ରହସ୍ୟ ଘେରରେ ବ୍ଲାକ୍ରୋଜ ଜାହାଜ ବୁଡ଼ି ଘଟଣା
ପାରାଦୀପ,୯ା୯(ସ୍ବ.ପ୍ର.): ପାରାଦୀପ ବନ୍ଦର ପାଇଁ କଳଙ୍କିତ ଦାଗ ଛାଡି ଯାଇଥିବା ବ୍ଲାକ୍ରୋଜ ଜାହାଜ ବୁଡିବା ଘଟଣା ଶୁକ୍ରବାର ୧୪ ବର୍ଷରେ ପହଞ୍ଚିଛି। ସମୁଦ୍ରର ଯେଉଁ ସ୍ଥାନରେ ଜାହାଜ ବୁଡିଥିଲା ସେଠାରେ ଆଉ ଉପରିଭାଗ ଦେଖା ଯାଉନାହିଁ। ପାଣିରେ ଅଦୃଶ୍ୟ ହେବାଭଳି ଜାହାଜ…
୫-ଟି ଅଧୀନ ବିଦ୍ୟାଳୟରେ ୫୦ ଲକ୍ଷ ଦୁର୍ନୀତି
ବାଲିକୁଦା, ୮ା୯(ସ୍ବ.ପ୍ର.): ରାଜ୍ୟ ସରକାର ଦୁର୍ନୀତି ରୋକିବାକୁ ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ଏ ସବୁକୁ ପାଦରେ ଦଳିମକଚି ଦେଉଛନ୍ତି କିଛି ସରକାରୀ କମର୍ଚାରୀ। ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିଲେ ମିଳୁନାହିଁ। ଏଭଳି ଦେଖିବାକୁ ମିଳିଛି ଜଗତ୍ସିଂହପୁର ଜିଲା…
ଆସୁଛି ଦୁର୍ଗାପୂଜା: ଏଥର ବାଜିବନି ଡିଜେ କି ଫୁଟିବନି ଆତସବାଜି
ଜଗତ୍ସିଂହପୁର ଅଫିସ୍, ୮ା୯: ଅକ୍ଟୋବର ୨ରୁ ୭ ତାରିଖ ପର୍ଯ୍ୟନ୍ତ ଦୁର୍ଗାପୂଜା। ଜଗତ୍ସିଂହପୁର ପୌରାଞ୍ଚଳରେ ଏହି ଉତ୍ସବ ଧୁମ୍ଧାମ୍ରେ ପାଳନ ହେବ। ତେଣୁ ଆଗାମୀ ଦଶହରା ପର୍ବ, ରାବଣ ପୋଡି ଓ ଭସାଣି ଉତ୍ସବ କିପରି ଶାନ୍ତି, ଶୃଙ୍ଖଳାର ସହ ପାଳନ…
ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରୁଛି ବ୍ଲକ ପ୍ରଶାସନ
ଜଗତ୍ସିଂହପୁର ଅଫିସ, ୭ା୯: ଜଗତ୍ସିଂହପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟଙ୍କୁ ଅଣଦେଖା କରାଯାଉଛି। ମାତ୍ର ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବ୍ଲକକୁ ଆସୁଥିବା ବିଭିନ୍ନ ଯୋଜନାର ଅର୍ଥ ତଥା ସ୍ବତନ୍ତ୍ର ଅନୁଦାନକୁ ଦଳୀୟ ଭିତ୍ତିରେ ଚୟନ…
ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ନିମ୍ନମାନର
ନାଉଗାଁ,୫ା୯(ସ୍ବ.ପ୍ର.):ନାଉଗାଁ ବ୍ଲକରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପରୁ ପାଇପ ମାଧ୍ୟମରେ ପ୍ରତି ଘରକୁ ପାନୀୟ ଜଳ ଯୋଗାଇବା ନିମନ୍ତେ ବ୍ୟବସ୍ଥା କରାଯାଉଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ…
ବନ୍ୟା ପରେ ଷଣ୍ଢ ଉପଦ୍ରବ: ଚାଷୀ ଅସ୍ତବ୍ୟସ୍ତ
ବାଲିଆ,୫ା୯(ସ୍ବ.ପ୍ର.):ଗତ ୩ ସପ୍ତାହ ପୂର୍ବେ ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟାପରେ ବିରିଡି ବ୍ଲକର ବିଭିନ୍ନ ଧାନ ଜମି ଜଳାର୍ଣ୍ଣବ ହୋଇଯାଇଥିଲା। ବହୁ ଚାଷୀଙ୍କ ରୁଆ ଧାନ ପଚି ନଷ୍ଟ ହୋଇଯାଇଥିଲା। ଫଳରେ ଜମି ସବୁ ଏକ ରକମ ପଡ଼ିଆ ପଡିଯାଇଥିଲା।…
ସରକାରୀ ତଥ୍ୟରେ ସମାନତା ନାହିଁ
ପାରାଦୀପ,୪।୯(ସ୍ବ.ପ୍ର.): ରାଜ୍ୟରେ ସ୍ବଚ୍ଛ ଶାସନ ସମ୍ପର୍କରେ ସରକାର ପ୍ରାୟତଃ ଗଣମାଧ୍ୟମରେ ପ୍ରଚାର ପ୍ରସାର କରୁଛନ୍ତି। କିନ୍ତୁ ବାସ୍ତବରେ ଅନେକ ସ୍ଥାନରେ ସରକାରୀ ତଥ୍ୟରେ ସମାନତା ଦେଖିବାକୁ ମିଳୁନି। ଏହାର ଦୃଷ୍ଟାନ୍ତ ଜଗତସିଂହପୁର ଜିଲା ପାରାଦୀପ ପୌରାଞ୍ଚଳରେ ଦେଖିବାକୁ ମିଳିଛି। ପାରାଦୀପ ପୌରାଞ୍ଚଳର…
ନାବାଳିକାଙ୍କୁ ୪ ଦିନ ଧରି ବଳାତ୍କାର
ପାରାଦୀପ ୪।୯(ସ୍ବ.ପ୍ର.): ପାରାଦୀପରେ ଜଣେ ଆଶାକର୍ମୀଙ୍କୁ ଗଣବଳାତ୍କାର କରାଯିବାର ସପ୍ତାହେ ନ ବିତୁଣୁ ବନ୍ଦର ସହରରେ ପୁଣି ଏକ ଅନୁରୂପ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଲକ୍ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗୋଟିଏ ଘରେ ଅଟକ ରଖି ୪ ଦିନ…
୬ ମାସ ବିତିଲା, ଆଶାକର୍ମୀରୁ ନାମ କଟିନି
ପାରାଦୀପ, ୩ା୯ (ସ୍ବ.ପ୍ର.): ଯେକୌଣସି ସରକାରୀ କର୍ମଚାରୀ କିମ୍ବା ସରକାରୀ ଅର୍ଥରେ ପ୍ରତିପୋଷଣ ହେଉଥିବା କର୍ମୀ ଜନପ୍ରତିନିଧି ହେବା ପୂର୍ବରୁ ତାହା ଫେରିଯିବା କଥା। କିନ୍ତୁ ପାରାଦୀପରେ ତା’ର ବ୍ୟତିକ୍ରମ ଦେଖିବାକୁ ମିଳିଛି। ପୌର ଉପାଧ୍ୟକ୍ଷା ଥିବା ଛବିଲତା ରାଉତ ଶାସନରେ…
ମାଦକଦ୍ରବ୍ୟ କାରବାର ବନ୍ଦ ଅଭିଯାନ ପ୍ରହସନ
ଜଗତ୍ସିଂହପୁର ଅଫିସ, ୩ା୯: ନିଶା ସେବନ ଶରୀର ପାଇଁ କ୍ଷତିକାରକ। ଏଥିପାଇଁ ନିଶା ସେବନରୁ ଦୂରେଇ ରହିବାକୁ ସରକାରୀ ଓ ବେସରକାରୀ ମାଧ୍ୟମରେ ବର୍ଷ ବର୍ଷ ଧରି ସଚେତନତା କାର୍ଯ୍ୟକ୍ରମ ଚାଲିଛି। ଏ ବାବଦରେ ସରକାରୀ ଅର୍ଥ ବ୍ୟୟ ହେଉଛି। ଅପରପକ୍ଷରେ…
ସିକ୍ୟୁରିଟି ଗାର୍ଡ ଦେଉଛନ୍ତି ରୋଗୀଙ୍କୁ ଇଞ୍ଜେକ୍ଶନ
ନାଉଗାଁ,୧।୯(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ଡେରିକି ପଞ୍ଚାୟତରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ରହିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ୫ଟି ପଞ୍ଚାୟତର ୨୫ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ସ୍ବାସ୍ଥ୍ୟସେବା ପାଇଁ ନିର୍ଭର କରିଥାନ୍ତି। ସବୁଠାରୁ ଗୁରୁତ୍ୱପୂନ୍ନ କଥା ହେଉଛି…
ଜଗତ୍ସିଂହପୁର ଜିଲା: ଅଭିମତ ବାକ୍ସ ପ୍ରହସନ
ଜଗତ୍ସିଂହପୁର ଅଫିସ, ୧।୯: ଜଗତ୍ସିଂହପୁର ଏକ ଶିକ୍ଷିତ ଜିଲା। ଜିଲାର କଳା, ସଂସ୍କୃତି, ସାହିତ୍ୟ ମହାନ୍। ବିଜ୍ଞାନ ଓ ରାଜନୀତି ଆଦି କ୍ଷେତ୍ରରେ ଜିଲାର ସ୍ବତନ୍ତ୍ର ପରିଚୟ ରହିଛି। କିନ୍ତୁ ସମୟଚକ୍ରରେ ଜିଲାରେ ଦୁର୍ନୀତି ଆଶାତୀତ ଭାବେ ବଢ଼ିଛି। ଅତୀତରେ ଅର୍ଥାତ୍…
Archives


