ଜଗତ୍‌ସିଂହପୁର

୨୦ ପରିବାରର ଆତ୍ମାହୁତି ଚେତାବନୀ

କୁଜଙ୍ଗ, ୯।୭ (ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକର ଚଟୁଆ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ପରିସର ଜମିକୁ ନେଇ ବିବାଦ ଦେଖାଦେଇଛି। ନିକଟସ୍ଥ ବଳରାମପୁର ଗ୍ରାମର ୨୦ଟି ପରିବାର ଉକ୍ତ ଜାଗାକୁ ସେମାନଙ୍କ ପୈତୃକ ସମ୍ପତ୍ତି ବୋଲି କହିି ବିଦ୍ୟାଳୟ ପରିସର ସରକାରୀ…

ବିପଦପୂର୍ଣ୍ଣ ଅବସ୍ଥାରେ ଶ୍ରେଣୀଗୃହ କାନ୍ଥ

ରଘୁନାଥପୁର,୯ା୭(ଡି.ଏନ୍‌.ଏ.): ପିଲାମାନଙ୍କୁ ଉନ୍ନତମାନର ଶିକ୍ଷା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ବିଦ୍ୟାଳୟ ରୂପାନ୍ତରଣ ଯୋଜନାରେ ସ୍ମାର୍ଟ ସ୍କୁଲ ଖୋଲିବା ଉପରେ ଗୁରୁତ୍ୱ ଦେଉଛନ୍ତି। ଏହାସତ୍ତ୍ୱେ ରାଜ୍ୟରେ ଏପରି ଅନେକ ସ୍କୁଲ ରହିଛି ଯେଉଁଠି ପିଲାମାନଙ୍କ ସୁରକ୍ଷା ଉପରେ ଧ୍ୟାନ ଦିଆଯାଉ…

ଇଣ୍ଟରନ୍ୟାଶନାଲ ବୁକ୍‌ ଅଫ୍‌ ରେକଡର୍‌ସରେ ୩ ବର୍ଷୀୟା ରିଷିତା

ଖୋର୍ଦ୍ଧା ଅଫିସ,୮ା୭: ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅନ୍ତର୍ଗତ ଓଳାସ ଗ୍ରାମର ରିଷିତା ରାଜୀବ ବରାଳ(୩ ବର୍ଷ ୩ ମାସ) ଇଣ୍ଟରନ୍ୟାଶନାଲ ବୁକ୍‌ ଅଫ୍‌ ରେକଡର୍‌ସ (ଆଇବିଓଆର)ରେ ଯୋଗ୍ୟତା ହାସଲ କରିଛନ୍ତି। ଆଇବିଓଆର ପକ୍ଷରୁ ରିଷିତାଙ୍କୁ ସୁପର ଟ୍ୟାଲେଣ୍ଟେଡ୍‌ କିଡ୍‌ ଭାବେ…

ଭଙ୍ଗା ଆଜ୍‌ବେଷ୍ଟସ ଶ୍ରେଣୀ ଗୃହରେ ଚାଲିଛି ପାଠପଢ଼ା

ନାଉଗାଁ,୬।୭(ସ୍ବ.ପ୍ର): ବିଦ୍ୟାଳୟଗୁଡିକୁ ସରସ, ସୁନ୍ଦର କରିବା ସହ ପିଲାମାନଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। କିନ୍ତୁ ଏସବୁ ଯୋଜନା କିପରି କାର୍ଯ୍ୟକାରୀ ହେଉଛି ତାହାର ବାସ୍ତବ ଚିତ୍ର ନାଉଗାଁ ବ୍ଲକ ଅନ୍ତର୍ଗତ…

ଲଘୁଚାପଜନିତ ବର୍ଷା: ଜଳ ନିଷ୍କାସନ ଚିନ୍ତା ଘାରିଛି

ନାଉଗାଁ,୬।୭(ସ୍ବ.ପ୍ର): ଅସରାଏ ବର୍ଷା ହେଲେ ଜଗତ୍‌ସିଂହପୁର ସହରରେ ଜଳ ନିଷ୍କାସନ ଚିନ୍ତା ବଢିଯାଏ। ଡ୍ରେନ୍‌ଗୁଡିକ ଜବରଦଖଲ ସାଙ୍ଗକୁ ଆବଶ୍ୟକ ପୁନରୁଦ୍ଧାର ଅଭାବରୁ ଅପରିଷ୍କାର ପାଣି ରାସ୍ତାରେ ମାଡି ସଂକ୍ରମଣ ବୃଦ୍ଧି କରେ। ଏହି ସମସ୍ୟା ଦିନେ କି ମାସେ ନୁହେଁ, ବର୍ଷାଧିକ…

ଏନ୍‌ଆର୍‌ଏଲ୍‌ ଜମି ଅଧିଗ୍ରହଣରେ ଭିନ୍ନତା

ପାରାଦୀପ,୬ା୭(ସ୍ବ.ପ୍ର.): ସ୍ମାର୍ଟ ଇଣ୍ଡଷ୍ଟ୍ରିଆଲ ପୋର୍ଟ ସିଟି (ଏସ୍‌ଆଇପିସି) ଯୋଜନାରେ ପାରାଦୀପ ବନ୍ଦର ଜାଗାରେ ୪ଟି ନୂତନ ପ୍ରକଳ୍ପ ନିର୍ମାଣ ଚାଲିଛି। ସେଗୁଡିକ ହେଲା ଏନ୍‌ଆର୍‌ଏଲ (ନୁମାଲିଗଡ ରିଫାଇନାରି ଲିମିଟେଡ), ତ୍ରିବେଣୀ ଆର୍ଥମୁଭର୍ସ ପ୍ରାଇଭେଟ ଲିମିଟେଡ, ଏସାର ମିନମେଟ ଲିମିଟେଡ ଓ କଙ୍କର।…

ନିଶା କବଳରେ ବାଳକ, ବଢୁଛି ଅପରାଧ

ଜଗତ୍‌ସିଂହପୁର ଅଫିସ, ୫ା୭:ଦିନ ଥିଲା ଅଧିକାଂଶ ବାଳ ଅପରାଧୀ ଅର୍ଥନୈତିକସ୍ତରରେ ପଛୁଆ ରହୁଥିଲେ। କିନ୍ତୁ ଏବେ ଅଧିକାଂଶ ଆର୍ଥିକସ୍ତରରେ ସ୍ବଚ୍ଛଳ ଥିବା ପରିଲକ୍ଷିତ ହେଉଛି। ଏହାର କାରଣ ହେଉଛି ପିଲାମାନଙ୍କୁ ପରିବାରରୁ ବିଶେଷକରି ଟଙ୍କା ଓ ମୋବାଇଲ ଆଦି ସହଜରେ ମିଳିଯାଉଛି।…

ଅନ୍‌ଲାଇନ୍‌ ଗେମ୍‌ରେ ଟଙ୍କା ହରାଇ ୨ ଯୁବକଙ୍କ ଆତ୍ମହତ୍ୟା

ବାଲିକୁଦା/ଆଳି,୫ା୭(ସ୍ବ.ପ୍ର./ଡି.ଏନ୍‌.ଏ.):ଅନ୍‌ଲାଇନ୍‌ ଗେମ୍‌ରେ ଟଙ୍କା ରୋଜଗାର ନିଶାରେ ପଢ଼ିଯାଉଛନ୍ତି ଯୁବପିଢ଼ି। ଏହି ନିଶା କେବଳ ସହର ନୁହେଁ, ଗ୍ରାମାଞ୍ଚଳର ଯୁବକମାନଙ୍କୁ ମଧ୍ୟ ଗ୍ରାସିଛି। ପ୍ରଥମେ ମିଳୁଥିବା ଲାଭକୁ ଦେଖି ପରିବାର ଅଜାଣତରେ ବିପୁଳ ଟଙ୍କା ସେଥିରେ ବିନିଯୋଗ କରି ହରାଇ ଦେଉଛନ୍ତି। ଶେଷରେ…

ଜିଲାରେ ଡେଙ୍ଗୁ ଭୟ ବଢୁଛି: ନାମକୁ ଚାଲିଛି ସଚେତନତା

ଜଗତ୍‌ସିଂହପୁର ଅଫିସ,୪ା୭: ଜଗତ୍‌ସିଂହପୁର ଜିଲାରେ ଡେଙ୍ଗୁ ଭୟ ଦିନକୁ ଦିନ ବଢ଼ିବାରେ ଲାଗିଛି। କାରଣ ବିଗତ ବର୍ଷଗୁଡିକରେ ଜିଲାରେ ଡେଙ୍ଗୁ ପରିସ୍ଥିତି ଅଣାୟତ୍ତ ହୋଇଯାଇଥିଲା। ଗତ ୨ ବର୍ଷ କରୋନା ସଂକ୍ରମଣ ଯୋଗୁ ଲୋକେ କଟକଣା ଭିତରେ ରହିଥିଲେ। ଏହି ଭୟ…

ଜୁଲାଇରୁ ସେପ୍ଟେମ୍ବର ୧୩ ଦିନ ଜନଶୁଣାଣି

ଜଗତ୍‌ସିଂହପୁର ଅଫିସ, ୨।୭: ଜିଲା ପ୍ରଶାସନ ପକ୍ଷରୁ ଜୁଲାଇରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ହେବାକୁ ଥିବା ମିଳିତ ଜନଅଭିଯୋଗ ଶୁଣାଣି ଶିବିରର କାର୍ଯ୍ୟସୂଚୀ ଶୁକ୍ରବାର ପ୍ରକାଶ ପାଇଛି। ଜୁଲାଇରେ ୪ ଦିନ ଏହି ଶିବିର ଆୟୋଜନ ହେବ। ୪ ତାରିଖରେ ଏରସମା ବ୍ଲକ,…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ

ପାରାଦୀପ,୨।୭(ସ୍ବ.ପ୍ର.): ପାରାଦୀପ ଅଭୟଚାନ୍ଦପୁର ଥାନା ଅନ୍ତର୍ଗତ ଢିଙ୍କିଆ ଗ୍ରାମରେ ଶୁକ୍ରବାର ଜଣେ ନବବଧୂଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଘୋଡାବନ୍ଧ ଗ୍ରାମର ରୁବି ଦାସ। ଏନେଇ ତାଙ୍କ ମା’…

ପାଟ୍ରୋଲିଂ ଜାହାଜ, ଏୟାରକ୍ରାଫ୍ଟ ମୁତୟନ

ପାରାଦୀପ,୨ା୭(ସ୍ବ.ପ୍ର.): ଓଡ଼ିଶାର ପ୍ରସିଦ୍ଧ ରଥଯାତ୍ରା ମହୋତ୍ସବ ପୁରୀ ପାଇଁ ଓଡ଼ିଶା କୋଷ୍ଟଗାର୍ଡ ମୁଖ୍ୟାଳୟ ପାରାଦୀପ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ଜୁଲାଇ ୧୧ ତାରିଖ ପର୍ଯ୍ୟନ୍ତ ପୁରୀ ସମୁଦ୍ର ଉପକୂଳରେ ଏକ ପାଟ୍ରୋଲିଂ ଜାହାଜ ଓ ଡୋନିୟର ଏୟାରକ୍ରାଫ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri