ଜାହାଜରେ ରୁଷିଆ ନାଗରିକଙ୍କ ଅସ୍ବାଭାବିକ ମୃତ୍ୟୁ
ପାରାଦୀପ,୩।୧(ସ୍ବ.ପ୍ର.): ପାରାଦୀପ ବନ୍ଦର ମଧ୍ୟରେ ପ୍ରବେଶ ପାଇଁ ଆଙ୍କରେଜରେ ଅପେକ୍ଷା କରିଥିବା ଏକ ପଣ୍ୟବାହୀ ଜାହାଜରେ ମଙ୍ଗଳବାର ସକାଳେ ଜଣେ ରୁଷିଆ ନାଗରିକଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ହେଲେ ଜାହାଜର ମୁଖ୍ୟ ଯନ୍ତ୍ରୀ ମିଲିୟାକୁଭ ସର୍ଜେ (୫୨)। ଏମ୍ଭି ଅଲଦନାହ…
ଆବେଦନକୁ ବର୍ଷେ ବିତିଲା, ଚାଷୀଙ୍କୁ ମିଳୁନି କ୍ଷତିପୂରଣ
କୁଜଙ୍ଗ,୨ା୧(ଡି.ଏନ୍.ଏ.): କୁଜଙ୍ଗ ବ୍ଲକରେ ରାଜସ୍ବ ଓ କୃଷି ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ବହୁ ଚାଷୀ କ୍ଷୟକ୍ଷତି ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ୨୦୨୧ରେ ବାତ୍ୟା ଜୱାଦ୍ ଓ ପ୍ରବଳ ବର୍ଷା ଯୋଗୁ ଧାନ ଫସଲ ସମ୍ପୂର୍ଣ୍ଣ ଉଜୁଡିଯାଇଥିଲା। ଫଳରେ କ୍ଷୁଦ୍ର…
ନାଉଗାଁ ବ୍ଲକରେ ବସୁଧା ଯୋଜନା ଦିଗହରା
ନାଉଗାଁ,୨ା୧ (ସ୍ବ.ପ୍ର.):ଗ୍ରାମାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ପ୍ରତି ଘରକୁ ବସୁଧା ଯୋଜନା ମାଧ୍ୟମରେ ପାଇପ ସଂଯୋଗ କରାଯାଇ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା କରାଯାଉଛି। ଏହି ଯୋଜନା ନାଉଗଁା ବ୍ଲକରେ କାର୍ଯ୍ୟକାରୀ କରାଯାଉଥିବା ବେଳେ ଏହା ଦିଗହରା ହେଉଥିବା…
ବଟ ନଦୀରେ ପୁଣି ମାଛ ମଡ଼କ
ପାରାଦୀପ,୧ା୧(ସ୍ବ.ପ୍ର.): ପାରାଦୀପର ବାଲିଝରା ସଂଲଗ୍ନ ବଟନଦୀରେ ଶନିବାର ପୁଣି ମାଛ ମଡ଼କ ହୋଇଛି। ଏହି ନଦୀରେ ପ୍ରଚୁର ପରିମାଣର ମାଛ ମରି ଭାସୁଥିବାରୁ ଚତୁଃପାଶର୍ବରେ ଥିବା ବସ୍ତି ଓ କଲୋନିରେ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି ବୋଲି ସ୍ଥାନୀୟ ବାସିନ୍ଦା ଅନନ୍ତ ଜେନା…
ମେଶିନ ବଦଳରେ ଜବ୍କାର୍ଡଧାରୀଙ୍କୁ କାମ ଦିଅ
ଏରସମା,୩୧।୧୨(ସ୍ବ.ପ୍ର.): ଏରସମା ବ୍ଲକ ସଭାଗୃହରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ହଟ୍ଟଗୋଳ ମଧ୍ୟରେ ଶେଷ ହୋଇଛି। ଅଧ୍ୟକ୍ଷ ଲକ୍ଷ୍ମୀପ୍ରିୟା ମହାପାତ୍ର ଏଥିରେ ସଭାପତିତ୍ୱ କରିଥିଲେ। ଏହି ଅବସରରେ ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ମେଶିନରେ ନ କରି ଜବ କାର୍ଡଧାରୀଙ୍କ ମାଧ୍ୟମରେ…
‘ମଦ ପିଇ ଗାଡ଼ି ଚଳାଇଲେ ଲାଇସେନ୍ସ ରଦ୍ଦ’
ଜଗତ୍ସିଂହପୁର ଅଫିସ, ୩୦ା୧୨:ଜିଲାରେ ଅଧିକ ସଂଖ୍ୟକ ବାଇକ୍ ଚାଳକ ଅଛନ୍ତି। ସେମାନଙ୍କ ନିରାପଦ ଯାତ୍ରା ପାଇଁ ହେଲମେଟ୍ ଚେକିଂକୁ ଜୋରଦାର କରିବାକୁ ପଡ଼ିବ। କେହି ମଦ ପିଇ କିମ୍ବା ମୋବାଇଲ ବ୍ୟବହାର କରି ଗାଡି ଚଳାଉଥିଲେ ଚାଳକଙ୍କୁ ତୁରନ୍ତ ଧରି ସେମାନଙ୍କ…
ପାରାଦୀପରେ ପର୍ଯ୍ୟଟକଙ୍କ ଭିଡ଼
ପାରାଦୀପ,୨୯ା୧୨(ସ୍ବ.ପ୍ର.): ୨୦୨୨ ବର୍ଷର ଶେଷ ବୁଧବାର ପାରାଦୀପ ଦୁଇଟି ଘଟଣା ପାଇଁ ଚର୍ଚ୍ଚାର ପରିସରକୁ ଆସିଛି। ପାରାଦୀପରେ ରେକର୍ଡ ସଂଖ୍ୟକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି। ବିଶେଷକରି ନେହେରୁ ବଙ୍ଗଳା ମହାନଦୀ ମୁହାଣ ଅଞ୍ଚଳରେ ହଜାରରୁ ଅଧିକ ପର୍ଯ୍ୟଟକ ଭୋଜି କରିଛନ୍ତି।…
ଗିରଫ ହେଲେ ଜଗତସିଂହପୁର ଡେପୁଟି କଲେକ୍ଟର
ଜଗତସିଂହପୁର ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୮।୧୨: ଜଗତସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ରାଜସ୍ବ ବିଭାଗରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଚିତ୍ତରଞ୍ଜନ ପିଳା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ତାଙ୍କୁ ଭିଜିଲାନ୍ସ ଗିରଫ କରିଛି। ସେ ତାଙ୍କ ଆୟରୁ ୧୯୧%…
ଠିକା ସଂସ୍ଥାକୁ ବର୍ଷେ, କର୍ମଚାରୀଙ୍କୁ ତଦୂର୍ଦ୍ଧ୍ୱ
ପାରାଦୀପ, ୨୮ା୧୨(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲାରେ ଥିବା ଯୁବତୀଯୁବକମାନେ ଚାକିରି ପାଇଁ ଜିଲା ବାହାରକୁ ଯାଇ ଆବେଦନ କରୁଛନ୍ତି। ହେଲେ ଜିଲାରେ ଥିବା ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷ (ପିଡିଏ) ଠିକା କର୍ମଚାରୀଙ୍କୁ ନେଇ କାମ ଚଳାଇଛି ବୋଲି ବେକାର ଯୁବତୀଯୁବକମାନେ ଅଭିଯୋଗ ଆଣିଛନ୍ତି।…
ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର: ୯ଟି ସ୍ଥାନରେ ଏକକାଳୀନ ଚଢାଉ
ଜଗତସିଂହପୁର ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟରଙ୍କ ବାସଭବନ, ଅଫିସ, ସର୍ମ୍ପକୀୟଙ୍କ ଘର ଏବଂ ପୈତୃକ ଘର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି।…
‘ଉପକୂଳ ରାଜପଥ ୯ ପଞ୍ଚାୟତର ଜୀବନରେଖା’
ବାଲିକୁଦା,୨୬ା୧୨(ସ୍ବ.ପ୍ର.):ବାଲିକୁଦା ବ୍ଲକ ବରମୁଣ୍ଡଳୀ ପଞ୍ଚାୟତ ଅନ୍ତର୍ଗତ ଦୁର୍ଗା ପୂଜା ପଡ଼ିଆରେ ଉପକୂଳ ରାଜପଥକୁ ନେଇ ରବିବାର ଏକ ସମାବେଶ ଆୟୋଜନ କରାଯାଇଥିଲା। ଏଥିରେ ୫ ହଜାରରୁ ଊର୍ଦ୍ଧ୍ୱ ମହିଳା ଯୋଗଦେଇ ନିଜ ହକ ପାଇଁ ଦାବି କରିଥିଲେ। ଗତ କିଛି ମାସ…
ସମୁଦ୍ରରେ ଓଲଟିଲା ଡଙ୍ଗା, ୫ ଗୁରୁତର
ପାରାଦୀପ,୨୪ା୧୨(ସ୍ବ.ପ୍ର.): ଶନିବାର ପାରାଦୀପ ସମୁଦ୍ରରେ ଡଙ୍ଗା ଓଲଟି ପଡ଼ିବାରୁ ୫ ମତ୍ସ୍ୟଜୀବୀ ଗୁରୁତର ହୋଇଛନ୍ତି। ଡଙ୍ଗା ଓଲଟି ପଡ଼ିବା ପରେ ଲହଡ଼ିରେ ଭାସି ଯାଇ ପଥର ଚଟାଣରେ ମାଡ଼ ହେବାରୁ ମତ୍ସ୍ୟଜୀବୀଙ୍କ ମୁଣ୍ଡ ଓ ଶରୀରରେ ଆଘାତ ଲାଗିଛି। ଗୁରୁତର ମତ୍ସ୍ୟଜୀବୀଙ୍କୁ…
Archives


