ଜଗତ୍‌ସିଂହପୁର

ଚାଷୀଙ୍କ କାର୍ଯ୍ୟରେ ଲାଗୁନି ବାଉଁଶ ଯୋର

ନାଉଗାଁ ,୯ା୫(ସ୍ବ.ପ୍ର.): ନାଉଗାଁ ବ୍ଲକର ବାଉଁଶ ଯୋର ଚାଷୀଙ୍କ କାମରେ ଲାଗୁନି। ଏନେଇ ସେମାନଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ଯୋର ତିରୁଣା ପଞ୍ଚାୟତ ଓ ଡାବର ପଞ୍ଚାୟତ ଦେଇ ଦେବୀନଦୀକୁ ତେଲସରା ନିକଟରେ ସଂଯୋଗ କରୁଛି।…

ଆଖି ବୁଜିଲା ଚିକିତ୍ସାଧୀନ ମାଈ ହାତୀ

ନରସିଂହପୁର,୭ା୫(ସ୍ବ.ପ୍ର.): କଟକ ଜିଲା ନରସିଂହପୁର ପଶ୍ଚିମାଞ୍ଚଳ ବନ ବିଭାଗ ଅନ୍ତର୍ଗତ ବାଲିକିଆରୀ ରିଜର୍ଭ ଜଙ୍ଗଲର କମ୍ପାର୍ଟମେଣ୍ଟ ୭ରେ ୩ ଦିନ ଧରି ଚିକିତ୍ସାଧୀନ ଥିବା ଏକ ମାଈ ହାତୀର ଶୁକ୍ରବାର ମୃତ୍ୟୁ ଘଟିଛି। ଉକ୍ତ ସ୍ଥାନରେ ବୁଧବାର ହାତୀଟି ଅସୁସ୍ଥ ହୋଇ…

କାଳବୈଶାଖୀ ପ୍ରଭାବରେ ୨୭ ଘଣ୍ଟା ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ସିଂହପୁର,୭ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହଠାତ୍‌ ପବନ ବୋହିବା ସହିତ ମୂଷଳ ଧାରାରେ ଏକଘଣ୍ଟା ବର୍ଷା ହୋଇଥିଲା। ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ଲୋକଙ୍କ ମନରେ ଭୟ ସଞ୍ଚାର କରିଥିଲା। ତେବେ ଝଡ଼ବର୍ଷା ପ୍ରଭାବରେ…

ପ୍ରାକୃତିକ ବାଲିସ୍ତୂପ ଖୋଳି ବାଲି ନେଉଛନ୍ତି ମାଫିଆ

କୁଜଙ୍ଗ ୫ା୫ (ଡି.ଏନ.ଏ.): ଏରସମା ତହସିଲ ଅଭୟଚାନ୍ଦପୁର ମୌଜା ଅନ୍ତର୍ଗତ ବୋଷ୍କାଲିସ ପଏଣ୍ଟ ନିକଟରେ ଥିବା ପ୍ରାକୃତିକ ବାଲିସ୍ତୁପକୁ ଦିନ ଦ୍ୱିପ୍ରହରରେ ମାଫିଆମାନେ ଦୈନିକ ଶତାଧିକ ଟ୍ରିପ ବାଲି ମେଶିନ ସାହାଯ୍ୟରେ ଖୋଳି ନେଇ ଯାଉଛନ୍ତି। ଏ ନେଇ ସାଧାରଣରେ ତୀବ୍ର…

ପାରାଦୀପରେ ହାଜତ ମୃତ୍ୟୁ ଅଭିଯୋଗ

ପାରାଦୀପ/କୁଜଙ୍ଗ/ଭୁବନେଶ୍ୱର, ୩ା୫(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ପାରାଦୀପ ଅଭୟଚାନ୍ଦପୁର ଥାନା ହାଜତରେ ଶନିବାର ମଧ୍ୟରାତିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବୃନ୍ଦାବନ କଲୋନୀର ମନୋରଞ୍ଜନ ଗେଡି (୨୩)। ବ୍ରାଉନ୍‌ସୁଗାର କାରବାର ଅଭିଯୋଗରେ ପୋଲିସ ତାଙ୍କ ସମେତ ଅନ୍ୟ…

ଗୋଟିଏ ବସ୍ତିର ନାମ ୩ ପ୍ରକାର

ପାରାଦୀପ,୧।୫(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳର ୧୯ ଓ୍ବାର୍ଡରେ ଥିବା ୫୫ ବସ୍ତିର ନାମ ଅଲଗା ରହିଛି। ସେଥିରୁ ଏମିତି କିଛି ବସ୍ତି ରହିଛି ଯାହାର ନାମ ଏକାଧିକ ରହିଛି। ସେଥିମଧ୍ୟରେ ୪ ନଂ. ଓ୍ବାର୍ଡର ଭିତରଗଡ ଅନ୍ୟତମ। ଏହାର ୩ଟି ନାମରେ ରହିଛି।…

ପାନୀୟ ଜଳ ସମସ୍ୟା ଉପରେ ଗୁରୁତ୍ୱ

ନାଉଗାଁ,୩୦ା୪(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ ସମିତି ୩ୟ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମିତି ସମ୍ବିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ବିଧାୟକ ପ୍ରଶାନ୍ତ ମୁଦୁଲି ଯୋଗଦେଇ କହିଥିଲେ,ସମସ୍ତ ଜନପ୍ରତିନିଧି ହେଉଛନ୍ତି ନାଉଗାଁ ପଞ୍ଚାୟତ ସମିତିର ପରିବାର ବୋଲି କହିଥିଲେ। ବୈଠକରେ ଘୋଡାଂଶ…

ମାଛଧରା ବନ୍ଦରରେ ନୂତନ ପ୍ରକଳ୍ପ ପାଇଁ ଭିତ୍ତିଭୂମି ଯାଞ୍ଚ

ପାରାଦୀପ,୩୦ା୪(ସ୍ବ.ପ୍ର.): କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ସଚିବ ଯତିନ୍ଦ୍ରନାଥ ସ୍ବାଇଁ ଶୁକ୍ରବାର ପାରାଦୀପ ମାଛଧରା ବନ୍ଦର ଗସ୍ତରେ ଆସିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନାରେ ପ୍ରାୟ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏନେଇ ହେବାକୁ ଥିବା…

ଓକିଲଙ୍କ ପାଇଁ ପେନ୍‌ସନ ଦାବି

ଜଗତ୍‌ସିଂହପୁର ଅଫିସ, ୩୦ା୪: ଓକିଲମାନେ କାର୍ଯ୍ୟକ୍ଷମ ଥିବା ପର୍ଯ୍ୟନ୍ତ ମହକିଲଙ୍କଠାରୁ ପ୍ରାପ୍ୟ ପାଆନ୍ତି। କିନ୍ତୁ ଅବସର କିମ୍ବା ଅକ୍ଷମ ଆଦି ହୋଇଗଲେ ସେମାନଙ୍କ ରୋଜଗାର ମାଧ୍ୟମ ଏକପ୍ରକାର ବନ୍ଦ ହୋଇଯାଏ। ତେଣୁ ଓକିଲମାନଙ୍କ ପାଇଁ ସରକାର ପେନ୍‌ସନ ବ୍ୟବସ୍ଥା ଲାଗୁ କରନ୍ତୁ।…

୧୪ ହଜାର ପିଲାଙ୍କ ପାଇଁ ୮୮ ପରୀକ୍ଷା କେନ୍ଦ୍ର

ଜଗତ୍‌ସିଂହପୁର ଅଫିସ, ୩୦ା୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହା ମେ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏନେଇ ଜଗତ୍‌ସିଂହପୁର ଜିଲାରେ ୮୮ଟି କେନ୍ଦ୍ର କରାଯାଇଛି। ଏସବୁ କେନ୍ଦ୍ରରେ ରେଗୁଲାର,…

ସହାୟତା ଅପେକ୍ଷାରେ ଅନାଥ ଭଉଣୀଭାଇ

ବିରିଡି,୨୯ା୪(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ବିରିଡି ବ୍ଲକ ଅନ୍ତର୍ଗତ ଶଙ୍ଖାରିସାହି ଗଁାର ରଘୁନାଥ ନାୟକ ଓ ପ୍ରଭାତିଙ୍କ ପରଲୋକ ପରେ ନାବାଳକ ଝିଅପୁଅ ଏବେ ଅନାଥ ହୋଇଯାଇଛନ୍ତି। ତାଙ୍କର ଭରଣପୋଷଣ ସହ ପାଠପଢାରେ ସହଯୋଗ କରିବାକୁ କେହି ନ ଥିବାରୁ ଭଉଣୀଭାଇ ସରକାରୀ…

ଲଘୁ ଖଣିଜ ଚୋରାଚାଲାଣ ରୋକିବାକୁ ଗୁରୁତ୍ୱ

ଜଗତ୍‌ସିଂହପୁର ଅଫିସ, ୨୭।୪: ଜଗତ୍‌ସିଂହପୁର ଜିଲାର ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟଜିତ୍‌ ସାହୁ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେ ଖାରି ପାଣିରେ ମାଛ ଚାଷ ସମ୍ବନ୍ଧୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?