ଜଗତ୍‌ସିଂହପୁର

ଏଣିକି ନାମ ପଞ୍ଜୀକରଣ ପାଇଁ ୪ଟି ତାରିଖ

ଜଗତ୍‌ସିଂହପୁର ଅଫିସ, ୩ା୮: କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକ ପ୍ରତିନିଧି ଆଇନ ୧୯୫୦/୫୧ର ପରିବର୍ତ୍ତନ ସହ ଭୋଟର ତାଲିକାରେ ସଂଶୋଧନ ପାଇଁ ନିଷ୍ପତ୍ତି ନିଆଯାଇଛି। ଅଗଷ୍ଟ ୧ରୁ ଏହା କାର୍ଯ୍ୟକାରୀ ହୋଇଛି। କୌଣସି...

କାମରେ ଆସୁନି ସୌର ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ,୧ା୮: ବିଦ୍ୟୁତ୍‌ ଆବଶ୍ୟକତାକୁ ଦେଖି ଉତ୍ପାଦନ ସନ୍ତୋଷଜନକ ନୁହେଁ। ତେଣୁ ଏହାର ବିକଳ୍ପ ଭାବେ ସୌରଶକ୍ତିର ବିନିଯୋଗ ଉପରେ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଧାନ୍ୟ ଦେଉଥିବା କୁହାଯାଉଛି। ବାସ୍ତବରେ କିନ୍ତୁ ଏହା କେବଳ ଉପରଠାଉରିଆ ଭଳି ମନେହେଉଛି।...

‘ୟୁନିୟନକୁ ବଦନାମ କରିବାକୁ ଷଡ଼ଯନ୍ତ୍ର ଚାଲିଛି’

ପାରାଦୀପ, ୩୧।୭ (ସ୍ବ.ପ୍ର.): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଟର୍ମିନାଲ ରାସ୍ତାରେ ୨୭ ତାରିଖ ସାରେ ପିପିଏଲ୍‌ ୱାର୍କର୍ସ ୟୁନିୟନ ସମ୍ପାଦକ ପ୍ରଫୁଲ୍ଲ ଖଟୁଆଙ୍କୁ ୨ ଜଣ ଯୁବକ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ସେ ଥାନାରେ ଅଭିଯୋଗ...

ଆଲୋଚନା ହେଉ ନଥିବାରୁ ବଢ଼ୁଛି ଅସନ୍ତୋଷ

ପାରାଦୀପ, ୩୦ା୭ (ସ୍ବ.ପ୍ର.): ୧୨ ଦଫା ଦାବି ନେଇ ଏକାଧିକ ସଂଗଠନ ପକ୍ଷରୁ ପିପିଏଲ୍‌ କମ୍ପାନୀ ଫାଟକ ଆଗରେ ଚାଲିଥିବା ଧାରଣା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। କିନ୍ତୁ ଧାରଣାକାରୀ, କମ୍ପାନୀ ଓ ପ୍ରଶାସନିକସ୍ତରରେ ଏପର୍ଯ୍ୟନ୍ତ କୌଣସି ଆଲୋଚନା ହୋଇ ନାହିଁ।...

କ୍ଷତିପୂରଣ ଦାବିରେ ଗାଁ ଲୋକଙ୍କ ଧାରଣା

ପାରାଦୀପ, ୩୦ା ୭ (ସ୍ବ.ପ୍ର.): ପାରାଦୀପ ରିଫାଇନେରି ନିଷିଦ୍ଧାଞ୍ଚଳରେ ଶୁକ୍ରବାର ଏକ କୋଇଲା ବୋଝେଇ ଟ୍ରକ ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ସାରେ ମୃତକଙ୍କ ଗାଁ ଲୋକେ କ୍ଷତିପୂରଣ ଦାବିରେ ରିଫାଇନେରି ମୁଖ୍ୟ ଫାଟକ...

ସୁରକ୍ଷା ପାଇଁ ସରକାରୀ ଜମିରେ ଗଛ ଲଗାଇବାକୁ ଦାବି

ରଘୁନାଥପୁର,୩୦ା୭ (ଡି.ଏନ୍‌.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ ତାରପୁର ବେଲବଣଠାରୁ ଜଇପୁର ଦସୁଆଦଣ୍ଡା ପର୍ଯ୍ୟନ୍ତ ତାଳଦଣ୍ଡା କେନାଲର ଉଭୟ ପାର୍ଶ୍ୱରେ ଥିବା ସରକାରୀ ଜମି ରହିଛି। ଏହି ସରକାରୀ ଜମି ସହ ମହାନଦୀ ଦକ୍ଷିଣ ପାର୍ଶ୍ୱ ନଦୀ ବନ୍ଧ ପଠାରେ ଗଛ...

ମୁକ୍ତା ଯୋଜନାରେ ଦୁର୍ନୀତି ଅଭିଯୋଗ

ଜଗତସିଂହପୁର ଅଫିସ, ୩୦।୭: କୋଭିଡ୍‌-୧୯ ଯୋଗୁ ରାଜ୍ୟର ବହୁ ଲୋକ ଜୀବିକା ହରାଇଥିଲେ । ବିଶେଷକରି ଗରିବ ଓ ପ୍ରବାସୀମାନେ କ୍ଷତିଗ୍ରସ୍ତ ହୋଇଥିଲେ। ଏନେଇ ସହରାଞ୍ଚଳ ଗରିବ ଓ ପ୍ରବାସୀଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ...

ଭାଜପା ଛାଡ଼ିଲେ କାଉନସିଲର

ପାରାଦୀପ, ୩୦ା୭ (ସ୍ବ.ପ୍ର.): ପାରାଦୀପ ପୌର ପରିଷଦ ୧୭ ନଂ. ୱାର୍ଡର ଭାଜପା କାଉନସିଲର ରୁନି ପରିଡା ଶୁକ୍ରବାର ସାରେ ସ୍ବାଧୀନ ସଙ୍ଗଠନ ଆମ ପାରାଦୀପ ଆମ ପ୍ରଗତିରେ ମିଶିଛନ୍ତି। ଏ ନେଇ ନୂଆବଜାରଠାରେ ମିଶ୍ରଣ ପର୍ବ ହୋଇଥିଲା। ସଙ୍ଗଠନ...

୨୮୫ ପିଲାଙ୍କୁ ୩ ଶିକ୍ଷକ

ନାଉଗାଁ,୨୯ା୭(ସ୍ବ.ପ୍ର): ନାଉଗାଁ ହାଟ ସରକାରୀ ଉଚ୍ଚ ବିଦ୍ୟାଳୟ ୧୯୬୧ରେ ସ୍ଥାପନ ହୋଇଥିଲା। ଏହି ବିଦ୍ୟାଳୟକୁ ୫-ଟି ରୂପାନ୍ତରଣ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ନୂତନ ରୂପରେଖ ଦିଆଯାଇଛି। ବିଦ୍ୟାଳୟରେ ପାଠ ପଢିବା ପାଇଁ ଇ-ଲାଇବ୍ରେରି,୨ଟି ସ୍ମାର୍ଟ କ୍ଲାସ,ଗୋଟିଏ କମ୍ପୁଟର ଲାବ ସହ ଶିକ୍ଷାଦାନ...

ଛତୁ, ପରିବା ଚାଷ କରି ମହିଳାମାନେ ସ୍ୱାବଲମ୍ବୀ

ପାରାଦୀପ,୨୯ା୭ (ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅଧୀନ ଉତ୍ସବାନନ୍ଦପୁର ପ୍ରଡ୍ୟୁସର ଗ୍ରୁପ (ପିଜି)ର ୩୦ ଜଣ ମହିଳା ଏବେ ଭିନ୍ନ କାମ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେମାନେ ଗାଁରେ ବର୍ଷାଦିନିଆ ପରିବା ଚାଷ କରି ବେଶ୍‌...

ଗଛଲତାରେ ପରିପୂର୍ଣ୍ଣ ତହସିଲ କ୍ୱାର୍ଟର୍ସ : କର୍ମଚାରୀ ରହୁନାହାନ୍ତି

ରଘୁନାଥପୁର,୨୮ା୭(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ରଘୁନାଥପୁର ତହସିଲ କ୍ୱାର୍ଟର୍ସରେ କର୍ମଚାରୀ ରହୁ ନ ଥିବାର ଏହା ଭୂତକୋଠି ପାଲଟିଛି। ଏହାର ଚତୁଃପାର୍ଶ୍ୱ ଅବର୍ଜନାମୟ ହୋଇଥିବାବେଳେ ଗଛଲତା ମାଡି ସରୀସୃପଙ୍କ ବାସସ୍ଥାନ ପାଲଟିଛି। ଗତ ୨୦୦୯ରେ ୬୦ ଲକ୍ଷ...

କାଦୁଅରେ ପରିପୂର୍ଣ୍ଣ ସଂଯୋଗୀକରଣ ରାସ୍ତା

ନାଉଗାଁ,୨୪।୭ (ସ୍ବ.ପ୍ର.): ନାଉଗାଁବ୍ଲକ ଅନ୍ତର୍ଗତ ବାଂଶ- ଗୋବରୀକୂଳ ରାସ୍ତା ଅବସ୍ଥା ଶୋଚନୀୟ ହୋଇଯାଇଛି। ରାସ୍ତାଟି କାଦୁଅରେ ପୂରି ଯାଇଥିବାରୁ ଲୋକେ ଯାତାୟାତ ବେଳେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ସୂଚନାଯୋଗ୍ୟ, ଏହି ବ୍ଲକ ଦେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri