ଜଗତ୍‌ସିଂହପୁର

ପାଇପ୍‌ ଲାଇନ ବିଛା ଆଳରେ ଖୋଳାଚାଲିଛି ରାସ୍ତା

ନାଉଗାଁ,୨୬ା୯(ସ୍ବ.ପ୍ର): ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ବଜାରଠାରୁ ରୋହିଆକୁ ପୂର୍ତ୍ତ ବିଭାଗ ରାସ୍ତା ସଂଯୋଗ କରୁଛି। କିଛିଦିନ ତଳେ ଏହି ରାସ୍ତା ପାର୍ଶ୍ୱକୁ ଖୋଳାଯାଇଛି। ଫଳରେ ଉକ୍ତ ରାସ୍ତା ଦେଇ ଯାତାୟାତରେ ବାଧା ସୃଷ୍ଟି ହେବା ସହ ବିଭିନ୍ନ ସ୍ଥାନରେ ଫାଟ…

ଆୟବ୍ୟୟ ହିସାବ ସାର୍ବଜନୀନ ହେଉନାହିଁ

ପାରାଦୀପ,୨୬ା୯(ସ୍ବ.ପ୍ର.): ପାରାଦୀପର ଅନ୍ୟତମ ଗଣପର୍ବ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଆସନ୍ତା ନଭେମ୍ବରରେ ଅନୁଷ୍ଠିତ ହେବ। ଏ ନେଇ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥିପାଇଁ ଗତ ୧୫ ତାରିଖରେ ପ୍ରସ୍ତୁତି ବୈଠକ ବସିଥିଲା। ଏହି ଖବର ଜଣାପଡ଼ିବା ପରେ ମହୋତ୍ସବକୁ ନେଇ…

ସାଜସଜ୍ଜା ଅପେକ୍ଷା ରୀତିନୀତିକୁ ଗୁରୁତ୍ୱ

ଜଗତସିଂହପୁର ଅଫିସ, ୨୫।୯: ଦୁର୍ଗାପୂଜା ନେଇ ଜଗତ୍‌ସିଂହପୁର ସହରରେ ଧୀରେ ଧୀରେ ପରିବେଶ ଚଳଚଞ୍ଚଳ ହେବାକୁ ଲାଗିଲାଣି। ମୂର୍ତ୍ତି, ମେଢ, ସାଜସଜ୍ଜା ଆଦି କିପରି ଅଧିକ ଆକର୍ଷଣୀୟ ହେବ ସେନେଇ ବିଭିନ୍ନ ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।…

ପଞ୍ଚାୟତ କାର୍ଯ୍ୟାଳୟ ପାଇଁ ୨୦ କି.ମି. ଯାତ୍ରା

ପାରାଦୀପ ୨୪l୯(ସ୍ବ.ପ୍ର.): ପାରାଦୀପ ଗଡ ପଞ୍ଚାୟତ ଓ ପୌରପାଳିକା ଉପାନ୍ତରେ ରହିଛି ଚନକଣ ନାମକ ବଙ୍ଗୀୟ ବସ୍ତି। ଏହାର ଭୌଗଳିକ ସୀମା କହିଲେ ତୈଳ ବିଶୋଧନାଗାର ଓ ପିପିଏଲ୍‌ କାରଖାନାର ମଧ୍ୟସ୍ଥଳକୁ ବୁଝାଏ। ପୂର୍ବ ଭାଗରେ ବଙ୍ଗୋପସାଗର, ପଶ୍ଚିମରେ କଂସାରୀପାଟିଆ ନଦୀ…

କ୍ଷତିପୂରଣ ନ ମିଳିଲେ ଆନ୍ଦୋଳନ

କୁଜଙ୍ଗ,୨୪ା୯(ଡି.ଏନ୍‌.ଏ.): ସାଗରମାଳା ପ୍ରକଳ୍ପ ଯୋଜନାରେ ନିର୍ମିତ ହେବାକୁ ଯାଉଥିବା ଉପକୂଳ ରାଜପଥ ୩(କ) ପାଇଁ କୁଜଙ୍ଗ ସୂଚନାକେନ୍ଦ୍ରରେ ଶୁକ୍ରବାର ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବରରେ ପ୍ରକଳ୍ପ ପାଇଁ ଜମିହରାଇବାକୁ ଯାଉଥିବା କୁଜଙ୍ଗ ତହସିଲ ଅନ୍ତର୍ଗତ ୧୧ଟି ମୌଜା ଯଥା…

ନବମୀରେ କାଳିକା ନୃତ୍ୟ, ଦଶମୀରେ ଦହି ପଖାଳ

ଜଗତ୍‌ସିଂହପୁର ଅଫିସ, ୨୩ା୯: ପାଖେଇ ଆସୁଛି ଦୁର୍ଗା ପୂଜା। ଏ ନେଇ ଜଗତ୍‌ସିଂହପୁର ସହରରେ ପାର୍ବଣର ମାହୋଲ ଅନୁଭବ ହେଲାଣି । ବିଭିନ୍ନ ପୂଜା କମିଟି ଓ କ୍ଲବ ପକ୍ଷରୁ ପୂଜା କିପରି ଅଧିକ ଆକର୍ଷଣୀୟ ହୋଇପାରିବ, ସେନେଇ ତତ୍ପରତା ପ୍ରକାଶ…

୨୨ବର୍ଷ ହେଲା ରାସ୍ତା, ଡ୍ରେନ୍‌ କାମ ଅଧୁରା

ପାରାଦୀପ,୨୨ା୯(ସ୍ବ.ପ୍ର.): ପାରାଦୀପ ଡେଭଲେପମେଣ୍ଟ ଅଥରିଟି (ପିଡିଏ)ପକ୍ଷରୁ ନିମିଢି ମୌଜାଠାରେ ୨୦୦୦ମସିହାରୁ ଏକ ଟାଉନସିପ ପାଇଁ ଜାଗା ବଣ୍ଟନ କରାଯାଇଛି। ସମୁଦାୟ ୯୨ ପ୍ଲଟ ବିଭିନ୍ନ ଲୋକ ନେଇଛନ୍ତି। ସେଥିରୁ ୩୫ ଜଣ ଘର କରି ଦୀର୍ଘବର୍ଷ ହେଲା ରହୁଛନ୍ତି। ଏହା ମଧ୍ୟରେ…

ଗୋଟିଏ ଜାଗାରେ ୪ ଭିନ୍ନ ସୂଚନା

ନାଉଗଁା,୨୧ା୯(ସ୍ବ.ପ୍ର.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପଞ୍ଚାୟତଗୁଡିକର ଉନ୍ନତୀକରଣ ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। ମାତ୍ର ଗୋଟିଏ ଜାଗାରେ ଦୁଇଟି କାମ ଚାଲିଥିବା ଦର୍ଶାଇ ଭିନ୍ନ ଭିନ୍ନ ସୂଚନା କାନ୍ଥରେ ଲେଖାଯାଇଛି। ନାଉଗଁା ବ୍ଲକର ଗଜରାଜପୁର ପଞ୍ଚାୟତରେ ଏହା…

ଶୀତଳ ଭଣ୍ଡାର ନାହିଁ, ଆଳୁଚାଷ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୨୧ା୯: ଆଳୁ ଓଡ଼ିଶାର ଏକ ପ୍ରମୁଖ ପରିବା ଭାବେ ଜଣାଶୁଣା। ଅଧିକାଂଶ ପରିବାର ଆଳୁ ଉପରେ ନିର୍ଭରଶୀଳ। କିନ୍ତୁ ଏହାର ଉତ୍ପାଦନ ଓଡ଼ିଶାରେ ସନ୍ତୋଷଜନକ ନୁହେଁ। ଏଥିପାଇଁ ଓଡ଼ିଶା ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଓ ପଞ୍ଜାବ ଠାରୁ…

ବାରମ୍ବାର ମରାମତି ପରେ ବି ସୁଧୁରୁନି ଅବସ୍ଥା

ନାଉଗଁା,୨୦ା୯(ସ୍ବ.ପ୍ର.):ସରକାର ରାସ୍ତା ଉନ୍ନତୀକରଣ ଉପରେ ଧ୍ୟାନ ଦେଉଥିବାବେଳେ ବହୁ ସମୟରେ ନିମ୍ନମାନର କାମ ଯୋଗୁ ଏହାର ଉଦ୍ଦେଶ୍ୟ ପୂରଣ ହୋଇପାରୁନାହିଁ। ନାଉଗଁା ବ୍ଲକରେ ଏହାର ଉଦାହରଣ ଦେଖିବାକୁ ମିଳିଛି। ନାଉଗଁା ବଜାରଠାରୁ କୋକିଢିହ-ତେଲସରାକୁ ଏକ ସଂଯୋଗୀକରଣ ରାସ୍ତା ରହିଛି। ରାସ୍ତାର ଲମ୍ବ…

ପଞ୍ଚାୟତ କାର୍ଯ୍ୟାଳୟ ପାଲଟିଛି ସରୀସୃପଙ୍କ ବାସସ୍ଥଳୀ

କୁଜଙ୍ଗ,୨୦ା୯(ଡି.ଏନ୍‌.ଏ.):କୁଜଙ୍ଗ ବ୍ଲକ ଅନ୍ତର୍ଗତ ବାଲିଆ ପଞ୍ଚାୟତ କାର୍ଯ୍ୟାଳୟ ସରୀସୃପଙ୍କ ବାସସ୍ଥଳୀ ପାଲଟିଛି। ଏଠାରେ ନିମ୍ନମାନର କାମ ହୋଇଥିବା ନେଇ ଅଭିଯୋଗ ହୋଇଛି। ୨୦୧୯ରେ ଏଠାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଟାଇଲ୍‌ ଲଗାଯାଇଥିଲା। ପ୍ରାୟ ୩ ବର୍ଷ ମଧ୍ୟରେ କାନ୍ଥରୁ ଟାଇଲ ଛାଡ଼ି…

ଅଦଳବଦଳରେ ଫାର୍ମାସିଷ୍ଟ କରୁଛନ୍ତି କାମ

ନାଉଗଁା,୨୦ା୯(ସ୍ବ.ପ୍ର.):ନାଉଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ମନମୁଖୀ କାର୍ଯ୍ୟ ଚାଲିଥିବା ଅଭିଯୋଗ ହୋଇଛି। ଏଠାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ନିଯୁକ୍ତିଗୋଟିଏ ସ୍ଥାନରେ ପାଇଥିବାବେଳେ ଅଦଳବଦଳ କରି ଅନ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ କାମ କରୁଥିବା ନେଇ ସୂଚନା ଅଧିକାର ଆଇନ ବଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri