ନାଉଗାଁ ତହସିଲ: ୨୨ ପଦବୀରୁ ୧୩ ଫାଙ୍କା
ନାଉଗାଁ,୯ା୬(ସ୍ବ.ପ୍ର.): ଜନସାଧାରଣଙ୍କୁ ସୁବିଧାରେ ପ୍ରଶାସନିକ ସେବା ଯୋଗାଇ ଦେବା ସହ ରାଜସ୍ବ ଆଦାୟ ପାଇଁ ପ୍ରତି ବ୍ଲକରେ ସରକାରଙ୍କ ପକ୍ଷରୁ ତହସିଲ କାର୍ଯ୍ୟାଳୟ ଅଛି। ଏହି କାର୍ଯ୍ୟାଳୟ ମାଧ୍ୟମରେ ଜମିଜମା ସଂକ୍ରାନ୍ତ କାଗଜପତ୍ର, ବିଭିନ୍ନ ପ୍ରମାଣପତ୍ର, ପ୍ରାକୃତିକ ବିପର୍ଯ୍ୟୟ ସହାୟତା...
‘ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ଦିଆ ନ ଯାଉ’
ଜଗତ୍ସିଂହପୁର ଅଫିସ, ୭ା୬:ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ନିଆ ନ ଯାଉ। ଜାତିଭିତ୍ତିକ ଜନଗଣନା କରାଯାଉ। ଯଦ୍ଦାରା ପ୍ରତ୍ୟେକ ଜାତିର ଅର୍ଥନୈତିକ, ସାମାଜିକ ଓ ଶିକ୍ଷାଗତ ଯୋଗ୍ୟତା ଠିକ ଭାବରେ ଚିହ୍ନଟ ହୋଇପାରିବ। ମହାରାଷ୍ଟ୍ର, ହରୟଆଣା ଏବଂ ଓଡ଼ିଶା ଭଳି ରାଜ୍ୟରେ...
ଢିଙ୍କିଆ ଗାଁ ମୁଣ୍ଡରୁ ଫେରିଲେ ମେଧା ପାଟେକର
କୁଜଙ୍ଗ,୭ା୬ (ଡି.ଏନ୍.ଏ.):ଜଗତ୍ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ଅଞ୍ଚଳର ଢିଙ୍କିଆ ଗ୍ରାମକୁ ସୋମବାର ନର୍ମଦା ବଞ୍ଚାଅ ଆନ୍ଦୋଳନର ନେତ୍ରୀ ମେଧା ପାଟେକର ଆସିଥିଲେ। ଏହି ସମୟରେ ପ୍ରକଳ୍ପ ସପକ୍ଷବାଦୀଙ୍କ ବିରୋଧ ଯୋଗୁ ସେ ଗଁା ମୁଣ୍ଡରୁ...
ସିଆରସିସି ନିଯୁକ୍ତିରେ ବିଳମ୍ବ: ପିଲାଙ୍କ ପାଠପଢ଼ା ଦିଗହରା
ନାଉଗାଁ,୬ା୬(ସ୍ବ.ପ୍ର): ବ୍ଲକ ଗୁଡ଼ିକରେ ଥିବା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଓ ଶିକ୍ଷାଦାନ ଆଦିକୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ବିଭନ୍ନ କ୍ଲଷ୍ଟରରେ ବିଭକ୍ତ କରାଯାଇ ସିଆର୍ସିସିମାନଙ୍କୁ ନିଯୁକ୍ତି କରାଯାଇଛି। ନାଉଗାଁ ବ୍ଲକରେ ୨୦୨୧ରୁ...
ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ, ସରୋଜ ମେହେର ଉପମୁଖ୍ୟ ସଚେତକ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଜଗତ୍ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଦାୟିତ୍ୱ ମିଳିଛି। ସେହିପରି ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ସରକାରୀ ଦଳ ଉପ ମୁଖ୍ୟ ସଚେତକ କରାଯାଇଛି। ଏ ନେଇ ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ...
ଅବକ୍ଷୟମୁଖୀ ଜଙ୍ଗଲ, ଅସୁରକ୍ଷିତ ବନ୍ୟପ୍ରାଣୀ
ଜଗତ୍ସିଂହପୁର ଅଫିସ, ୫।୬: ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି। ବର୍ଯ୍ୟବସ୍ତୁ, ଯାନବାହାନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି। ସମ୍ଭାବ୍ୟ ପରିସ୍ଥିତିକୁ ନେଇ ବିଶ୍ୱବ୍ୟାପୀ ସମ୍ମିଳନୀ ହେବା ସହ ପ୍ରତି ଦେଶ ଦାୟିତ୍ୱବାନ...
ବଢୁଛି ଶିଳ୍ପାୟନ,ଉଜୁଡୁଛି ସବୁଜିମା
ପାରାଦୀପ,୫।୬(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ଦେଇ ପ୍ରବାହିତ ମହାନଦୀ ଓ ଜଟାଧାର ନଦୀ ମଧ୍ୟସ୍ଥଳରେ ୧୯୬୨ ପୂର୍ବରୁ ଘଞ୍ଚ ଜଙ୍ଗଲ ଥିଲା। ଏଥିସହ ୫୭ଟି ନଦୀ ଯୋର ସୈରାତ ରହିଛି। ପାରାଦୀପରେ ବନ୍ଦରଭିତ୍ତିକ ଶିଳ୍ପାୟନ ଦିନକୁ ଦିନ ବଢ଼ିଚାଲିଥିବାବେଳେ ଏବେ ସେହି...
୧୨ ଦଫା ଦାବିରେ ଜିଲାବ୍ୟାପୀ ତହସିଲ ଘେରାଉ
ଜଗତ୍ସିଂହପୁର ଅଫିସ/ବାଲିକୁଦା/ ନାଉଗାଁ/ କୁଜଙ୍ଗ/ ବିରିଡ଼ି (ସ୍ବ.ପ୍ର./ଡି.ଏନ୍.ଏ.) ୪ା୬: ନବନିର୍ମାଣ କୃଷକ ସଙ୍ଗଠନ ଜଗତ୍ସିଂହପୁର ଶାଖା ପକ୍ଷରୁ ୧୨ ଦଫା ଦାବି ନେଇ ଜିଲାବ୍ୟାପୀ ସମସ୍ତ ତହସିଲ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। ବିଶେଷକରି ଜୱାଦ ସହାୟତା ପ୍ରଦାନ ଉପରେ ଗୁରୁତ୍ୱାରୋପ...
ବସ୍ତାରୁ କମୁଛି ଚାଉଳ
ରଘୁନାଥପୁର,୩ା୬(ଡି.ଏନ୍.ଏ.): ଗରିବ ହିତାଧିକାରୀଙ୍କ ନିମନ୍ତେ ରାଜ୍ୟ ସରକାର ଯୋଗାଣ ଷ୍ଟୋର ମାଧ୍ୟମରେ ଟଙ୍କିକିଆ ଚାଉଳ ଯୋଗାଇ ଦେଉଛନ୍ତି। ମାତ୍ର ବହୁ ସମୟରେ ଯୋଗାଣ ଷ୍ଟୋରକୁ ଆସୁଥିବା ବସ୍ତାରେ କମ୍ ପରିମାଣର ଚାଉଳ ରହୁଥିବା ସାଧାରଣରେ ଅଭିଯୋଗ ହୋଇଛି। ଏହାର ଉଦାହରଣ...
ଅବାଧରେ ଚାଲିଛି ବେଆଇନ ଗର୍ଭପାତ
ଜଗତ୍ସିଂହପୁର ଅଫିସ, ୪ା୬: ଜଗତ୍ସିଂହପୁର ଜିଲାରେ ଅବାଧରେ ଚାଲିଛି ବେଆଇନ ଗର୍ଭପାତ। ଜିଲା ସଦର ମହକୁମା ସମେତ ପାରାଦୀପ ଓ ଅନ୍ୟ ବ୍ଲକ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ଏଭଳି ଚାଲିଥିଲେ ସୁଦ୍ଧା ଅଙ୍କୁଶ ରହୁନି। ଜିଲାରେ ଅନେକ ବେଆଇନ...
ପ୍ରଶାନ୍ତଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ
ରାହାମା, ୨ା୬(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅନ୍ତର୍ଗତ ପଣ୍ଡୁଆ ପଞ୍ଚାୟତ ହାତୀକେନା ଗଁାର ପ୍ରଶାନ୍ତ କୁମାର ସାହୁ (୪୭) କର୍କଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ଡାକ୍ତରଖାନା ଧାଇଁ ଧାଇଁ ନୟାନ୍ତ ହୋଇପଡିଲେଣି। ପ୍ରଶାନ୍ତ ଜଣେ ଗରିବ ବ୍ୟକ୍ତି। ସେ...
ପାରାଦୀପ: ଘୋଷଣାରେ ଅଟକିଛି ବହୁ ପ୍ରକଳ୍ପ
ପାରାଦୀପ,୨ା୬(ସ୍ବ.ପ୍ର.): ଓଡ଼ିଶାର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ନୂତନ ପ୍ରକଳ୍ପ କରିବେ ବୋଲି ଘୋଷଣା କରୁଛନ୍ତି। ଏହି ଧାରା ୨୦୦୮ରୁ ଏ ପର୍ଯ୍ୟନ୍ତ ଚାଲିଛି। ପରିତାପର ବିଷୟ ହେଲା,...
Archives


