ଭାବରେ ଭିଜିଲେ ଭକ୍ତ
ଜଗତସିଂହପୁର ଅଫିସ, ୨ା୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ସାରା ଜଗତ୍ସିଂହପୁର ଜିଲାରେ ଶୁକ୍ରବାର ଭାବାବେଗ ପରିବେଶ ସୃଷ୍ଟି ହୋଇଥିଲା। ଏହି ଯାତ୍ରା ସମୟରେ ଅନେକ ସ୍ଥାନରେ ଜଗନ୍ନାଥ ପ୍ରେମୀମାନେ ଭାବ ବିହ୍ବଳିତ ହୋଇ ପଡ଼ିିଥିଲେ। ଏହି ଅବସରରେ ସିଦ୍ଧଳସ୍ଥିତ ବଳଦେବଜୀଉ…
ମେଗା ପାନୀୟ ଜଳ ପ୍ରକଳ୍ପ, ବୃଦ୍ଧି ପାଉଛି ସମସ୍ୟା
ନାଉଗାଁ,୧ା୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତ ଦେଇ ପ୍ରବାହିତ ଦେବୀ ନଦୀର ତୁମ୍ବେଶ୍ୱରଠାରେ ନିର୍ମାଣ କରାଯାଉଛି ମେଗା ପାନୀୟ ଜଳ ପ୍ରକଳ୍ପ। ଏହି ପ୍ରକଳ୍ପ ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ପ୍ରକଳ୍ପ ନିର୍ମାଣ…
ବାଲିକୁଦାରେ ମାଙ୍କଡ଼ ମଡ଼କ, ଚିନ୍ତାରେ ପ୍ରାଣୀପ୍ରେମୀ
ଜଗତ୍ସିଂହପୁର ଅଫିସ,୧ା୭: ଜଗତ୍ସିଂହପୁର ଜିଲା ବାଲିକୁଦା ବ୍ଲକ ସଂଗ୍ରାମପୁର ପଞ୍ଚାୟତ ଅନ୍ତର୍ଗତ ବୁଦ୍ଧିସାହି ଗାଁର ଗୋପାଳସାହିରେ ମାଙ୍କଡ଼ ମଡ଼କ ଦେଖିବାକୁ ମିଳିଛି। ଗୋଟିଏ ପରେ ଗୋଟିଏ କରି ୬ ମାଙ୍କଡ଼ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ଖେଳିଯାଇଛି। କାହିଁକି ଓ…
ବିଶ୍ୱାଳ ଭ୍ରାତା ଦଳ ଛାଡ଼ିବା ଚର୍ଚ୍ଚା ଜୋର ଧରିଲା
ଜଗତ୍ସିଂହପୁର ଅଫିସ, ୨୯ା୬: ଜଗତ୍ସିଂହପୁରର ପୂର୍ବତନ ବିଧାୟକ ତଥା ପ୍ରଦେଶ କଂଗ୍ରେସ କମିଟି କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିବା ନେଇ ପୁଣି ଚର୍ଚ୍ଚା ଜୋର ଧରିଛି। ୨୦୧୯ ସାଧାରଣ ନିର୍ବାଚନରେ ସେ ଏହି ବିଧାନସଭା ଆସନରୁ…
ପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ନିର୍ଦ୍ଦେଶ
ଜଗତ୍ସିଂହପୁର ଅଫିସ, ୨୯।୬: ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମଙ୍ଗଳବାର ଜଗତ୍ସିଂହପୁର ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ…
ବାଇକ୍ ସହ ଜଳିଥିବା ଯୁବକଙ୍କ ପରିଚୟ ମିଳିଲା
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଜୟଦେବବିହାର ନିକଟ ଓଭରବ୍ରିଜ୍ରେ ରବିବାର ରାତିରେ ଦୁର୍ଘଟଣା ଘଟିଥିଲା। ଖଣ୍ଡଗିରି ପଟୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ରାସ୍ତାକଡ଼ ଡିଭାଇଡରରେ ପିଟି ହୋଇ ଏକ ବାଇକ୍ ହୁତୁହୁତୁ ହୋଇ ଜଳିଯାଇଥିଲା । ଘଟଣାସ୍ଥଳରେ ହିଁ ଜଳି ଯାଇଥିଲେ ଜଣେ ଯୁବକ।…
ମାନସିକସ୍ଥିତି ହରାଇ ଶିକୁଳିରେ ବିତୁଛି ଜୀବନ
କୁଜଙ୍ଗ,୨୭ା୬(ଡି.ଏନ୍.ଏ.): ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମାନସିକ ସ୍ଥିତି ହରାଇବା ପରେ ବାରମ୍ବାର ଆତ୍ମହତ୍ୟା ଉଦ୍ୟମ କରିବାରୁ ଓ ଘର ଛାଡି ପଳାଇବାକୁ ଉଦ୍ୟମ କରିବାକୁ ଜଣେ ଯୁବକଙ୍କୁ ମା’ ବାପା ଶିକୁଳିରେ ବାଧ୍ୟିବାକୁ ବାଧ୍ୟ ହୋଇଛନ୍ତି। ଅର୍ଥ ଅଭାବକରୁ ତାଙ୍କ ଚିକିତ୍ସା…
୪ ଦିନ ପରେ ବି ଦୁର୍ବୃତ୍ତଙ୍କ ଟେର୍ ମିଳୁନି
ରଘୁନାଥପୁର,୨୬।୬(ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରସିଦ୍ଧ ବିଭୂତି କ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ସମ୍ମୁଖରେ ଥିବା ୨ ନଂ. ଦାନବାକ୍ସରୁ ଗତ ମଙ୍ଗଳବାର ମଧ୍ୟରାତ୍ରିରେ ଦୁର୍ବୃତ୍ତମାନେ ୧୦ ଲକ୍ଷ ଟଙ୍କା ଚୋରିକରି ଫେରାର ହୋଇଯାଇଥିଲେ। ଏହା ମଧ୍ୟରେ ୪ ଦିନ…
ବୈଷୟିକ ସହାୟତା ପାଇଁ କଟକ ଗଲେ ଆଇଓ
ଜଗତ୍ସିଂହପୁର ଅଫିସ,୨୬।୬: ଜଗତ୍ସିଂହପୁର ହସ୍ତଶିଳ୍ପ ସହକାରୀ ନିର୍ଦ୍ଦେଶକଙ୍କ ଆକାଉଣ୍ଟରୁ ୪୬,୧୨,୯୦୦ ଟଙ୍କା ଗାଏବ ମାମଲା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଜାଲ୍ ଚେକ୍ ବଳରେ ବ୍ୟାଙ୍କ୍ ଅଫ୍ ବରୋଦା ଜଗତ୍ସିଂହପୁର ଶାଖାରୁ ଗତ ୧୭ ତାରିଖରେ କୋଲ୍କାତାସ୍ଥିତ ଇଣ୍ଡିଆନ…
୪ ବର୍ଷ ପରେବି ପୂରଣ ହେଉନି ପ୍ରତିଶ୍ରୁତି
ଜଗତ୍ସିଂହପୁର ଅଫିସ, ୨୪ା୬: ରାଜ୍ୟର ୨୦ଟି ଜିଲାରେ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ହେବ ବୋଲି ପାଖାପାଖି ୪ ବର୍ଷ ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିଥିଲେ। ଏହି ତାଲିକାରୁ ଜଗତ୍ସିଂହପୁର ଜିଲା ବାଦ୍ ପଡ଼ିଥିଲା। ସେଥିପାଇଁ ସେତେବେଳେ ଜିଲାବାସୀଙ୍କ ମଧ୍ୟରେ ତୀବ୍ର…
୫ ବର୍ଷରେ ୪,୫୮୧ ନାମ ପଞ୍ଜୀକରଣ: ନିଯୁକ୍ତି ଶୂନ
ପାରାଦୀପ,୨୪ା୬ (ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ପାରାଦୀପ ବନ୍ଦର ସହରରେ ଅଛି ୧୫ଟି ବୃହତ୍ ଶିଳ୍ପ। ଏହା ବ୍ୟତୀତ ଶତାଧିକ କ୍ଷୁଦ୍ରଶିଳ୍ପ, ଠିକା ସଂସ୍ଥା, ପାରାଦୀପ ବନ୍ଦର, ଭାରତୀୟ ତୈଳ ନିଗମର ତୈଳ ବିଶୋଧନାଗାର ଆଦି ରହିଛି। କିନ୍ତୁ ନିଯୁକ୍ତି ସୁଯୋଗ ପାରାଦୀପରେ…
ଗୋରେଖନାଥଙ୍କ ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଟଙ୍କା, ସିସିଟିଭିରେ କଏଦ
ଜଗତସିଂହପୁର ଅଫିସ,୨୨ା୬: ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କେରେକେରାର ଶୈବପୀଠ ଗୋରେଖନାଥଙ୍କ ହୁଣ୍ଡିରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଚୋରି କରି ନେଇ ଯାଇଥିବା ଅଭିଯୋଗ ହୋଇଛି। ସିସିଟିଭିରେ ଦୁର୍ବୃତ୍ତମାନେ ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍ କରୁଥିବାର ଦୃଶ୍ୟ କଏଦ ହୋଇଛି।…
Archives


