ଜଗତ୍‌ସିଂହପୁର

ସ୍ବଚ୍ଛ ଆକ୍ସନ ପ୍ଲାନରେ ଡିଷ୍ଟ୍ରିକ୍ଟ ଗ୍ରୀନ ଚାମ୍ପିୟନ

ଜଗତ୍‌ସିଂହପୁର ଅଫିସ, ୧୩।୪: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ତରଫରୁ ଜାତୀୟ ଗ୍ରାମୀଣ ଶିକ୍ଷା ପରିଷଦ ଦ୍ୱାରା କରାଯାଇଥିବା ସର୍ବେକ୍ଷଣରେ ବାଲିକୁଦା ମହିଳା ସ୍ନାତକ ମହାବିଦ୍ୟାଳୟକୁ ଡିଷ୍ଟ୍ରିକ୍ଟ ଗ୍ରୀନ ଚାମ୍ପିୟନ ହୋଇଛି। ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସ୍ବଚ୍ଛ ଆକ୍ସନ ପ୍ଲାନ୍‌ ଯଥା…

ସ୍କୁଲ ନ ଛାଡି ପିଲାଙ୍କୁ ପାଲ ତଳେ ପଢ଼ାଇଲେ ପାଠ

ରଘୁନାଥପୁର,୧୩।୪(ଡି.ଏନ.ଏ.): ରଘୁନାଥପୁର ବ୍ଲକ ଛପଡା ପଞ୍ଚାୟତ ରାହାଡ଼ିଙ୍ଗା ୧୧ ନଂ. ୱାର୍ଡରେ ସାମଲ ସାହି ଶ୍ମଶାନ ରାସ୍ତାକାର୍ଯ୍ୟ ବନ୍ଦ କରାଯାଇଛି। ରାସ୍ତାରେ ଗ୍ରାମବାସୀଙ୍କୁ ଯାତାୟାତ ପାଇଁ ବାରଣ ନେଇ ଜନ ଅସନ୍ତୋଷ ଦେଖାଦେଇଛି। ଫଳରେ ସ୍ଥାନୀୟ ସାମଲସାହିର ୨୫ ଦଳିତ ପରିବାର…

ରାସ୍ତା ପାଇଁ ଗଛ କଟାକୁ ଛାତ୍ରୀଛାତ୍ରଙ୍କ ବିରୋଧ

ଜଗତ୍‌ସିଂହପୁର ଅଫିସ, ୧୩।୪: ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟ ପାର୍ଶ୍ୱ ସରକାରୀ ଜମିରୁ ଗଛ କଟା ଚାଲିଛି। ଇଣ୍ଡୋର ଷ୍ଟାଡିୟମକୁ ସଂଯୋଗ କରିବାକୁ ଥିବା ନୂଆ ରାସ୍ତା ପାଇଁ ଗଛ କାଟିବା ଜରୁରୀ ଥିବାରୁ ପ୍ରଶାସନ ପକ୍ଷରୁ ଏଭଳି…

ବିନା ସରକାରୀ କୋଠାରେ ମାଳମାଳ ଅଙ୍ଗନଓ୍ବାଡି କେନ୍ଦ୍ର

ପାରାଦୀପ,୧୨ା୪(ସ୍ବ.ପ୍ର.):ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପ ପୌରାଞ୍ଚଳରେ ଶିଶୁ ବିକାଶ ଯୋଜନା ପ୍ରହସନ ପାଲଟିଛି। ୨୦୧୧ରୁ ପୌରାଞ୍ଚଳରେ ସରକାରୀ ଭାବେ ୮୪ କେନ୍ଦ୍ର ଚାଲିଛି। କିନ୍ତୁ ଗୋଟିଏବି ସରକାରୀ କୋଠା ଥିବା ଅଙ୍ଗନଓ୍ବାଡି କେନ୍ଦ୍ର କେଉଁଠି ଦେଖିବାକୁ ମିଳିନାହିଁ। ଏସବୁ କେନ୍ଦ୍ର…

ଅଭିଯୁକ୍ତଙ୍କୁ ଘାସକଟାଳି ବେଶରେ ଧରିଲା ପୋଲିସ

କୁଜଙ୍ଗ, ୧୨ା୪ (ଡି.ଏନ୍‌.ଏ.):୩ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ଏଥିପାଇଁ ପୋଲିସକୁ ଘାସକଟାଳି ବେଶ ଧାରଣ କରିବାକୁ ପଡ଼ିଛି। ସମ୍ପୃକ୍ତ ଅଭିଯୁକ୍ତ ଜଗତ୍‌ସିଂହପୁର ଜିଲା ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ…

ଜରାଜୀର୍ଣ୍ଣ ଅବସ୍ଥାରେ ଏକତା ଶିଶୁ ଉଦ୍ୟାନ

ଜଗତ୍‌ସିଂହପୁର ଅଫିସ, ୧୧।୪: ଜଗତ୍‌ସିଂହପୁର ସହରରେ ବୟସ୍କଙ୍କ ପାଇଁ କୌଣସି ପାର୍କ ନାହିଁ। ପିଲାମାନଙ୍କ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଏକତା ଶିଶୁ ଉଦ୍ୟାନଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଫଳରେ ପିଲାଙ୍କ ମନୋରଞ୍ଜନରେ ବାଧା ସୃଷ୍ଟି ହୋଇଛି। ଏମ୍‌ପିଙ୍କ ଆଞ୍ଚଳିକ…

ମରାମତିକୁ ମାସେ ନ ପୂରୁଣୁ ପିଚୁ ଉଠିଲା

ନାଉଗାଁ,୧୦।୪(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖରଘାଟ-ବାଲିଭଉଁରୀ ପୂର୍ତ୍ତ ବିଭାଗ ରାସ୍ତାରୁ ସାରେଇକୂଳ ଦେଇ ଅଙ୍ଗେଶ୍ୱରପଡାକୁ ସଂଯୋଗ କରୁଥିବା ରାସ୍ତା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିର୍ମାଣ ହୋଇଛି। ଏହି ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି। ଗତ ମାସେ ତଳେ…

୧୪୦୧ ଶିକ୍ଷକ ପଦବୀରୁ ୩୫୯ ଖାଲି

ଜଗତ୍‌ସିଂହପୁର ଅଫିସ,୧୦।୪: ଜଗତ୍‌ସିଂହପୁର ଜିଲାର ୧୫୧ ଉଚ୍ଚ ବିଦ୍ୟାଳୟରେ ୧୪୦୧ ଶିକ୍ଷକ ପଦବୀ ଥିବାବେଳେ ସେଥିରୁ ୩୫୯ଟି ଖାଲି ପଡିଛି। ଶିକ୍ଷାବର୍ଷ ଆରମ୍ଭ ହୋଇଯାଇଥିବାବେଳେ ପଦବୀଗୁଡିକ ଖାଲି ପଡ଼ିଥିବାରୁ ଶିକ୍ଷାଦାନରେ ଗୁରୁତର ବାଧା ସୃଷ୍ଟି ହେବା ଆଶଙ୍କା ରହିଛି। ଜଗତ୍‌ସିଂହପୁର ଏକ…

୫ ବର୍ଷରେ ଶତାଧିକ ଦୁର୍ଘଟଣା: ୬୦ ମୃତ

ପାରାଦୀପ,୯ା୪(ସ୍ବ.ପ୍ର.): ପାରାଦୀପର ସବୁଠାରୁ ଚଳଚଞ୍ଚଳ ସ୍ଥାନ ହେଲା ଅଠରବାଙ୍କିଠାରୁ ଦୋଛକି ପର୍ଯ୍ୟନ୍ତ ୪.୫ କିମି ରାସ୍ତା। ଏହି ରାସ୍ତା ୫୩ ନଂ. ଜାତୀୟ ରାଜପଥ ଓ ୧୨ ନଂ. ରାଜ୍ୟ ରାଜପଥର ସମିଶ୍ରଣ ଅଞ୍ଚଳ। ଏତିକି ରାସ୍ତା ସହ ସଂଯୋଗ ରହିଛି…

‘ହିତାଧିକାରୀଙ୍କୁ ବ୍ୟାଙ୍କ ତୁରନ୍ତ ଋଣ ଦେଉ’

ଜଗତ୍‌ସିଂହପୁର ଅଫିସ,୯ା୪: ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ହିତାଧିକାରୀଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ବ୍ୟାଙ୍କଗୁଡିକ ସକାରାତ୍ମକ ପଦକ୍ଷେପ ଗ୍ରହଣ କରନ୍ତୁ। ନୂଆ ଆର୍ଥିକ ବର୍ଷ ଆରମ୍ଭ ହୋଇଯାଇଥିବାରୁ ଗତ ବର୍ଷର ସମସ୍ୟାଗୁଡିକୁ ଦୃଷ୍ଟିରେ ରଖି ବ୍ୟାଙ୍କରମାନେ ଆଗୁଆ ପଦକ୍ଷେପ ଗ୍ରହଣ…

ଚକ୍ରାନ୍ତକାରୀଙ୍କ କବ୍‌ଜାରେ ଗୋରେଖନାଥ ପୀଠ

ରଘୁନାଥପୁର,୮ା୪(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତି କ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠରେ ୭ ଦିନ ହେଲା ଭୋଗ ଓ ଦୀପ ଦୋକାନ ବନ୍ଦ ରହିଛି। ଏହାର ସୁଯୋଗରେ ବାହାରେ ଥିବା ଦୋକାନୀ ଅଧିକ ମୂଲ୍ୟରେ ଭୋଗ ବିକ୍ରିକରି ମୁନାଫା ଉଠାଉଛନ୍ତି ବୋଲି…

ଠିକ୍‌ ସମୟରେ ସାମଗ୍ରୀ ପାଉନାହାନ୍ତି ହିତାଧିକାରୀ

ନାଉଗାଁ,୬ା୪(ସ୍ବ.ପ୍ର.): ରାଶନ କାର୍ଡ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ଖାଦ୍ୟ ସୁରକ୍ଷା ଯୋଜନା ଆରମ୍ଭ ଢ଼େହାଇଛି। ଏହି ଯୋଜନା ମାଧ୍ୟମରେ ପ୍ରତି ମାସରେ ହିତାଧିକାରୀଙ୍କୁ ୫ କିଲୋ ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଉଛି। କିନ୍ତୁ ନାଉଗାଁ ବ୍ଲକର ହିତାଧିକାରୀ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?