ଜଗତ୍‌ସିଂହପୁର

ପାଓ୍ବାର ପ୍ଲାଣ୍ଟକୁ ଅଧିକ କୋଇଲା ଯୋଗାଣ ଉପରେ ଗୁରୁତ୍ୱ

ପାରାଦୀପ ୧୭ା୫(ସ୍ବ.ପ୍ର.):ଦେଶରେ ଏବେ ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ସଙ୍କଟ ଦେଖାଦେଇଛି। ବିଦେଶରୁ ଆମଦାନୀ ହେଉଥିବା ଥର୍ମାଲ କୋଲ ଶୀଘ୍ର ପାୱାର ପ୍ଲାଣ୍ଟରେ କିପରି ପହଞ୍ଚା ଯାଇପାରିବ ତାହାକୁ ନେଇ ଏକ ସମୀକ୍ଷା ବୈଠକ ପାରାଦୀପଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି

କୁଜଙ୍ଗ, ୧୬ା୫(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ପ୍ରାକୃତିକ ବାଲୁକା ସ୍ତୂପ ସଂଲଗ୍ନ ଘରୋଇ ଜମି ଉପରେ ବାଲି ଉଠାଣ ପାଇଁ ନାମକୁମାତ୍ର…

ଡାକ୍ତର ନାହାନ୍ତି, ଚିକିତ୍ସାରୁ ବଞ୍ଚିତ ରୋଗୀ

କୁଜଙ୍ଗ, ୧୪ା୫ (ଡି.ଏନ.ଏ.): ସ୍ବାସ୍ଥ୍ୟ ସେବା ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହୁଛନ୍ତି। ହେଲେ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ରୋଗୀ ଚିକିତ୍ସା ସେବା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। କେବଳ ଜଣେ ଆୟୁଷ ଡାକ୍ତରଙ୍କୁ…

କେନ୍ଦ୍ର ସାମୁଦ୍ରିକ ମତ୍ସ୍ୟ ବିଲ୍‌କୁ ବିରୋଧ

ପାରାଦୀପ,୧୪ା୫(ସ୍ବ.ପ୍ର.): ଦେଶର ୯ ଉପକୂଳବର୍ତ୍ତୀ ରାଜ୍ୟ ଓ ଆଣ୍ଡାମାନ ଦୀପରେ ପ୍ରାୟ ୨ କୋଟିରୁ ଅଧିକ ମତ୍ସ୍ୟଜୀବୀ ମାଛ ଧରି ଜୀବିକା ନିର୍ବାହ କରୁଛନ୍ତି। ଏବେ କେନ୍ଦ୍ର ସରକାର ସାଗରମାଳା ଯୋଜନା ନାମରେ ମତ୍ସ୍ୟଜୀବୀମାନଙ୍କ ଦାନାପାଣି ଉପରେ ଅଙ୍କୁଶ ଲଗାଇବାକୁ ପ୍ରୟାସ…

୫୦ବର୍ଷ ପାଇଁ ସହର ନବୀକରଣ ଯୋଜନା

ଜଗତ୍‌ସିଂହପୁର ଅଫିସ,୧୩ା୫: ଜଗତ୍‌ସିଂହପୁର ଏକ ମଧ୍ୟମ ଶ୍ରେଣୀର ସହର। ୧୯୮୫ ମସିହା ପରଠାରୁ ସହର ସମେତ ଜିଲାରେ ମାଷ୍ଟର ପ୍ଲାନ ହୋଇନାହିଁ, ଯେଉଁଥିପାଇଁ ସହରଟି ଦିନକୁଦିନ ଅସଜଡା ଅବସ୍ଥାକୁ ଚାଲିଯାଇଛି। ଏଥିଯୋଗୁ ଟ୍ରାଫିକ ସମସ୍ୟାଠାରୁ ଆରମ୍ଭ କରି ବର୍ଜ୍ୟବସ୍ତୁ ପରିଚାଳନା, ବ୍ୟବସାୟ…

କୂଳ ଖାଉଛି ମହାନଦୀ: ବିପଦରେ ୨ କାରଖାନା

ପାରାଦୀପ,୧୨ା୫ (ସ୍ବ.ପ୍ର.): ପାରାଦୀପର ଚଉମୁହାଣିଠାରୁ ମହାନଦୀର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୧୨ କିମି ଜଗତ୍‌ସିଂହପୁର ଜିଲା ସୀମା ଅଞ୍ଚଳରେ ଏବେ କୂଳ ଖାଇବାରେ ଲାଗିଛି। ଯାହାଦ୍ୱାରା ନୂଆଗଡ ପଞ୍ଚାୟତ, ଏଏମ୍‌ଏନ୍‌ଏସ୍‌, ଇଫ୍‌କୋ କମ୍ପାନୀ, ବିଜୟଚାନ୍ଦପୁର, ପାରାଦୀପ ମାଛଧରା ବନ୍ଦର ଆଦି ସ୍ଥାନ…

୪ ବାଇକ୍‌ ଜାଳିଦେଲେ ଦୁର୍ବୃତ୍ତ

ଜଗତ୍‌ସିଂହପୁର ଅଫିସ,୧୦ା୫: ଜଗତ୍‌ସିଂହପୁର ବଡବଜାରରେ ଶିଶୁ ମନ୍ଦିର ନିକଟ ଶତ୍ରୁଘ୍ନ ସାହୁଙ୍କ ଘର ପାର୍କିଂ ସ୍ଥାନରେ ସୋମବାର ବିଳମ୍ବିତ ରାତିରେ କୌଣସି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ୪ଟି ବାଇକ୍‌ ପୋଡ଼ିଯାଇଥିବାବେଳେ ଆଉ କିଛି ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ଏନେଇ…

ଗୋବରୀକୂଳ ପଡ଼ାର ଦୁଃଖ ପାଲଟିଛି ଗୋବରୀ ନାଳ

ନାଉଗାଁ,୧୦ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଦେଇ ପ୍ରବାହିତ ଗୋବରୀ ନାଳ ପାର୍ଶ୍ୱବର୍ତ୍ତୀ ଗୋବରୀପଡାବାସୀଙ୍କ ଦୁଃଖର କାରଣ ସାଜିଛି। ନାଳ ଖନନ, ବନ୍ଧ ଓ ପୋଲି ନିର୍ମାଣ କାର୍ଯ୍ୟ ଜାରି ରହିଛି। ଏଥିଯୋଗୁ ପଡାକୁ ଯାଇଥିବା ରାସ୍ତାରୁ ମାଟି ଅତଡା ଧସିବାରେ…

୭୪ ଶିଳ୍ପାନୁଷ୍ଠାନରୁ ୯ ମୁଖ୍ୟ ଦୁର୍ଘଟଣାପ୍ରବଣ

ଜଗତ୍‌ସିଂହପୁର ଅଫିସ,୧୧।୫: ଜଗତ୍‌ସିଂହପୁରରେ ଥିବା ମୋଟ ୭୪ ଶିଳ୍ପାନୁଷ୍ଠାନ ମଧ୍ୟରୁ ୯ ମୁଖ୍ୟ ଦୁର୍ଘଟଣା ପ୍ରବଣ ଓ ୬ଟି ବିପଦପୂର୍ଣ୍ଣ ଶିଳ୍ପାନୁଷ୍ଠାନ ରହିଛି। ସେଠାରେ ଆମୋନିଆ ଓ କ୍ଲୋରିନ୍‌ ଗ୍ୟାସ ଲିକ୍‌ ହେବାର ସମ୍ଭାବନା ରହୁଛି। ସମ୍ଭାବ୍ୟ ପରିସ୍ଥିତିକୁ ଏଡ଼ାଇବା ପାଇଁ…

ପ୍ରମୋଦିନୀ ରାଉଳ ଏସିଡ୍‌ ଆକ୍ରମଣ ଘଟଣା, ଦୀର୍ଘବର୍ଷ ପରେ ରାୟ ଶୁଣାଇଲେ କୋର୍ଟ

ଜଗତସିଂହପୁର ଅଫିସ,୯ା୫: ଦୀର୍ଘବର୍ଷ ପରେ ପ୍ରମୋଦିନୀ ରାଉଳ ଏସିଡ୍‌ ଆକ୍ରମଣ ଘଟଣାରେ ରାୟ ଶୁଣାଇଛନ୍ତି ଜଗତସିଂହପୁର ସହକାରୀ ଦୌରାଜଜ୍‌ ତଥା ମହିଳା କୋର୍ଟ ବିଚାରପତି ରଶ୍ମିତା ସାହୁ। ଅଭିଯୁକ୍ତ ସନ୍ତୋଷ ବେଦାନ୍ତ ଓ ଅନିଲ ଓରଫ୍‌ ବିଶ୍ୱଜିତ୍‌ ଦଳସିଂରାୟଙ୍କୁ ୧୪ ବର୍ଷ…

ଚାଷୀଙ୍କ କାର୍ଯ୍ୟରେ ଲାଗୁନି ବାଉଁଶ ଯୋର

ନାଉଗାଁ ,୯ା୫(ସ୍ବ.ପ୍ର.): ନାଉଗାଁ  ବ୍ଲକର ବାଉଁଶ ଯୋର ଚାଷୀଙ୍କ କାମରେ ଲାଗୁନି। ଏନେଇ ସେମାନଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ଯୋର ତିରୁଣା ପଞ୍ଚାୟତ ଓ ଡାବର ପଞ୍ଚାୟତ ଦେଇ ଦେବୀନଦୀକୁ ତେଲସରା ନିକଟରେ ସଂଯୋଗ କରୁଛି।…

ଆଖି ବୁଜିଲା ଚିକିତ୍ସାଧୀନ ମାଈ ହାତୀ

ନରସିଂହପୁର,୭ା୫(ସ୍ବ.ପ୍ର.): କଟକ ଜିଲା ନରସିଂହପୁର ପଶ୍ଚିମାଞ୍ଚଳ ବନ ବିଭାଗ ଅନ୍ତର୍ଗତ ବାଲିକିଆରୀ ରିଜର୍ଭ ଜଙ୍ଗଲର କମ୍ପାର୍ଟମେଣ୍ଟ ୭ରେ ୩ ଦିନ ଧରି ଚିକିତ୍ସାଧୀନ ଥିବା ଏକ ମାଈ ହାତୀର ଶୁକ୍ରବାର ମୃତ୍ୟୁ ଘଟିଛି। ଉକ୍ତ ସ୍ଥାନରେ ବୁଧବାର ହାତୀଟି ଅସୁସ୍ଥ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri