ଜଗତ୍‌ସିଂହପୁର

ମଣ୍ଡିରେ ଧାନ ରଖି ଜଗି ବସିଛନ୍ତି ଚାଷୀ

ନାଉଗଁା,୨୮ା୨ (ସ୍ବ.ପ୍ର):ଚଳିତବର୍ଷ ଖରିଫ ଧାନ ଚାଷ କରି ଚାଷୀଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଛି। ଅପରପକ୍ଷେ ଧାନ ବିକ୍ରି କରିବା ସମୟରେ ସେମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ମିଲରମାନେ ଠିକ୍‌ ସମୟରେ ମଣ୍ଡିରୁ ଧାନ ନେଉନାହାନ୍ତି। ଫଳରେ ଚାଷୀମାନେ…

ଭଲ କାମ କଲେ ପୁରସ୍କାର, ଖରାପରେ ଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୨୬।୨: ରାଜ୍ୟ ସରକାର ଶିକ୍ଷାର ବିକାଶ ପାଇଁ ବ୍ୟାପକ ପରିବର୍ତ୍ତନ ଆଣୁଛନ୍ତି। ବେସରକାରୀ ଭଳି ଏଣିକି ସରକାରୀ ବିଦ୍ୟାଳୟରେ ନୋଟ୍‌ ସିଟ୍‌ ଦିଆଯିବା ବ୍ୟବସ୍ଥା ହେବ। ପିଲାମାନଙ୍କୁ ଦିଆଯାଉଥିବା ଡ୍ରେସ ଓ ସାଇକେଲ ବାବଦରେ ଅଧିକ ଅର୍ଥ ବରାଦ…

ବନ୍ଦହେବାକୁ ଯାଉଛି ଏମ୍‌ଏମ୍‌ଟିସି

ପାରାଦୀପ,୨୬।୨(ସ୍ବ.ପ୍ର.): କେନ୍ଦ୍ର ସରକାର ଅନେକ ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ ଘରୋଇ ପୁଞ୍ଜିପତିଙ୍କ ହାତରେ ଟେକି ଦେଉଛନ୍ତି ବୋଲି ଦେଶରେ ଚର୍ଚ୍ଚା ଜୋର ଧରିଛି। ଏବେ ଆଉ ଏକ ସରକାରୀ ଉପକ୍ରମ ଓଡ଼ିଶାରେ ବନ୍ଦ ହେବାକୁ ଯାଉଛି। ତାହା ହେଲା ଏମ୍‌ଏମ୍‌ଟିସି (ମିନେରାଲ ମେଟାଲ ଟ୍ରେଡିଂ…

ବୈଷୟିକ ଜ୍ଞାନକୌଶଳ ବୃଦ୍ଧି ସତ୍ତ୍ୱେ ଆବଶ୍ୟକତା ରହୁଛି

ପାରାଦୀପ, ୨୫ା୨(ସ୍ବ.ପ୍ର.): ପାରାଦୀପର ସମୁଦ୍ର କୂଳରେ ଥିବା ଲାଇଟ୍‌ ହାଉସ ବା ବତିଘର ଏବେ ପ୍ରତୀକ (ଲ୍ୟାଣ୍ଡ ମାର୍କ) ଭାବେ ଜନମାନସରେ ରହିଛି। କିନ୍ତୁ ଯେଉଁ ଉଦ୍ଦେଶ୍ୟ ନେଇ ଏହା ଭାରତ ସରକାରଙ୍କ ପକ୍ଷରୁ କରାଯାଇଥିଲା ତାହା ପୂର୍ବଭଳି କାମରେ ଲାଗୁନାହିଁ।…

ମୃତଦେହ ରଖି ଆଇଓସିଏଲ୍‌ ମୁଖ୍ୟ ଫାଟକ ଅବରୋଧ

କୁଜଙ୍ଗ,୨୫।୨(ଡି.ଏନ୍‌,ଏ.): ତୈଳ ବିଶୋଧନାଗାର ପ୍ରକଳ୍ପରୁ ଡ୍ୟୁଟିସାରି ଘରକୁ ଫେରୁଥିବାବେଳେ ଜଣେ ଶ୍ରମିକଙ୍କ ଅସ୍ବାଭାବିକ ଭାବେ ଶୁକ୍ରବାର ମୃତ୍ୟୁ ହୋଇଛି। ସେ ହେଲେ କୁଜଙ୍ଗ ଥାନା ଅନ୍ତର୍ଗତ ଗଣ୍ଡକିପୁର ଗ୍ରାମର ରବୀନ୍ଦ୍ର ବେହେରାଙ୍କ ପୁଅ ସୁବାସ ବେହେରା। ଏହାପରେ କ୍ଷତିପୂରଣ ଦାବି କରି…

ଅଧିଗ୍ରହଣ ହେବାକୁ ଥିବା ଜମିର ନକ୍ସା ତହସିଲରେ ନାହିଁ

ରଘୁନାଥପୁର,୨୪ା୨(ଡି.ଏନ.ଏ.):ଭାରତମାଳା ପ୍ରକଳ୍ପ ଜାତୀୟ ରାଜପଥ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟାରେ ପ୍ରଶାସନିକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଖାମଖିଆଲ ମନୋଭାବ ପ୍ରତିପୋଷଣ କରୁଛନ୍ତି। ଏହାକୁ ବିରୋଧ କରି ନବ ନିର୍ମାଣ କୃଷକ ସଙ୍ଗଠନର ରାଜ୍ୟ କର୍ମକର୍ତ୍ତା ଦେବୀପ୍ରସାଦ ମହାରଣାଙ୍କ ନେତୃତ୍ୱରେ ରଘୁନାଥପୁର…

ଜଗତ୍‌ସିଂହପୁର ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତିରେ ଘୋର ବିଳମ୍ବ

ଜଗତ୍‌ସିଂହପୁର ଅଫିସ, ୨୪ା୨:ଦିନକୁ ଦିନ ଜଗତ୍‌ସିଂହପୁର ସହର ଅସଜଡା ଭାବେ ତା’ର କାୟା ବିସ୍ତାର କରିଚାଲିଛି। ଟ୍ରାଫିକ୍‌ ସମସ୍ୟାଠାରୁ ବର୍ଯ୍ୟବସ୍ତୁ ପରିଚାଳନା ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ସମସ୍ୟା ଜଟିଳ ରୂପ ନେଉଛି। ଏହାର ସମାଧାନ ପାଇଁ ସହରର ମାଷ୍ଟର ପ୍ଲାନ୍‌ ଜରୁରୀ।…

ସାମୁଦ୍ରିକ ବୋଟ୍‌ ଅଚଳ: ବସି ଦରମା ନେଉଛନ୍ତି କର୍ମଚାରୀ

ପାରାଦୀପ,୨୩ା୨(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ପରିସରରେ ରାଜ୍ୟ ମତ୍ସ୍ୟ ବିଭାଗ ପକ୍ଷରୁ ସମୁଦ୍ରରେ ପାଟ୍ରୋଲିଂ ପାଇଁ କିଣା ଯାଇଥିବା ବୋଟ ୩ ବର୍ଷ ହେଲା ଅଚଳ ହୋଇ ବର୍ଥରେ ବନ୍ଧା ହୋଇପଡିଛି। ଦେଢ କୋଟି ଟଙ୍କା ବିନିମୟରେ ଏହା ୨୦୦୭ରେ କିଣା…

ମାଛ, ଚିଙ୍ଗୁଡ଼ି ଚାଷରେ ମାରାତ୍ମକ ଆଣ୍ଟିବାୟୋଟିକ୍ସ

ପାରାଦୀପ, ୨୩ା୨(ସ୍ବ.ପ୍ର.): ସମ୍ପ୍ରତି ଉପକୂଳବର୍ତ୍ତୀ ଓଡ଼ିଶାର ଅନେକ ସ୍ଥାନରେ ମାଛ ଓ ଭେନାମି ଚିଙ୍ଗୁଡ଼ି ଚାଷ ଅଧିକ ମାତ୍ରାରେ ହେଉଛି। ସ୍ବଳ୍ପ ସମୟ ମଧ୍ୟରେ ଅଧିକ ମାଛ ଓ ଚିଙ୍ଗୁଡ଼ି ଉତ୍ପାଦନ ପାଇଁ କେତେଜଣ ଚାଷୀ ବିଭିନ୍ନ ପ୍ରକାର ରାସାୟନିକ ଔଷଧ…

ନବୀକରଣ ହେଉନି ନଦୀବନ୍ଧ ରାସ୍ତା: ଯାତ୍ରୀ ହନ୍ତସନ୍ତ

ଜଗତସିଂହପୁର ଅଫିସ, ୨୨ା୨: ଜଗତ୍‌ସିଂହପୁରରୁ ପୁରୀ, କୋଣାର୍କ, ନିଆଳି, ନିମାପଡ଼ା, ଭୁବନେଶ୍ୱର ଆଦିର ଦୂରତା କମାଇବା ପାଇଁ ସରକାର ଚିନ୍ତା କରିଥିଲେ। ତେଣୁ ଦେବୀ ନଦୀର ଆଳିପିଙ୍ଗଳ ଓ କନ୍ଦଳର କାଳଖ ନିକଟରେ ୨ଟି ପୋଲ ନିର୍ମାଣ ହୋଇଛି। ଏହି ପୋଲ…

ରଫାଦଫା ପାଇଁ ସୋମାଲିକାଙ୍କୁ ଧମକ

ଜଗତ୍‌ସିଂହପୁର ଅଫିସ, ୨୨ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲା ଦିନକୁ ଦିନ ଜଟିଳ ରୂପ ନେବାରେ ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ବିଧାୟକଙ୍କ ବିରୋଧରେ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀ ଗ୍ରାମେଶ୍ୱର…

ଖାଦ୍ୟ ସୁରକ୍ଷା ଅଧିକାରୀଙ୍କ ଅଫିସ୍‌ ଗୃହ ନାହିଁ

ପାରାଦୀପ,୨୧ା୨(ସ୍ବ.ପ୍ର.):ଦେଶ, ରାଜ୍ୟ ଏବେ ବିକାଶ ଅଭିମୁଖେ ଗତି କରୁଛି ବୋଲି ସରକାରୀ ଭାବେ ପ୍ରଚାର ପ୍ରସାର ଚାଲିଛି। ମନ୍ଦିର, ଷ୍ଟାଡିୟମ, ରାସ୍ତା, କାନ୍ଥ ବାଡରେ ସୌନ୍ଦର୍ଯ୍ୟକରଣ କରାଯାଉଛି। କିନ୍ତୁ ସାଧାରଣ ଲୋକଙ୍କ ସ୍ବାର୍ଥ, ସୁରକ୍ଷା, ନିରାପତ୍ତା ଜଡ଼ିତ ଥିବା ସରକାରୀ କାର୍ଯ୍ୟାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri