ପୋଲିସ ଗ୍ରାମବାସୀ ମୁହାଁମୁହିଁ
ପାରାଦୀପ,୧।୧୨(ସ୍ବ.ପ୍ର.): ଜଗତସିଂହପୁର ଜିଲା ଏରସମା ମାହାଳରେ ସୀମା ନିର୍ଦ୍ଧାରଣ ବେଳେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ମାହାଳକୁ ରାଜସ୍ବ ଗ୍ରାମ ମାନ୍ୟତା ପାଇଁ ମାପଚୁପ ଚାଲିଥିବା ବେଳେ ପୋଲିସ ଓ ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। ପୋଲିସ ସହ ଗ୍ରାମବାସୀଙ୍କର ଧସ୍ତାଧସ୍ତି ହୋଇଥିବା…
ଉପକୂଳ ମିଳିତ ସମରାଭ୍ୟାସ ଆରମ୍ଭ
ପାରାଦୀପ,୧।୧୨(ସ୍ବ.ପ୍ର.): ଓଡ଼ିଶାର ଉପକୂଳ ଅଞ୍ଚଳରେ ମଙ୍ଗଳବାର ଦୁଇ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଏହି ୨୩ ତମ ସମରାଭ୍ୟାସର ନାମ ସାଗର କବଚ ୨୦୨୧ ରହିଛି। ଏଥିରେ ଓଡ଼ିଶା ପୋଲିସ, ନୌସେନା, କୋ ଷ୍ଟଗାର୍ଡ, କଷ୍ଟମ୍ସ, ସିଆଇଏସ୍ଏଫ୍, ମତ୍ସ୍ୟ ବିଭାଗ,…
ନିଶ୍ଚିହ୍ନ ଅବସ୍ଥାରେ କଳିଙ୍ଗ ଇଞ୍ଜିନିୟରିଂ
ପାରାଦୀପ,୨୯ା୧୧(ସ୍ବ.ପ୍ର.): ପାରାଦୀପ ବନ୍ଦରାଞ୍ଚଳର ଅଠରବାଙ୍କିଠାରେ ହୋଇଥିବା ଘରୋଇ କମ୍ପାନୀ କଳିଙ୍ଗ ଇଞ୍ଜିନିୟରିଂ ଏବେ ନିଶ୍ଚିହ୍ନ ଅବସ୍ଥାରେ ପହଞ୍ଚିଯାଇଛି। କମ୍ପାନୀର କୋଠାକୁ ଭାଙ୍ଗିବା ପାଇଁ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନୋଟିସ ଲଗାଯାଇଛି। ଏନେଇ କମ୍ପାନୀ ପରିସରରେ ଥିବା ୨ଟି ପରିବାରକୁ…
ସମସ୍ୟାରେ ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ
ପାରାଦୀପ,୨୮ା୧୧(ସ୍ବ.ପ୍ର.): ଯୁବତୀ ଓ ମହିଳାମାନଙ୍କୁ ସବୁ କ୍ଷେତ୍ରରେ ଅଗ୍ରାଧିକାର ଦେବା ପାଇଁ ସରକାର ବିଭିନ୍ନ କ୍ଷେତ୍ରରେ ସଂରକ୍ଷଣ ଆଇନ ଲାଗୁ କରୁଛନ୍ତି। କିନ୍ତୁ ରାଜ୍ୟରେ ଏମିତି ଏକ ଶିକ୍ଷାନୁଷ୍ଠାନ ରହିଛି ଯେଉଁଠି ଯୁବତୀମାନଙ୍କ ପାଠପଢିବା ପାଇଁ ବ୍ୟବସ୍ଥା ନାହିଁ। ଏହା ହେଉଛି…
‘ପାରାଦୀପ ଦେଶର ୧ ନମ୍ବର ବନ୍ଦର ହେବ’
ପାରାଦୀପ,୨୭।୧୧(ସ୍ବ.ପ୍ର.): ବନ୍ଦର ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ ଶାନ୍ତନୁ ଠାକୁର ଶୁକ୍ରବାର ପାରାଦୀପ ଗସ୍ତରେ ଆସି ଖୁବ୍ଶୀଘ୍ର ଏହି ବନ୍ଦର ଦେଶର ୧ ନମ୍ବର ବନ୍ଦର ହେବାକୁ ଯାଉଛି ବୋଲି କହିଛନ୍ତି। ସେ ପୂର୍ବାହ୍ନରେ ସ୍ଥାନୀୟ ଜବାହର ଅତିଥି ଭବନରେ…
ମୁଣ୍ଡ ଗୁଞ୍ଜିବାକୁ ପକ୍କାଘର ମିଳୁନି
ଜଗତ୍ସିଂହପୁର ଅଫିସ, ୨୧ା୧୧: କେନ୍ଦ୍ର ହେଉ କି ରାଜ୍ୟ ସରକାର ଯୋଜନା ପରେ ଯୋଜନା କରି ଚାଲିଛନ୍ତି। କିନ୍ତୁ ଏସବୁ ଯୋଜନା ବାଟବଣା ହେଉଛି। ପ୍ରକୃତ ହିତାଧିକାରୀ ଏଥିରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ସଙ୍ଗିନ ଅଭିଯୋଗ କରିଛନ୍ତି ଜଗତ୍ସିଂହପୁର ବ୍ଲକ ସାଳଜଙ୍ଗ…
ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ
ନାଉଗାଁ,୧୯ା୧୧(ସ୍ବ.ପ୍ର.): ନାଉଗାଁ ବ୍ଲକରେ କେନ୍ଦ୍ର ଆଦିବାସୀ, ଜଳଶକ୍ତି ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ଗାଡ଼ିକୁ ଅଣ୍ଡାମାଡ଼ ଘଟଣାରେ ପୋଲିସ ୪ ଜଣଙ୍କ ନାମରେ ମିଥ୍ୟା ମାମଲା ରୁଜୁ କରି ରାଜ୍ୟ ଛାତ୍ର କଂଗ୍ରେସ ଉପ ସଭାପତି ପ୍ରୀତମ ପରିଜାଙ୍କୁ ଗିରଫ କରିଛି ବୋଲି…
‘ଚଳିତବର୍ଷ ଅଭିବୃଦ୍ଧି ହାର ୫.୩୩%’
ପାରାଦୀପ,୨୦।୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଶୁକ୍ରବାର ବନ୍ଦର ଦିବସ ଓ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବନ୍ଦର ନିଷିଦ୍ଧାଞ୍ଚଳର ଓ୍ବେଟବେସିନ୍ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଅଧ୍ୟକ୍ଷ ପି.ଏଲ ହାରାନ୍ଧ ଯୋଗ ଦେଇଥିଲେ। ପାରମ୍ପରିକ ରୀତିନୀତି ଅନୁଯାୟୀ…
ଧାର, କରଜର ଫସଲ ଧୋଇଗଲା
ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ ୩ ଦିନ ଧରି ଲଗାଣ ବର୍ଷାରେ ପ୍ରାୟ ଉଜୁଡ଼ିଯାଇଛି। ଏହାଦ୍ୱାରା ଋଣ ଶୁଝିବା…
କଂସାରୀପାଟିଆ ନଦୀରେ ପୁଣି ପଲିଥିନ ଆଡ଼
ପାରାଦୀପ,୧୩।୧୧(ସ୍ବ.ପ୍ର.): ପାରାଦୀପର ମଧ୍ୟସ୍ଥଳରେ ଥିବା କଂସାରୀପାଟିଆ ନଦୀରେ ପୁଣି ପଲଥିନ ଆଡ ନିର୍ମାଣ ହେଲାଣି। ୧୫ ଦିନ ତଳେ ପ୍ରଶାସନ ପକ୍ଷରୁ ଏସବୁ ପଲିଥିନ ଆଡ଼ ଉଚ୍ଛେଦ କରାଯାଇଥିଲା। ଏବେ ନଦୀର ଅଠରବାଙ୍କିଠାରୁ ଶ୍ମଶାନ ପର୍ଯ୍ୟନ୍ତ ସୀମାରେ ୫ଟି ନୂତନ ପଲିଥିନ…
‘ଦୁଗ୍ଧ ଉତ୍ପାଦନରେ ଜଗତ୍ସିଂହପୁର ପ୍ରଥମ’
ଜଗତ୍ସିଂହପୁର ଅଫିସ, ୧୨ା୧୧: ହିନ୍ଦୁ ଶାସ୍ତ୍ରରେ ଗୋମାତା ପୂଜନୀୟ, ଶ୍ରଦ୍ଧାର କେନ୍ଦ୍ରବିନ୍ଦୁ। ସେମାନେ ଆମ ଆର୍ଥିକ ସମୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ଗ୍ରାମୀଣ ସମୃଦ୍ଧିରେ ବେଶ୍ ସହାୟକ। ଆଳିପିଙ୍ଗଳଠାରେ ୭୦ତମ ଜିଲାସ୍ତରୀୟ ଗୋ ସମ୍ବର୍ଦ୍ଧନା ଉତ୍ସବ ପାଳନ ଅବସରରେ ଗୁରୁବାର…
ମିଶନ ଶକ୍ତି ଗୃହ ନିର୍ମାଣ ବିବାଦ ତେଜିଲା
ବିରିଡ଼ି,୧୧।୧୧(ଡି.ଏନ୍.ଏ.): ବିରିଡ଼ି ବ୍ଲକ ବତିମୀରା ପଞ୍ଚାୟତର ମିଶନ ଶକ୍ତି ଗୃହ ନିର୍ମାଣକୁ ନେଇ ବିବାଦ ତେଜିବାରେ ଲାଗିଛି। ବ୍ଲକ କର୍ତ୍ତୃପକ୍ଷ ଜନବସତିଠାରୁ ଦୂର ଗୋଚର କିସମ ଜମିରେ ଗୃହ ନିର୍ମାଣ ଆରମ୍ଭ କରିଛନ୍ତି। ହେଲେ ଯେଉଁ ସ୍ଥାନରେ ଗୃହ କରାଯାଉଛି, ତାହା…
Archives


