ଜଗତ୍‌ସିଂହପୁର

ବାଂଲାଦେଶୀ ମତ୍ସ୍ୟଜୀବୀଙ୍କୁ ପ୍ରତ୍ୟର୍ପଣ କଲା କୋଷ୍ଟଗାର୍ଡ

ପାରାଦୀପ,୧୦ା୧(ସ୍ବ.ପ୍ର.): ଗତ ଡିସେମ୍ବର ୨୬ରେ ଉଦ୍ଧାର କରାଯାଇଥିବା ୨୦ ଜଣ ବାଂଲାଦେଶୀ ମତ୍ସ୍ୟଜୀବୀ ଓ ସେମାନଙ୍କ ବୋଟ୍‌କୁ ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ) ରବିବାର ବାଂଲାଦେଶ କୋଷ୍ଟଗାର୍ଡ ଟିମ୍‌କୁ ପ୍ରତ୍ୟର୍ପଣ କରିଛି। କୋଷ୍ଟଗାର୍ଡର ପାଟ୍ରୋଲିଂ ଜାହାଜ ସରୋଜିନୀ ନାଇଡୁ ସେମାନଙ୍କୁ...

ସ୍ମାର୍ଟ ଶ୍ରେଣୀ ଗୃହ ପାଇଁ ଭଲ କାନ୍ଥରୁ ପ୍ଲାଷ୍ଟର ଛଡ଼ାଗଲା

ଜଗତ୍‌ସିଂହପୁର ଅଫିସ, ୧୦ା୧: ଜଗତ୍‌ସିଂହପୁର ବ୍ଲକ ପୁନଙ୍ଗସ୍ଥିତ ନରେନ୍ଦ୍ରନାଥ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫-ଟି ଯୋଜନାରେ ସାମିଲ କରାଯାଇ ସ୍ମାର୍ଟ ଶ୍ରେଣୀ ଗୃହ ଉନ୍ନତୀକରଣ ପାଇଁ ପଦକ୍ଷେପ ନିଆଯାଉଛି। ଏହି କାମ ବାବଦରେ ମୋ ସ୍କୁଲ ଅଭିଯାନ ତରଫରୁ ଜିଲାପାଳ...

ଜିଲାରୁ ୧୧,୭୩,୫୨୯ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ଜଗତ୍‌ସିଂହପୁର ଅଫିସ, ୮ା୧: ଚଳିତ ଖରିଫ ଋତୁ ପାଇଁ ଜିଲାର ପ୍ରଥମ ଧାନମଣ୍ଡି ରଘୁନାଥପୁର ବ୍ଲକର ତରିକୁନ୍ଦଠାରେ ଶୁଭାରମ୍ଭ ହୋଇଯାଇଛି। ଜିଲାପାଳ ପାରୁଲ ପଟୱାରୀ ଏହାକୁ ଉଦ୍‌ଘାଟନ କରିଥିଲେ। ଏହାପରେ ୧୫ରେ ଜଗତ୍‌ସିଂହପୁର, ନାଉଗାଁ, ବିରିଡ଼ି, ବାଲିକୁଦା, ଏରସମା ଓ...

ପୋଲିସ ଗ୍ରାମବାସୀଙ୍କ ମଧ୍ୟରେ ଛକାପଞ୍ଝା ଜାରି

କୁଜଙ୍ଗ,୮ା୧ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପୋଲିସ ଓ ବିରୋଧୀଙ୍କ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଗତ ୪ ତାରିଖରେ ଢିଙ୍କିଆ ଗାଁରେ ପୋଲିସକୁ ଆକ୍ରମଣ ଘଟଣାରେ ସସ୍ମିତା ଓ ଲକ୍ଷ୍ମୀ ମଲ୍ଲିକଙ୍କୁ ଶୁକ୍ରବାର...

ପଲ୍ଲିଶ୍ରୀ ମେଳାରେ ଭିଡ଼, ନାହିଁ କରୋନା ଭୟ

ପାରାଦୀପ,୬ା୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି କଳିଙ୍ଗ ବାଲିଯାତ୍ରା ପଡିଆରେ ଗତ ୩ ତାରିଖରୁ ଚାଲିଛି ପଲ୍ଲିଶ୍ରୀ ମେଳା। ଜଗତ୍‌ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ମେଳାରେ ମଙ୍ଗଳବାର ଓ ବୁଧବାର ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଦୀର୍ଘ ଦୁଇବର୍ଷ...

ଜନଶୁଣାଣିକୁ ଲୋକଙ୍କ ବିରୋଧ

ପାରାଦୀପ,୬ା୧(ସ୍ବ.ପ୍ର.): ପାରାଦୀପ ମଧୁବନ ପୌର କଲ୍ୟାଣମଣ୍ଡପଠାରେ ବୁଧବାର ଏସାର୍‌ ମିନ୍‌ମେଟ୍‌ ଲିମିଟେଡ କମ୍ପାନୀର ବାର୍ଷିକ ୧୪ ମିଲିୟନ ମେଟ୍ରିକ ଟନ୍‌ ଉତ୍ପାଦନ କ୍ଷମତାବିଶିଷ୍ଟ ପେଲେଟ ପ୍ଲାଣ୍ଟ ପାଇଁ ଜନଶୁଣାଣି କରାଯାଇଥିଲା। ଏଥିରେ ଅଧ୍ୟକ୍ଷତା କରିଥିଲେ ଅତିରିକ୍ତ ଜିଲାପାଳ କାହ୍ନୁଚରଣ ଧୀର...

ବିଭାଗ ଅଜାଣତରେ ଚାଲିଛି ରାସ୍ତା କାମ

ନାଉଗାଁ ,୩ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଓଷକଣା ପଞ୍ଚାୟତରେ ଦେବୀ ନଦୀବନ୍ଧ ପାର୍ଶ୍ୱରେ ବସବାସ କରୁଥିବା ଜନବସତି ନିକଟରେ ଏକାଧିକ କଂକ୍ରିଟ ରାସ୍ତା ନିର୍ମାଣ କରାଯାଉଛି। ଉକ୍ତ ରାସ୍ତା କିଏ ନିର୍ମାଣ କରୁଛି ଓ ଏଥିପାଇଁ କେତେ ଅର୍ଥ ବ୍ୟୟ...

ଇଡ୍‌କୋର ଜମି ବ୍ୟାଙ୍କ ପାଇଁ ଜନଶୁଣାଣି

ପାରାଦୀପ,୩୦ା୧୨(ସ୍ବ.ପ୍ର.): ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାର ୧୧୧ଟି ଗ୍ରାମ ସୀମାରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ନିଗମ (ଇଡ୍‌କୋ) ୨୮୪.୧୫ ଲକ୍ଷ ବର୍ଗ ମିଟର ବା ୨୮,୪୧୪ ଏକର ଜମି ଅଧିଗ୍ରହଣ କରିବାକୁ ଯାଉଛି। ସେଥିପାଇଁ ବୁଧବାର ପାରାଦୀପ ମଧୁବନ ପୌର...

ଓଡ଼ିଶା ଉପକୂଳରେ ବାଂଲାଦେଶୀ ବୋଟ୍‌

ପାରାଦୀପ,୨୭।୧୨(ସ୍ବ.ପ୍ର.): ପାରାଦୀପ-ଅସ୍ତରଙ୍ଗ ସମୁଦ୍ର ସୀମା ମଧ୍ୟରେ ବୁଲୁଥିବା ଏକ ଅଣ ପଞ୍ଜୀକୃତ ବାଂଲାଦେଶୀ ବୋଟ୍‌କୁ ରବିବାର ସ୍ଥାନୀୟ ମତ୍ସ୍ୟଜୀବୀ ଠାବକରି ମେରାଇନ ପୋଲିସ ଜିମା ଦେଇଛନ୍ତି। ଉକ୍ତ ବୋଟ୍‌ରେ ଥିବା ୨୦ଜଣ ମତ୍ସ୍ୟଜୀବୀଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରିଛି।...

୧୦୪୭ କୋଟିର ଯୋଜନା ଅନୁମୋଦନ

ଜଗତ୍‌ସିଂହପୁର ଅଫିସ, ୨୫ା୧୨: ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ଅପରାହ୍ନରେ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିରେ ୩୭ଟି ବିଭାଗ ଓ...

ବିଦ୍ୟାଳୟ, ଅଙ୍ଗନଓ୍ବାଡି, ପାର୍କ ପାଇଁ ଅର୍ଥ ବ୍ୟବସ୍ଥା

ବିରିଡି, ୨୩।୧୨(ଡି.ଏନ.ଏ.): ବିରିଡି ପଞ୍ଚାୟତ ସମିତିର ଅନ୍ତିମ ସାଧାରଣ ବୈଠକ ବୁଧବାର ସମିତି ସଭା ଗୃହରେ ସମିତି ଅଧ୍ୟକ୍ଷ ପଦ୍ମନାଭ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ସାହୁ, ଜିଲାପରିଷଦ ସଭ୍ୟା ଲତା ଦାସ, ସଭ୍ୟ...

ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କୁଜଙ୍ଗ,୨୧।୧୨(ଡି.ଏନ୍‌.ଏ.): ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ବିରୋଧ କରୁଥିବା ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଗ୍ରାମରେ ସୋମବାର ସୀମା ନିର୍ଦ୍ଧାରଣକୁ କେନ୍ଦ୍ର କରି ପୋଲିସ ଓ ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। ୨ ମାସ ପୂର୍ବେ ରାଜସ୍ବ ଗ୍ରାମର ମାନ୍ୟତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri