ଜଗତ୍‌ସିଂହପୁର

ଭୂତକୋଠି ପାଲଟିଛି ଗୋଷ୍ଠୀ ଶୌଚାଳୟ

କୁଜଙ୍ଗ,୧୩।୫ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ କୁଜଙ୍ଗ ପରିଚିତ। ଏଠାରେ ବ୍ଲକ, ତହସିଲ କାର୍ଯ୍ୟାଳୟ ସମେତ ଥାନା, ୫ ନ୍ୟାୟାଳୟ, ୫୦ରୁ ଉର୍ଦ୍ଧ୍ୱ ସରକାରୀ କାର୍ଯ୍ୟାଳୟ, ୧୦ରୁ ଊର୍ଦ୍ଧ୍ୱ ରାଷ୍ଟ୍ରାୟତ୍ତ ଓ…

ବନ୍ଦର ଉପାଧ୍ୟକ୍ଷ ଦାୟିତ୍ୱ ନେଲେ ନୀଳଭ୍ର ଦାସଗୁପ୍ତା

ପାରାଦୀପ ୧୨।୫(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରାଧିକରଣ (ପିପିଏ)ର ନୂତନ ଉପାଧ୍ୟକ୍ଷ ଭାବେ ନୀଳଭ୍ର ଦାସଗୁପ୍ତା ଦାୟିତ୍ୱ ନେଇଛନ୍ତି। ପୂର୍ବରୁ ଉପାଧ୍ୟକ୍ଷ ଥିବା ଏ କେ.ବୋଷ ଗତ ମାର୍ଚ୍ଚ ୩୧ରେ ଅବସର ଗ୍ରହଣ କରିଥିଲେ। ସେବେଠାରୁ ଉକ୍ତ ପଦବୀ ଖାଲି ଥିଲା। ଦାସଗୁପ୍ତା…

ଚିରଞ୍ଜୀବଙ୍କ ମନ୍ତବ୍ୟକୁ ନେଇ ଜଗତ୍‌ସିଂହପୁରରେ ଚର୍ଚ୍ଚା

ଜଗତ୍‌ସିଂହପୁର ଅଫିସ, ୧୧ା୫: ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ପରାଜୟ ହୋଇଥିଲା। ଏହା ପରଠାରୁ ଚିରଞ୍ଜୀବ କାଁ ଭାଁ ନିର୍ବାଚନମଣ୍ଡଳୀକୁ ଆସୁଛନ୍ତି। ସାଙ୍ଗଠନିକ କାର୍ଯ୍ୟ ହେଉ ନ ଥିବାରୁ ଦଳୀୟ ନେତା ଓ…

ତାଳଦଣ୍ଡା କେନାଲ ପାଣି ପିଇବା, ଗାଧୋଇବାକୁ ଅନୁପଯୁକ୍ତ

ପାରାଦୀପ,୧୧ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଶିଳ୍ପଭିତ୍ତିକ ସହରାଞ୍ଚଳ ପାଇଁ ତାଳଦଣ୍ଡା କେନାଲ ହେଉଛି ଜୀବନରେଖା। କାରଣ ସବୁ ଶିଳ୍ପସଂସ୍ଥା, ପାରାଦୀପ ବନ୍ଦର ଏବଂ ସହରାଞ୍ଚଳବାସୀ ତାଳଦଣ୍ଡା କେନାଲ ପାଣି ଉପରେ ନିର୍ଭରଶୀଳ। ଏହାବାଦ୍‌ ଜଗତ୍‌ସିଂହପୁର ଜିଲାର ବହୁ ଗ୍ରାମାଞ୍ଚଳ ବାସିନ୍ଦା ମଧ୍ୟ…

୨ ପଞ୍ଚାୟତର ୨ ପ୍ରକଳ୍ପରେ ଗୋଟିଏ ଫଟୋ

ନାଉଗାଁ,୧୧ା୫(ସ୍ବ.ପ୍ର.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ସଫଳ ରୂପାୟନ ସହ କାର୍ଯ୍ୟରେ ସ୍ବଚ୍ଛତା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ରାଜ୍ୟର କମିଶନରଙ୍କ ନିକଟକୁ ନ୍ୟାଶନାଲ ମୋବାଇଲ ମନିଟରିଂ ସିଷ୍ଟମ (ଏନ୍‌ଏମ୍‌ଏମ୍‌ଏସ୍‌) ଆପ୍‌କୁ ବାଧ୍ୟତାମୂଳକ କରାଯାଇଛି।…

୧୫ ବର୍ଷ ପରେ ବି ବଢ଼ୁନି ଭଡ଼ା

ଜଗତସିଂହପୁର ଅଫିସ, ୯ା୫: ଜଗତ୍‌ସିଂହପୁର ପୌର ପରିଷଦ ପକ୍ଷରୁ ଆଦାୟ ହେଉଥିବା ରାଜସ୍ବ ମଧ୍ୟରୁ ଘର ଭଡା ଅନ୍ୟତମ। ଏହି ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ୭୫ ଘର ଭଡ଼ାରେ ଲାଗିଛି । ଏସବୁ ଘରୁ ମାସିକ ପାଖାପାଖି ୨୬ ହଜାର ଟଙ୍କା…

ଅଙ୍ଗନଓ୍ବାଡି ଗୃହ ନାହିଁ, ଓ୍ବାର୍ଡ ଅଫିସରେ ଚାଲିଛି ସର୍ଭେ

ପାରାଦୀପ,୮ା୫(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳ ୧୯ ଟି ଯାକ ୱାର୍ଡରେ ଗତ ୨ ତାରିଖରୁ ପଛୁଆ ବର୍ଗ ଜାତି ସର୍ଭେ ଆରମ୍ଭ ହୋଇଛି। ଏହା ଚଳିତ ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ସରକାରୀ ନିୟମ ମୁତାବକ ପ୍ରତି ସର୍ଭେ ସେଣ୍ଟରରେ ୨୦୮…

ସ୍ଲୁଇସ୍‌ଗେଟ୍‌ ଆବଶ୍ୟକ: ଚାଲିଛି ସଫେଇ କାର୍ଯ୍ୟ

ନାଉଗାଁ ,୮ା୫(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଓଷକଣା ପଞ୍ଚାୟତର ଅଙ୍ଗେଶ୍ୱରପଡ଼ାରୁ ଗୋଳାନଦୀ ବାହାରିଛି। ଏହା ଗାରୋଇସ୍ଥିତ ଦେବୀନଦୀରେ ମିଶିଛି। ଚଳିତ ବର୍ଷ ଜଳସେଚନ ବିଭାଗ ତରଫରୁ ଗୋଳାନଦୀର ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି। ଏହି କାର୍ଯ୍ୟକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି…

ଡ୍ରେନେଜ୍‌ ସମସ୍ୟା ଦୂର କରିବ ଅଳକା ଖନନ

ଜଗତ୍‌ସିଂହପୁର ଅଫିସ,୮ା୫: ଦିନ ଥିଲା ଅଳକା ସୁଗଭୀର ଥିଲା। ଏଥିରେ ଜାହାଜ ଯାତାୟାତ କରିପାରୁଥିଲା। ତେଣୁ ତତ୍କାଳୀନ ହରିହରପୁର ତଥା ବର୍ତ୍ତମାନର ଜଗତ୍‌ସିଂହପୁରରେ ଇଂରେଜମାନେ ବ୍ୟବସାୟ କେନ୍ଦ୍ର ଅର୍ଥାତ୍‌ ବାଣିଜ୍ୟ କୋଠି କରିବାକୁ ସକ୍ଷମ ହୋଇଥିଲେ। ସମୟ ଚକ୍ରରେ ଅଳକା ସ୍ଥିତି…

ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଆକ୍ରମଣ

ତିର୍ତ୍ତୋଲ,୭।୫(ଡି.ଏନ.ଏ.): ଏକ ମାମଲାରେ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଭାବେ ଆକ୍ରମଣ କରାଯାଇଛି। ଫଳରେ ୨ ଜଣ ମହିଳା ପୋଲିସ ଅଧିକାରୀ ଆହତ ହୋଇଛନ୍ତି। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଗରେଇ ପଞ୍ଚାୟତ ଅନ୍ତର୍ଗତ ଶିରୋଳ ଗ୍ରାମରେ ଶୁକ୍ରବାର ବିଳମ୍ବିତ…

୬ ଦିନ ହେଲା ବାଲିଯାତ୍ରା ପଡ଼ିଆ ଅନ୍ଧାର

ପାରାଦୀପ, ୭ା୫(ସ୍ବ.ପ୍ର.) ପାରାଦୀପର ସବୁଠାରୁ ଚିତ୍ତବିନୋଦନ ସ୍ଥାନ ବାଲିଯାତ୍ରା ପଡ଼ିଆ ତଥା ବତୀଘର ପାଖ ସମୁଦ୍ର ବେଳାଭୂମି ଗତ ୬ ଦିନ ହେଲା ଅନ୍ଧାରରେ ରହିଛି। ଏହାଦ୍ୱାରା ଉକ୍ତ ସ୍ଥାନ ସା ପରଠାରୁ ଶୂନଶାନ ହେବା ସହ ଭୟାତୁର ପରିବେଶ ସୃଷ୍ଟି…

ବନ୍ଦ ହେଲାଣି ଏକାଧିକ ଯାତ୍ରାପାର୍ଟି

ଜଗତ୍‌ସିଂହପୁର ଅଫିସର, ୬।୫: ଯାତ୍ରା ଦୁନିଆରେ ଜଗତ୍‌ସିଂହପୁରର ସ୍ଥାନ ସ୍ବତନ୍ତ୍ର। ଏହି ଜିଲାର ପୂର୍ବ ଡାକ ନାମ ଥିଲା ହରିହରପୁର । ଏଠାରେ ଯାତ୍ରାର ପ୍ରାଥମିକ ରୂପଲୀଳା ଅଷ୍ଟାଦଶ ଶତାବ୍ଦୀର ଶେଷ ଏବଂ ଊନବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆରମ୍ଭ ହୋଇଥିଲା। ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?