୨ ପଞ୍ଚାୟତବାସୀ ପାଣି କିଣୁଛନ୍ତି
ପାରାଦୀପ,୧୩।୩(ସ୍ବ.ପ୍ର.):ପାରାଦୀପରେ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି। ଦ୍ରୁତ ଶିଳ୍ପାୟନ ଓ ଆଧୁନିକ ଜୀବନ ଶୈଳୀ ଏହାର ପ୍ରମୁଖ କାରଣ ବୋଲି କୁହାଯାଉଛି। ପାରାଦୀପ ସହର ନିକଟ ଗ୍ରାମଞ୍ଚଳରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ସହର ପାଖରେ ଥିବା…
ବିନା ଅନୁମତିରେ ଗୋଚର ଜମିରୁ ଖୋଳାଚାଲିଛି ମାଟି
ନାଉଗାଁ ,୧୨।୩(ସ୍ବ.ପ୍ର.): ନାଉଗାଁ ତହସିଲ ଅଧୀନ ଦେଇ ଗୋଠଦାଠାରୁ ଇଚ୍ଛାପୁର (ନରଣପୁର) ଓ ନାଉଗଁା ବ୍ଲକ ଛକ ଠାରୁ ବାଲିକୁଦା ବ୍ଲକକୁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି। ଏସବୁ ରାସ୍ତା ନିର୍ମାଣ ପାଇଁ ଶହ ଶହ ଟ୍ରିପ୍ ମାଟି ଆବଶ୍ୟକ…
ବଳି ଭୟରେ ନାବାଳିକାଙ୍କ ସ୍କୁଲ ଯିବା ବନ୍ଦ
ରଘୁନାଥପୁର,୧୧।୩(ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ଥାନା ଅନ୍ତର୍ଗତ ସାଦେଇପୁର ପଞ୍ଚାୟତ ରାଉତ ନୂଆଗାଁର ନାରାୟଣ ପାଣି ଶନିବାର ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ଗୁପ୍ତଧନ ପାଇବା ଆଶାରେ ତାଙ୍କ ନାବାଳିକା ଝିଅକୁ ବଳିଦେବା ଉଦ୍ଦେଶ୍ୟରେ ସନ୍ଦିଗ୍ଧ ବ୍ୟକ୍ତି ଟାର୍ଗେଟ କରିଥିବା ଅଭିଯୋଗରେ…
ଅଢ଼େଇ କିଲୋ ଧାନ କାଟକୁ ଚାଷୀଙ୍କ ବିରୋଧ
ରଘୁନାଥପୁର,୧୧।୩(ଡି.ଏନ୍.ଏ.): ରଘୁନାଥପୁର ବ୍ଲକ ଜଗନ୍ନାଥପୁର କୃଷି ସେବା ସମବାୟ ସମିତି ପକ୍ଷରୁ ଖୋଲା ଯାଇଥିବା ମଣ୍ଡିରେ ଅଢ଼େଇ କିଲୋ ଧାନ କାଟକୁ ଚାଷୀମାନେ ବିରୋଧ କରିଛନ୍ତି। ଏ ସମ୍ପର୍କରେ ସମିତି ସମ୍ପାଦକ କପିଳେନ୍ଦ୍ର ପରିଡା ନୀରବ ରହୁଛନ୍ତି। ଏହି ଧାନ କାଟ…
ଜିଲାର ୯୧ କେନ୍ଦ୍ରରେ ୧୩,୪୯୫ ପରୀକ୍ଷାର୍ଥୀ
ଜଗତ୍ସିଂହପୁର ଅଫିସ, ୧୧ା୩: ମାଟ୍ରିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ଜଗତ୍ସିଂହପୁର ଜିଲାର ୧୩,୪୯୫ ପରୀକ୍ଷାର୍ଥୀଙ୍କୁ ୯୧ଟି କେନ୍ଦ୍ରରେ ପରୀକ୍ଷା ଦେବାର ସୁଯୋଗ ଥିବାବେଳେ ସେଥିରୁ ୨୫୧ ଜଣ ଅନୁପସ୍ଥିତ ରହିଛନ୍ତି।…
ସନ୍ଦିଗ୍ଧ ପାରା ଯିବ ସିଏଫ୍ଏସ୍ଏଲ
ପାରାଦୀପ,୧୦।୩(ଡି.ଏନ୍.ଏ.): ପାରାଦୀପ ସମୁଦ୍ରରୁ ଧରାପଡ଼ିଥିବା ସନ୍ଦିଗ୍ଧ ପାରା ସେଣ୍ଟ୍ରାଲ ଫୋରେନସିକ ସାଇନ୍ସ ଲ୍ୟାବ(ସିଏଫ୍ଏସ୍ଏଲ୍) ଯିବ। ରାଜ୍ୟ ଫୋରେନସିକ ଲ୍ୟାବ କୌଣସି ନିଷ୍କର୍ଷରେ ପହଞ୍ଚି ନ ପାରିବାରୁ କୋଲକାତା କିମ୍ବା ହାଇଦ୍ରାବାଦ ସ୍ଥିତ ସିଏଫ୍ଏସ୍ଏଲକୁ ପଠାଯିବ। ପାରା ଦେହର ଲେଖା ଓ ଡିଭାଇସ…
ଓଡ଼ିଆ ବୈଜ୍ଞାନିକଙ୍କୁ ଆନ୍ତର୍ଜାତିକ ପୁରସ୍କାର
ବାଲିକୁଦା,୧୦।୩(ସ୍ବ.ପ୍ର.):ଭାବା ପରମାଣୁ ଗବେଷଣା କେନ୍ଦ୍ର, ମୁମ୍ବାଇରେ କାର୍ଯ୍ୟରତ ଓଡ଼ିଆ ମହିଳା ବୈଜ୍ଞାନିକ ଡ. ଜ୍ୟୋତିର୍ମୟୀ ମହାନ୍ତି ୨୦୨୩ ମସିହାର ସମ୍ମାନଜନକ ଅନ୍ତର୍ଜାତୀୟ ପୁରସ୍କାର (ଆଇୟୁପିଏସି ଡିଷ୍ଟିଂଉଇସ୍ ଓମା୍ୟନ ଇନ୍ କେମେଷ୍ଟି ଅର୍ କେମିକାଲ ଇଞ୍ଜିନିୟରିଂ) ପାଇଁ ମନୋନୀତ ହୋଇଛନ୍ତି। ଭାରତର ପ୍ରଥମ…
ଏମ୍ଜିଏନ୍ଆର୍ଇଜିଏସ୍ ତଥ୍ୟ ଦେବାକୁ ପ୍ରଶାସନର ଭୟ
ନାଉଗାଁ,୧୦ା୩(ସ୍ବ.ପ୍ର):କେନ୍ଦ୍ର ସରକାରଙ୍କର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏସ୍) କାର୍ଯ୍ୟକାରୀ ହେଉଛି। ଦାରିଦ୍ର୍ୟ ଦୂରିକରଣ କରିବା ସହ ସମସ୍ତ ଶ୍ରମିକଙ୍କୁ ଶ୍ରମ ପ୍ରଦାନ କରିବା । ଏଥିସହ ରାଜ୍ୟ ତଥା ବାହାରକୁ ଦାଦନ ଖଟିବାକୁ ଯାଉଥିବା…
ସନ୍ଦିଗ୍ଧ ପାରା ଉଦ୍ଧାର, ଗୋଡ଼ରେ ବନ୍ଧା ହୋଇଛି ସିସିଟିଭି, ମେମୋରି ଚିପ୍ସ
ପାରାଦୀପ,୮ା୩(ସ୍ବ.ପ୍ର.): ପାରାଦୀପ ମାଛଧରାବନ୍ଦର ପରିସରରୁ ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ବୋଟରୁ ବୁଧବାର ଏକ ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ପାରାଦୀପ ମେରାଇନ ପୋଲିସକୁ ହସ୍ତାନ୍ତର କରିବା ପରେ ପୋଲିସ ତାକୁ ନେଇ ଅଟକ ରଖିବା ସହ ତଦନ୍ତ ଆରମ୍ଭ କରିଛି।…
ବିଜୁ ଜୟନ୍ତୀରେ ଅତିଥିଙ୍କ ଟିପ୍ପଣୀ ଚର୍ଚ୍ଚାରେ
ପାରାଦୀପ,୭।୩(ସ୍ବ.ପ୍ର.):ପାରାଦୀପରେ ରବିବାର ସମାନ୍ତରାଳ ଭାବେ ବିଜୁ ଜୟନ୍ତୀ ପାଳନ କରାଯାଇଥିଲା। ସେଥିରେ ଯୋଗଦେଇଥିବା ନେତାଙ୍କ ବୟାନ ସୋମବାର ଚର୍ଚ୍ଚାର ବିଷୟ ପାଲଟିଛି। ରବିବାର ସାରେ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ସ୍ମୃତିଚାରଣ ସଭାରେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ…
୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ
ଜଗତ୍ସିଂହପୁର ଅଫିସ, ୫।୩: ଜଗତ୍ସିଂହପୁର ସଦର ମହକୁମାସ୍ଥିତ ବଙ୍ଗଳା ଛକ ନିକଟରେ ଜଳ ସମ୍ପଦ ବିଭାଗର ୧୦ ନମ୍ବର ଡିଷ୍ଟ୍ରିବ୍ୟୁଟାରିର ପୋଷ୍ଟ ଅଫିସ ସ୍କୋୟାରରୁ ଏଲ୍ଆଇସି କାର୍ଯ୍ୟାଳୟ ପର୍ଯ୍ୟନ୍ତ ଚାଲିଥିବା ବକ୍ସ କଲଭର୍ଟ ନିର୍ମାଣରେ ବଡ ଧରଣର ଦୁର୍ନୀତି ହୋଇଥିବା ଅଭିଯୋଗ…
ମହିଳାଙ୍କ ମୃତଦେହ ନିକଟରେ ୪ ଘଣ୍ଟା ଲୁହ ଝରାଇଲା ହନୁ
ଏରସମା,୫।୩(ସ୍ବ.ପ୍ର.): ଜଣେ ମହିଳାଙ୍କ ମୃତ ଦେହ ନିକଟରେ ଏକ ବୁଲା ବାନର ଦୀର୍ଘ ୪ଘଣ୍ଟା ବସି ରହି ଲୁହ ଝରାଇଛି। ଏରସମା ବ୍ଳକ ଅନ୍ତର୍ଗତ ନୂଆଗାଁରେ ଘଟିଥିବା ଏହି ଘଟଣା ଆଲୋଚନାର ବିଷୟବସ୍ତୁ ହୋଇଛି। ଏହାକୁ ଦେଖିବାକୁ ଶତାଧିକ ଲୋକ ସମବେତ…
Archives


