ଜଗତ୍‌ସିଂହପୁର

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ ଦୋକାନ ଘର ସମ୍ପୂର୍ଣ୍ଣ ପୋଡ଼ି ଯାଇଛି ।ଖବରପାଇ ପାରାଦୀପ ବନ୍ଦର ଅଗ୍ନିଶମ ବିଭାଗ,…

ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର ଅନ୍ତର୍ଗତ ଜଟାଧାର ତଣ୍ଡାରେ ଦୈନିକ ଶତାଧିକ ଅଲିଭ୍‌ରିଡ୍‌ଲେ କଇଁଛ ମରୁଛନ୍ତି। ସେମାନଙ୍କ ସୁରକ୍ଷା…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା ଥାନା ଅନ୍ତର୍ଗତ ଡିମିଣି ହବଳେଶ୍ୱର ଗ୍ରାମର ରଶ୍ମି ରଞ୍ଜନ ମହାନ୍ତି। ଏ ସମ୍ପର୍କରେ…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ ପତାକା ଅବତରଣ କରିବା ସମୟରେ ବିଦ୍ୟୁତ ଆଘାତ ଲାଗି ଓମ ପ୍ରକାଶ ଦ୍ବିବେଦୀ…

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା ବେଳେ ନିଆଁ ଲାଗି ପ୍ରଥମେ ପାଳ ଗଦା ଏବଂ ରୋଷେଇ ଘର ପୋଡି…

ବସ୍‌ ମାଲିକ ସଂଘର ବଡ଼ ନିଷ୍ପତ୍ତି: ପାରାଦୀପରୁ ଗଡ଼ିବନାହିଁ ଘରୋଇ ବସ୍‌

ପାରାଦୀପ,୧୮।୧: ମୁଖ୍ୟମନ୍ତ୍ରୀ ବସ୍‌ ଚଳାଚଳକୁ ବିରୋଧ କରି ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସୋମବାର ସକାଳ ୬ଟାରୁ ପାରାଦୀପ ବସ୍‌ଷ୍ଟାଣ୍ଡରୁ ଘରୋଇ ବସ୍‌ ଗଡ଼ିବ ନାହିଁ ବୋଲି ସଂଘ ପକ୍ଷରୁ ଜନସାଧାରଣଙ୍କୁ ଅବଗତ କରି…

ଶିବଲିଙ୍ଗ ଉପରେ ପୂଜକଙ୍କ ମୃତଦେହ, ତା’ପରେ ଯାହା ଘଟିଲା…

ଜଗତ୍‌ସିଂହପୁର,୧୮ା୧(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ପୁନଙ୍ଗସ୍ଥିତ ପୁନେଶ୍ୱର ମହାଦେବ ମନ୍ଦିରରେ ଶନିବାର ଅଭାବନୀୟ ଘଟଣା ଘଟିଛି। ମନ୍ଦିରର ପାତାଳଫୁଟା ଶିବଲିଙ୍ଗ ଉପରୁ ମନ୍ଦିର ପୂଜକ ଓମ୍‌ପ୍ରକାଶ ପଣ୍ଡା ଓରଫ ଶିବୁନା (୨୪)ଙ୍କ ମୃତଦେହ ମିଳିଛି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ମୃତ୍ୟୁର କାରଣ…

ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…

ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ମରଣାନ୍ତକ ଆକ୍ରମଣ କରିଛି। ଘଟଣା ପରେ ସ୍ବାମୀ ଫେରାର ହୋଇଯାଇଛନ୍ତି। ପରେ ପୋଲିସ…

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା କପଡ଼ା ବାନ୍ଧି ବୁଲୁଛନ୍ତି। ଏପରିକି ରବିବାର କେତେଜଣ ଦୁର୍ଗନ୍ଧ ଯୋଗୁ ବାନ୍ତି କରି ଅଠରବାଙ୍କି…

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା। ପରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳୁଛି। ସିନାପାଲି କେନ୍ଦୁମୁଣ୍ଡା ଗାଁ ମଞ୍ଚରେ…

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ ୧୩ ବର୍ଷୀୟ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦିଆଯାଇଥିବା ଅଭିଯୋଗ ହୋଇଛି। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଏରସମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?