ଜଗତ୍‌ସିଂହପୁର

ଅବାଧରେ ଚାଲିଛି ଚୋରା ନିଶା କାରବାର

ଜଗତ୍‌ସିଂହପୁର ଅଫିସ, ୩୦ା୧୧: ଜଗତ୍‌ସିଂହପୁର ଜିଲାରେ ଦିନକୁ ଦିନ ଚୋରା ନିଶା କାରବାର ବଢ଼ି ଚାଲିଛି। ସହରରୁ ଗାଁ ପର୍ଯ୍ୟନ୍ତ ଚାରିଆଡେ ଛାତ୍ରୀଛାତ୍ରଙ୍କଠାରୁ ସାଧାରଣ ଲୋକଙ୍କ ପର୍ଯ୍ୟନ୍ତ ସଭିଁଏ ଏଥିଯୋଗୁ ପ୍ରଭାବିତ ହେଉଛନ୍ତି। ଜିଲା ସଦର ମହକୁମାରେ ଏହି କାରବାର ଅବାଧରେ…

ଯଶୋବନ୍ତ ପୀଠକୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ଦାବି

ବିରିଡି,୨୯।୧୧(ଡି.ଏନ.ଏ.): ଓଡ଼ିଆ ଭାଷା, ସଂସ୍କୃତିକୁ ଆଧ୍ୟାମତ୍ିକ ରଚନାବଳୀ ଦ୍ୱାରା ରୁଦ୍ଧିମନ୍ତ କରି ଓଡ଼ିଆ ସାହିତ୍ୟର ଭିତ୍ତିଭୂମିକୁ ସୁଦୃଢ କରିବାକୁ ମଧ୍ୟଯୁଗୀୟ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ ସିଦ୍ଧ ସାଧକ ଯଶୋବନ୍ତ ଦାସଙ୍କ ଅବଦାନ ଅବିସ୍ମରଣୀୟ। ପ୍ରତିବର୍ଷ ମାର୍ଗଶିର ମାସ ଶୁକ୍ଳ ଷଷ୍ଠୀ (ଓଢଣ…

ସେବା ନିବୃତ୍ତ ହେଲା ‘ଆଇସିଜିଏସ୍‌ ସରୋଜିନୀ ନାଇଡୁ’

ପାରାଦୀପ,୨୬।୧୧(ସ୍ବ.ପ୍ର.): ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ)ର ଓଡ଼ିଶା ଉପକୂଳରେ ଗତ ୨୦ ବର୍ଷ ଧରି ସାମୁଦ୍ରିକ ପାଟ୍ରୋଲିଂ କରୁଥିବା ଜାହାଜ ‘ଆଇସିଜିଏସ୍‌ ସରୋଜିନୀ ନାଇଡୁ’ ଶୁକ୍ରବାର ସୂର୍ଯ୍ୟାସ୍ତ ସମୟରେ ସେବା ନିବୃତ୍ତ ହୋଇଛି। ଏନେଇ କୋଷ୍ଟଗାର୍ଡ ପକ୍ଷରୁ ପାରାଦୀପ ବନ୍ଦର ଭିତରେ…

ବସ୍‌ ଧକ୍କାରେ ଯୁବକଙ୍କ ଜୀବନ ଗଲା

ନାଉଗାଁ,୨୪ା୧୧(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଖଇରା ଛକ ନିକଟରେ ଗୁରୁବାର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ବ୍ରଜେଶ ରୋଶନ ରାୟ। ସେ ନିକଟସ୍ଥ…

ଉପସ୍ବାସ୍ଥ୍ୟକେନ୍ଦ୍ର ଗୃହ ଭଙ୍ଗା, ଗଛ କଟାକୁ ବିରୋଧ

ନାଉଗଁା,୨୩ା୧୧(ସ୍ବ.ପ୍ର): ନାଉଗଁା ତହସିଲ ଅନ୍ତର୍ଗତ ଜାମୁଗଁାସ୍ଥିତ ଉପସ୍ବାସ୍ଥ୍ୟକେନ୍ଦ୍ର ଭଙ୍ଗା ଓ ଏହାର ନିକଟରେ ଥିବା ଗଛା କଟାକୁ ବନ୍ଦ କରିବା ଦାବିରେ ମଙ୍ଗଳବାର ଗ୍ରାମବାସୀଙ୍କ ପକ୍ଷରୁ ପ୍ରତିବାଦ କରାଯାଇଛି। ଏ ନେଇ ତହସିଲ ପ୍ରଶାସନ ପକ୍ଷରୁ ଗଛ କଟାକୁ ସ୍ଥଗିତ ରଖାଯାଇଛି।…

ପାରାଦୀପ ବନ୍ଦରରେ ଆଇଏନ୍‌ଏସ୍‌ ଘଡ଼ିଆଳ

ପାରାଦୀପ,୨୩।୧୧(ସ୍ବ.ପ୍ର.): ଡିସେମ୍ବର ୫ ନୌସେନା ଦିବସ ପାଳିତ ହେବ। ଏହା ଅବ୍ୟବହିତ ପୂର୍ବରୁ ନୌସେନା ପକ୍ଷରୁ ଦୁଇଦିନିଆ ସ୍ବାସ୍ଥ୍ୟସେବା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ବନ୍ଦରରେ ମଙ୍ଗଳବାର ଇଫ୍‌କୋ ବର୍ଥରେ ଲାଗିଥିବା ଆଇଏନ୍‌ଏସ୍‌ ଘଡ଼ିଆଳ ଜାହାଜରେ ଏହି ଶିବିର ଆୟୋଜନ…

ଟୋକନ୍‌ ବାତିଲ, ମିଲରଙ୍କ ମନମାନିକୁ ନେଇ ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ୍‌, ୨୦।୧୧: ଟୋକନ ବାତିଲ ଯୋଗୁ ଚାଷୀ କ୍ଷତିଗ୍ରସ୍ତ ହେଉଛନ୍ତି। ଏପରି କି ୨ରୁ ୩ ଥର ବି ଟୋକନ୍‌ ବାତିଲ ହେବା ସହ ଆଉ ଧାନ ବିକିବା ପାଇଁ ଚାଷୀଙ୍କୁ ସୁଯୋଗ ଦିଆଯାଉନି। ଏହାଦ୍ୱାରା ଜିଲାର ଚାଷୀମାନଙ୍କ ମଧ୍ୟରେ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ପାନୀୟ ଜଳ ପ୍ରକଳ୍ପ

ନାଉଗଁା,୧୯ା୧୧(ସ୍ବ.ପ୍ର): ବିଶୁଦ୍ଧ ପାନୀୟ ଜଳ ଜନସାଧାରଣଙ୍କୁ ସୁବିଧାରେ ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବସୁଧା ଯୋଜନା କାର୍ଯ୍ୟକାରୀ ହେଉଛି। ଏହି ଯୋଜନା ମାଧ୍ୟମରେ ସୁଉଚ୍ଚ ପାଣି ଟାଙ୍କି ନିର୍ମାଣ ସହ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ପ୍ରକଳ୍ପରୁ ଗ୍ରାମର ପ୍ରତି…

ବିଦ୍ୟୁତ୍‌ ସଂଯୋଗ କଟିବାରୁ ପାଠପଢ଼ା ବ୍ୟାହତ

ନାଉଗାଁ,୧୭ା୧୧(ସ୍ବ.ପ୍ର): ପିଲାମାନଙ୍କୁ ଉନ୍ନତମାନର ଶିକ୍ଷା ଦେବା ପାଇଁ ସରକାର ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକୁ ରୂପାନ୍ତକରଣ କରୁଛନ୍ତି। ଏହି ଯୋଜନାରେ ବିଦ୍ୟାଳୟର ଖେଳପଡ଼ିଆଠାରୁ ଆରମ୍ଭ କରି ଶ୍ରେଣୀଗୃହ ପର୍ଯନ୍ତ ସବୁ ପରିବର୍ତ୍ତନ କରାଯାଉଛି। ଶ୍ରେଣୀ ଗୃହଗୁଡ଼ିକୁ ସ୍ମାର୍ଟ କ୍ଲାସରେ ପରିବତ୍ତର୍ର୍ନ କରିବା ପାଇଁ…

ସରକାରୀ ଫାର୍ମରେ ବେସରକାରୀ କାରବାର

ଜଗତ୍‌ସିଂହପୁର ଅଫିସ, ୧୪ା୧୧: ତିର୍ତ୍ତୋଲ ଚେରିତୋଳସ୍ଥିତ ଉଦ୍ୟାନ କୃଷି ବିଭାଗର ଶାରଳା ବାମନ ନଡ଼ିଆ ଫାର୍ମରେ ବେସରକାରୀ କାରବାର ଚାଲିଥିବା ଗୁରୁତର ଅଭିଯୋଗ ହେଉଛି। ନର୍ସରୀରେ କେବଳ ସରକାରୀ ଡେଙ୍ଗା ନଡ଼ିଆ ସାଙ୍ଗକୁ ଅନ୍ୟାନ୍ୟ ଫୁଲ ଓ ଫଳଚାରା ଚାଷୀଙ୍କୁ ଦିଆଯିବା…

ଜରାଶ୍ରମ ସଭାପତିଙ୍କୁ ହତ୍ୟା କଲେ କର୍ମଚାରୀ

ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ଗଡ଼ସ୍ଥିତ ଏକ ଜରାଶ୍ରମରେ ଅଭାବନୀୟ କାଣ୍ଡ ଘଟିଛି। ଜରାଶ୍ରମର ସଭାପତିଙ୍କୁ ସେହି ଜରାଶ୍ରମର ଜଣେ କର୍ମଚାରୀ ହତ୍ୟା କରି ନିଜେ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଏଠାରେ ଥିବା ରତ୍ନମାଳୀ ଜେମା ଜରାଶ୍ରମର ସଭାପତି…

ଯାତ୍ରୀଙ୍କ କାମରେ ଲାଗୁନି ପାନୀୟ ଜଳ ବିଶୋଧନ ଯନ୍ତ୍ର

ନାଉଗଁା,୧୨ା୧୧(ସ୍ବ.ପ୍ର.): ନାଉଗଁା ବସଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମାଗାର ରହିଛି। ଏଠାରେ ଯାତ୍ରୀମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ଉକ୍ତ ଗୃହରେ ପାନୀୟ ଜଳ ବିଶୋଧନ ଓ ଶୀତଳୀକରଣ ଯନ୍ତ୍ର ଲାଗିଛି। ଏହା ୬ମାସ ହେବ ଅଚଳ ହୋଇଯାଇଥିବାରୁ ଯାତ୍ରୀମାନେ ସମସ୍ୟା ଭୋଗୁଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri