣ୍ଢକୁଦଠାରୁ ତ୍ରିଲୋଚନପୁର ଗ୍ରାମ ପର୍ଯ୍ୟନ୍ତ ବେଳାଭୂମି ସୁରକ୍ଷା ରାସ୍ତାର ଦୁଇ ପାଶର୍‌ବରୁ ବାଲି ସହ ଜଙ୍ଗଲରୁ ଭୂତଳ ଜଳ ଉଠାଣ ଓ ଝାଉଁ ଜଙ୍ଗଲରୁ କାଠ କାଟି ନିଆଯାଉଛି। ସେହିପରି କଂସାରିପାଟିଆ ନଦୀ ପଠାରୁ ମାଟି...

ଠିକାଦାର ଶ୍ରମ ଆଇନ ମାନିନାହାନ୍ତି

ଜଗତ୍‌ସିଂହପୁର ଅଫିସ,୩୦ା୩: ସ୍ଥାନୀୟ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପାର୍ଶ୍ୱ ଜମିରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କାମ ଚାଲିଛି। ବିଲ୍ଡିଂ ପାର୍ଶ୍ୱରେ ବନ୍ଧା ଯାଇଥିବା ବାଉଁଶଭାରା ଭୁଶୁଡ଼ି ପଡ଼ିବାରୁ େସେଠାରେ କାମ କରୁଥିବା ପଶ୍ଚିମବଙ୍ଗର ୩ ଶ୍ରମିକ ତଳେ ପଡ଼ି ଆହତ...

ବକ୍ସ କଲଭର୍ଟ କାମରେ ମନମାନି

ଜଗତ୍‌ସିଂହପୁର ଅଫିସ,୩୦ା୩: ଜଳ ସମ୍ପଦ ବିଭାଗ ଜଗତ୍‌ସିଂହପୁର ଡିଭିଜନର ମନମାନି ପୁଣି ପଦାକୁ ଆସିଛି। ଜଗତ୍‌ସିଂହପୁର ସହର ବଙ୍ଗଳା ଛକ ନିକଟ ପୋଷ୍ଟ ଅଫିସ ଛକରୁ ଏଲ୍‌ଆଇସି କାର୍ଯ୍ୟାଳୟ ପର୍ଯ୍ୟନ୍ତ ୧୦ନଂ. ଡିଷ୍ଟ୍ରିବ୍ୟୁଟାରୀରେ କେନାଲ ଉପରେ ୩,୬୦,୬୮,୫୩୯ ଟଙ୍କା ବ୍ୟୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri