‘ଦୁଗ୍ଧ ଉତ୍ପାଦନରେ ଜଗତ୍ସିଂହପୁର ପ୍ରଥମ’
ଜଗତ୍ସିଂହପୁର ଅଫିସ, ୧୨ା୧୧: ହିନ୍ଦୁ ଶାସ୍ତ୍ରରେ ଗୋମାତା ପୂଜନୀୟ, ଶ୍ରଦ୍ଧାର କେନ୍ଦ୍ରବିନ୍ଦୁ। ସେମାନେ ଆମ ଆର୍ଥିକ ସମୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ଗ୍ରାମୀଣ ସମୃଦ୍ଧିରେ ବେଶ୍ ସହାୟକ। ଆଳିପିଙ୍ଗଳଠାରେ ୭୦ତମ ଜିଲାସ୍ତରୀୟ ଗୋ ସମ୍ବର୍ଦ୍ଧନା ଉତ୍ସବ ପାଳନ ଅବସରରେ...
ମିଶନ ଶକ୍ତି ଗୃହ ନିର୍ମାଣ ବିବାଦ ତେଜିଲା
ବିରିଡ଼ି,୧୧।୧୧(ଡି.ଏନ୍.ଏ.): ବିରିଡ଼ି ବ୍ଲକ ବତିମୀରା ପଞ୍ଚାୟତର ମିଶନ ଶକ୍ତି ଗୃହ ନିର୍ମାଣକୁ ନେଇ ବିବାଦ ତେଜିବାରେ ଲାଗିଛି। ବ୍ଲକ କର୍ତ୍ତୃପକ୍ଷ ଜନବସତିଠାରୁ ଦୂର ଗୋଚର କିସମ ଜମିରେ ଗୃହ ନିର୍ମାଣ ଆରମ୍ଭ କରିଛନ୍ତି। ହେଲେ ଯେଉଁ ସ୍ଥାନରେ ଗୃହ କରାଯାଉଛି,...
ପ୍ରସ୍ତାବିତ ଜିନ୍ଦଲ ପ୍ରକଳ୍ପ ଉପରେ ତ୍ରିପାକ୍ଷିକ ଆଲୋଚନା
ଜଗତ୍ସିଂହପୁର ଅଫିସ, ୧୧।୧୧: ଜେଏସ୍ଡବ୍ଲ୍ୟୁ ଗ୍ରୁପ୍ ପକ୍ଷରୁ ୫୩,୭୦୦ କୋଟି ଟଙ୍କା ବିନିମୟରେ ପାରାଦୀପରେ ସମନ୍ବିତ ଇସ୍ପାତ ପ୍ରକଳ୍ପ କରିବାକୁ ପ୍ରସ୍ତାବ ରହିଛି। ଏ ନେଇ ପ୍ରକ୍ରିୟା ଚାଲିଥିବା ବେଳେ ବୁଧବାର ଜଗତ୍ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍ଭାବନା ସଭାଗୃହରେ...
ମରାମତି ଅଭାବରୁ ରାସ୍ତା ଶୋଚନୀୟ
ନାଉଗାଁ,୧୦।୧୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଛକରୁ ତିହୁଡାକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇ ପଡିଛି। ବିଭିନ୍ନ ସଙ୍ଗଠନ, ବୁଦ୍ଧିଜୀବୀଙ୍କ ପକ୍ଷରୁ ବାରମ୍ବାର ଦାବି ସତ୍ତ୍ୱେ ରାସ୍ତାର ତିହୁଡାଠାରୁ ଅଧା କିମି ପର୍ଯ୍ୟନ୍ତ ମରାମତି କରାଯାଇଛି। ମାତ୍ର ବାକି ରାସ୍ତା ଏବେବି...
ମହିଳାଙ୍କ ପାଇଁ ୫୦%ରୁ ଊର୍ଦ୍ଧ୍ୱ ଆସନ ସଂରକ୍ଷିତ
ପାରାଦୀପ, ୧୦।୧୧(ସ୍ବ.ପ୍ର.): ପାରାଦୀପ ପୌର ନିର୍ବାଚନ ପାଇଁ ମଙ୍ଗଳବାର ଚିଠା ସଂରକ୍ଷଣ ତାଲିକା ଘୋଷଣା କରାଯାଇଛି। ଜିଲାପାଳ ପାରୁଲ ପଟଓ୍ବାରିଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ ସମସ୍ତ ଓ୍ବାର୍ଡର ତାଲିକା ବଦଳି ଯାଇଛି। ଏଥିରେ ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଆସନ ମହିଳାଙ୍କ...
ବେଆଇନ ଚିଙ୍ଗୁଡ଼ିଘେରି ଉଚ୍ଛେଦ
କୁଜଙ୍ଗ, ୬।୧୧(ଡି.ଏନ୍.ଏ): କୁଜଙ୍ଗ ବନ ବିଭାଗ ପକ୍ଷରୁ ଶୁକ୍ରବାର ନୂଆଗାଁ ସେକ୍ସନ ଅଧୀନ ବରକୁଦାସ୍ଥିତ ଜଙ୍ଗଲ ଜମିରୁ ବେଆଇନ ଚିଙ୍ଗୁଡି ଘେରିଗୁଡ଼ିକୁ ଉଚ୍ଛେଦ କରାଯାଇଛି। ଏହି ଜଙ୍ଗଲଜମିକୁ କିଛି ଲୋକ ଜବର ଦଖଲ କରି ଦୀର୍ଘ ବର୍ଷ ହେବ ଚିଙ୍ଗୁଡି...
୧୧,୫୨୬ ହିତାଧିକାରୀଙ୍କୁ ୧୧୧ କୋଟି ଋଣ
ଜଗତ୍ସିଂହପୁର ଅଫିସ, ୪।୧୧: ୧୧,୫୨୬ ହିତାଧିକାରୀଙ୍କୁ ୧୧୧.୬୪ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି । ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି), ବ୍ୟକ୍ତିଗତ, କଞ୍ଜୁମର ଡୁରେବ୍ଲ, ଗାଡି, ଘର, କୃଷି, ପ୍ରାଣୀ, ପିଏମ୍ଇଜିପି, କେସିସି ସମେତ ମୁଦ୍ରା ଋଣ ଆକାରରେ...
ଢିଙ୍କିଆବାସୀଙ୍କ ପାଟଣା ପ୍ରବେଶ ଉଦ୍ୟମ ବିଫଳ
କୁଜଙ୍ଗ,୪।୧୧(ଡି.ଏନ.ଏ.): ଜଗତ୍ସିଂହପୁର ଜିଲା ଏରସମା ତହସିଲ ଢ଼ିଙ୍କିଆବାସୀଙ୍କ ପାଟଣା ପ୍ରବେଶ ଉଦ୍ୟମ ବୁଧବାର ଦ୍ୱିତୀୟ ଦିନରେ ବିଫଳ ହୋଇଛି। ଏହାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ପୋଲିସ୍ ଘଟଣାସ୍ଥଳରେ ମୁତୟନ ରହିଛନ୍ତି। ସୂଚନାଯୋଗ୍ୟ ଏରସମା ତହସିଲ ଅନ୍ତର୍ଗତ...
ଶସ୍ତା ପ୍ଲାଏରେ ଝରକା, କବାଟ ନିର୍ମିତ
ପାରାଦୀପ ,୩୦।୧୦(ସ୍ବ.ପ୍ର.): ପାରାଦୀପର ଏକମାତ୍ର କଲେଜ ପରିସରରେ ଥିବା ସମ୍ମିଳନୀ କକ୍ଷରେ ମରାମତି ବାବଦ ଖର୍ଚ୍ଚକୁ ନେଇ ମାସେ ହେବ ବିବାଦ ଲାଗିରହିଛି। ୨୩ ଲକ୍ଷ ଟଙ୍କା ବ୍ୟୟରେ ଏହାକୁ ମରାମତି କରାଯାଇଛି। ମାତ୍ର କାର୍ଯ୍ୟ ଶେଷ ହେବା ପରେ...
୨୨ ବର୍ଷରେ ମହାବାତ୍ୟା: ସ୍ମୃତି ଏବେ ବି ଅଭୁଲା
ଏରସମା,୨୮ା୧୦(ସ୍ବ.ପ୍ର.): ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ ଏବେବି ଲୋକେ ଭୁଲି ପାରିନାହାନ୍ତି। ୨୨ ବର୍ଷ ତଳେ ଅର୍ଥାତ୍ ୧୯୯୯, ଅକ୍ଟୋବର ୨୯ରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି ସେଦିନର ବିଭୀଷିକାପୂର୍ଣ୍ଣ କଥା ମନେପଡିଲେ ଛାତି ଥରିଉଠେ ବୋଲି ଜଗତ୍ସିଂହପୁର ଜିଲା ଏରସମା...
୫ ଶ୍ରେଣୀ ପାଇଁ ଗୋଟିଏ କୋଠରି
ନାଉଗଁ। ,୨୭।୧୦(ସ୍ବ.ପ୍ର.):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରକାର ତାଲିମ୍ ଦିଆଯାଇ ପିଲାଙ୍କ ମାନସିକ,ବୈାଦ୍ଧିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ନାଉଗଁ। ବ୍ଲକ ଶିଖର ପଞ୍ଚାୟତ ଅନ୍ତର୍ଗତ ନଳାଙ୍ଗ ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥାକୁ...
ଅଘୋଷିତ ବିଦ୍ୟୁତ୍ କାଟ: ବଢୁଛି ଅସନ୍ତୋଷ
ଜଗତ୍ସିଂହପୁର ଅଫିସ, ୨୫ା୧୦: ଜଗତ୍ସିଂହପୁର ଜିଲାରେ ବିଦ୍ୟୁତ୍ କାଟ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟହ ଅଘୋଷିତ ବିଦ୍ୟୁତ୍ କାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏପରିକି ଜିଲା ମୁଖ୍ୟାଳୟରେ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟକୁ ନେଇ ଚାପା...
Archives


