ଜଗତ୍‌ସିଂହପୁର

ସ୍ବସ୍ତିକ ଷ୍ଟିଭେଡର୍ସ ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ

ପାରାଦୀପ,୭।୮(ସ୍ବ.ପ୍ର.): ପାରାଦୀପ ବନ୍ଦରର ପ୍ରଶାସନିକସ୍ତରରେ ଲାଞ୍ଚ କାରବାର ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ୩ ଦିନ ହେଲା ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ୬ଜଣଙ୍କୁ ଗିରଫ କରାଯାଇଛି, ଯେଉଁଥିରେ ବନ୍ଦର ଚିଫ୍‌ ମେକାନିକାଲ ଇଞ୍ଜିନିୟର(ସିଏମ୍‌ଇ) ସରୋଜ ଦାସ, ଶିଳ୍ପପତି…

ନଡ଼ିଆ ଚାରା ରୋପଣ ନାଁରେ ଅନିୟମିତତା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ, ୭।୮: ଜଗତ୍‌ସିଂହପୁର ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ୨୦୨୦ରେ ବାଲିକୁଦା ବ୍ଲକ ଅନ୍ତର୍ଗତ ଅଢ଼ଙ୍ଗ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ନଡିଆ ଚାରା ରୋପଣ କରାଯାଇଥିଲା। ନଡିଆ ଚାରା, ଖତ, ସାର, ଜଳସେଚନ, ପରିଷ୍କାର ପରିଚ୍ଛନ୍ନତା ଓ ରକ୍ଷଣାବେକ୍ଷଣ ବାବଦରେ ୪୩.୧୪…

୬ ମାସରେ ୨ ଥର ରାସ୍ତା ଢଳେଇ: କାର୍ଯ୍ୟାନୁଷ୍ଠାନ ଦାବି

ତିର୍ତ୍ତୋଲ, ୬।୮ (ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କନୀମୂଳ ପଞ୍ଚାୟତ ଗଇଠିପୁର ଗ୍ରାମରେ ପଞ୍ଚାୟତ ସମିତି ତରଫରୁ ଅନୁମୋଦିତ ହୋଇଥିବା ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବିଡିଓ ଅଟଳ ବିହାରୀ ସ୍ବାଇଁଙ୍କ ସମେତ ବ୍ଲକ…

ବାସନ୍ଦରାରୁ ଉକୁନ୍ଦରା କେନାଲ ବନ୍ଧ ରାସ୍ତା ବିପର୍ଯ୍ୟସ୍ତ

ବାଲିଆ,୫ା୮(ସ୍ବ.ପ୍ର.): ବିରିଡି ବ୍ଲକ ୨୨ ମୌଜାର ବାସନ୍ଦରା ଆରଡି ରାସ୍ତାଠାରୁ ଉକୁନ୍ଦରା ପର୍ଯ୍ୟନ୍ତ ଯାଇଥିବା କେନାଲ ବନ୍ଧ ରାସ୍ତା ବିପର୍ଯ୍ୟସ୍ତ ହୋଇଯାଇଛି। ଏହାକୁ ମରାମତି କରିବା ପାଇଁ ଅର୍ଥ ମଞ୍ଜୁର କରିବାକୁ ଗ୍ରାମବାସୀ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ନିକଟରେ…

ଅସରାଏ ବର୍ଷାରେ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପାଣି

ନାଉଗାଁ,୫ା୮(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୧୬ ପଞ୍ଚାୟତର ଏକ ଲକ୍ଷରୁ ଊର୍ଦ୍ଧ୍ୱ ଜନସାଧାରଣ ନିର୍ଭର କରିଥାନ୍ତି। କିନ୍ତୁ ଅସରାଏ ବର୍ଷା ହେଲେ ସ୍ବାସ୍ଥ୍ୟକେନ୍ଦ୍ର ପରିସର ବେହାଲ ହୋଇପଡ଼େ। ସ୍ବାସ୍ଥ୍ୟ କେନ୍ଦ୍ରରେ ରହିଥିବା ବହିଃବିଭାଗ ଚତୁଃପାର୍ଶ୍ୱରେ ପାଣି ଜମିଯାଏ।…

ପାରାଦୀପରେ ହ୍ରାସ ପାଉଛି ଭୂତଳ ଜଳ

ପାରାଦୀପ,୪ା୮ (ସ୍ବ.ପ୍ର.): ସମ୍ପ୍ରତି ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ଅନେକ ସ୍ଥାନରେ ପରିବେଶ ବିଗିଡିବାରେ ଲାଗିଛି। କେଉଁଠି ଅତିବୃଷ୍ଟି ତ କେଉଁଠି ଶୁଖିଲା ପଡିଛି। ଏମିତି ଅବସ୍ଥା ଏବେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦେଖିବାକୁ ମିଳିଲାଣି। ସମୁଦ୍ର ସଂଲଗ୍ନ ଅଞ୍ଚଳରେ ଭୂତଳ…

ଭୁବନେଶ୍ୱରରେ ବାଇକ୍‌, ଏରସମାରୁ ଗଲା ଚାଲାଣ

ଜଗତ୍‌ସିଂହପୁର ଅଫିସ, ୪ା୮: ମୋଟର ଯାନ ଆଇନ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦିଆଯାଉଛି। ଯେଉଁମାନେ ହେଲମେଟ୍‌ ପିନ୍ଧି ନ ଥିବେ, ଡ୍ରାଇଭିଂ ଲାଇସେନ୍ସ ନ ଥିବ, ଗାଡ଼ିର କାଗଜପତ୍ର ପାଖରେ ନ ଥିବ, ନାବାଳକ, ଆବଶ୍ୟକଠାରୁ ଅଧିକ ଯାତ୍ରା କରୁଥିବେ…

ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

କଟକ ଅଫିସ/ପାରାଦୀପ,୪ା୮(ସ୍ବ.ପ୍ର.): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। କଟକ ଓଡ଼ିଆ…

ଶ୍ରାବଣରେ ବର୍ଷା ଅଭାବ: ଚିନ୍ତାରେ ଚାଷୀ

ନାଉଗଁା,୩ା୮(ସ୍ବ.ପ୍ର): ନିଅଣ୍ଟିଆ ବର୍ଷା ଓ ଅସ୍ବାଭାବିକ ମୌସୁମୀ ପ୍ରବାହ ଯୋଗୁ ଚଳିତ ବର୍ଷ ନାଉଗଁା ବ୍ଲକରେ ଚାଷକାର୍ଯ୍ୟ ଆଗେଇ ପାରୁନାହିଁ। ଶ୍ରାବଣ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଏପର୍ଯ୍ୟନ୍ତ ବର୍ଷା ଅଭାବରୁ ଅନେକ ଚାଷୀ ତଳି ପକାଇ ପାରିନାହାନ୍ତି। ଅପରପକ୍ଷେ…

ଏଣିକି ନାମ ପଞ୍ଜୀକରଣ ପାଇଁ ୪ଟି ତାରିଖ

ଜଗତ୍‌ସିଂହପୁର ଅଫିସ, ୩ା୮: କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକ ପ୍ରତିନିଧି ଆଇନ ୧୯୫୦/୫୧ର ପରିବର୍ତ୍ତନ ସହ ଭୋଟର ତାଲିକାରେ ସଂଶୋଧନ ପାଇଁ ନିଷ୍ପତ୍ତି ନିଆଯାଇଛି। ଅଗଷ୍ଟ ୧ରୁ ଏହା କାର୍ଯ୍ୟକାରୀ ହୋଇଛି। କୌଣସି ବ୍ୟକ୍ତି…

କାମରେ ଆସୁନି ସୌର ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ,୧ା୮: ବିଦ୍ୟୁତ୍‌ ଆବଶ୍ୟକତାକୁ ଦେଖି ଉତ୍ପାଦନ ସନ୍ତୋଷଜନକ ନୁହେଁ। ତେଣୁ ଏହାର ବିକଳ୍ପ ଭାବେ ସୌରଶକ୍ତିର ବିନିଯୋଗ ଉପରେ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଧାନ୍ୟ ଦେଉଥିବା କୁହାଯାଉଛି। ବାସ୍ତବରେ କିନ୍ତୁ ଏହା କେବଳ ଉପରଠାଉରିଆ ଭଳି ମନେହେଉଛି। ୧୯୮୪ରେ…

‘ୟୁନିୟନକୁ ବଦନାମ କରିବାକୁ ଷଡ଼ଯନ୍ତ୍ର ଚାଲିଛି’

ପାରାଦୀପ, ୩୧।୭ (ସ୍ବ.ପ୍ର.): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଟର୍ମିନାଲ ରାସ୍ତାରେ ୨୭ ତାରିଖ ସାରେ ପିପିଏଲ୍‌ ୱାର୍କର୍ସ ୟୁନିୟନ ସମ୍ପାଦକ ପ୍ରଫୁଲ୍ଲ ଖଟୁଆଙ୍କୁ ୨ ଜଣ ଯୁବକ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ସେ ଥାନାରେ ଅଭିଯୋଗ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?