ଜଗତ୍‌ସିଂହପୁର

ଜାଲ୍‌ ଜାତି ପ୍ରମାଣପତ୍ରରେ ନାମାଙ୍କନ

ବାଲିକୁଦା(ସ୍ବ.ପ୍ର.)/ଭୁବନେଶ୍ୱର(ବ୍ୟୁରୋ),୨୫ା୧: ଜଗତ୍‌ସିଂହପୁର ଜିଲା ବାଲିକୁଦା ୨ନଂ. ଜୋନ୍‌ରେ ଜିଲା ପରିଷଦ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ ସମୟରେ ଜାଲ୍‌ ଜାତିଗତ ପ୍ରମାଣପତ୍ର ଦିଆଯାଇଛି। ଏଭଳି ଅଭିଯୋଗ ଆଣି ପ୍ରାର୍ଥୀ ଜଟାଧାରୀ ଦାସଙ୍କ ବିରୋଧରେ କଂଗ୍ରେସ ସୋମବାର ରାଜ୍ୟ ନିର୍ବାଚନ କମିଶନର…

ନାଉଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ଉପରେ ନଜର

ଜଗତ୍‌ସିଂହପୁର ଅଫିସ, ୨୫ା୧: ପଞ୍ଚାୟତ ନିର୍ବାଚନ ନେଇ ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ପ୍ରାର୍ଥୀ ତାଲିକା ଘୋଷଣା ସରିଛି। ୨୫ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଓ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ତା’ପରେ ପ୍ରାର୍ଥୀମାନେ ରଣାଙ୍ଗନରେ ଅବତୀର୍ଣ୍ଣ ହେବେ। ଏହି ନିର୍ବାଚନରେ…

ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପାଇଁ ନେତାଙ୍କ ଚିନ୍ତା

ଜଗତ୍‌ସିଂହପୁର ଅଫିସ,୨୪ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ଜିଲା ପରିଷଦ ଜୋନ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ସଭ୍ୟ ପଦବୀ ପାଇଁ ୩୮୪୦ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୬ଟି ଜିଲା ପରିଷଦ ଆସନ…

ନିମ୍ନମାନର ପାଇପ୍‌: ପାନୀୟ ଜଳ ନଷ୍ଟ

ନାଉଗାଁ ,୨୪ା୧(ସ୍ବ.ପ୍ର.): ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ଗ୍ରାମ୍ୟ ପାନୀୟ ଜଳ ପରିମଳ ବିଭାଗ ପକ୍ଷରୁ ନାଉଗଁା ବ୍ଲକର ବିଭିନ୍ନ ଗ୍ରାମରେ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଉଛି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ କେଉଁଠି…

ପିସ୍ତଲ ଜବତ, ୫ ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ, ୨୩|୧: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଓଡ଼ିଶୋ ନିକଟରୁ ଗତ ୧୭ ତାରିଖରେ ୟୁନିଟ୍‌ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଜଗତ୍‌ସିଂହପୁର ଶାଖା ମହିଳା ଲୋନ ଅଫିସରଙ୍କଠାରୁ ପିସ୍ତଲ ଦେଖାଇ ୬୩ ହଜାର ଟଙ୍କା ଲୁଟ୍‌ କରାଯାଇଥିଲା। ଏନେଇ କଟକ ଜିଲା…

କୋଭିଡ୍‌ କଟକଣା ମାନିଲେନି ପ୍ରାର୍ଥୀ

ଜଗତ୍‌ସିଂହପୁର ଅଫିସ, ୨୨ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ଦିନରେ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଜିଲାର ମୋଟ ୨୬ ଜିଲା ପରିଷଦ ଆସନ ପାଇଁ ୧୦୬ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରେ ଶୁକ୍ରବାର ୭୯ ଜଣ ନାମାଙ୍କନ ଭରିଛନ୍ତି।…

ଦଳୀୟ ପ୍ୟାଡ୍‌ରେ ପ୍ରାର୍ଥୀ ତାଲିକା

ଜଗତ୍‌ସିଂହପୁର ଅଫିସ, ୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ମେମ୍ବର ପଦବୀ ପାଇଁ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ହୋଇପାରିବେ ନାହିଁ ବୋଲି ନିୟମ ରହିଛି। କିନ୍ତୁ ଜଗତ୍‌ସିଂହପୁର ଜିଲାରେ ଏଥିରେ ବ୍ୟତିକ୍ରମ ଘଟିଛି। ବିଜେଡି…

ଢିଙ୍କିଆରେ ପୋଲିସର ଲାଠିମାଡ଼ ଘଟଣା: ଗୃହ ବିଭାଗକୁ ରିପୋର୍ଟ ତଲବ କଲେ ହାଇକୋର୍ଟ

କଟକ ଅଫିସ,୨୧ା୧: ଜଗତ୍‌ସିଂହପୁର ଜିଲା ଢିଙ୍କିଆରେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପୋଲିସ ଅମାନୁଷିକ ଲାଠିମାଡ଼ ଘଟଣାରେ ଓଡ଼ିଶା ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ନିକଟରୁ ଷ୍ଟାଟସ୍‌ ରିପୋର୍ଟ ତଲବ କରିଛନ୍ତି। ଏଥିସହ ଢିଙ୍କିଆ ଓ ଆଖପାଖ ଅଞ୍ଚଳକୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ…

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକୁ ଫୁ: ପ୍ରାର୍ଥୀପତ୍ର ଦାଖଲ ବେଳେ ଶୋଭାଯାତ୍ରାରେ ଆସୁଛନ୍ତି…

କୁଜଙ୍ଗ,୨୦।୧ (ଡି.ଏନ.ଏ.): କୁଜଙ୍ଗ ବ୍ଲକରେ ସମିତିସଭ୍ୟସଭ୍ୟା ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବାକୁ ଆସିବାବେଳେ କୋଭିଡ୍‌ ଗାଇଡଲାଇକୁ ସମ୍ପୂର୍ଣ୍ଣ ଉଲ୍ଲଘଂନ କରିଥିବା ବୁଧବାର ଦେଖିବାକୁ ମିଳିଛି। ଫଳରେ କୁଜଙ୍ଗରେ କୋଭିଡ୍‌ ସଂକ୍ରମଣ ବଢିବା ଆଶଙ୍କା ପ୍ରକାଶ ପାଇଛି। ସମସ୍ତ ରାଜନୈତିକ ଦଳର ପ୍ରାର୍ଥୀ…

ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୮ା୧: ଜଗତ୍‌ସିଂହପୁର ଜିଲାରେ ସୋମବାରଠାରୁ ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ୱାର୍ଡମେମ୍ବର ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଜିଲା ପରିଷଦ ସଭ୍ୟ ପାଇଁ କିଛି ଆସନରେ ଏପର୍ଯ୍ୟନ୍ତ ଦଳୀୟ…

ଢିଙ୍କିଆବାସୀ-ପୋଲିସ ସଂଘର୍ଷ

କୁଜଙ୍ଗ,୧୫ା୧(ଡି.ଏନ୍‌.ଏ.): ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ପାଇଁ ଜଗତ୍‌ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ହେଉଥିବା ପାନବରଜ ଉଚ୍ଛେଦକୁ ନେଇ ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସ ଓ ଢିଙ୍କିଆ ଗଁାର ବହୁ ଲୋକ ପରସ୍ପର ମୁହଁାମୁହିଁ…

କୁଜଙ୍ଗ ବନାଞ୍ଚଳରେ ୩୯,୧୨୩ ବିଦେଶାଗତ ପକ୍ଷୀ

ପାରାଦୀପ,୧୫ା୧(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବନାଞ୍ଚଳ ପକ୍ଷରୁ ଚାଲିଥିବା ପକ୍ଷୀଗଣନା କାର୍ଯ୍ୟକ୍ରମ ଶୁକ୍ରବାର ଶେଷ ହୋଇଛି। ଏହି ଅବସରରେ କୁଜଙ୍ଗ ବନାଞ୍ଚଳ ଅଧୀନରେ ଥିବା ୪ ସ୍ଥାନରେ ପକ୍ଷୀଗଣନା ହୋଇଥିଲା। ଚଳିତବର୍ଷ ଏଠାକୁ ସମୁଦାୟ ୩୯,୧୨୩ ବିଦେଶାଗତ ପକ୍ଷୀ ଆସିଛନ୍ତି। ଗତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?