କେନାଲରୁ ମଣିଷ ଖପୁରି ଜବତ
ଜଗତ୍ସିଂହପୁର ଅଫିସ,୪।୪: ଜଗତ୍ସିଂହପୁର ଥାନା ମାର୍କଣପୁର ଅନ୍ତର୍ଗତ ବଡ଼ବାଗ ନିକଟ ଶୁଖିଲା ମାଛଗଁା କେନାଲରୁ ଶନିବାର ଗୋଟିଏ ମଣିଷ ଖପୁରି ଜବତ କରାଯାଇଛି। ଏନେଇ ପୋଲିସ ପକ୍ଷରୁ ମାମଲା (ନଂ. ୧୮/୨୨) ରୁଜୁ କରାଯାଇଛି। ଉକ୍ତ ଖପୁରିକୁ ପରୀକ୍ଷା ପାଇଁ କଟକସ୍ଥିତ…
ରାଜ୍ୟ ଖଣି ରାଜସ୍ବକୁ ଜେଏସ୍ଡବ୍ଲ୍ୟର ସର୍ବାଧିକ ଯୋଗଦାନ
କୁଜଙ୍ଗ,୨ା୪(ଡି.ଏନ୍.ଏ.): ଚଳିତ ବର୍ଷ ଓଡ଼ିଶା ସରକାରଙ୍କ ଦ୍ୱାରା ଆଦାୟ ହୋଇଥିବା ମୋଟ ଖଣି ରାଜସ୍ବରେ ଜେଏସ୍ଡବ୍ଲ୍ୟୁ ପୁଣି ସର୍ବାଧିକ ଯୋଗଦାନକାରୀ ହୋଇପାରିଛି। ଚଳିତ ଆର୍ଥିକ ବର୍ଷରେ ଜେଏସ୍ଡବ୍ଲ୍ୟୁ ଖଣି ରାଜସ୍ବ ବାବଦକୁ ୧୮ହଜାର ୨୮୪କୋଟି ଟଙ୍କା ଦେଇଛି। ୨୦୨୧-୨୨ ଆର୍ଥିକ ବର୍ଷରେ…
ପାରାଦୀପ ବନ୍ଦର: ୧୧୬.୧୩ ମିଲିଅନ ଟନ୍ ପଣ୍ୟ କାରବାର
ପାରାଦୀପ,୨ା୪(ସ୍ବ.ପ୍ର.): ବିଶ୍ୱ ବଜାରରେ ଲୁହାପଥର କାରବାର କ୍ଷେତ୍ରରେ ମାନ୍ଦାବସ୍ଥା, କରୋନା ମହାମାରୀ ଭଳି ନକାରାତ୍ମକ କାରବାର ସତ୍ତ୍ୱେ ୨୦୨୧-୨୨ ଆର୍ଥିକ ବର୍ଷରେ ପାରାଦୀପ ବନ୍ଦର ରେକର୍ଡ ସଂଖ୍ୟକ ୧୧୬.୧୩ ମିଲିଅନ ଟନ୍ ପଣ୍ୟ କାରବାର କରିଛି। ୨୦୨୦-୨୧ବର୍ଷରେ ୧୧୪.୫୫ ଏମ୍ଏମ୍ଟିଏ (ମିଲିଅନ…
ପାରାଦୀପ ବନ୍ଦର ନାମ ବଦଳିଲା
ପାରାଦୀପ,୨୯ା୩(ସ୍ବ.ପ୍ର.):ଓଡ଼ିଶାର ଏକମାତ୍ର ସରକାରୀ ବୃହତ୍ ବନ୍ଦର ପାରାଦୀପର ନାମ ସୋମବାର ପରିବର୍ତ୍ତନ କରାଯାଇଛି। ପୂର୍ବରୁ ପାରାଦୀପ ପୋର୍ଟ ଟ୍ରଷ୍ଟ (ପିପିଟି)ଥିବା ବେଳେ ଏବେ ପାରାଦୀପ ପୋର୍ଟ ଅଥରିଟି (ପିପିଏ) ରଖାଯାଇଛି। ଏ ନେଇ ସୋମବାର ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ନୂତନ…
ଉପାଧ୍ୟକ୍ଷ ପଦକୁ ନେଇ କସରତ
ଜଗତ୍ସିଂହପୁର ଅଫିସ, ୨୮ା୩: ଜଗତ୍ସିଂହପୁର ପୌରାଧ୍ୟକ୍ଷ ଓ କାଉନ୍ସିଲର ନିର୍ବାଚନ ପରେ ଏବେ ପୌର ଉପାଧ୍ୟକ୍ଷ ପଦକୁ ନେଇ ପ୍ରମୁଖ ରାଜନୈତିକ ଦଳଗୁଡିକ ପକ୍ଷରୁ ଅଙ୍କକଷା ଆରମ୍ଭ ହୋଇଯାଇଛି। ଏହି ପଦବୀ ପାଇଁ ନିର୍ବାଚନ ଆସନ୍ତା ୭ ତାରିଖରେ ହେବାକୁ ଥିବା…
ବିପଦ ଆଶଙ୍କାରେ ୧୦ରୁ ଊର୍ଦ୍ଧ୍ୱ ପରିବାର
ନାଉଗାଁ,୨୮ା୩(ସ୍ବ.ପ୍ର.): ନାଉଗାଁ ବ୍ଲକ ବାଲିଭଉଁରୀ-ଶିଖରଘାଟ ରାସ୍ତା ପାର୍ଶ୍ୱରେ ଥିବା ମଲ୍ଲିକ ସାହିରେ ହାତପାହାନ୍ତାରେ ଝୁଲୁଛି ୧୧ କେଭି ବିଦ୍ୟୁତ୍ ତାର। ଏଥିଯୋଗୁ ଧନଜୀବନ ନଷ୍ଟ ହେବାର ଆଶଙ୍କା ଥିଲେ ମଧ୍ୟ ବିଦ୍ୟୁତ୍ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ବିଭାଗୀୟ ଅଧିକାରୀଙ୍କ…
୪ ବିଦ୍ୟାଳୟରେ ଲାଗିଲା ସାନିଟାରି ନାପ୍କିନ୍ ଭେଣ୍ଡିଂ ମେଶିନ୍
କୁଜଙ୍ଗ,୨୩।୩(ଡି.ଏନ୍.ଏ.): ୧୦ରୁ ୧୯ ବର୍ଷ ବାଳିକାମାନଙ୍କ ସ୍ବଚ୍ଛତା ଓ ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେବା ନିମନ୍ତେ ଜେଏସ୍ଡବ୍ଲ୍ୟୁ କମ୍ପାନୀ ପକ୍ଷରୁ ବିଭିନ୍ନ ବିଦ୍ୟାଳୟରେ ମଙ୍ଗଳବାର ସାନିଟାରୀ ନାପ୍କିନ୍ ଭେଣ୍ଡିଂ ମେଶିନ୍ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପ୍ରସ୍ତାବିତ ପ୍ରକଳ୍ପ ଅଞ୍ଚଳର ନୂଆଗାଁସ୍ଥିତ…
ପାରାଦୀପ ବନ୍ଦରରେ ପୁଣି ଏକ ବୃହତ୍ ଜାହାଜ ଲାଗିଲା
ପାରାଦୀପ,୨୧ା୩(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ରବିବାର ରାତିରେ ପୁଣି ଏକ ବୃହତ ଜାହାଜ ଏମ୍.ଭି ଲିଲା ଲିସବନ୍ ଲାଗିଛି। ଏଥିରେ ୧ ଲକ୍ଷ ୩୪ ହଜାର ୩୭୫ ମେଟ୍ରିକ ଟନ୍ ଜିପସମ ଆମଦାନୀ ହୋଇ ଆସିଛି। ଏତେ ପରିମାଣର ପଣ୍ୟ ଆସିବା ବନ୍ଦର…
ଅଧ୍ୟକ୍ଷ ପାଇଁ ବିଜେଡି-କଂଗ୍ରେସ କଡ୍ଡା ଟକ୍କର
ଜଗତ୍ସିଂହପୁର ଅଫିସ, ୨୧ା୩: ଜଗତ୍ସିଂହପୁର ପୌର ନିର୍ବାଚନରେ ବିଜେଡି, କଂଗ୍ରେସ ଓ ଭାଜପା ନେତୃତ୍ୱ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ପୁରା ଦମ୍ ଲଗାଇ ଦେଇଛନ୍ତି। ଏକାଧିକ ଓ୍ବାର୍ଡରେ କେଉଁ ଦଳ ଆଗରେ ରହିଛି ସେଚିତ୍ର ଅସ୍ପଷ୍ଟ ରହିଛି। ତେବେ ଅଧ୍ୟକ୍ଷ…
ପାରାଦୀପ ଗଡ ସବଷ୍ଟେସନରେ ଅଗ୍ନିକାଣ୍ଡ
ପାରାଦୀପ,୧୮।୩(ସ୍ବ.ପ୍ର.): ପାରାଦୀପଗଡ଼ ଠାରେ ଥିବା ୧୩୨ କେଭି ସବଷ୍ଟେଶନରେ ଶୁକ୍ରବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସୌଭାଗ୍ୟ ବଶତଃ ଏଥିରେ କେହେି ମୃତାହତ ହୋଇନାହାନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଦୁର୍ଘଟଣା ଖବରପାଇ ପାରାଦୀପ ବନ୍ଦର…
ଗାଧୋଇବା ବେଳେ ଚାଲିଗଲା ଜୀବନ
ଜଗତସିଂହପୁର ଅଫିସ, ୧୭।୩: ଜଗତସିଂହପୁର ଜଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତ ବଡ଼ଜିଙ୍ଗଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୋଷଲ ମହାନଦୀ ଘାଟରେ ଗାଧୋଇବା ବେଳେ ୫ ଜଣ ଯୁବକ ବୁଡି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ…
ଷଣ୍ଢକୁଦର ୩ ୱାର୍ଡରେ ତ୍ରିଶଙ୍କୁ ସ୍ଥିତି
ପାରାଦୀପ,୧୭ା୩(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳର ସବୁଠାରୁ ବଡ଼ ବସ୍ତି ହେଲା ଷଣ୍ଢକୁଦ। ଏଠାରେ ୧୭, ୧୮ ଓ ୧୯ନଂ. ଏପରି ୩ଟି ୱାର୍ଡ କରାଯାଇଛି। ୫୮୪୫ ଭୋଟର ଥିବା ଏହି ୩ ୱାର୍ଡରେ ନିର୍ବାଚନ ପାଇଁ ପ୍ରଚାର ଜୋର୍ ଧରିଛି। ସମୁଦ୍ର ବେଳାଭୂମିରେ…
Archives


