କରଜ ଚିନ୍ତାରେ ଜୀବନ ହାରିଲେ ଯୁବଚାଷୀ
ରଘୁନାଥପୁର,୯ା୧(ରାଜେନ୍ଦ୍ର ନାରାୟଣ ସିଂହ):ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ବୁଧବାର ଚାଷୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଧାନ ଫସଲ ଉଜୁଡ଼ି ଯିବା ପରେ କରଜ ଶୁଝିବା ଚିନ୍ତାରେ ତଅଁରା ବିଲସାହିର ପ୍ରହଲ୍ଲାଦ ପରିଡ଼ାଙ୍କ ସାନପୁଅ ଯୁବଚାଷୀ ଅଶୋକ(୩୮) ନିଜ ଘରେ...
‘ଭୁବନେଶ୍ୱର ଚାଲ’ରୁ ଦୂରେଇ ରହିଲେ ପାରାଦୀପ ନଗର ସଭାପତି
ପାରାଦୀପ,୭।୧(ଶରତ ରାଉତ):ଜଗତ୍ସିଂହପୁର ଜିଲା ପାରାଦୀପ ନିର୍ବାଚନମଣ୍ଡଳୀରେ ବିଜେଡି ରାଜନୀତି କ୍ରମଶଃ ବିବାଦୀୟ ହେବାରେ ଲାଗିଛି। ୨୦୧୯ରୁ ଚାଲି ଆସିଥିବା ବିବାଦ ୨୦୨୪ ନିର୍ବାଚନ ପରେ ଅଧିକ ହେଲାଣି ବୋଲି ଆଲୋଚନା ହେଉଛି। ସୋମବାର ଏହାର ପ୍ରତିଫଳନ ଦେଖିବାକୁ ମିଳିଛି। ବିଜେଡି...
୯୦ ବାଂଲାଦେଶୀ ଗଲେ, ୯୫ ଭାରତୀୟ ମତ୍ସ୍ୟଜୀବୀ ଫେରିଲେ
ପାରାଦୀପ,୭।୧(ଶରତ ରାଉତ):ପାରାଦୀପରେ ଡିସେମ୍ବର ୧୦ରୁ ଅଟକ ଥିବା ୭୮ ବାଂଲାଦେଶୀ ମତ୍ସ୍ୟଜୀବୀ ଓ ୨ ବୋଟ ସୋମବାର ପ୍ରତ୍ୟୁଷରେ ସ୍ବଦେଶ ଫେରିଯାଇଛନ୍ତି। ସେମାନଙ୍କ ସହ ପୂର୍ବରୁ କୋଲକାତାରେ ଅଟକ ଥିବା ୧୨ ମତ୍ସ୍ୟଜୀବୀଙ୍କୁ ମଧ୍ୟ ପଠାଇ ଦିଆଯାଇଛି। ଜବାବରେ ବାଂଲାଦେଶରେ...
ବାଣ ଭିଡ଼ୁଥିବାବେଳେ ବିସ୍ଫୋରଣ: ୨ ମୃତ, ୨ ଆହତ
ରଘୁନାଥ ଘୁନାଥପୁର,୩୧ (ରାଜେନ୍ଦ୍ର ନାରା ନାରାୟଣ ସିଂହ):ଥାନା ଅନ୍ତର୍ଗତ ଜଗତ୍ସିଂହପୁର ଥାନ ବଡ଼ବାଗ ଗ୍ରାମର ସୁଶୀଲ ଦାସଙ୍କ ଘରେ ଶୁକ୍ରବାର ରାତି ୧୦ଟାରେ ବାଣ ବିସ୍ଫୋରଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ଏହି ଅଘଟଣ ଘଟିଛି। ଏଥିରେ ଜଣେ ମହିଳାଙ୍କ...
ଅସହ୍ୟ କଲା ଫସଲ ହାନି, ଜୀବନ ହାରିଲେ ଯୁବ ଚାଷୀ
ବାଲିକୁଦା,୩୧।୧୨(ତାପସ ସ୍ବାଇଁ):ଫସଲଜନିତ କ୍ଷୟକ୍ଷତି ସହି ନ ପାରି ବେକରେ ରଶି ଲଗାଇ ଝୁଲିପଡ଼ିଲେ ଯୁବ ଚାଷୀ। ଏପରି ଦୁଃଖଦ ଘଟଣା ଜଗତ୍ସିଂହପୁର ଜିଲା ବାଲିକୁଦା ବ୍ଲକ ତଣ୍ଡିକୂଳ ପଞ୍ଚାୟତ ଅନ୍ତର୍ଗତ ସାରଣା ଗାଁରେ ଘଟିଛି। ସେ ହେଲେ ଉକ୍ତ ଗାଁର...
ପୁନର୍ବାର ପ୍ରତିମୂର୍ତ୍ତି ଉନ୍ମୋଚନ ଯୋଜନା ବାତିଲ
ପାରାଦୀପ,୩୧।୧୨(ଶରତ ରାଉତ):ପାରାଦୀପ ନୂଆବଜାର ଖଣ୍ଡିଆପାର୍କଠାରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଘଟଣାକୁ ନେଇ ସୋମବାର ପାରାଦୀପ ରାଜନୀତି ଉଷ୍ମ ହୋଇଛି। ସକାଳୁ ସା ପର୍ଯ୍ୟନ୍ତ ପ୍ରତିମୂର୍ତ୍ତିକୁ ପୁନର୍ବାର ଉଦ୍ଘାଟନ କରାଯିବ ବୋଲି ପ୍ରସ୍ତୁତି ହୋଇଥିଲା।...
ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ: ଧର୍ମେନ୍ଦ୍ର
ପାରାଦୀପ, ୨୪।୧୨(ଶରତ ରାଉତ):ପୂର୍ବୋଦୟରୁ ଭାରତର ବିକାଶ ହେବ। ଏହାର ପ୍ରକୃଷ୍ଟ ସ୍ଥାନ ହେଉଛି ପାରାଦୀପ। ରାଜ୍ୟ ଓ ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ। ବିଶ୍ୱ ବ୍ୟବସାୟ କ୍ଷେତ୍ରରେ ପାରାଦୀପର ନାମ ଅଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...
ମୁକୁଳିଲେ ଭିଏଟ୍ନାମର ୬ ନାବିକ
ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍ଭି ଦେବୀ ଜାହାଜର୨୧ ଜଣ ଭିଏଟ୍ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬ ଜଣ ମୁକୁଳିଛନ୍ତି। ପ୍ରତି ବଦଳରେ ଅନ୍ୟ ୬ ଜଣ ନାବିକ ଜାହାଜରେ ପ୍ରବେଶ...
ଦାଉ ସାଧୁଛି ବର୍ଷା, ଚିନ୍ତାରେ ଚାଷୀ
ଜଗତସିଂହପୁର ଅଫିସ, ୨୨ା୧୨ (ପ୍ରମୋଦ କୁମାର ନାୟକ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ମାତ୍ରାଧିକ ବର୍ଷା ଲାଗି ରହିଛି। ଏହାଦ୍ୱାରା ବ୍ୟାପକ ଫସଲ ପ୍ରଭାବିତ ହେବା ଆଶଙ୍କା ରହିଛି। ଜଗତ୍ସିଂହପୁର...
ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ
ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ କରିଛନ୍ତି। ସୂଚନା ଅନୁସାରେ ଗତ ଏପ୍ରିଲ...
ଗଞ୍ଜେଇ ବଦଳରେ ମଦ ଜବତ ଘଟଣା:ଅବକାରୀ ଏସଆଇ ନିଲମ୍ବିତ
ପାରାଦୀପ,୧୨୧୨ (ଶରତ ରାଉତ): ପାରାଦୀପ ଅବକାରୀ ବିଭାଗର ସବଇନ୍ସପେକ୍ଟର ଜ୍ୟୋତିରଞ୍ଜନ ସେନାପତି ଗୁରୁବାର ନିଲମ୍ବିତ ହୋଇଛନ୍ତି। କୋହଳ ଦଫା ଲଗାଇ ଅଭିଯୁକ୍ତଙ୍କୁ ଖସାଇବା ଉଦ୍ୟମ ଅଭିଯୋଗ ଅବକାରୀ କମିଶନର ତାଙ୍କୁ ନିଲମ୍ବନ କରିଛନ୍ତି। ସୂଚନାଯୋଗ୍ୟ, ମାସେ ତଳେ କୁଜଙ୍ଗ ବାଲିପାରି...
ପାରାଦୀପରେ ୭୮ ବାଂଲାଦେଶୀଙ୍କୁ ଅଟକ ରଖିଲା କୋଷ୍ଟଗାର୍ଡ
ପାରାଦୀପ,୧୦।୧୨: ବାଂଲାଦେଶରେ ଏବେ କ୍ଷମତା ସଙ୍କଟ ଚାଲିଥିବା ବେଳେ ଭାରତ ସହିତ ମଧ୍ୟ ସମ୍ପର୍କ ବିଗିଡ଼ିବାର ଆଶଙ୍କା ରହିଛି। ଏଭଳି ପରିସ୍ଥିତିରେ ମଙ୍ଗଳବାର ପାରାଦୀପ ତଟରେ ୭୮ ବାଂଲାଦେଶୀ ମତ୍ସ୍ୟଜୀବୀଙ୍କୁ କୋଷ୍ଟଗାର୍ଡ ପକ୍ଷରୁ ଅଟକ ରଖାଯାଇଛି। ସୂଚନା ଅନୁସାରେ ଦୁଇ...
Archives


