ଜଗତ୍‌ସିଂହପୁର

ବେଳାଭୂମି ଜଙ୍ଗଲରୁ ଭୂତଳ ଜଳ ଲୁଟ୍‌

ପାରାଦୀପ,୩୧ା୩ (ସ୍ବ.ପ୍ର.): ପାରାଦୀପର ଷଣ୍ଢକୁଦଠାରୁ ତ୍ରିଲୋଚନପୁର ଗ୍ରାମ ପର୍ଯ୍ୟନ୍ତ ବେଳାଭୂମି ସୁରକ୍ଷା ରାସ୍ତାର ଦୁଇ ପାଶର୍‌ବରୁ ବାଲି ସହ ଜଙ୍ଗଲରୁ ଭୂତଳ ଜଳ ଉଠାଣ ଓ ଝାଉଁ ଜଙ୍ଗଲରୁ କାଠ କାଟି ନିଆଯାଉଛି। ସେହିପରି କଂସାରିପାଟିଆ ନଦୀ ପଠାରୁ ମାଟି ମଧ୍ୟ…

ଠିକାଦାର ଶ୍ରମ ଆଇନ ମାନିନାହାନ୍ତି

ଜଗତ୍‌ସିଂହପୁର ଅଫିସ,୩୦ା୩: ସ୍ଥାନୀୟ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପାର୍ଶ୍ୱ ଜମିରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କାମ ଚାଲିଛି। ବିଲ୍ଡିଂ ପାର୍ଶ୍ୱରେ ବନ୍ଧା ଯାଇଥିବା ବାଉଁଶଭାରା ଭୁଶୁଡ଼ି ପଡ଼ିବାରୁ େସେଠାରେ କାମ କରୁଥିବା ପଶ୍ଚିମବଙ୍ଗର ୩ ଶ୍ରମିକ ତଳେ ପଡ଼ି ଆହତ ହୋଇଥିଲେ।…

ବକ୍ସ କଲଭର୍ଟ କାମରେ ମନମାନି

ଜଗତ୍‌ସିଂହପୁର ଅଫିସ,୩୦ା୩: ଜଳ ସମ୍ପଦ ବିଭାଗ ଜଗତ୍‌ସିଂହପୁର ଡିଭିଜନର ମନମାନି ପୁଣି ପଦାକୁ ଆସିଛି। ଜଗତ୍‌ସିଂହପୁର ସହର ବଙ୍ଗଳା ଛକ ନିକଟ ପୋଷ୍ଟ ଅଫିସ ଛକରୁ ଏଲ୍‌ଆଇସି କାର୍ଯ୍ୟାଳୟ ପର୍ଯ୍ୟନ୍ତ ୧୦ନଂ. ଡିଷ୍ଟ୍ରିବ୍ୟୁଟାରୀରେ କେନାଲ ଉପରେ ୩,୬୦,୬୮,୫୩୯ ଟଙ୍କା ବ୍ୟୟ ବରାଦରେ…

ମଧ୍ୟାହ୍ନଭୋଜନ ଖାଉନାହାନ୍ତି ଛାତ୍ରୀଛାତ୍ର

ରଘୁନାଥପୁର,୨୯ା୩(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷାର ଉନ୍ନତି ପାଇଁ ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ଏଠାରେ ମାଗଣାରେ ମଧ୍ୟାହ୍ନ ଭୋଜନଠାରୁ ଆରମ୍ଭ କରି ପାଠପଢା ବହି ଓ ରହିବା ଖାଇବାର ବ୍ୟବସ୍ଥା କରାଯାଇଛି। ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ପୂର୍ଣ୍ଣଚନ୍ଦ୍ର…

ଦେବୀ ନଦୀରେ ବୁଡ଼ିଗଲେ: ୩ ସାଙ୍ଗ ୨ ମୃତ, ଜଣେ ନିଖୋଜ

ବାଲିକୁଦା,୨୮ା୩(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ମାଛଗଁା ଦେବୀ ନଦୀ କୂଳରେ ସୋମବାର ସକାଳେ ଏକ ଅଘଟଣ ଘଟିଛି। ଏହି ନଦୀକୁ ଗାଧୋଇବାକୁ ଆସିଥିବା ୪ ସାଙ୍ଗଙ୍କ ମଧ୍ୟରୁ ୩ ଜଣ ବୁଡ଼ି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ…

ଓଡ଼ିଶା ଲୋକସେବା ଅଧିକାର ଆଇନ କାମରେ ଲାଗୁନି

ପାରାଦୀପ,୨୭ା୩ (ସ୍ବ.ପ୍ର.): ୨୦୧୧-୧୨ ମସିହାରେ ସମଗ୍ର ଦେଶରେ ଜନ ଲୋକପାଳ ଆଇନ୍‌ ପାଇଁ ଆନ୍ଦୋଳନ ହୋଇଥିଲା। ସେତେବେଳେ ଆନ୍ନା ହଜାରେ ଅନଶନ ମଧ୍ୟ କରିଥିଲେ। ଯେଉଁଥିପାଇଁ ୟୁପିଏ ସରକାର ପରବର୍ତ୍ତୀ ସମୟରେ ଶାସନରୁ ଯାଇଥିଲା ବୋଲି ଚର୍ଚ୍ଚା ହୁଏ। ସେହି ସମୟରେ…

ସରକାରୀ ବିଦ୍ୟାଳୟରେ ଅନିଶ୍ଚିତତା ଘେରରେ ପ୍ରି-ନର୍ସରି

ଜଗତ୍‌ସିଂହପୁର ଅଫିସ,୨୭ା୩: ୨୦୧୮ରେ କେନ୍ଦ୍ର ସରକାର ଶିକ୍ଷାରେ ସଂସ୍କାର ଆଣିବା ପାଇଁ ଦେଶରେ ଏକକ ଶିକ୍ଷା ବ୍ୟବସ୍ଥା ତଥା ସମଗ୍ର ଶିକ୍ଷା ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଥିଲେ। ବିଦ୍ୟାଳୟଗୁଡ଼ିକରେ ପ୍ରି ନର୍ସରି ଖୋଲିବା ସାଙ୍ଗକୁ ଏକକ ଶିକ୍ଷାନୁଷ୍ଠାନରେ ସାଧାରଣ ଓ…

ଶିକ୍ଷକଙ୍କ ଗ୍ରେଡେସନ ତାଲିକାରେ ତାଳ ମେଳ ରହୁନି

ନାଉଗାଁ,୨୬।୩(ସ୍ବ.ପ୍ର): ଶିକ୍ଷକମାନଙ୍କର ପଦୋନ୍ନତି ପାଇଁ ପ୍ରତିବର୍ଷ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କର ଗ୍ରେଡେଶନ ତାଲିକା ପ୍ରସ୍ତୁତ କରାଯାଇଥାଏ। ଏହି ଗ୍ରେଡେଶନ ତାଲିକା ଜିଲା ଶିକ୍ଷାଧିକାରୀ ଓ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରସ୍ତୁତ କରାଯାଇ ଶିକ୍ଷା ବିଭାଗକୁ ପ୍ରଦାନ କରାଯାଇଥାଏ। କିନ୍ତୁ…

ପାକ୍ସ ସମ୍ପାଦକଙ୍କ ମନମାନି, ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ, ୨୫ା୩: ଚଳିତ ଖରିଫ ଋତୁ ପାଇଁ ଧାନକିଣା ଅବଧି ଚଳିତ ମାସ ୩୦ ତାରିଖ ସୁଦ୍ଧା ଶେଷ ହେବ। ମଣ୍ଡିଗୁଡ଼ିକରୁ ମୋଟ୍‌ ୧୬,୫୨,୦୦୦ କୁଇଣ୍ଟାଲ ବଳକା ଧାନ ସଂଗ୍ରହ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା ବେଳେ ଶୁକ୍ରବାର ସୁଦ୍ଧା ୧୩,୯୮,୦୭୨.୨୯ କୁଇଣ୍ଟାଲ…

ରାସ୍ତା ଉଚ୍ଛେଦ କରିବାକୁ ଯାଇ ତହସିଲଦାର ହଟହଟା

ବାଲିକୁଦା,୨୩ା୩(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ତହସିଲ ପ୍ରଶାସନ ଶ୍ମଶାନ ଓ ଗୋଚରରେ ନିର୍ମାଣ କରାଯାଇଥିବା ବେଆଇନ ରାସ୍ତାକୁ ବୁଧବାର ଜେସିବି ଲଗାଇ ତାଡ଼ିଛି। ତେବେ ଏହି ଜବରଦଖଲ ଓ ବେଆଇନ ନିର୍ମାଣକୁ ଉଚ୍ଛେଦ ପାଇଁ ଦିନ ଧାର୍ଯ୍ୟ ହୋଇଥିବା ବେଳେ ପୋଲିସ…

ଯନ୍ତ୍ରୀଙ୍କ ଅଗୋଚରରେ ଚାଲିଛି ପୂର୍ତ୍ତ ବିଭାଗ କାର୍ଯ୍ୟ

ନାଉଗାଁ,୨୨।୩(ସ୍ବ.ପ୍ର.): ନାଉଗାଁ ବ୍ଲକ ଦେଇ ବାଲି ଭଉଁରୀ-ଶିଖରଘାଟ, କୋକିଢ଼ିହ-ତେଲସରା ରାସ୍ତା ସଂଯୋଗ କରୁଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଜଗତ୍‌ସିଂହପୁର ଡିଭିଜନ ଅଧୀନରେ ରହିଛି। କୋକିଡିହ-ତେଲସରା ରାସ୍ତା ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ଟେଣ୍ଡର କରାଯିବା ସହ ନିର୍ମାଣ ଓ ପୁନଃ…

ଜଙ୍ଗଲ ଅବକ୍ଷୟମୁଖୀ, ବନ୍ୟପ୍ରାଣୀ ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୨।୩:  ପ୍ରତିବର୍ଷ ମାର୍ଚ୍ଚ ୨୧ ତାରିଖରେ ବିଶ୍ୱ ବନ ଦିବସ ପାଳନ କରାଯାଉଛି। ଏହି ଦିବସର ମୂଳ ଲକ୍ଷ୍ୟ ହେଉଛି ବନ ସଂରକ୍ଷଣ ସାଙ୍ଗକୁ ବନ୍ୟଜନ୍ତୁ, ସରୀସୃପ ଆଦିଙ୍କ ସୁରକ୍ଷା ପାଇଁ ଅଧିକ ଦାୟିତ୍ୱବାନ ହେବା। ସବୁଜ ବଳୟ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri