ଜଗତ୍‌ସିଂହପୁର

ପୁରୁଣା ଢଳେଇ ଉପରେ ଚାଲିଛି ନୂତନ କାର୍ଯ୍ୟ

ନାଉଗାଁ,୧୯ା୧(ସ୍ବ.ପ୍ର.): ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗ ଅଧୀନରେ ଥିବା ରାସ୍ତାଗୁଡ଼ିକର ଉନ୍ନତିକରଣ ଓ ସଂପ୍ରସାରଣ କାର୍ଯ୍ୟ ଚାଲୁ ରହିଛି। ସେଥିମଧ୍ୟରୁ କୋକିଡିହ ତେଲସରା ରାସ୍ତା ଅନ୍ୟତମ। ୧୨ କିମି ଲମ୍ବ ଏହି ରାସ୍ତାର ଉନ୍ନତୀକରଣ ଓ ସମ୍ପ୍ରସାରଣ ପାଇଁ ବିଭାଗ…

କୂଳକୁ ଫେରିଲେ ନିଖୋଜ ୧୩ ମତ୍ସ୍ୟଜୀବୀ

ପାରାଦୀପ,୧୬ା୧(ସ୍ବ.ପ୍ର.): ୮ ତାରିଖରୁ ସମୁଦ୍ରକୁ ଯାଇଥିବା ୨ଟି ବୋଟ୍‌ର ୧୩ ଜଣ ମତ୍ସ୍ୟଜୀବୀ ନିଖୋଜ ଥିଲେ। ତାଙ୍କୁ ସୋମବାର ମଧ୍ୟାହ୍ନରେ କୋଷ୍ଟଗାର୍ଡ ପକ୍ଷରୁ ଉଦ୍ଧାର କରାଯାଇଛି। ସେମାନଙ୍କ ବୋଟ୍‌ ସହିତ ଆସି ପାରାଦୀପ ମାଛଧରାବନ୍ଦର ପୋତାଶ୍ରୟରେ ପହଞ୍ଚିଛନ୍ତି। ଉଦ୍ଧାର ବୋଟର ଡ୍ରାଇଭର…

ସମୁଦ୍ରରେ ୨ ମାଛଧରା ବୋଟ୍‌ ନିଖୋଜ: ୧୩ ମତ୍ସ୍ୟଜୀବୀଙ୍କ ପତ୍ତା ମିଳୁନି

ପାରାଦୀପ,୧୬ା୧(ସ୍ବ.ପ୍ର.): ପାରାଦୀପ ମାଛଧରାବନ୍ଦର ପରିସରରୁ ସମୁଦ୍ରକୁ ଯାଇଥିବା ଦୁଇଟି ମାଛଧରା ବୋଟ ରବିବାର ନିଖୋଜ ହୋଇଯାଇଛି। ସେମାନଙ୍କୁ ଉଦ୍ଧାର ପାଇଁ ମତ୍ସ୍ୟ ବିଭାଗ ପକ୍ଷରୁ ରାତିରେ କୋଷ୍ଟଗାର୍ଡ ଓ ମେରାଇନ ପୋଲିସକୁ ଚିଠି (ନଂ-୧୫୭/୧୫-୦୧-୨୩)ଯୋଗେ ଅନୁରୋଧ କରାଯାଇଛି। ଏଥିରେ ଦର୍ଶାଯାଇଛି, ୨ଟି…

ଆକାଶିଆ ସମୁଦ୍ରକୂଳରେ ୨୦ରୁ ଊର୍ଦ୍ଧ୍ୱ କଇଁଛ ମୃତଦେହ

ବାଲିକୁଦା,୧୬ା୧(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକସ୍ଥିତ ଆକାଶିଆ ସମୁଦ୍ର କୂଳର ବିଭିନ୍ନ ସ୍ଥାନରେ ୨୦ରୁ ଊର୍ଦ୍ଧ୍ୱ କଇଁଛ ମୃତଦେହ ପଡ଼ିଛି। ଏସବୁ ମୃତଦେହ ପଚିଶଢ଼ି ଯିବାରୁ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିବାବେଳେ ବନ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ହାୱାଖାନା ବନପାଳଙ୍କ…

ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୫।୧: ସରକାର ଧାନ କିଣିବା ପାଇଁ ମଣ୍ଡି ଖୋଲୁଛନ୍ତି। ୨୦୨୨ ନଭେମ୍ବରରୁ ୨୦୨୩ ମାର୍ଚ୍ଚ ଭିତରେ ଏହି ଧାନ ସଂଗ୍ରହ କରାଯିବ ବୋଲି ନିଷ୍ପତ୍ତି ହୋଇଛି। କିନ୍ତୁ ଜଗତ୍‌ସିଂହପୁର ଜିଲାରେ ବିଳମ୍ବରେ ଅର୍ଥାତ୍‌ ଜାନୁୟାରୀ ୬ରୁ ମଣ୍ଡି ଖୋଲିଛି।…

ମିଳୁନି ବାଙ୍ଗରା ନଡ଼ିଆ ଚାରା

ଜଗତ୍‌ସିଂହପୁର ଅଫିସ,,୧୫।୧: ଦେଶର ପ୍ରମୁଖ ୬ଟି ନଡ଼ିଆ ଉତ୍ପାଦନକାରୀ ରାଜ୍ୟ ମଧ୍ୟରେ ଓଡ଼ିଶା ଅନ୍ୟତମ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଏହା ଅଧିକ ହୁଏ। ସେ ଦୃଷ୍ଟିରୁ ଏକଦା ଜଗତ୍‌ସିଂହପୁର ନଡିଆ ଉତ୍ପାଦନରେ ସୁନାମ ଅର୍ଜନ କରୁଥିଲା। ୧୯୯୯ ମହାବାତ୍ୟା ଓ ଫନୀ ବାତ୍ୟାରେ…

ପାଇପ୍‌ ଫାଟି ରାସ୍ତାରେ ପାଣି ଜମୁଛି

ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଗୋଠଦା ଗ୍ରାମରେ ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ପାଣି ପାଇପ୍‌ ଫାଟିଯାଇଛି। ଫଳରେ ରାସ୍ତାରେ ପାଣି ଜମିବା ସହ ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଦୀର୍ଘ ଦିନ ହେବ ପାଣି…

ବିପଦରେ ପାରାଦୀପ ଭ୍ୟୁ ଟାୱାର

ପାରାଦୀପ,୧୨ା୧(ସ୍ବ.ପ୍ର.): ପାରାଦୀପର ପର୍ଯ୍ୟଟକଙ୍କ ପାଇଁ ସବୁଠାରୁ ଆକର୍ଷଣ ସ୍ଥାନ ନେହେରୁବଙ୍ଗଳା ମନ୍ମଦ ଉଦ୍ୟାନ ଅଞ୍ଚଳ। ଏବେ ଏହା ବିପଦରେ। କାରଣ ମହାନଦୀ ମୁହାଣରେ ତଟକ୍ଷୟ ବର୍ଷେ ହେଲା ହେବାରେ ଲାଗିଛି। ଏପରିକି ମୁହାଣ ପଥରବନ୍ଧଠାରୁ ମାଛଧରା ବନ୍ଦର ପର୍ଯ୍ୟନ୍ତ ନଦୀ ତଟ…

ରାଜସ୍ବ, ବନ ବିଭାଗ ଅଗୋଚରରେ ଚାଲିଛି ଗଛକଟା

ନାଉଗଁା,୧୧ା୧(ସ୍ବ.ପ୍ର): ନାଉଗଁା ବ୍ଲକ ଅନ୍ତର୍ଗତ କୋକିଡିହ-ତେଲସରା ୧୨ କିମି ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ପୂର୍ବରୁ ଏହି ରାସ୍ତାର ଚଉଡା ୩.୭୫ ମିଟର ଥିବାବେଳ ଏବେ ସମ୍ପ୍ରସାରଣ ପରେ ୫.୭୫ ମିଟର…

ଜଗତ୍‌ସିଂହପୁର ବନବିଭାଗ ରେଞ୍ଜରୁ ୨୦୬୨ପକ୍ଷୀ ଚିହ୍ନଟ

ଜଗତ୍‌ସିଂହପୁର ଅଫିସ, ୧୧ା୧: କଟକ ବନଖଣ୍ଡ ଅଧୀନ ଜଗତ୍‌ସିଂହପୁର ରେଞ୍ଚ ଅଞ୍ଚଳର ସନ୍ତସନ୍ତିଆ ସ୍ଥାନରେ ମଙ୍ଗଳବାର ପକ୍ଷୀ ଗଣନା କରାଯାଇଛି। ଏହି ଗଣନାରେ ବିଭିନ୍ନ ପ୍ରଜାତିର ମୋଟ ୨୦୬୨ଟି ପକ୍ଷୀ ଚିହ୍ନଟ ହୋଇଛନ୍ତି। କଟକ ବନଖଣ୍ଡ ଏସ୍‌ଟିଏଫ୍‌ ସୌଭାଗ୍ୟ କୁମାର ସାହୁ…

ତ୍ରୁଟି ଲୁଚାଇବା ପାଇଁ ଗଣମାଧ୍ୟମକୁ ଦୂରେଇ ରଖାଯାଇଥିବା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ, ୧୦ା୧: ଜିଲାରେ ସରକାରଙ୍କ ପକ୍ଷରୁ ଅନେକ ଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ ହେଉଛି। ଯୋଜନାଗୁଡିକର ସଫଳ ରୂପାୟନ ହେଉଛି କି ନାହିଁ ସେନେଇ ବିଭିନ୍ନ ସମୟରେ ଜିଲାସ୍ତରରେ ଜିଲାପାଳ ସମୀକ୍ଷା କରୁଛନ୍ତି । ସଚିବମାନେ ମଧ୍ୟ ଅନୁଧ୍ୟାନ ପାଇଁ ଆସୁଛନ୍ତି…

କୁକୁର ମୁଣ୍ଡରେ ପ୍ଲାଷ୍ଟିକ ଡବା

ଜଗତ୍‌ସିଂହପୁର ଅଫିସ, ୯ା୧: ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ ରବିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ସହରର ଗୋପାଳସାଗର ଓ କଲେଜ ଛକ ଅଞ୍ଚଳରେ ଏକ ବୁଲା କୁକୁର ଇତସ୍ତତ ଭାବେ ଧାଉଁଥିଲା। କେତେବେଳେ କାନ୍ଥରେ ତ କେତେବେଳେ ପାଚେରିରେ ପିଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri