ଜଗତ୍‌ସିଂହପୁର

୫-ଟି ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନାହାନ୍ତି

ନାଉଗାଁ,୧୬ା୩ (ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଗଳଦାରୀ ପଞ୍ଚାୟତରେ ରହିଛି ପଞ୍ଚାୟତିରାଜ ସରକାରୀ ଉଚ୍ଚ ବିଦ୍ୟାଳୟ ଏରେଡ଼ା। ଏହି ବିଦ୍ୟାଳୟଟିକୁ ସରସ, ସୁନ୍ଦର କରିବା ସହ ଅତ୍ୟାଧୁନିକ ଶୈଳୀରେ ଶ୍ରେଣୀ ଗୃହ ଓ ପାଠ ପଢା ଶୈଳୀକୁ ପରିବର୍ତ୍ତନ କରିବାକୁ ସରକାରଙ୍କର…

ମା’ଙ୍କ ସହ ସ୍କୁଲ ଗଲା ଝିଅ

ରଘୁନାଥପୁର,୧୪।୩ (ଡି.ଏନ୍‌.ଏ.):ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ସାଦେଇପୁର ପଞ୍ଚାୟତ ଅନ୍ତର୍ଗତ ରାଉତ ନୂଆଗାଁରେ ବଳି ଭୟରେ ନାବାଳିକାଙ୍କ ସ୍କୁଲ ଯିବା ବନ୍ଦ ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି। ପୋଲିସର ପରାମର୍ଶ ତଥା ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ…

ମହାନଦୀ ସଂଲଗ୍ନ ଜମିରୁ ଚାଲିଛି ମାଟି ଖନନ

ପାରାଦୀପ,୧୪।୩(ସ୍ବ.ପ୍ର.):ପାରାଦୀପ ବାହାକୁଦ ଘାଟରୁ ନୂଆଗଡ ପଞ୍ଚାୟତ ଚଉମୁହାଣି ପର୍ଯ୍ୟନ୍ତ ମହାନଦୀ ସଲଗ୍ନ ଜମିରୁ କିଛି ଦିନ ହେବ ବିପୁଳ ପରିମାଣର ମାଟି ଖନନ କରାଯାଇ ବିକ୍ରି ହେଉଛି। ଉକ୍ତ ଜମିକୁ ଅଧିଗ୍ରହଣ କରିବା ପାଇଁ ଏଏମ୍‌ଏନ୍‌ଏସ୍‌ (ଆର୍ସେଲର ମିତ୍ତଲ ନିପ୍ପନଷ୍ଟିଲ)କମ୍ପାନୀ ବିଜ୍ଞପ୍ତି…

ବିନା ଅନୁମତିରେ ଇଟା ପୋଡ଼ା ଚାଲିଛି

ନାଉଗାଁ,୧୪ା୩(ସ୍ବ.ପ୍ର.):ନାଉଗାଁ ତହସିଲ ଅଧୀନରେ ସରକାରୀ ନିୟମକୁ ଖୋଲା ଉଲ୍ଲଂଘନ କରାଯାଇ ଇଟା ପୋଡ଼ା ଚାଲିଛି। ମାତ୍ର ଏନେଇ ପ୍ରଶାସନ ନୀରବଦ୍ରଷ୍ଟ୍ରା ସାଜିଛି। ସରକାରୀ ନିୟମାନୁସାରେ ଇଟା ଭାଟିରେ ପୋଡିବା ପୂର୍ବରୁ ତହସିଲ କାର୍ଯ୍ୟାଳୟରେ ଏନେଇ ଆବେଦନ କରାଯିବ। ଉକ୍ତ ଆବେଦନକୁ ବିଚାରକୁ…

୨ ପଞ୍ଚାୟତବାସୀ ପାଣି କିଣୁଛନ୍ତି

ପାରାଦୀପ,୧୩।୩(ସ୍ବ.ପ୍ର.):ପାରାଦୀପରେ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି। ଦ୍ରୁତ ଶିଳ୍ପାୟନ ଓ ଆଧୁନିକ ଜୀବନ ଶୈଳୀ ଏହାର ପ୍ରମୁଖ କାରଣ ବୋଲି କୁହାଯାଉଛି। ପାରାଦୀପ ସହର ନିକଟ ଗ୍ରାମଞ୍ଚଳରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ସହର ପାଖରେ ଥିବା…

ବିନା ଅନୁମତିରେ ଗୋଚର ଜମିରୁ ଖୋଳାଚାଲିଛି ମାଟି

ନାଉଗାଁ ,୧୨।୩(ସ୍ବ.ପ୍ର.): ନାଉଗାଁ ତହସିଲ ଅଧୀନ ଦେଇ ଗୋଠଦାଠାରୁ ଇଚ୍ଛାପୁର (ନରଣପୁର) ଓ ନାଉଗଁା ବ୍ଲକ ଛକ ଠାରୁ ବାଲିକୁଦା ବ୍ଲକକୁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି। ଏସବୁ ରାସ୍ତା ନିର୍ମାଣ ପାଇଁ ଶହ ଶହ ଟ୍ରିପ୍‌ ମାଟି ଆବଶ୍ୟକ…

ବଳି ଭୟରେ ନାବାଳିକାଙ୍କ ସ୍କୁଲ ଯିବା ବନ୍ଦ

ରଘୁନାଥପୁର,୧୧।୩(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ଅନ୍ତର୍ଗତ ସାଦେଇପୁର ପଞ୍ଚାୟତ ରାଉତ ନୂଆଗାଁର ନାରାୟଣ ପାଣି ଶନିବାର ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ଗୁପ୍ତଧନ ପାଇବା ଆଶାରେ ତାଙ୍କ ନାବାଳିକା ଝିଅକୁ ବଳିଦେବା ଉଦ୍ଦେଶ୍ୟରେ ସନ୍ଦିଗ୍ଧ ବ୍ୟକ୍ତି ଟାର୍ଗେଟ କରିଥିବା ଅଭିଯୋଗରେ…

ଅଢ଼େଇ କିଲୋ ଧାନ କାଟକୁ ଚାଷୀଙ୍କ ବିରୋଧ

ରଘୁନାଥପୁର,୧୧।୩(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ ଜଗନ୍ନାଥପୁର କୃଷି ସେବା ସମବାୟ ସମିତି ପକ୍ଷରୁ ଖୋଲା ଯାଇଥିବା ମଣ୍ଡିରେ ଅଢ଼େଇ କିଲୋ ଧାନ କାଟକୁ ଚାଷୀମାନେ ବିରୋଧ କରିଛନ୍ତି। ଏ ସମ୍ପର୍କରେ ସମିତି ସମ୍ପାଦକ କପିଳେନ୍ଦ୍ର ପରିଡା ନୀରବ ରହୁଛନ୍ତି। ଏହି ଧାନ କାଟ…

ଜିଲାର ୯୧ କେନ୍ଦ୍ରରେ ୧୩,୪୯୫ ପରୀକ୍ଷାର୍ଥୀ

ଜଗତ୍‌ସିଂହପୁର ଅଫିସ, ୧୧ା୩: ମାଟ୍ରିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ଜଗତ୍‌ସିଂହପୁର ଜିଲାର ୧୩,୪୯୫ ପରୀକ୍ଷାର୍ଥୀଙ୍କୁ ୯୧ଟି କେନ୍ଦ୍ରରେ ପରୀକ୍ଷା ଦେବାର ସୁଯୋଗ ଥିବାବେଳେ ସେଥିରୁ ୨୫୧ ଜଣ ଅନୁପସ୍ଥିତ ରହିଛନ୍ତି।…

ସନ୍ଦିଗ୍ଧ ପାରା ଯିବ ସିଏଫ୍‌ଏସ୍‌ଏଲ

ପାରାଦୀପ,୧୦।୩(ଡି.ଏନ୍‌.ଏ.): ପାରାଦୀପ ସମୁଦ୍ରରୁ ଧରାପଡ଼ିଥିବା ସନ୍ଦିଗ୍ଧ ପାରା ସେଣ୍ଟ୍ରାଲ ଫୋରେନସିକ ସାଇନ୍ସ ଲ୍ୟାବ(ସିଏଫ୍‌ଏସ୍‌ଏଲ୍‌) ଯିବ। ରାଜ୍ୟ ଫୋରେନସିକ ଲ୍ୟାବ କୌଣସି ନିଷ୍କର୍ଷରେ ପହଞ୍ଚି ନ ପାରିବାରୁ କୋଲକାତା କିମ୍ବା ହାଇଦ୍ରାବାଦ ସ୍ଥିତ ସିଏଫ୍‌ଏସ୍‌ଏଲକୁ ପଠାଯିବ। ପାରା ଦେହର ଲେଖା ଓ ଡିଭାଇସ…

ଓଡ଼ିଆ ବୈଜ୍ଞାନିକଙ୍କୁ ଆନ୍ତର୍ଜାତିକ ପୁରସ୍କାର

ବାଲିକୁଦା,୧୦।୩(ସ୍ବ.ପ୍ର.):ଭାବା ପରମାଣୁ ଗବେଷଣା କେନ୍ଦ୍ର, ମୁମ୍ବାଇରେ କାର୍ଯ୍ୟରତ ଓଡ଼ିଆ ମହିଳା ବୈଜ୍ଞାନିକ ଡ. ଜ୍ୟୋତିର୍ମୟୀ ମହାନ୍ତି ୨୦୨୩ ମସିହାର ସମ୍ମାନଜନକ ଅନ୍ତର୍ଜାତୀୟ ପୁରସ୍କାର (ଆଇୟୁପିଏସି ଡିଷ୍ଟିଂଉଇସ୍‌ ଓମା୍ୟନ ଇନ୍‌ କେମେଷ୍ଟି ଅର୍‌ କେମିକାଲ ଇଞ୍ଜିନିୟରିଂ) ପାଇଁ ମନୋନୀତ ହୋଇଛନ୍ତି। ଭାରତର ପ୍ରଥମ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ତଥ୍ୟ ଦେବାକୁ ପ୍ରଶାସନର ଭୟ

ନାଉଗାଁ,୧୦ା୩(ସ୍ବ.ପ୍ର):କେନ୍ଦ୍ର ସରକାରଙ୍କର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) କାର୍ଯ୍ୟକାରୀ ହେଉଛି। ଦାରିଦ୍ର୍ୟ ଦୂରିକରଣ କରିବା ସହ ସମସ୍ତ ଶ୍ରମିକଙ୍କୁ ଶ୍ରମ ପ୍ରଦାନ କରିବା । ଏଥିସହ ରାଜ୍ୟ ତଥା ବାହାରକୁ ଦାଦନ ଖଟିବାକୁ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?