ଜଗତ୍‌ସିଂହପୁର

୧୨ ଦଫା ଦାବିରେ ଜିଲାବ୍ୟାପୀ ତହସିଲ ଘେରାଉ

ଜଗତ୍‌ସିଂହପୁର ଅଫିସ/ବାଲିକୁଦା/ ନାଉଗାଁ/ କୁଜଙ୍ଗ/ ବିରିଡ଼ି (ସ୍ବ.ପ୍ର./ଡି.ଏନ୍‌.ଏ.) ୪ା୬: ନବନିର୍ମାଣ କୃଷକ ସଙ୍ଗଠନ ଜଗତ୍‌ସିଂହପୁର ଶାଖା ପକ୍ଷରୁ ୧୨ ଦଫା ଦାବି ନେଇ ଜିଲାବ୍ୟାପୀ ସମସ୍ତ ତହସିଲ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। ବିଶେଷକରି ଜୱାଦ ସହାୟତା ପ୍ରଦାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା…

ବସ୍ତାରୁ କମୁଛି ଚାଉଳ

ରଘୁନାଥପୁର,୩ା୬(ଡି.ଏନ୍‌.ଏ.): ଗରିବ ହିତାଧିକାରୀଙ୍କ ନିମନ୍ତେ ରାଜ୍ୟ ସରକାର ଯୋଗାଣ ଷ୍ଟୋର ମାଧ୍ୟମରେ ଟଙ୍କିକିଆ ଚାଉଳ ଯୋଗାଇ ଦେଉଛନ୍ତି। ମାତ୍ର ବହୁ ସମୟରେ ଯୋଗାଣ ଷ୍ଟୋରକୁ ଆସୁଥିବା ବସ୍ତାରେ କମ୍‌ ପରିମାଣର ଚାଉଳ ରହୁଥିବା ସାଧାରଣରେ ଅଭିଯୋଗ ହୋଇଛି। ଏହାର ଉଦାହରଣ ରଘୁନାଥପୁର…

ଅବାଧରେ ଚାଲିଛି ବେଆଇନ ଗର୍ଭପାତ

ଜଗତ୍‌ସିଂହପୁର ଅଫିସ, ୪ା୬: ଜଗତ୍‌ସିଂହପୁର ଜିଲାରେ ଅବାଧରେ ଚାଲିଛି ବେଆଇନ ଗର୍ଭପାତ। ଜିଲା ସଦର ମହକୁମା ସମେତ ପାରାଦୀପ ଓ ଅନ୍ୟ ବ୍ଲକ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ଏଭଳି ଚାଲିଥିଲେ ସୁଦ୍ଧା ଅଙ୍କୁଶ ରହୁନି। ଜିଲାରେ ଅନେକ ବେଆଇନ ନର୍ସିଂହୋମ୍‌…

ପ୍ରଶାନ୍ତଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ରାହାମା, ୨ା୬(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅନ୍ତର୍ଗତ ପଣ୍ଡୁଆ ପଞ୍ଚାୟତ ହାତୀକେନା ଗଁାର ପ୍ରଶାନ୍ତ କୁମାର ସାହୁ (୪୭) କର୍କଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ଡାକ୍ତରଖାନା ଧାଇଁ ଧାଇଁ ନୟାନ୍ତ ହୋଇପଡିଲେଣି। ପ୍ରଶାନ୍ତ ଜଣେ ଗରିବ ବ୍ୟକ୍ତି। ସେ ମୂଲ…

ପାରାଦୀପ: ଘୋଷଣାରେ ଅଟକିଛି ବହୁ ପ୍ରକଳ୍ପ

ପାରାଦୀପ,୨ା୬(ସ୍ବ.ପ୍ର.): ଓଡ଼ିଶାର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ନୂତନ ପ୍ରକଳ୍ପ କରିବେ ବୋଲି ଘୋଷଣା କରୁଛନ୍ତି। ଏହି ଧାରା ୨୦୦୮ରୁ ଏ ପର୍ଯ୍ୟନ୍ତ ଚାଲିଛି। ପରିତାପର ବିଷୟ ହେଲା, ଉକ୍ତ…

ଜଳାଶୟ ଶୁଖୁଛି, ବଢୁଛି ଜଳ ସଙ୍କଟ ସମସ୍ୟା

ଜଗତ୍‌ସିଂହପୁର ଅଫିସ, ୨।୬: ଚଳିତବର୍ଷ ମଧ୍ୟ ପ୍ରବଳ ଗ୍ରୀଷ୍ମ ଯୋଗୁ ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ ପ୍ରତିକାର ପାଇଁ ଚିନ୍ତା କରାଯାଉନାହିଁ। ଅର୍ଥାତ୍‌ ପ୍ରାକୃତିକ ମାଧ୍ୟମରେ ତାପମାତ୍ର କିପରି କମାଯାଇ ପାରିବ ସେ ଉପରେ ପଦକ୍ଷେପ…

ଶ୍ରମିକ ବଦଳରେ ମେଶିନ କରୁଛି କାର୍ଯ୍ୟ

ନାଉଗାଁ,୧।୬(ସ୍ବ.ପ୍ର.): ଗ୍ରାମାଞ୍ଚଳର ଆର୍ଥତ୍କ ଅନଗ୍ରସର ଲୋକଙ୍କୁ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇବା ପାଇଁ ଏମ୍‌ଜିଏନ୍‌ଆରଇଜିଏସ୍‌(ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା) କାର୍ଯ୍ୟକାରୀ କରାଯାଇଛି। କିନ୍ତୁ ନାଉଗାଁ ବ୍ଲକରେ ଏହି ଯୋଜନା ବାଟବଣା ହୋଇଥିବା ମନେ ହେଉଛି। ଏଠାରେ ଏହି ଯୋଜନାରେ…

ରାଷ୍ଟ୍ରପତିଙ୍କଠୁ ପୁରସ୍କାର ପାଇବେ ଖୁଲଣା

ଜଗତ୍‌ସିଂହପୁର ଅଫିସ, ୧।୫: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଲେବର ରୁମ ଇନଚାର୍ଜ ଖୁଲଣା ବାରିକ ୨୦୨୧ ଜାତୀୟ ଫ୍ଲୋରେନ୍ସ ନାଇଟ୍‌ଙ୍ଗେଲ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଏନେଇ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ସମ୍ମାନିତ ହେବେ ବୋଲି ମଙ୍ଗଳବାର…

ଖୁଣ୍ଟ ଅଛି, ବିଦ୍ୟୁତ୍‌ ସଂଯୋଗ ହେଉନି

ରାହାମା,୩୧ା୫(ଡି.ଏନ୍‌.ଏ.):ଜଗତ୍‌ସିଂହପୁର ଜିଲା ରାହାମା-ଖୋସାଲପୁର ପୋଲ ମହାନଦୀ ଉପରେ ନିର୍ମାଣ କରାଯାଇଛି। ଦେଢ଼ କିମି ବ୍ୟାପୀ ଏହି ପୋଲ ଦେଇ ଦୈନିକ ବହୁ ସଂଖ୍ୟାରେ ଲୋକ କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରକୁ ଯାତାୟାତ କରିଥାନ୍ତି। ମାତ୍ର ଏଠାରେ ଆଲୋକୀକରଣ ପାଇଁ ବ୍ୟବସ୍ଥା ହୋଇ ନ…

ହାଉସିଂ ବୋର୍ଡ ଘର ଅକ୍ତିଆର କରିପାରୁନି ପୌରପାଳିକା

ପାରାଦୀପ,୩୦ା୫(ସ୍ବ.ପ୍ର.): ପାରାଦୀପର ସବୁଠାରୁ ଭିଆଇପି ଅଞ୍ଚଳ ମଧୁବନସ୍ଥ ହାଉସିଂ ବୋର୍ଡକୁ କୁହାଯାଏ। ସେଠାରେ ଥିବା ୫୮ଟି ଘରକୁ ପୁଞ୍ଜିପତି, ଶିଳ୍ପପତି, ରାଜନେତା, କମ୍ପାନୀ ନେଇଛନ୍ତି। ସେହି ୫୮ଟି ଘର ମଧ୍ୟରୁ ପାରାଦୀପ ପୌରପାଳିକାର ଦୁଇଟି ଘର ରହିଛି। ତନ୍ମଧ୍ୟରୁ ଗୋଟିଏ ଘର…

ଗୋଟିଏ ଗଛରେ ୧୦ କିଲୋ ଅଙ୍ଗୁର

ଜଗତସିଂହପୁର ଅଫିସ,୩୦ା୫: ସାଧାରଣତଃ ଓଡ଼ିଶା ପରିବେଶ ଅଙ୍ଗୁର ଚାଷ ପାଇଁ ଅନୁକୂଳ ନୁହେଁ। କିନ୍ତୁ ଜଗତ୍‌ସିଂହପୁର ସଦର ମହକୁମା ନିକଟ ପାଟେଣୀ ଗାଁର ଜଣେ ପାନ ଦୋକାନୀ ଅଙ୍ଗୁର ଚାଷ କରି ସଫଳ ହୋଇଛନ୍ତି। ସେ ହେଲେ ଅକ୍ଷୟ ସ୍ବାଇଁ (୪୯)।…

ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଦୀର୍ଘମିଆଦୀ ବନ୍ଦର ଭିତ୍ତିଭୂମି ଯୋଜନାର ସ୍ବତନ୍ତ୍ର ଖସଡ଼ା ପ୍ରସ୍ତୁତ କରିଛି। ଏହି ଯୋଜନାରେ ପାରାଦୀପ ବନ୍ଦର ବିକାଶ ପ୍ରକଳ୍ପ ସ୍ଥାନ ପାଇଛି। ବିଶ୍ୱସ୍ତରୀୟ ସହ ବୃହତ୍‌ ଜାହାଜ ପରିଚାଳନାଗତ ସାମର୍ଥ୍ୟ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?