ଜଗତ୍‌ସିଂହପୁର

ଗୁରୁତର କୁକୁର ସୁସ୍ଥ ପରେ ଫେରିଲା

ଜଗତ୍‌ସିଂହପୁର ଅଫିସ, ୨୧ା୭: ଜଗତ୍‌ସିଂହପୁର ଜିଲା ବାଲିକୁଦା ମେଡିକାଲ ରାସ୍ତାରେ ୨୪ା୫ା୨୨ରେ ଏକ ବୁଲା କୁକୁର ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିଲା। ପିପୁଲ ଫର୍‌ ଆନିମଲ ମୁଖ୍ୟ ମାନେକା ଗାନ୍ଧୀ ଓ ବାଲିକୁଦା ଥାନା ଅନ୍ତର୍ଗତ ନରିଲୋ ଗାଁର ସାଇକ୍ରିଷ୍ଣା ଦାସ…

ସମୁଦ୍ର କୂଳ ଲଂଘୁଛି, ପ୍ରଶାସନ ସ୍ଥାଣୁ

ଏରସମା,୨୧ା୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳ ଭାବେ ସୁପରିଚିତ ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ଉଚ୍ଚ ଜୁଆର ପ୍ରଭାବରେ କୂଳ ଖାଇବାରେ ଲାଗିଛି। ସପ୍ତାହେ ହେଲା, ସମୁଦ୍ର ଜଳପତ୍ତନ ଆଶାତୀତ ଭାବେ ବୃଦ୍ଧି ପାଇବା…

ମହିଳାଙ୍କୁ ରୋଜଗାର ଯୋଗାଉଛନ୍ତି ସୁହାସିନୀ

ପାରାଦୀପ,୨୧ା୭(ସ୍ବ.ପ୍ର.): ପାରାଦୀପ ଉପକଣ୍ଠ ନୂଆଗଡ଼ ଗାଁର ମହିଳା ହେଲେ ସୁହାସିନୀ ବେହେରା। ମଧ୍ୟବିତ୍ତ ପରିବାର ମଧ୍ୟରେ ରହି ନିଜେ ରୋଜଗାରକ୍ଷମ ହେବା ସହ ଶତାଧିକ ମହିଳାଙ୍କ ପାଇଁ ସେ ମାର୍ଗଦର୍ଶକ ଭାବେ ପରିଚୟ ସୃଷ୍ଟି କରିଛନ୍ତି। ଏ ପର୍ଯ୍ୟନ୍ତ ୧୫୦ରୁ ଅଧିକ…

ମରଣଯନ୍ତା ପାଲଟିଛି ପୂର୍ତ୍ତ ବିଭାଗ ରାସ୍ତା

ନାଉଗାଁ,୧୯ା୭(ସ୍ବ.ପ୍ର.):ନାଉଗାଁ ବ୍ଲକ ଅନ୍ତର୍ଗତ ନିଆଳି -ଗଜରାଜପୁର ରାସ୍ତା ଏବେ ମରଣଯନ୍ତା ପାଲିଟିଛି। ଏହି ରାସ୍ତା ଏରେଡା ଦେଇ ନିଆଳିକୁ ସଂଯୋଗ କରୁଛି। ଏହା ଦେବୀ ନଦୀବନ୍ଧ ଉପରେ ଯାଇଛି। ପୂର୍ବରୁ ଉକ୍ତ ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିଲା। ୭…

ଜିଲା ମୁଖ୍ୟାଳୟରେ ରହୁନାହାନ୍ତି ସରକାରୀ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ, ୧୭।୭: ଜଗତ୍‌ସିଂହପୁର ଜିଲାରେ ବିଶେଷକରି ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରୁ ଅନେକେ କଟକ, ଭୁବନେଶ୍ୱରରେ ରହୁଛନ୍ତି। ଏଥିଯୋଗୁ ଲୋକଙ୍କୁ ବହୁତ କ୍ଷତି ସହିବାକୁ ପଡ଼ୁଛି। କାରଣ ଏହି ଅଧିକାରୀ, ଯନ୍ତ୍ରୀ ଓ କର୍ମଚାରୀମାନେ ମୁଖ୍ୟାଳୟରେ ରହୁ…

ସୁଧୁରୁନି ଦେବୀ ନଦୀବନ୍ଧ ରାସ୍ତା

ବାଲିଆ,୧୭।୭: ଲଘୁଚାପ ପ୍ରଭାବରେ କିଛିଦିନ ହେବ ଲଗାଣ ବର୍ଷା ଜାରି ରହିଛି। ଫଳରେ ବିରିଡି ବ୍ଲକ ଅନ୍ତର୍ଗତ ୨୨ ମୌଜା କାଉପଡାଠାରୁ ଅଲିପଡା ପର୍ଯ୍ୟନ୍ତ ଦେବୀ ନଦୀ ବନ୍ଧ ମରଣଯନ୍ତା ପାଲଟିଛି। ନଦୀ ବନ୍ଧ ରାସ୍ତାର ବିଭିନ୍ନ ସ୍ଥାନରେ ଗାତ ହୋଇଥିବାରୁ…

‘ସାରର କୃତ୍ରିମ ଅଭାବ ହେବାକୁ ଦିଅନାହିଁ’

ଜଗତ୍‌ସିଂହପୁର ଅଫିସ, ୧୭।୭: ଜଗତ୍‌ସିଂହପୁର ଏକ କୃଷି ପ୍ରଧାନ ଜିଲା। ଏଠାରେ ଉର୍ବର ମାଟି ଓ ଜଳସେଚନ ସୁବିଧା ରହିଛି। କେବଳ ଚାଷୀଙ୍କୁ ସଚେତନ ଓ ଉତ୍ସାହିତ କରିବା ଦରକାର। ଠିକ ସମୟରେ ବିହନ ଓ ସାର ଯୋଗାଯିବା ଆବଶ୍ୟକ। ସାର…

ମାସକୁ ୧୦ ଦିନ ବିଦ୍ୟାଳୟ, ହସ୍ପିଟାଲ ଯାଅ

ଜଗତ୍‌ସିଂହପୁର ଅଫିସ,୧୫ା୭: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଜଗତ୍‌ସିଂହପୁର ଜିଲାର ୯୬.୩୬% ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ତଥାପି ଆଗାମୀ ପରୀକ୍ଷାରେ ଯେପରି ଏ-୧ ଗ୍ରେଡ୍‌ରେ ଅଧିକ ସଂଖ୍ୟକ ପିଲା କୃତକାର୍ଯ୍ୟ ହେବେ ସେଥିପ୍ରତି ଚେଷ୍ଟା…

କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ଚିଠି ଲେଖିଲେ ଏସ୍‌ପି

ଜଗତ୍‌ସିଂହପୁର ଅଫିସ,୧୫ା୭: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ(୩୦) ଓ ତାଙ୍କ ପ୍ରେମିକା ତଥା ଜଗତ୍‌ସିଂହପୁର ଥାନା ଦେଉଳୀ ଗ୍ରାମେଶ୍ୱର ଗଁାର ସଂଗ୍ରାମ କେଶରୀ ଦାଶଙ୍କ ଝିଅ ସୋମାଲିକା(୨୯)ଙ୍କ ବିବାହ ପ୍ରସଙ୍ଗ ଭିନ୍ନ ମୋଡ ନେଇଛି। ଜୁନ ୧୮ ତାରିଖରେ ସୋମାଲିକା…

ଭ୍ୟୁ ଟାୱାର, ଓଟିଡିସି ସଭାଗୃହରେ ପଶିଲା ସମୁଦ୍ର ପାଣି

ଏରସମା,୧୫ା୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳ ତଥା ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳିଠାରେ ସମୁଦ୍ର ଜଳ ପତନ ଆଶାତୀତ ବୃଦ୍ଧି ପାଇଛି। ପୂର୍ଣ୍ଣମି ତିଥିର ପ୍ରଭାବରେ ସମୁଦ୍ର ଜୁଆର ଫୁଲି ଉଠି ଭ୍ୟୁ ଟାୱାର ପର୍ଯ୍ୟନ୍ତ ମାଡି…

ଗାଁକୁ ଆସୁନାହାନ୍ତି ଗ୍ରାମ୍ୟ କୃଷି କର୍ମଚାରୀ

ରଘୁନାଥପୁର,୧୩।୭(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏପରିକି ତୃଣମୂଳସ୍ତରରେ ଥିବା ଚାଷୀଙ୍କ କୃଷି ସମ୍ପର୍କିତ ସମସ୍ୟା ଦୂର କରିବା ପାଇଁ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ତେବେ ଏହା କେତେମାତ୍ରାରେ କାର୍ଯ୍ୟକାରୀ…

ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସରୁନି

ନାଉଗାଁ,୧୨ା୭(ସ୍ବ.ପ୍ର):ନାଉଗାଁ ବ୍ଲକ ତିରୁଣା ପଞ୍ଚାୟତ ଦହିପାଳଠାରେ ସରକାରଙ୍କ ତରଫରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି। ୮ ଫେବୃୟାରୀ ୨୦୨୧ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଦ୍ୱାରା ଏହି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ଗ୍ରାମ୍ୟ ଉନ୍ନୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?