ଜଗତ୍‌ସିଂହପୁର

ହାଉସିଂ ବୋର୍ଡ ଘର ଅକ୍ତିଆର କରିପାରୁନି ପୌରପାଳିକା

ପାରାଦୀପ,୩୦ା୫(ସ୍ବ.ପ୍ର.): ପାରାଦୀପର ସବୁଠାରୁ ଭିଆଇପି ଅଞ୍ଚଳ ମଧୁବନସ୍ଥ ହାଉସିଂ ବୋର୍ଡକୁ କୁହାଯାଏ। ସେଠାରେ ଥିବା ୫୮ଟି ଘରକୁ ପୁଞ୍ଜିପତି, ଶିଳ୍ପପତି, ରାଜନେତା, କମ୍ପାନୀ ନେଇଛନ୍ତି। ସେହି ୫୮ଟି ଘର ମଧ୍ୟରୁ ପାରାଦୀପ ପୌରପାଳିକାର ଦୁଇଟି ଘର ରହିଛି। ତନ୍ମଧ୍ୟରୁ ଗୋଟିଏ...

ଗୋଟିଏ ଗଛରେ ୧୦ କିଲୋ ଅଙ୍ଗୁର

ଜଗତସିଂହପୁର ଅଫିସ,୩୦ା୫: ସାଧାରଣତଃ ଓଡ଼ିଶା ପରିବେଶ ଅଙ୍ଗୁର ଚାଷ ପାଇଁ ଅନୁକୂଳ ନୁହେଁ। କିନ୍ତୁ ଜଗତ୍‌ସିଂହପୁର ସଦର ମହକୁମା ନିକଟ ପାଟେଣୀ ଗାଁର ଜଣେ ପାନ ଦୋକାନୀ ଅଙ୍ଗୁର ଚାଷ କରି ସଫଳ ହୋଇଛନ୍ତି। ସେ ହେଲେ ଅକ୍ଷୟ ସ୍ବାଇଁ...

ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଦୀର୍ଘମିଆଦୀ ବନ୍ଦର ଭିତ୍ତିଭୂମି ଯୋଜନାର ସ୍ବତନ୍ତ୍ର ଖସଡ଼ା ପ୍ରସ୍ତୁତ କରିଛି। ଏହି ଯୋଜନାରେ ପାରାଦୀପ ବନ୍ଦର ବିକାଶ ପ୍ରକଳ୍ପ ସ୍ଥାନ ପାଇଛି। ବିଶ୍ୱସ୍ତରୀୟ ସହ ବୃହତ୍‌ ଜାହାଜ ପରିଚାଳନାଗତ ସାମର୍ଥ୍ୟ...

ଆଖିପତାରେ ବଢୁଛି ମାଂସପିଣ୍ଡୁଳା

ନାଉଗାଁ,୨୭ା୫(ସ୍ବ.ପ୍ର.): ଆଖି ପତାରେ ବଢ଼ୁଛି ମାଂସପିଣ୍ଡୁଳା। ଅସହ୍ୟ ଯନ୍ତ୍ରଣା ହେଉଛି। ମାତ୍ର ନାବାଳକଙ୍କ ଦୁଃଖ ଶୁଣିବାକୁ କେହି ନାହାନ୍ତି। କାରଣ ସେ ଦିବ୍ୟାଙ୍ଗ ହୋଇଥିବାବେଳେ ଅନାଥ। ଚିକିତ୍ସା ବ୍ୟୟ ବହୁଳ ହୋଇଥିବାବେଳେ ଜୀବନ ପ୍ରତି ବିପଦ ଥିବାରୁ ଅନାଥ ଆଶ୍ରମ...

ଜଗତ୍‌ସିଂହପୁରରେ ଡ୍ରେନ୍‌ ସମସ୍ୟା ଚିନ୍ତାଜନକ

ଜଗତ୍‌ସିଂହପୁର ଅଫିସ,୨୭ା୫: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ...

ପାରାଦୀପରେ ଫାଟିଲା ପାଇପ୍‌ ଲାଇନ, ମାଟିରେ ମିଶିଲା ବିପୁଳ ପରିମାଣର ତୈଳ

ପାରାଦୀପ,୨୬।୫(ସ୍ବ.ପ୍ର.): ଜଗତସିଂପୁର ଜିଲା ପାରାଦୀପ ହଳଦିଆ ବୌରେଣି ଅଶୋଧିତ ତୈଳ ପାଇପ୍‌ ଲାଇନରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ପାରାଦୀପର ତୈଳ ବିଶୋଧନାଗାର ଟାଉନସିପ୍‌ ସମ୍ମୁଖ ନିହାରୁଣୀ ପାଖରେ ଏକ ପାଇପ୍‌ ଲାଇନ ଫାଟିଯିବାରୁ ବିପୁଳ ପରିମାଣର ତୈଳ ମାଟିରେ...

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ମହିଳା

କୁଜଙ୍ଗ,୨୫।୫ (ଡି.ଏନ୍‌.ଏ.): ରାଜୀବଗାନ୍ଧୀ ସେବା କେନ୍ଦ୍ରର ଗୃହରେ ବସାଇ ଦିଆଯାଉ ନ ଥିବା ଅଭିଯୋଗ କରି କୁଜଙ୍ଗ ବ୍ଲକ ଅନ୍ତର୍ଗତ ଗୋପିଆକୁଦ ପଞ୍ଚାୟତ ମହିଳା ମହାସଂଘ ପକ୍ଷରୁ ବିକ୍ଷୋଭ କରାଯାଇଛି। ଏଥିସହ ମହିଳାମାନେ ପଞ୍ଚାୟତ କାର୍ଯ୍ୟାଳୟରେ ଫାଟକରେ ତାଲା ପକାଇ...

ପିଲା ଆସୁଛନ୍ତି, ଶିକ୍ଷକଙ୍କ ଦେଖାନାହିଁ

ନାଉଗାଁ,୨୫।୫(ସ୍ବ.ପ୍ର.): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଓ ସମନ୍ବିତ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକର ସମୟ ପରିବର୍ତ୍ତନ କରାଯାଇଛି। ସକାଳ ୬ ରୁ ୯ ଟା ପର୍ଯ୍ୟନ୍ତ...

ଡମ୍ପିଂୟାର୍ଡ ହେଲାନି, ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଜିଲାରେ ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା ହୋଇପଡ଼ିଛି। ଜୈବ ବର୍ଜ୍ୟବସ୍ତୁଗୁଡିକୁ ୪୮ ଘଣ୍ଟା ଭିତରେ ନଷ୍ଟ କରିବାକୁ ନିର୍ଦ୍ଦେଶ ଥିଲେ ସୁଦ୍ଧା ତାହା ପାଳନ କରାଯାଉ ନାହିଁ। ଜିଲାର ଏକାଧିକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ (ସିଏଚ୍‌ସି) ଗଦା ଗଦା...

ବିନା ଟେଣ୍ଡରରେ ଚାଲିଛି ସରକାରୀ କାମ

ନାଉଗାଁ,୨୧ା୫(ସ୍ବ.ପ୍ର): ନାଉଗାଁ ବ୍ଲକରେ ଜଗତ୍‌ସିଂହପୁର ପୂର୍ତ୍ତ ବିଭାଗ ତରଫରୁ ବିଭିନ୍ନ ରାସ୍ତା ମରାମତି, ଗାଡ୍‌ଓ୍ବାଲ ନିର୍ମାଣ କାର୍ଯ୍ୟ ଚାଲିଛି। ଏସବୁ କାର୍ଯ୍ୟ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଛି। ମାତ୍ର କିଛି କାର୍ଯ୍ୟ ପାଇଁ ଟେଣ୍ଡର ପରେ ଚୁକ୍ତିନାମା ହୋଇ...

ଟ୍ରାଙ୍କୁଲାଇଜ୍‌ ଜରିଆରେ ହନୁ ଧରାପଡ଼ିଲା

କୁଜଙ୍ଗ, ୨୨।୫(ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକରେ ଦିନକୁ ଦିନ ମାଙ୍କଡଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ ବ୍ଲକ ଅନ୍ତର୍ଗତ ସନ୍ତରା ଗ୍ରାମରେ ମାଙ୍କଡ ପଲ ଆକ୍ରମଣରେ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ...

ଅନିଶ୍ଚିତତାରେ ଶୀତଳଭଣ୍ଡାର: ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ, ୨୨।୫ : ଜଗତ୍‌ସିଂହପୁର ଏକ କୃଷି ପ୍ରଧାନ ଜିଲା। କିନ୍ତୁ ଦୀର୍ଘ ବର୍ଷ ଧରି ଜିଲାରେ ଶୀତଳ ଭଣ୍ଡାରଟିଏ ହୋଇପାରିଲା ନାହିଁ। ଯେଉଁ କାରଣରୁ ଚାଷୀଙ୍କୁ ବ୍ୟାପକ କ୍ଷତି ସହିବାକୁ ପଡ଼ୁଛି। ଏହାସତ୍ତ୍ୱେ ପ୍ରତିକାର ହୋଇପାରୁନାହିଁ। ଏନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri