ପୋଲିସ, ଟ୍ରକ୍ ମାଲିକ ହାତାହାତି
ପାରାଦୀପ,୫।୩(ସ୍ବ.ପ୍ର.):ପାରାଦୀପ ଚଣ୍ଡିଖୋଲ ୫୩ ନଂ ଜାତୀୟ ରାଜପଥ ଲକ୍ ଥାନା ପାଖରେ ଶୁକ୍ରବାର ବିଳମ୍ବିତ ରାତିରେ ପୋଲିସ ଓ ଟ୍ରକ ମାଲିକଙ୍କ ମଧ୍ୟରେ ହାତାହାତି ହୋଇଛି। ଲୁହାପଥର ବୋଝେଇ ଟ୍ରକ ପାସ କରାଇବା ନେଇ ଏହି ଗଣ୍ଡଗୋଳ ହୋଇଥିବା ଜଣାପଡ଼ିଛି। ଏନେଇ…
ଟ୍ରେଲରକୁ ପିଟିଲା ଆମ୍ବୁଲାନ୍ସ: ୩ ଗୁରୁତର
ଜଗତ୍ସିଂହପୁର,୪।୩(ଡି.ଏନ୍.ଏ.): ଜଗତସିଂହପୁର ଜିଲାର କଟକ-ପାରାଦୀପ ରାସ୍ତା ଜୟପୁର ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଘନ କୁହୁଡ଼ିରେ ରାସ୍ତା ପାର୍ଶ୍ୱରେ ଖରାପ ହୋଇ ଛିଡ଼ା ରହିଥିବାଏକ ଟ୍ରେଲରକୁ ଏକ ଆମ୍ବୁଲାନ୍ସ ଧକ୍କାଦେଇଛି। ଏଥିରେ ଆମ୍ବୁଲାନ୍ସରେ ଯାଉଥିବା ରୋଗୀଙ୍କ ସମେତ ୩…
ବିପଦରେ ଧଳତଙ୍ଗଗଡ଼ ଜଙ୍ଗଲୀ ହରିଣଙ୍କ ଜୀବନ
ରଘୁନାଥପୁର, ୪ା୩(ଡି.ଏନ.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ ଏରଡଙ୍ଗା ପଞ୍ଚାୟତ ଗୋପାଳପୁର ଗଁା ସହ ୭ଟି ପଞ୍ଚାୟତ ପରିସୀମାକୁ ଲାଗି ଧଳତଙ୍ଗଗଡ ଜଙ୍ଗଲ ରହିଛି। ଏହା ମଧ୍ୟରେ ଥିବା ହରିଣଙ୍କ ଜୀବନ ବିପଦପୂର୍ଣ୍ଣ ହୋଇଛି। ଜଙ୍ଗଲ ଚତୁଃପାର୍ଶ୍ୱରେ ପ୍ରାଚୀର ନ ଥିବାରୁ…
ଆଉ ଦେଖିବାକୁ ମିଳୁନି ମେଘଦୂତ ପୋଷ୍ଟକାର୍ଡ
ଜଗତ୍ସିଂହପୁର ଅଫିସ, ୪।୩: ଡାକସେବାରେ ମେଘଦୂତ ପୋଷ୍ଟକାର୍ଡର ଭୂମିକା ଗୁରୁତ୍ୱପୂର୍ଣ୍ଣ। ୧୦ କୋଟିରୁ ଊର୍ଦ୍ଧ୍ୱ ସାଧାରଣ ଜନତା ତଥା ଗରିବଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୦୨ ସେପ୍ଟେମ୍ବର ୨ରେ ମେଘଦୂତ ପୋଷ୍ଟକାର୍ଡ ପ୍ରଚଳନ ଆରମ୍ଭ କରିଥିଲେ। ଏହି କାର୍ଡର…
ଘର ଉପରେ ୧୧ କେଭି ବିଦ୍ୟୁତ୍ ତାର
ନାଉଗାଁ,୩ା୩(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗ୍ରାମର ମଲିକ ସାହି ଦେଇ ୧୧ କେଭି ବିଦ୍ୟୁତ୍ ତାର ଯାଇଛି। ଏହି ତାର ଗ୍ରାମର ୧୧ରୁ ଊର୍ଦ୍ଧ୍ୱ ପରିବାରଙ୍କ ବାସଗୃହ ଉପରେ ଯାଇଥିବା ବେଳେ ଆଉ କେତେଜଣଙ୍କ ଘରର ପଛ ପାର୍ଶ୍ୱରେ ଯାଇଛି।…
ଲିଙ୍ଗଗତ ଅସମାନତା ଉପରେ ଲଣ୍ଡନରେ ପିଜି କରୁଛନ୍ତି ଶ୍ୱେତରୂପା
ପାରାଦୀପ,୩ା୩(ସ୍ବ.ପ୍ର.): ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ମେଧାବୀ ଛାତ୍ରୀ ଶ୍ୱେତରୂପା ମିଶ୍ର ଏବେ ଲଣ୍ଡନର ସୋଆସ(ସ୍କୁଲ ଅଫ୍ ଓରିଏଣ୍ଟାଲ ଆଣ୍ଡ୍ ଆଫ୍ରିକାନ୍ ଷ୍ଟଡିଜ) ବିଶ୍ୱବିଦ୍ୟାଳୟରେ ପିଜି କରୁଛନ୍ତି। ଲିଙ୍ଗଗତ ଅସମାନତା ଉପରେ ସେ ଭାରତର ଏକମାତ୍ର ଛାତ୍ରୀ ଭାବେ ଲଣ୍ଡନର ଏହି…
ମାସକ ମଧ୍ୟରେ ଧାର୍ଯ୍ୟଲକ୍ଷ୍ୟ ପୂରଣ ନେଇ ସନ୍ଦେହ
ନାଉଗାଁ ,୨ା୩ (ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ନାଉଗାଁ ବ୍ଲକରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପାଇଁ ୭ଟି ମଣ୍ଡି ଖୋଲାଯାଇଛି। ସେଥିମଧ୍ୟରୁ ୬ଟି ସୋସାଇଟି ରହିଥିବା ବେଳେ ପ୍ରଥମ ଥର ନନ୍ଦମଣୀ ସ୍ବୟଂ ସହାୟିକା ଦଳକୁ ଧାନ ସଂଗ୍ରହ ପାଇଁ ଦାୟିତ୍ୱ ଦିଆଯାଇଛି।…
୫ କୋଟି ଟଙ୍କାର କାମରେ ଦୁର୍ନୀତିର ଗନ୍ଧ
ଜଗତ୍ସିଂହପୁର ଅଫିସ,୨ା୩: ଜଗତ୍ସିଂହପୁର ସଦର ମହକୁମାସ୍ଥିତ ବଙ୍ଗଳା ଛକ ନିକଟରେ ଜଳ ସମ୍ପଦ ବିଭାଗର ୧୦ ନଂ. ଡିଷ୍ଟ୍ରିବ୍ୟୁଟାରୀରେ ଏକ ବକ୍ସ କଲଭର୍ଟ କରାଯାଇଛି। ଏହି କଲଭର୍ଟଠାରୁ ବସ୍ଷ୍ଟାଣ୍ଡ ଆଗ ଏଲ୍ଆଇସି କାର୍ଯ୍ୟାଳୟ ପର୍ଯ୍ୟନ୍ତ କେନାଲ ଉପରେ ୫ କୋଟି ଟଙ୍କା…
ଭାଜପା ପୂର୍ବତନ ଜିଲା ଉପସଭାପତିଙ୍କୁ ମରଣାନ୍ତକ ଆକ୍ରମଣ
ଜଗତ୍ସିଂହପୁର,୧।୩(ଡିଏନ୍.ଏ.): ଭାଜପା ପୂର୍ବତନ ଜିଲା ଉପସଭାପତିଙ୍କୁ ମରଣାନ୍ତକ ଆକ୍ରମଣ। ଏଭଳି ଘଟଣା ଘଟିଛି ଜଗତ୍ସିଂହପୁର ଜିଲା ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ବଙ୍ଗାଳିପଡ଼ା କଲୋନୀରେ। ପୂର୍ବ ବିବାଦକୁ କେନ୍ଦ୍ରକରି ଭାଜପା ପୂର୍ବତନ ଜିଲା ଉପସଭାପତି ଅଜିତ ଦାସଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା…
୬ମାସ ହେବ ଉନ୍ନୟନମୂଳକ କାର୍ଯ୍ୟ ଠପ୍
ରଘୁନାଥପୁର,୧ା୩(ଡି.ଏନ୍.ଏ.): ରଘୁନାଥପୁର ବ୍ଲକ କାର୍ଯ୍ୟାଳୟରେ ଯନ୍ତ୍ରୀ ଓ କର୍ମଚାରୀଙ୍କ ଅସହଯୋଗ ଯୋଗୁ କାର୍ଯ୍ୟରେ ଅଚଳାବସ୍ଥା ଲାଗିରହିଛି। ଫଳରେ ଗତ ୬ମାସ ତଳୁ ଆରମ୍ଭ ହୋଇଥିବା ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟରେ ଅଗ୍ରଗତି ହୋଇପାରୁନାହିଁ। ଏହାବାଦ୍ ଦୀର୍ଘଦିନ ଧରି ଠିକାଦାରମାନେ କାର୍ଯ୍ୟ କରି…
ବାଣ କାରଖାନାରେ ବିସ୍ଫୋରଣ: ୨ ମୃତ, ୩ ଗୁରୁତର
ଜଗତ୍ସିଂହପୁର,୨୮।୨(ଡିଏନ୍.ଏ.): ଜଗତ୍ସିଂହପୁର ଜିଲା ବାଲିକୁଦା ବ୍ଲକ ଇଚ୍ଛାପୁର ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତାହତମାନେ ଇଚ୍ଛାପୁର ଓ ଆଖାପାଖ ଅଞ୍ଚଳର ବୋଲି ଜଣାପଡ଼ିଛି। ମୃତକଙ୍କ ମଧ୍ୟରୁ…
ଶୁଖିଲାଣି ଜଳାଶୟ, ଆଗକୁ ଜଳ ସଙ୍କଟ ଆଶଙ୍କା
ଜଗତ୍ସିଂହପୁର ଅଫିସ, ୨୮ା୨:ଚଳିତବର୍ଷ ଖରାଦିନେ ତାତି ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି। ଏହା ଏବେଠାରୁ ବାରି ହେଲାଣି। ପ୍ରତିବର୍ଷ ତାପମାତ୍ରା ନିୟନ୍ତ୍ରଣ ପାଇଁ ବ୍ୟାପକ ଚାରାରୋପଣ, ଜଳାଶୟ ପୁନରୁଦ୍ଧାର ଆଦି କରାଯାଉ ବୋଲି ଦାବି ହୋଇ ଆସୁଛି…
Archives


