ଜଗତ୍‌ସିଂହପୁର

ଡମ୍ପିଂୟାର୍ଡ ହେଲାନି, ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଜିଲାରେ ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା ହୋଇପଡ଼ିଛି। ଜୈବ ବର୍ଜ୍ୟବସ୍ତୁଗୁଡିକୁ ୪୮ ଘଣ୍ଟା ଭିତରେ ନଷ୍ଟ କରିବାକୁ ନିର୍ଦ୍ଦେଶ ଥିଲେ ସୁଦ୍ଧା ତାହା ପାଳନ କରାଯାଉ ନାହିଁ। ଜିଲାର ଏକାଧିକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ (ସିଏଚ୍‌ସି) ଗଦା ଗଦା...

ବିନା ଟେଣ୍ଡରରେ ଚାଲିଛି ସରକାରୀ କାମ

ନାଉଗାଁ,୨୧ା୫(ସ୍ବ.ପ୍ର): ନାଉଗାଁ ବ୍ଲକରେ ଜଗତ୍‌ସିଂହପୁର ପୂର୍ତ୍ତ ବିଭାଗ ତରଫରୁ ବିଭିନ୍ନ ରାସ୍ତା ମରାମତି, ଗାଡ୍‌ଓ୍ବାଲ ନିର୍ମାଣ କାର୍ଯ୍ୟ ଚାଲିଛି। ଏସବୁ କାର୍ଯ୍ୟ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଛି। ମାତ୍ର କିଛି କାର୍ଯ୍ୟ ପାଇଁ ଟେଣ୍ଡର ପରେ ଚୁକ୍ତିନାମା ହୋଇ...

ଟ୍ରାଙ୍କୁଲାଇଜ୍‌ ଜରିଆରେ ହନୁ ଧରାପଡ଼ିଲା

କୁଜଙ୍ଗ, ୨୨।୫(ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକରେ ଦିନକୁ ଦିନ ମାଙ୍କଡଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ ବ୍ଲକ ଅନ୍ତର୍ଗତ ସନ୍ତରା ଗ୍ରାମରେ ମାଙ୍କଡ ପଲ ଆକ୍ରମଣରେ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ...

ଅନିଶ୍ଚିତତାରେ ଶୀତଳଭଣ୍ଡାର: ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ, ୨୨।୫ : ଜଗତ୍‌ସିଂହପୁର ଏକ କୃଷି ପ୍ରଧାନ ଜିଲା। କିନ୍ତୁ ଦୀର୍ଘ ବର୍ଷ ଧରି ଜିଲାରେ ଶୀତଳ ଭଣ୍ଡାରଟିଏ ହୋଇପାରିଲା ନାହିଁ। ଯେଉଁ କାରଣରୁ ଚାଷୀଙ୍କୁ ବ୍ୟାପକ କ୍ଷତି ସହିବାକୁ ପଡ଼ୁଛି। ଏହାସତ୍ତ୍ୱେ ପ୍ରତିକାର ହୋଇପାରୁନାହିଁ। ଏନେଇ...

ଯାହାକୁ ଦେଖୁଛି ଗୋଡ଼ାଇ ଗୋଡାଇ କାମୁଡ଼ୁଛି

କୁଜଙ୍ଗ,୨୧।୫(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା କୁଜଙ୍ଗ ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ଅଞ୍ଚଳରେ ମାଙ୍କଡ଼ ଆକ୍ରମଣରେ ୭ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ବେଳେ ଆହତଙ୍କୁ କୁଜଙ୍ଗ...

୭ ଦଫା ଦାବିରେ ଏଆର୍‌ସିଏସ୍‌ ଅଫିସ ସମ୍ମୁଖରେ ଧାରଣା

ଜଗତ୍‌ସିଂହପୁର ଅଫିସ,୨୧।୫: କଟରାସ୍ଥିତ ସନ୍ଥ ବିନୋବା ସେବା ସମବାୟ ଲିମିଟେଡ୍‌ର ଆକାଉଣ୍ଟ ହୋଲ୍‌ଡରମାନେ ୭ ଦଫା ଦାବିରେ ସ୍ଥାନୀୟ ଏଆର୍‌ସିଏସ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଏ ସମ୍ପର୍କରେ ସୁଶାନ୍ତ କୁମାର ପଲେଇ, ରାଜେନ୍ଦ୍ର ବିଶ୍ୱାଳ, ଅଜୟ ବିଶ୍ୱାଳ ଓ...

୧୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରୂପାନ୍ତରଣ କଲା ଜେଏସ୍‌ଡବ୍ଲ୍ୟୁ

କୁଜଙ୍ଗ,୨୦ା୫(ଡି.ଏନ୍‌.ଏ.): ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ପ୍ରସ୍ତାବିତ ପ୍ରକଳ୍ପ ଅଞ୍ଚଳ ଢିଙ୍କିଆ, ନୂଆଗାଁ, ଗଡକୁଜଙ୍ଗ ପଞ୍ଚାୟତ ସମେତ ସନ୍ନିକଟ ବାଲିତୁଠ ପଞ୍ଚାୟତର ୧୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରୂପାନ୍ତରଣ କରାଯାଇଛି। ସେଠାରେ କମ୍ପାନୀ ପକ୍ଷରୁ ବିଭିନ୍ନ ସାମଗ୍ରୀ ବଣ୍ଟନ କରାଯାଇଛି। ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ସାମାଜିକ...

ମୁଖ୍ୟ ରାସ୍ତା ପାର୍ଶ୍ୱରେ ମୁକୁଳା ଟ୍ରାନ୍ସଫର୍ମର

ନାଉଗାଁ ,୧୯ା୫(ସ୍ବ,ପ୍ର): ବିଦ୍ୟୁତ୍‌ ସେବା ଯୋଗାଉଥିବା କମ୍ପାନୀ ଏହାର ସରଞ୍ଜାମଗୁଡ଼ିକର ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେଉ ନ ଥିବାରୁ ବହୁ ସମୟରେ ଧନଜୀବନ ହାନି ଘଟୁଛି। ନାଉଗାଁ ବ୍ଲକର ଅନେକ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରାସ୍ତା ପାର୍ଶ୍ୱରେ ମୁକୁଳା ରହିଛି।...

ବାନ୍ଧବୀଙ୍କୁ ବିବାହ କରିବେ ବିଧାୟକ ବିଜୟଶଙ୍କର

ଜଗତ୍‌ସିଂହପୁର ଅଫିସ, ୧୮।୫: ତିର୍ତ୍ତୋଲ ବିଧାୟକ ତଥା ସ୍ଥାନୀୟ ମକୁନ୍ଦପୁର ବିଜୟଶଙ୍କର ଦାସ (୩୦) ଖୁବ୍‌ଶୀଘ୍ର ତାଙ୍କ ବାନ୍ଧବୀ ତଥା ସ୍ଥାନୀୟ ଦେଉଳୀଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୁମାଲିକା ଦାଶ (୨୯)ଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏନେଇ...

ପାଓ୍ବାର ପ୍ଲାଣ୍ଟକୁ ଅଧିକ କୋଇଲା ଯୋଗାଣ ଉପରେ ଗୁରୁତ୍ୱ

ପାରାଦୀପ ୧୭ା୫(ସ୍ବ.ପ୍ର.):ଦେଶରେ ଏବେ ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ସଙ୍କଟ ଦେଖାଦେଇଛି। ବିଦେଶରୁ ଆମଦାନୀ ହେଉଥିବା ଥର୍ମାଲ କୋଲ ଶୀଘ୍ର ପାୱାର ପ୍ଲାଣ୍ଟରେ କିପରି ପହଞ୍ଚା ଯାଇପାରିବ ତାହାକୁ ନେଇ ଏକ ସମୀକ୍ଷା ବୈଠକ ପାରାଦୀପଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି

କୁଜଙ୍ଗ, ୧୬ା୫(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ପ୍ରାକୃତିକ ବାଲୁକା ସ୍ତୂପ ସଂଲଗ୍ନ ଘରୋଇ ଜମି ଉପରେ ବାଲି ଉଠାଣ ପାଇଁ...

ଡାକ୍ତର ନାହାନ୍ତି, ଚିକିତ୍ସାରୁ ବଞ୍ଚିତ ରୋଗୀ

କୁଜଙ୍ଗ, ୧୪ା୫ (ଡି.ଏନ.ଏ.): ସ୍ବାସ୍ଥ୍ୟ ସେବା ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହୁଛନ୍ତି। ହେଲେ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ରୋଗୀ ଚିକିତ୍ସା ସେବା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। କେବଳ ଜଣେ ଆୟୁଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri