ଜଗତ୍‌ସିଂହପୁର

ବୋଉକୁ ଛେନାପୋଡ଼ ଖୁଆଇଥିଲି

ଜଗତ୍‌ସିଂହପୁର ଜିଲା ବିଓଁଳ ଗାଁର ଏକ ନିମ୍ନମଧ୍ୟବିତ୍ତ ପରିବାରରେ ମୋ ଜନ୍ମ। ଆମର ଥାଏ ଅଳ୍ପ କିଛି ଚାଷଜମି। ଚାଷ ଓ ଛୋଟମୋଟ ବ୍ୟବସାୟରୁ ବାପା ଯାହା ରୋଜଗାର କରୁଥିଲେ ସେଥିରେ ପରିବାର ଚଳୁଥିଲା। ଆଉ ତାରି ଭିତରୁ କିଛି...

ଗ୍ୟାସ୍‌ ପାଇପ୍‌ ଲାଇନ୍‌ ମରାମତିବେଳେ ଅଘଟଣ: ମାଟି ତଳେ ଚାପି ହୋଇ ଶ୍ରମିକଙ୍କ ଜୀବନ ଗଲା

ପାରାଦୀପ,୬ା୧୨: କଟକ-ପାରାଦୀପ ରାସ୍ତାର ତାଳଦଣ୍ଡାଠାରେ ବିପିସିଏଲ ଗ୍ୟାସ୍‌ ପାଇପ୍‌ ଲାଇନ ମରାମତିବେଳେ ଶୁକ୍ରବାର ଏକ ଅଘଟଣ ଘଟିଛି। ଜଣେ ଶ୍ରମିକ ମରାମତି କାମ କରୁଥିବାବେଳେ ମାଟି ତଳେ ଚାପି ହୋଇ ତାଙ୍କ ଜୀବନ ଯାଇଛି। ଏହି ଶ୍ରମିକଙ୍କୁ ଉଦ୍ଧାର କରିବା...

ବୃଦ୍ଧ ବାପାଙ୍କ ଘର ବାହୁଡା ଶୁଣି ଘରେ ତାଲା ପକାଇ ପୁଅ, ବୋହୂ ଚମ୍ପଟ

କୁଜଙ୍ଗ,୩।୧୨(ମନୋଜ ପ୍ରଧାନ): ପରିଣତ ବୟସରେ ବୃଦ୍ଧ ବାପାଙ୍କୁ ଘରୁ ବାହାର କରିଦେଇଥିଲେ ପୁଅ, ବୋହୂ। ଫଳରେ ସେ ଭୋକ ଉପାସରେ ଛଟପଟ ହେଉଥିଲେ। ପ୍ରଶାସନ ହସ୍ତକ୍ଷେପ କରି ସମ୍ପୃକ୍ତ ବୃଦ୍ଧଙ୍କୁ ଘରକୁ ନେଇଥିବାବେଳେ ପୁଅ, ବୋହୂ ଘରେ ତାଲା ପକାଇ...

ବିଷାକ୍ତ ମଦ: ଦାଦା, ପୁତୁରା ମୃତ

ତିର୍ତ୍ତୋଲ/କେନ୍ଦ୍ରାପଡ଼ା,୨୧/୧୧(ଗୌରାଙ୍ଗ ଚରଣ ସ୍ବାଇଁ/ଜଗନ୍ନାଥ ଧଳ): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ସାମନ୍ତରାପୁର ପଞ୍ଚାୟତ ସିରସ୍ତା ଗ୍ରାମରେ ଛତୁରେ ପକାଇବାକୁ ଥିବା କୀଟନାଶକକୁ ପାଣି ଭାବି ମଦରେ ମିଶାଇ ପିଇଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଗୋପୀନାଥ...

ଭାବିଥିଲେ ଆଜି କରିଦେବେ ମାସଟା ଯାକକ ବେପାର ହେଲେ ରାସ୍ତାରେ ଜଗିଥିଲା ଯମ …

ଜଗତସିଂହପୁର,୧୭।୧୧: ଆଜି ଝାଡ଼ ଖାଇ ପ୍ରତିଟି  ଆମିଷ ବେପାରୀ ଭାବିଥାନ୍ତି ତାଙ୍କ ମାସଟା ଯାକର ବେପାର  ଆଜି କରିବାକୁ । ହେଲେ ସକାଳୁ ସକାଳୁ ମାଛ ନେଇ ବେପାର କରିଆସୁଥିବା ମାଛ ବେପାରୀଙ୍କ ଉପରେ ଚଢିଗଲା ଟ୍ରକ । ଏଭଳି...

ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏଥିସହିତ ତାଳଚେରକୁ ପାରାଦୀପ ସହ ଯୋଡ଼ିବାକୁ ୧୬...

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି...

ମହାବାତ୍ୟାରେ ଭାସି ଯାଇଥିଲେ ସ୍ତ୍ରୀ-୪ ସନ୍ତାନ: ତଥାପି ହାରିନାହାନ୍ତି ଶଙ୍କର ନନା

ପାରାଦୀପ,୨୯।୧୦(ଶରତ ରାଉତ):ଓଡ଼ିଶାର ସବୁଠାରୁ ବଡ଼ ବାତ୍ୟା କୁହାଯାଉଥିବା ୧୯୯୯ ମହାବାତ୍ୟାକୁ ମଙ୍ଗଳବାର ୨୫ ବର୍ଷ ପୂରିଛି। ଏହି ୨୫ ବର୍ଷ ମଧ୍ୟରେ ଉପକୂଳ ଓଡ଼ିଶାରେ ୧୧ ଥର ବାତ୍ୟା ହେଲାଣି। ସେଗୁଡିକ ହେଲା ୨୦୧୩ରେ ଫାଇଲିନ୍‌, ୨୦୧୪ ହୁଡ୍‌ହୁଡ୍‌, ୨୦୧୬...

ବାତ୍ୟା ମୁକାବିଲା ପାଇଁ ପାରାଦୀପ ବନ୍ଦରର ପ୍ରସ୍ତୁତି: ବର୍ଥ ଛାଡ଼ି ସମୁଦ୍ରରେ ରହିବେ ଜାହାଜ

ପାରାଦୀପ,୨୩।୧୦(ଶରତ ରାଉତ):ବାତ୍ୟା ‘ଦାନା’କୁ ନେଇ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଶେଷକରି ବନ୍ଦର ପୋତାଶ୍ରୟ ମଧ୍ୟରେ ଥିବା ସମସ୍ତ ପଣ୍ୟବାହୀ ଜାହାଜ ବୁଧବାର ମଧ୍ୟାହ୍ନଠାରୁ ବର୍ଥ ଛାଡ଼ି ସମୁଦ୍ର ଭିତରକୁ ଯିବେ ଏବଂ ବାତ୍ୟା ପ୍ରଭାବ...

ଛାତ୍ରଙ୍କୁ ଅପହରଣ କରି ନେଉଥିଲେ ଦୁର୍ବୃତ୍ତ, ଅଧାବାଟରେ ଗାଡ଼ିରୁ ଡେଇଁ ବଞ୍ଚାଇଲେ ଜୀବନ

ପାରାଦୀପ,୨୧ା୧୦(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ କଟକ ପାରାଦୀପ ରାଜ୍ୟ ରାଜପଥ ୧୫ ନମ୍ବର ପାଖରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ସ୍କୁଲ ଛାତ୍ରଙ୍କୁ ମାଡ଼ ମାରି ବଳପୂର୍ବକ ଅପହରଣ କରାଯାଇଥିଲା। ସଂପୃକ୍ତ...

କାଉଡ଼ିଆ ନଦୀ, ସମୁଦ୍ରରେ ମିଶିଲା ପାଇପ୍‌ଲାଇନ ତେଲ

ପାରାଦୀପ,୨୧ା୧୦(ଶରତ ରାଉତ): ପାରାଦୀପରେ ବ୍ୟାପକ ଚୋରା କାରବାର ଘଟଣାକୁ ନେଇ ଅଘଟଣ ଘଟୁଥିଲେ ହେଁ ଏହାର କୌଣସି ପ୍ରଭାବ ପ୍ରଶାସନ ଉପରେ ପଡୁନାହିଁ। ୨ ଦିନ ତଳେ ମାଛଧରା ଡଙ୍ଗାରେ ବିଦେଶୀ ମଦ, ସିଗାରେଟ କାରବାର ସମୟରେ ଜଣେ ଯୁବକ...

ଜିଲା ପାଇଁ ଗୌରବ ଆଣିଲେ ସ୍ମୃତିରଞ୍ଜନ, ଓଏଏସ୍‌ ପାଇବା ପରେ କହିଲେ…

ଜଗତସିଂହପୁର,୨୦ା୧୦: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସ (ଓସିଏସ୍‌) ପରୀକ୍ଷା ୨୦୨୨ର ଫଳ ଶନିବାର ପ୍ରକାଶ ପାଇଛି। ମୋଟ ୬୮୩ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ଜଗତସିଂହପୁର ଜିଲା ବିରିଡ଼ି ବ୍ଲକ ମହାତଳ ଗ୍ରାମର ସ୍ମୃତିରଞ୍ଜନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri