ଜଗତ୍‌ସିଂହପୁର

ଜବ୍‌କାର୍ଡଧାରୀଙ୍କ କାମ ମେଶିନ କରୁଛି

କୁଜଙ୍ଗ,୧୫ା୬ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ କାମ ଧନ୍ଦା ଯୋଗାଇଦେବା ଲକ୍ଷ୍ୟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିନ୍ତ କର୍ମନିଯୁକ୍ତି ଯୋଜନା) ପ୍ରଣୟନ କରାଯାଇଥିଲା। ମାତ୍ର କୁଜଙ୍ଗ ବ୍ଲକରେ ଏହି ଯୋଜନା ପ୍ରହସନ ପାଲଟିଛି। ଏହି ବ୍ଲକର ୨୮ ପଞ୍ଚାୟତରେ ଏମ୍‌ଜିଏନ୍‌ଆରଇଜିଏସ୍‌ କାମ ଚାଲିଛି। କିନ୍ତୁ…

ନବ ସଂକଳ୍ପ ଶିବିରରେ ବିଶୃଙ୍ଖଳା

ଜଗତ୍‌ସିଂହପୁର ଅଫିସ, ୧୫ା୬: ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଉଦୟପୁର ନବ ସଂକଳ୍ପ ଶିବିର ନିଷ୍ପତ୍ତି ଅନୁଯାୟୀ ପ୍ରତି ଜିଲାରେ ଦଳୀୟ କାର୍ଯ୍ୟକ୍ରମକୁ କ୍ରିୟାଶୀଳ କରିବା ଉଦ୍ୟମ ଆରମ୍ଭ ହୋଇଛି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲା କଂଗ୍ରେସ କମିଟି ପକ୍ଷରୁ…

୧୩,୫୩୨ ପିଲାଙ୍କୁ ମିିଳିନି ବହି

ଜଗତ୍‌ସିଂହପୁର ଅଫିସ, ୧୦ା୬: ରାଜ୍ୟ ସରକାର ଶିକ୍ଷା ଉପରେ ପ୍ରାଧାନ୍ୟ ଦେଇ ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ ମାଧ୍ୟମରେ ପ୍ରଚୁର ଅର୍ଥ ବ୍ୟୟ କରୁଛନ୍ତି। ଖାଲି ଶିକ୍ଷକ ପଦବୀ ପୂରଣ କରି ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ସରକାରୀ ବିଦ୍ୟାଳୟ ମୁହଁା କରିବାକୁ ଉଦ୍ୟମ…

ମୃତା କାଠଯୋଡିରେ ନିର୍ମାଣ ଚାଲିଛି ସ୍ଥାୟୀ ଘର: ଅଭିଯୋଗ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ଶୂନ

ରଘୁନାଥପୁର,୯ା୬(ଡି.ଏନ.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ ତଅଁରା ଓ ରେଢୁଆ ମଧ୍ୟ ଭାଗରେ ବହିଯାଇଥିବା ମୃତା କାଠଯୋଡି ଶଯ୍ୟାର ମୁଣ୍ଡାଳଠାରେ ସ୍ଥାୟୀ ପକ୍କା ଘର ଜଣେ ବ୍ୟକ୍ତି ନିର୍ମାଣ କରୁଛନ୍ତି। ତହସିଲଦାରଙ୍କୁ ଅଭିଯୋଗ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ଏ ନେଇ…

ପାରାଦୀପ ଭାଜପା: ଯୋଡୁଛି କମ୍‌, ଛିଡୁଛି ବେଶି

ପାରାଦୀପ,୯ା୬(ସ୍ବ.ପ୍ର.): ପାରାଦୀପରେ ୨୦୨୧ ଡିସେମ୍ବର ୨୫ ଘଟଣା ପରଠାରୁ ଭାଜପାରେ ଅନ୍ତଃକନ୍ଦଳ ବଢ଼ିବାରେ ଲାଗିଛି। ଏଥିଯୋଗୁ ପାରାଦୀପରେ ଭାଜପା ଯୋଡୁଛି କମ୍‌, ଛିଡୁଛି ବେଶି ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି। ଯାହାର କେତେକ ଚିତ୍ର ସଦ୍ୟ କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁରଙ୍କ ଗସ୍ତ…

ନାଉଗାଁ ତହସିଲ: ୨୨ ପଦବୀରୁ ୧୩ ଫାଙ୍କା

ନାଉଗାଁ,୯ା୬(ସ୍ବ.ପ୍ର.): ଜନସାଧାରଣଙ୍କୁ ସୁବିଧାରେ ପ୍ରଶାସନିକ ସେବା ଯୋଗାଇ ଦେବା ସହ ରାଜସ୍ବ ଆଦାୟ ପାଇଁ ପ୍ରତି ବ୍ଲକରେ ସରକାରଙ୍କ ପକ୍ଷରୁ ତହସିଲ କାର୍ଯ୍ୟାଳୟ ଅଛି। ଏହି କାର୍ଯ୍ୟାଳୟ ମାଧ୍ୟମରେ ଜମିଜମା ସଂକ୍ରାନ୍ତ କାଗଜପତ୍ର, ବିଭିନ୍ନ ପ୍ରମାଣପତ୍ର, ପ୍ରାକୃତିକ ବିପର୍ଯ୍ୟୟ ସହାୟତା ସହ…

‘ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ଦିଆ ନ ଯାଉ’

ଜଗତ୍‌ସିଂହପୁର ଅଫିସ, ୭ା୬:ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ନିଆ ନ ଯାଉ। ଜାତିଭିତ୍ତିକ ଜନଗଣନା କରାଯାଉ। ଯଦ୍ଦାରା ପ୍ରତ୍ୟେକ ଜାତିର ଅର୍ଥନୈତିକ, ସାମାଜିକ ଓ ଶିକ୍ଷାଗତ ଯୋଗ୍ୟତା ଠିକ ଭାବରେ ଚିହ୍ନଟ ହୋଇପାରିବ। ମହାରାଷ୍ଟ୍ର, ହରୟଆଣା ଏବଂ ଓଡ଼ିଶା ଭଳି ରାଜ୍ୟରେ ଏହି…

ଢିଙ୍କିଆ ଗାଁ ମୁଣ୍ଡରୁ ଫେରିଲେ ମେଧା ପାଟେକର

କୁଜଙ୍ଗ,୭ା୬ (ଡି.ଏନ୍‌.ଏ.):ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ଅଞ୍ଚଳର ଢିଙ୍କିଆ ଗ୍ରାମକୁ ସୋମବାର ନର୍ମଦା ବଞ୍ଚାଅ ଆନ୍ଦୋଳନର ନେତ୍ରୀ ମେଧା ପାଟେକର ଆସିଥିଲେ। ଏହି ସମୟରେ ପ୍ରକଳ୍ପ ସପକ୍ଷବାଦୀଙ୍କ ବିରୋଧ ଯୋଗୁ ସେ ଗଁା ମୁଣ୍ଡରୁ ଫେରିଯିବାକୁ…

ସିଆରସିସି ନିଯୁକ୍ତିରେ ବିଳମ୍ବ: ପିଲାଙ୍କ ପାଠପଢ଼ା ଦିଗହରା

ନାଉଗାଁ,୬ା୬(ସ୍ବ.ପ୍ର): ବ୍ଲକ ଗୁଡ଼ିକରେ ଥିବା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଓ ଶିକ୍ଷାଦାନ ଆଦିକୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ବିଭନ୍ନ କ୍ଲଷ୍ଟରରେ ବିଭକ୍ତ କରାଯାଇ ସିଆର୍‌ସିସିମାନଙ୍କୁ ନିଯୁକ୍ତି କରାଯାଇଛି। ନାଉଗାଁ ବ୍ଲକରେ ୨୦୨୧ରୁ ୫…

ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ, ସରୋଜ ମେହେର ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଦାୟିତ୍ୱ ମିଳିଛି। ସେହିପରି ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ସରକାରୀ ଦଳ ଉପ ମୁଖ୍ୟ ସଚେତକ କରାଯାଇଛି। ଏ ନେଇ ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି…

ଅବକ୍ଷୟମୁଖୀ ଜଙ୍ଗଲ, ଅସୁରକ୍ଷିତ ବନ୍ୟପ୍ରାଣୀ

ଜଗତ୍‌ସିଂହପୁର ଅଫିସ, ୫।୬: ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି। ବର୍ଯ୍ୟବସ୍ତୁ, ଯାନବାହାନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି। ସମ୍ଭାବ୍ୟ ପରିସ୍ଥିତିକୁ ନେଇ ବିଶ୍ୱବ୍ୟାପୀ ସମ୍ମିଳନୀ ହେବା ସହ ପ୍ରତି ଦେଶ ଦାୟିତ୍ୱବାନ ହେବାକୁ…

ବଢୁଛି ଶିଳ୍ପାୟନ,ଉଜୁଡୁଛି ସବୁଜିମା

ପାରାଦୀପ,୫।୬(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ଦେଇ ପ୍ରବାହିତ ମହାନଦୀ ଓ ଜଟାଧାର ନଦୀ ମଧ୍ୟସ୍ଥଳରେ ୧୯୬୨ ପୂର୍ବରୁ ଘଞ୍ଚ ଜଙ୍ଗଲ ଥିଲା। ଏଥିସହ ୫୭ଟି ନଦୀ ଯୋର ସୈରାତ ରହିଛି। ପାରାଦୀପରେ ବନ୍ଦରଭିତ୍ତିକ ଶିଳ୍ପାୟନ ଦିନକୁ ଦିନ ବଢ଼ିଚାଲିଥିବାବେଳେ ଏବେ ସେହି ସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?