ଜଗତ୍‌ସିଂହପୁର

୧୫ରୁ ୨ମାସ ସାମୁଦ୍ରିକ କଟକଣା ଲାଗୁ

ପାରାଦୀପ,୧୪ା୪(ଶରତ ରାଉତ): ସମଗ୍ର ରାଜ୍ୟର ପୂର୍ବ ଉପକୂଳରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ। ଏ ନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ ୧୧ ତାରିଖରେ ନୋଟିସ ନଂ. ୪୦୩୮ ଜାରି କରିଛନ୍ତି। ଏଥିରେ ଦର୍ଶାଯାଇଛି, ଏପ୍ରିଲ...

ଘୋଷଣାରେ ସୀମିତ ନଦୀଭିତ୍ତିକ ବନ୍ଦର

ପାରାଦୀପ,୫ା୪(ଶରତ ରାଉତ): ଆଜି ହେଉଛି ବିଶ୍ୱ ନୌବାଣିଜ୍ୟ ଦିବସ। ନୌବାଣିଜ୍ୟ ଓଡ଼ିଶାର ପ୍ରାଚୀନ ପରମ୍ପରା ମଧ୍ୟରେ ଅନ୍ୟତମ ବୋଲି କୁହାଯାଏ। ପଣ୍ୟ କାରବାରରେ ବୃହତ୍‌ ବନ୍ଦର ମଧ୍ୟରେ ପାରାଦୀପ ବନ୍ଦର ଦେଶର ୧ ନଂ. ବନ୍ଦର ଭାବେ ସ୍ଥାନ ପାଇଛି।...

ପାରାଦୀପର ସୁପର ସ୍ପେଶିଆଲିଟି ହସ୍ପିଟାଲ: ନେତାଙ୍କ କଥାରେ ରହୁନି ତାଳମେଳ

ପାରାଦୀପ,୧।୪(ଶରତ ରାଉତ): ଜଗତ୍‌ସିଂହପୁର ଜିଲା ପାରାଦୀପରେ ସୁପର ସ୍ପେଶିଆଲିଟି ହସ୍ପିଟାଲ ହେବ ବୋଲି ସରକାରୀ ଭାବେ ୨୦୧୩ରୁ ଘୋଷଣା କରାଗଲାଣି। ଏବେବି ସେମିତି ସରକାରୀ ଭାବେ ଘୋଷଣା କରାଯାଇଛି। ବାସ୍ତବରେ ଏପରି ହସ୍ପିଟାଲ କେବେ ହେବ, ସେନେଇ ପ୍ରଶ୍ନବାଚୀ ସୃଷ୍ଟି...

ବହି ଗୋଦାମରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବହି

ଜଗତସିଂହପୁର,୨୩।୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ...

ରାସ୍ତା ପାର୍‌ ହେଉଥିବାବେଳେ ଶ୍ରମିକଙ୍କ ଉପରେ ଚଢିଗଲା ହାଇଓ୍ବା, ଘଟଣାସ୍ଥଳରେ…

ପାରାଦୀପ ୧୪।୩(ଶରତ ରାଉତ): ପାରାଦୀପ ଚଣ୍ଡିଖୋଲ ୫୩ ନଂ ଜାତୀୟ ରାଜପଥର ଇଫକୋ ଛକ ନିକଟରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋବରା ବାରିକ (୪୮)।...

ବାଣ ସହ ୫ ବୋମା ଜବତ

ଜଗତସିଂହପୁର,୯।୩ ସଦର ଥାନା ବଡ଼ ଦେଢ଼ିଲୋରେ ବିପୁଳ ବାଣ ଜବତ ହୋଇଛି। ବାଣ ଜବତ କରିବା ସହ ବେପାରୀଙ୍କୁ ପୋଲିସ ଗିରଫ କରିଛି। ବାରୁଦ, ବାଣ ତିଆରୀ ସାମଗ୍ରୀ ସହ ୫ଟି ବୋମା ଜବତ କରିଛି।

ପାରାଦୀପ ମାଛଧରା ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୩ ବୋଟ

ପାରାଦୀପ,୬୩(ଶରତ ରାଉତ): ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ୩ଟି ବୋଟ ଜଳିଯାଇଛି। ପ୍ରଥମେ ଗୋଟିଏ ବୋଟ୍‌ରେ ନିଆଁ ଲାଗିବା ଫଳରେ ତା’ ସଂସ୍ପର୍ଶରେ ଆସି ଆଉ ୨ଟି ବୋଟ୍‌ ଜଳିଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳକୁ ଗଲା...

ଜଗତସିଂହପୁରରେ ଚାଞ୍ଚଲ୍ୟ: ମା’, ବାପା ସହ ଭଉଣୀକୁ ପଥରରେ ଛେଚି ହତ୍ୟା

ଜଗତସିଂହପୁର, ୪।୩(ପ୍ରମୋଦ କୁମାର ନାୟକ): ସୋମବାର ବିଳମ୍ବିତ ରାତିରେ ଜଗତ୍‌ସିଂହପୁର ସହର ଅନ୍ତର୍ଗତ ଚାଟରା ଧୋବା ସାହିରେ ହୃଦୟ ବିଦାରକ ଘଟଣା ଘଟିଛି। ନିଜ ମା’ କନକଲତା ଓରଫ ସଞ୍ଜୁନା ସେଠୀ, ବାପା ପ୍ରଶାନ୍ତ ଓରଫ କାଳିଆ ଓ ସାନ...

କୋଇଲା ଖସାଇବା ବେଳେ ଅଘଟଣ: ଜଳିଗଲେ ନାବାଳକ

ପାରାଦୀପ,୧।୩(ଶରତ ରାଉତ): ପାରାଦୀପ ଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ତଳେ ଶନିବାର ଖରାବେଳେ ଅଘଟଣ ଘଟିଛି। ଦୁଇଜଣ ନାବାଳକ ଚଳନ୍ତା ଟ୍ରେନରେ ଚଢି କୋଇଲା ତଳକୁ ଖସାଇବା ବେଳେ ବିଦ୍ୟୁତ ସଂଶର୍ପରେ ଆସି ପୋଡି ଯାଇଛନ୍ତି। ଆହତ ନାବଳକ ହେଲେ...

ଜଗତସିଂହପୁର ପୀଡ଼ିତା ହୋମଗାର୍ଡଙ୍କ ଚାଞ୍ଚଲ୍ୟକର ଅଭିଯୋଗ: ମିଳୁଛି ହତ୍ୟା ଧମକ, ଟଙ୍କା ନେଇ…

ଜଗତସିଂହପୁର,୨୭।୨: ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ମହିଳା ହୋମଗାର୍ଡଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା ଘଟଣା ଓଡିଶା ପୋଲିସର ଛବି ମଳିନ କରିଥିବା ବେଳେ ଏହି ଘଟଣାରେ ଆଉ ଏକ ବଡ ଅଭିଯୋଗ ଲାଗିଛି। ଟଙ୍କା ନେଇ...

କୁଜଙ୍ଗ ଥାନା IIC ତପନ କୁମାର ନାହାକ ଗିରଫ: ପ୍ରତାରଣା ଅଭିଯୋଗ ଆଣିଛନ୍ତି ମହିଳା ହୋମଗାର୍ଡ

ଜଗତସିଂହପୁର,୨୬ା୨: ବୁଧବାର କୁଜଙ୍ଗ ଥାନାର ପୂର୍ବତନ ଇନସପେକ୍ଟର-ଇନଚାର୍ଜ (ଆଇଆଇସି) ତପନ ନାହାକଙ୍କୁ ଅସଦାଚରଣ ଏବଂ ସରକାରୀ ପଦବୀର ଅପବ୍ୟବହାର ଅଭିଯୋଗ ପରେ ନିଲମ୍ବନ କରାଯାଇଛି।ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଜଣେ ମହିଳା ହୋମଗାର୍ଡଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ...

ପାରାଦୀପରେ ଭୂକମ୍ପ, ସମୁଦ୍ରର ଦୃଶ୍ୟ ଦେଖି ଲୋକେ…

ପାରାଦୀପ,୨୫ା୨(ଶରତ ରାଉତ): ଉପକୂଳ ଓଡ଼ିଶାର ପାରାଦୀପ ଓ ଆଖପାଖ ଅଞ୍ଚଳରେ ମଙ୍ଗଳବାର ସକାଳ ୬.୦୯ରେ ମୃଦୁ ଭୂକମ୍ପ ଘଟିଥିବା ଜଣାପଡ଼ିଛି। କେତେକ ଲୋକ ଏହା ଅନୁଭବ କରିଛନ୍ତି ବୋଲି କହିଛନ୍ତି। ରିକ୍ଟର ସ୍କେଲରେ ଏହା ୪.୦୯ପ୍ରତିଶତ ବୋଲି କୁହାଯାଇଛି। ଭୂକମ୍ପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri