ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର
ରଘୁନାଥପୁର,୫ା୨(ଡି.ଏନ.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ ତରିକୁନ୍ଦ, ଜୟଶୋଳ ଓ ବରାଗୋଳ ପଞ୍ଚାୟତରେ ଦୀର୍ଘଦିନ ଧରି ରାସ୍ତାଘାଟ, ପାନୀୟଜଳ ଓ ଜନକଲ୍ୟାଣମୂଳକ ଯୋଜନାଗୁଡିକ ଠିକ୍ ଭାବେ କାର୍ଯ୍ୟକାରୀ ହୋଇନାହିଁ। ତରିକୁନ୍ଦ ପଞ୍ଚାୟତରେ ୩ଜଣ ସରପଞ୍ଚ ଓ ୫ଜଣ ସମିତିସଭ୍ୟ ପ୍ରାର୍ଥୀ...
ପୁରୁଣା, ନୂଆମୁହଁକୁ ନେଇ ଲଢ଼େଇ
ଜଗତ୍ସିଂହପୁର ଅଫିସ,୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍ସିଂହପୁର ୪ନଂ. ଜୋନ ସଭ୍ୟ ପଦ ଅଣସଂରକ୍ଷିତ ରହିଛି। ଗତ ନିର୍ବାଚନରେ ଏହି ଜୋନଟି ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିଲା। ଚଳିତ ଥର ଏହି ଆସନ ପାଇଁ ବିଜେଡି ଓ...
ଅସନ୍ତୁଷ୍ଟ କର୍ମୀ, ନେତାଙ୍କ ଉପରେ ବିରୋଧୀଙ୍କ ନଜର
ଜଗତ୍ସିଂହପୁର ଅଫିସ, ୩୦ା୧: ଜଗତ୍ସିଂହପୁର ଜିଲା ପରିଷଦର ୩ନଂ.ଜୋନ୍ରେ ସଭ୍ୟ ପଦ ପାଇଁ ବିଜେଡି, କଂଗ୍ରେସ, ଭାଜପା ଓ ବିଏସ୍ପି ପକ୍ଷରୁ ପ୍ରାର୍ଥୀ ଦିଆଯାଇଥିବାବେଳେ ସେଠାରେ ବିଶେଷକରି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ଆଲୋଚନା ହେଉଛି। ନିର୍ବାଚନରେ କଂଗ୍ରେସ ଓ...
ଫଳନ୍ତି ଗଛର ମୂଲ୍ୟ ଘୋଷଣା
କୁଜଙ୍ଗ,୨୯ା୧୨(ଡି.ଏନ୍.ଏ.): ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ନିମନ୍ତେ ପାନବରଜ ଭଙ୍ଗା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ, ଗଛ ଚିହ୍ନଟ ପ୍ରକ୍ରିୟା ଆଗେଇ ଚାଲିଛି। ଶୁକ୍ରବାର ପ୍ରକଳ୍ପ ନିମନ୍ତେ ଫଳନ୍ତି ଗଛର ମୂଲ୍ୟ ନିର୍ଦ୍ଧାରଣ କରାଯାଇ...
ଅଧିକାରୀ ନାହାନ୍ତି, କାର୍ଯ୍ୟ ବାଧାପ୍ରାପ୍ତ
କୁଜଙ୍ଗ, ୨୯ା୧ (ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲାର କୁଜଙ୍ଗ ତହସିଲ କାର୍ଯ୍ୟାଳୟରେ ଆବଶ୍ୟକ ଅନୁସାରେ ଅଧିକାରୀ ନ ଥିବାରୁ ଅନେକ ଗୁରୁତ୍ୱପୂର୍ଣ୍ଣ କାମ ଠିକ୍ ସମୟରେ ହୋଇପାରୁନାହିଁ। ଏନେଇ ଆଇନଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। କୁଜଙ୍ଗ ତହସିଲ ଏକ ଗୁରୁତ୍ୱପୂର୍ଣ୍ଣ...
୨ନଂ. ଜୋନ୍ରେ ତ୍ରିମୁଖୀ ଲଢ଼େଇ
ଜଗତ୍ସିଂହପୁର ଅଫିସ, ୨୯ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜଗତ୍ସିଂହପୁର ଜିଲାର ବିଭିନ୍ନ ଗଁା ଗହଳିରେ ପ୍ରଚାର ଆରମ୍ଭ ହୋଇଗଲାଣି। ପ୍ରାର୍ଥୀମାନେ ଘରକୁ ଘର ବୁଲି ଭୋଟ ଭିକ୍ଷା କଲେଣି। କୋଭିଡ୍ କଟକଣାକୁ ବେଖାତିର କରି କର୍ମୀ ସମ୍ମିଳନୀ ଓ...
ଧରାପଡ଼ିଲା ନକଲି ଏମ୍ଭିଆଇ ଟିମ୍: ୪ ଗିରଫ
ବାଲିକୁଦା,୨୯ା୧(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ କଟକ-ମାଛଗଁା ମୁଖ୍ୟରାସ୍ତାରେ ଏମ୍ଭିଆଇ(ମୋଟର ଭେହିକିଲ ଇନ୍ସପେକ୍ଟର) ଟିମ୍ ସାଜି ଗାଡି ଚାଳକଙ୍କୁ ଲୁଟ୍ କରୁଥିବା ଏକ ନକଲି ଏମ୍ଭିଆଇ ଟିମ୍ ଶୁକ୍ରବାର ପୋଲିସ ହାତରେ ଧରାପଡ଼ିଛି। ଏହି ଅଭିଯୋଗରେ ୪ ଅଭିଯୁକ୍ତଙ୍କୁ...
ଜାଲ୍ ଜାତି ପ୍ରମାଣପତ୍ରରେ ନାମାଙ୍କନ
ବାଲିକୁଦା(ସ୍ବ.ପ୍ର.)/ଭୁବନେଶ୍ୱର(ବ୍ୟୁରୋ),୨୫ା୧: ଜଗତ୍ସିଂହପୁର ଜିଲା ବାଲିକୁଦା ୨ନଂ. ଜୋନ୍ରେ ଜିଲା ପରିଷଦ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ ସମୟରେ ଜାଲ୍ ଜାତିଗତ ପ୍ରମାଣପତ୍ର ଦିଆଯାଇଛି। ଏଭଳି ଅଭିଯୋଗ ଆଣି ପ୍ରାର୍ଥୀ ଜଟାଧାରୀ ଦାସଙ୍କ ବିରୋଧରେ କଂଗ୍ରେସ ସୋମବାର ରାଜ୍ୟ ନିର୍ବାଚନ...
ନାଉଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ଉପରେ ନଜର
ଜଗତ୍ସିଂହପୁର ଅଫିସ, ୨୫ା୧: ପଞ୍ଚାୟତ ନିର୍ବାଚନ ନେଇ ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ପ୍ରାର୍ଥୀ ତାଲିକା ଘୋଷଣା ସରିଛି। ୨୫ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଓ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ତା’ପରେ ପ୍ରାର୍ଥୀମାନେ ରଣାଙ୍ଗନରେ ଅବତୀର୍ଣ୍ଣ ହେବେ। ଏହି...
ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପାଇଁ ନେତାଙ୍କ ଚିନ୍ତା
ଜଗତ୍ସିଂହପୁର ଅଫିସ,୨୪ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍ସିଂହପୁର ଜିଲାର ବିଭିନ୍ନ ଜିଲା ପରିଷଦ ଜୋନ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ସଭ୍ୟ ପଦବୀ ପାଇଁ ୩୮୪୦ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୬ଟି ଜିଲା ପରିଷଦ...
ନିମ୍ନମାନର ପାଇପ୍: ପାନୀୟ ଜଳ ନଷ୍ଟ
ନାଉଗାଁ ,୨୪ା୧(ସ୍ବ.ପ୍ର.): ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ଗ୍ରାମ୍ୟ ପାନୀୟ ଜଳ ପରିମଳ ବିଭାଗ ପକ୍ଷରୁ ନାଉଗଁା ବ୍ଲକର ବିଭିନ୍ନ ଗ୍ରାମରେ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଉଛି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ...
ପିସ୍ତଲ ଜବତ, ୫ ଅଭିଯୁକ୍ତ ଗିରଫ
ଜଗତ୍ସିଂହପୁର ଅଫିସ, ୨୩|୧: ଜଗତ୍ସିଂହପୁର ଥାନା ଅନ୍ତର୍ଗତ ଓଡ଼ିଶୋ ନିକଟରୁ ଗତ ୧୭ ତାରିଖରେ ୟୁନିଟ୍ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଜଗତ୍ସିଂହପୁର ଶାଖା ମହିଳା ଲୋନ ଅଫିସରଙ୍କଠାରୁ ପିସ୍ତଲ ଦେଖାଇ ୬୩ ହଜାର ଟଙ୍କା ଲୁଟ୍ କରାଯାଇଥିଲା। ଏନେଇ କଟକ ଜିଲା...
Archives


