ଅଙ୍ଗନୱାଡି କେନ୍ଦ୍ର ନିର୍ମାଣରେ ମନ୍ଥରତା
ଜଗତ୍ସିଂହପୁର ଅଫିସ, ୧୮।୧୦:କୋମଳମତି ପିଲାମାନଙ୍କ ଉତ୍ତମ ସ୍ବାସ୍ଥ୍ୟ ସାଙ୍ଗକୁ ପ୍ରାକ୍ ଶିକ୍ଷା ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ଜଗତ୍ସିଂହପୁର ଜିଲାରେ ପିଲାମାନଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ର ବିଲ୍ଡିଂ ନିର୍ମାଣ କ୍ଷେତ୍ରରେ ସରକାର ବିଫଳ ହୋଇଛନ୍ତି।…
ମଧ୍ୟାହ୍ନଭୋଜନ: ଗ୍ୟାସ୍ ପରିବର୍ତ୍ତେ କାଠଚୁଲା ବ୍ୟବହାର
ନାଉଗାଁ ,୧୭ା୧୦(ସ୍ବ.ପ୍ର.): ପୁଷ୍ଟିକର ଖାଦ୍ୟ ସହ ପିଲାଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ସରକାରଙ୍କ ତରଫରୁ ପ୍ରତି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରାଯାଇଛି। ଏହି ପରିପ୍ରେକ୍ଷୀରେ ନାଉଗଁା ବ୍ଲକର ୭୮ ବିଦ୍ୟାଳୟରେ ହାରାହାରି ୭ ହଜାରରୁ ଊର୍ଦ୍ଧ୍ୱ ପିଲାଙ୍କ ପାଇଁ ପ୍ରତ୍ୟହ ମଧ୍ୟାହ୍ନ…
ଆସୁନାହାନ୍ତି ଅଙ୍ଗନଓ୍ବାଡି କର୍ମୀ, କେନ୍ଦ୍ରରେ ତାଲା
ନାଉଗାଁ,୧୬।୧୦(ସ୍ବ.ପ୍ର.): ଛୋଟ ଛୋଟ ପିଲାମାନଙ୍କୁ ବିଦ୍ୟାଳୟମୁଖୀ କରିବା ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନାରେ ଅଙ୍ଗନଓ୍ବାଡି କେନ୍ଦ୍ରସବୁ ଖୋଲାଯାଇଛି। ଏହି କେନ୍ଦ୍ରଗୁଡ଼ିକୁ ତଦାରଖ କରିବା ପାଇଁ ସୁପରଭାଇଜର ରହିଥିବାବେଳେ ସିଡିପିଓ ମଧ୍ୟ ରହିଛନ୍ତି। କିନ୍ତୁ ନାଉଗାଁ ବ୍ଲକରେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକ ଠିକ୍ ଭାବେ…
୫୧ ଏସ୍ଏସ୍ଜିଙ୍କୁ ସଫେଇ ଦାୟିତ୍ୱ ଦେଲେ ସରପଞ୍ଚ
ରଘୁନାଥପୁର,୧୫।୧୦(ଡି.ଏନ୍ଏ.): ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ପଞ୍ଚାୟତର ସଫେଇ କାର୍ଯ୍ୟ ପାଇଁ ୫୧ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍ଏଚ୍ଜି)ର ସଦସ୍ୟାଙ୍କୁ ଦାୟିତ୍ୱ ଦେଇଛନ୍ତି ସରପଞ୍ଚ ସାହେଦା ତବସୁମ। ଏ ସବୁ ଏସ୍ଏଚ୍ଜିରେ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ମହିଳା ରହିଛନ୍ତି। ପ୍ରତି ଓ୍ବାର୍ଡର ସଫେଇ ପାଇଁ…
ଜଙ୍ଗଲ ପରିବେଶ ବିଭାଗ ବିଟ୍ହାଉସ ପାଖରେ ଆବର୍ଜନା ଗଦା
ପାରାଦୀପ,୧୫।୧୦(ସ୍ବ.ପ୍ର.): ପାରାଦୀପ ଷଣ୍ଢକୁଦ ଉପକଣ୍ଠ କଂସାରୀପାଟିଆ ନଦୀ ଓ ଅନତି ଦୂରରେ ଥିବା ସମୁଦ୍ର ମଧ୍ୟସ୍ଥଳ ଅଞ୍ଚଳ ହେଉଛି ସଂରକ୍ଷିତ ଜଙ୍ଗଲ। ସେହି ସ୍ଥାନରେ ଜଙ୍ଗଲ ପରିବେଶ ବିଭାଗର ଫରେଷ୍ଟ ବିଟ୍ହାଉସ ରହିଛି। ବିଟ୍ହାଉସ ପାଖରେ ଜଙ୍ଗଲୀ ଜୀବଜନ୍ତୁ ପାଣି ପିଇବା…
ନାଁକୁ ଚାଲିଛି ଜଗତ୍ସିଂହପୁର ମୃତ୍ତିକା ସଂରକ୍ଷଣ ବିଭାଗ
ଜଗତସିଂହପୁର ଅଫିସ,୧୪ା୧୦: ରାଜ୍ୟ ସରକାର ମୃତ୍ତିକା ସଂରକ୍ଷଣ ଉପରେ ଗୁରୁତ୍ୱାରୋପ କରୁଥିବା କୁହାଯାଉଛି। ଏନେଇ ଓଡ଼ିଶା ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ କାର୍ଯ୍ୟ କରୁଛି। ବିଭାଗର ୮ମ ବାର୍ଷିକ ଯୋଜନାରେ ୩ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ରାଜ୍ୟ ଯୋଜନା(ଷ୍ଟେଟ…
ନୂଆ ଉପାୟରେ ଚାଲିଛି ପେଟ୍ରୋଲ, ଡିଜେଲ ଚୋରି
ପାରାଦୀପ,୧୩ା୧୦(ସ୍ବ.ପ୍ର.): ପାରାଦୀପର ଅନ୍ୟତମ ରାଷ୍ଟ୍ରାୟତ ଉଦ୍ୟୋଗ ଏଚପିସିଏଲ୍ (ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ଼) ଟର୍ମିନାଲରେ ଦୀର୍ଘବର୍ଷ ହେଲା ତେଲ ଚୋରି ପ୍ରକ୍ରିୟା ଲାଗି ରହିଛି। କେତେବେଳେ ଟର୍ମିନାଲ ପାଖ ବଟନଦୀରେ ଡଙ୍ଗା ଯୋଗେ ତ ଆଉ କେଉଁ ସମୟରେ ଗାଡ଼ିରେ ହେଉଛି।…
ନାଁକୁ ଚାଲିଛି ଜଗତ୍ସିଂହପୁର ଡିଷ୍ଟ୍ରିକ୍ଟ ପୋର୍ଟାଲ
ଜଗତ୍ସିଂହପୁର ଅଫିସ, ୧୨।୧୦: ଲୋକଙ୍କ ପାଖରେ ସହଜରେ ସୂଚନା ପହଞ୍ଚାଇବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ସେଥିପାଇଁ ପ୍ରତି ଜିଲାରେ ପୋର୍ଟାଲ ରହିଛି। ନ୍ୟାଶନାଲ ଇନ୍ଫର୍ମେଟିଭ୍ ସେଣ୍ଟର (ଏନ୍ଆଇସି) ଏହାକୁ ପରିଚାଳନା କରୁଛି। ଲୋକେ ନେଟ୍ ଖୋଲି ପୋର୍ଟାଲ…
ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ରାସ୍ତା ଶୋଚନୀୟ
ନାଉଗାଁ,୧୦ା୧୦ (ସ୍ବ.ପ୍ର): ଜଗତ୍ସିଂହପୁର ଜିଲା ନାଉଗାଁ ବ୍ଲକର ଗଜରାଜପୁର ପଞ୍ଚାୟତ ତୁମ୍ବେଶ୍ୱରଠାରେ ପ୍ରବାହିତ ଦେବୀ ନଦୀରେ ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ଦ୍ୱାରା ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପ ନିର୍ମାଣ ଦାୟିତ୍ୱରେ ଏଲ୍ ଆଣ୍ଡ ଟି…
ପିପିଏ ଅଧ୍ୟକ୍ଷ ପି.ଏଲ.ହାରାନ୍ଧଙ୍କୁ କୋଲକାତା ପୋର୍ଟର ଅତିରିକ୍ତ ଦାୟିତ୍ୱ
ପାରାଦୀପ,୧୦।୧୦(ସ୍ବ.ପ୍ର.): କେନ୍ଦ୍ର ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ପାରାଦୀପ ବନ୍ଦର ଅଥରିଟି(ପିପିଏ) ଅଧ୍ୟକ୍ଷ ପି.ଏଲ୍. ହାରାନ୍ଧଙ୍କୁ ରବିବାର କୋଲକାତାର ଶ୍ୟାମାପ୍ରସାଦ ମୁଖାର୍ଜୀ ପୋର୍ଟ ଅଥରିଟି ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏନେଇ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ…
୩୧ ମାସ ପରେ ବନ୍ଦର ଟ୍ରଷ୍ଟି ନିର୍ବାଚନ ଘୋଷଣା
ପାରାଦୀପ,୧୦।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଥରିଟିର ଲେବର ଟ୍ରଷ୍ଟି (ପରିବର୍ତ୍ତିତ ନାମ ବୋର୍ଡ ସଦସ୍ୟ) ପାଇଁ ୩୧ ମାସ ପରେ ୨୮ ତାରିଖରେ ନିର୍ବାଚନ ହେବ। ଏହି ନିର୍ବାଚନ ବାଲଟ୍ ପେପର ଜରିଆରେ ହେବ। ଉକ୍ତ ଦିନ ଫଳାଫଳ ପ୍ରକାଶ ପାଇବ। ଏ…
ସିଆର୍ପିଏଫ୍ କନ୍ଷ୍ଟେବଲ ବହିଷ୍କୃତ
ଜଗତ୍ସିଂହପୁର ଅଫିସ, ୯।୧୦: ଜାଲ୍ ଜାତିଗତ ପ୍ରମାଣପତ୍ର ଦେଇ ସିଆର୍ପିଏଫ୍ (ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ)ରେ କନ୍ଷ୍ଟେବଲ ଭାବେ ନିଯୁକ୍ତିି ପାଇଥିବା ଜଗତ୍ସିଂହପୁର ଜିଲାର ଜଣେ ବ୍ୟକ୍ତି ଚାକିରିରୁ ବହିଷ୍କୃତ ହୋଇଛନ୍ତି। ସେ ହେଲେ ତିର୍ତ୍ତୋଲ ଥାନା ଅନ୍ତର୍ଗତ ବେଗୁନିଆ କୋର୍କର…
Archives


