ଜଗତ୍‌ସିଂହପୁର

୭ ଦଫା ଦାବିରେ ଏଆର୍‌ସିଏସ୍‌ ଅଫିସ ସମ୍ମୁଖରେ ଧାରଣା

ଜଗତ୍‌ସିଂହପୁର ଅଫିସ,୨୧।୫: କଟରାସ୍ଥିତ ସନ୍ଥ ବିନୋବା ସେବା ସମବାୟ ଲିମିଟେଡ୍‌ର ଆକାଉଣ୍ଟ ହୋଲ୍‌ଡରମାନେ ୭ ଦଫା ଦାବିରେ ସ୍ଥାନୀୟ ଏଆର୍‌ସିଏସ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଏ ସମ୍ପର୍କରେ ସୁଶାନ୍ତ କୁମାର ପଲେଇ, ରାଜେନ୍ଦ୍ର ବିଶ୍ୱାଳ, ଅଜୟ ବିଶ୍ୱାଳ ଓ ପ୍ରଭଞ୍ଜନ…

୧୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରୂପାନ୍ତରଣ କଲା ଜେଏସ୍‌ଡବ୍ଲ୍ୟୁ

କୁଜଙ୍ଗ,୨୦ା୫(ଡି.ଏନ୍‌.ଏ.): ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ପ୍ରସ୍ତାବିତ ପ୍ରକଳ୍ପ ଅଞ୍ଚଳ ଢିଙ୍କିଆ, ନୂଆଗାଁ, ଗଡକୁଜଙ୍ଗ ପଞ୍ଚାୟତ ସମେତ ସନ୍ନିକଟ ବାଲିତୁଠ ପଞ୍ଚାୟତର ୧୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରୂପାନ୍ତରଣ କରାଯାଇଛି। ସେଠାରେ କମ୍ପାନୀ ପକ୍ଷରୁ ବିଭିନ୍ନ ସାମଗ୍ରୀ ବଣ୍ଟନ କରାଯାଇଛି। ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ସାମାଜିକ ଦାୟିତ୍ୱବୋଧ…

ମୁଖ୍ୟ ରାସ୍ତା ପାର୍ଶ୍ୱରେ ମୁକୁଳା ଟ୍ରାନ୍ସଫର୍ମର

ନାଉଗାଁ ,୧୯ା୫(ସ୍ବ,ପ୍ର): ବିଦ୍ୟୁତ୍‌ ସେବା ଯୋଗାଉଥିବା କମ୍ପାନୀ ଏହାର ସରଞ୍ଜାମଗୁଡ଼ିକର ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେଉ ନ ଥିବାରୁ ବହୁ ସମୟରେ ଧନଜୀବନ ହାନି ଘଟୁଛି। ନାଉଗାଁ ବ୍ଲକର ଅନେକ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରାସ୍ତା ପାର୍ଶ୍ୱରେ ମୁକୁଳା ରହିଛି। ଏହାର…

ବାନ୍ଧବୀଙ୍କୁ ବିବାହ କରିବେ ବିଧାୟକ ବିଜୟଶଙ୍କର

ଜଗତ୍‌ସିଂହପୁର ଅଫିସ, ୧୮।୫: ତିର୍ତ୍ତୋଲ ବିଧାୟକ ତଥା ସ୍ଥାନୀୟ ମକୁନ୍ଦପୁର ବିଜୟଶଙ୍କର ଦାସ (୩୦) ଖୁବ୍‌ଶୀଘ୍ର ତାଙ୍କ ବାନ୍ଧବୀ ତଥା ସ୍ଥାନୀୟ ଦେଉଳୀଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୁମାଲିକା ଦାଶ (୨୯)ଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏନେଇ ଉଭୟେ…

ପାଓ୍ବାର ପ୍ଲାଣ୍ଟକୁ ଅଧିକ କୋଇଲା ଯୋଗାଣ ଉପରେ ଗୁରୁତ୍ୱ

ପାରାଦୀପ ୧୭ା୫(ସ୍ବ.ପ୍ର.):ଦେଶରେ ଏବେ ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ସଙ୍କଟ ଦେଖାଦେଇଛି। ବିଦେଶରୁ ଆମଦାନୀ ହେଉଥିବା ଥର୍ମାଲ କୋଲ ଶୀଘ୍ର ପାୱାର ପ୍ଲାଣ୍ଟରେ କିପରି ପହଞ୍ଚା ଯାଇପାରିବ ତାହାକୁ ନେଇ ଏକ ସମୀକ୍ଷା ବୈଠକ ପାରାଦୀପଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି

କୁଜଙ୍ଗ, ୧୬ା୫(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ପ୍ରାକୃତିକ ବାଲୁକା ସ୍ତୂପ ସଂଲଗ୍ନ ଘରୋଇ ଜମି ଉପରେ ବାଲି ଉଠାଣ ପାଇଁ ନାମକୁମାତ୍ର…

ଡାକ୍ତର ନାହାନ୍ତି, ଚିକିତ୍ସାରୁ ବଞ୍ଚିତ ରୋଗୀ

କୁଜଙ୍ଗ, ୧୪ା୫ (ଡି.ଏନ.ଏ.): ସ୍ବାସ୍ଥ୍ୟ ସେବା ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହୁଛନ୍ତି। ହେଲେ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ରୋଗୀ ଚିକିତ୍ସା ସେବା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। କେବଳ ଜଣେ ଆୟୁଷ ଡାକ୍ତରଙ୍କୁ…

କେନ୍ଦ୍ର ସାମୁଦ୍ରିକ ମତ୍ସ୍ୟ ବିଲ୍‌କୁ ବିରୋଧ

ପାରାଦୀପ,୧୪ା୫(ସ୍ବ.ପ୍ର.): ଦେଶର ୯ ଉପକୂଳବର୍ତ୍ତୀ ରାଜ୍ୟ ଓ ଆଣ୍ଡାମାନ ଦୀପରେ ପ୍ରାୟ ୨ କୋଟିରୁ ଅଧିକ ମତ୍ସ୍ୟଜୀବୀ ମାଛ ଧରି ଜୀବିକା ନିର୍ବାହ କରୁଛନ୍ତି। ଏବେ କେନ୍ଦ୍ର ସରକାର ସାଗରମାଳା ଯୋଜନା ନାମରେ ମତ୍ସ୍ୟଜୀବୀମାନଙ୍କ ଦାନାପାଣି ଉପରେ ଅଙ୍କୁଶ ଲଗାଇବାକୁ ପ୍ରୟାସ…

୫୦ବର୍ଷ ପାଇଁ ସହର ନବୀକରଣ ଯୋଜନା

ଜଗତ୍‌ସିଂହପୁର ଅଫିସ,୧୩ା୫: ଜଗତ୍‌ସିଂହପୁର ଏକ ମଧ୍ୟମ ଶ୍ରେଣୀର ସହର। ୧୯୮୫ ମସିହା ପରଠାରୁ ସହର ସମେତ ଜିଲାରେ ମାଷ୍ଟର ପ୍ଲାନ ହୋଇନାହିଁ, ଯେଉଁଥିପାଇଁ ସହରଟି ଦିନକୁଦିନ ଅସଜଡା ଅବସ୍ଥାକୁ ଚାଲିଯାଇଛି। ଏଥିଯୋଗୁ ଟ୍ରାଫିକ ସମସ୍ୟାଠାରୁ ଆରମ୍ଭ କରି ବର୍ଜ୍ୟବସ୍ତୁ ପରିଚାଳନା, ବ୍ୟବସାୟ…

କୂଳ ଖାଉଛି ମହାନଦୀ: ବିପଦରେ ୨ କାରଖାନା

ପାରାଦୀପ,୧୨ା୫ (ସ୍ବ.ପ୍ର.): ପାରାଦୀପର ଚଉମୁହାଣିଠାରୁ ମହାନଦୀର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୧୨ କିମି ଜଗତ୍‌ସିଂହପୁର ଜିଲା ସୀମା ଅଞ୍ଚଳରେ ଏବେ କୂଳ ଖାଇବାରେ ଲାଗିଛି। ଯାହାଦ୍ୱାରା ନୂଆଗଡ ପଞ୍ଚାୟତ, ଏଏମ୍‌ଏନ୍‌ଏସ୍‌, ଇଫ୍‌କୋ କମ୍ପାନୀ, ବିଜୟଚାନ୍ଦପୁର, ପାରାଦୀପ ମାଛଧରା ବନ୍ଦର ଆଦି ସ୍ଥାନ…

୪ ବାଇକ୍‌ ଜାଳିଦେଲେ ଦୁର୍ବୃତ୍ତ

ଜଗତ୍‌ସିଂହପୁର ଅଫିସ,୧୦ା୫: ଜଗତ୍‌ସିଂହପୁର ବଡବଜାରରେ ଶିଶୁ ମନ୍ଦିର ନିକଟ ଶତ୍ରୁଘ୍ନ ସାହୁଙ୍କ ଘର ପାର୍କିଂ ସ୍ଥାନରେ ସୋମବାର ବିଳମ୍ବିତ ରାତିରେ କୌଣସି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ୪ଟି ବାଇକ୍‌ ପୋଡ଼ିଯାଇଥିବାବେଳେ ଆଉ କିଛି ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ଏନେଇ…

ଗୋବରୀକୂଳ ପଡ଼ାର ଦୁଃଖ ପାଲଟିଛି ଗୋବରୀ ନାଳ

ନାଉଗାଁ,୧୦ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଦେଇ ପ୍ରବାହିତ ଗୋବରୀ ନାଳ ପାର୍ଶ୍ୱବର୍ତ୍ତୀ ଗୋବରୀପଡାବାସୀଙ୍କ ଦୁଃଖର କାରଣ ସାଜିଛି। ନାଳ ଖନନ, ବନ୍ଧ ଓ ପୋଲି ନିର୍ମାଣ କାର୍ଯ୍ୟ ଜାରି ରହିଛି। ଏଥିଯୋଗୁ ପଡାକୁ ଯାଇଥିବା ରାସ୍ତାରୁ ମାଟି ଅତଡା ଧସିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?