ଜଗତ୍ସିଂହପୁର: କାଞ୍ଜିଆହୁଦା ପରିକଳ୍ପନା ଦିଗହରା
ଜଗତ୍ସିଂହପୁର, ୧୮।୨ (ପ୍ରମୋଦ କୁମାର ନାୟକ): ମାସେକି ବର୍ଷେ ନୁହେଁ, କେଉଁ ଆବାହନ କାଳରୁ କାଞ୍ଜିଆହୁଦାର ପରିକଳ୍ପନା କରାଯାଇଥିଲା। ଷଣ୍ଢ, ଗାଈ, ମଇଁଷି, ଛେଳି ଓ ମେଣ୍ଢା ଆଦି ପ୍ରାଣୀଙ୍କ ଯୋଗୁ ଲୋକଙ୍କ ଫସଲହାନୀ ରୋକିବା ଏହାର ମୂଳ ଲକ୍ଷ୍ୟ ଥିଲା।…
ଅତିଥି ଭବନରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ: ୨ ସହଯୋଗୀ ଅଟକ
ପାରାଦୀପ,୧୭।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ସନ୍ତୋଷୀ ପ୍ଲାଜା ନାମକ ଏକ ଘରୋଇ ଅତିଥି ଭବନରେ ସୋମବାର ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ପଶ୍ଚିମବଙ୍ଗ ସୁମନ କନ୍ନର। ଏହି ଘଟଣାରେ ପାରାଦୀପ ଆଦର୍ଶ ଥାନା ପୋଲିସ ୨ଜଣକୁ…
ବୋଝେଇହେଲା କ୍ରୋମାଇଟ୍, ବାହାରିଲା ମାଟି
ପାରାଦୀପ,୧୨।୨(ଶରତ ରାଉତ):ଖଣିଜ ସମ୍ପଦ ଚୋରା କାରବାର ଦିନକୁ ଦିନ ବଢ଼ିଚାଲିଛି। ଏହାର ଏକ ବଡ଼ ଉଦାହରଣ ମଙ୍ଗଳବାର ପାରାଦୀପରେ ଦେଖିବାକୁ ମିଳିଛି। ସୁକିନ୍ଦା କାଳିଆପାଣି ଖଣିରୁ କ୍ରୋମାଇଟ ବୋଝେଇ କରି ଆସିଥିବା ୪ଟି ଟ୍ରକରୁ ପଣ୍ୟ ଗାଏବ ହୋଇଯାଇଛି। ସେଥିରେ ମାଟି…
ପାରାଦୀପ: ଶିଳ୍ପ ତଥ୍ୟରେ ନାହିଁ ତାଳମେଳ
ପାରାଦୀପ, ୭ା୨(ଶରତ ରାଉତ):ଜଗତ୍ସିଂହପୁର ଜିଲ୍ଲା ପାରାଦୀପ ଅଞ୍ଚଳରେ ଏବେ ୧୫ଟି ବୃହତ୍ ଶିଳ୍ପ ଅଛି। ଆଗାମୀ ଦିନରେ ଅନେକ ବଡ଼ ଶିଳ୍ପ ପ୍ରତିଷ୍ଠା ହେବ ବୋଲି ସରକାରୀ ସ୍ତରରେ କୁହାଯାଉଛି। କିନ୍ତୁ ସରକାରଙ୍କ ପାଖରେ ସେପରି ତଥ୍ୟ ନ ଥିବା ଜଣାପଡ଼ିଛି।…
ସିରିଜ୍ ଦୁର୍ଘଟଣା: ୧୦ ଉଠାଦୋକାନୀଙ୍କୁ ଧକ୍କା ଦେଇ ପୋଲରେ ପିଟିହେଲା ବୋଲେରୋ
ପାରାଦୀପ,୨୭।୧: ଜଗତସିଂହପୁର ଜିଲା ପାରାଦୀପ ସମୁଦ୍ର କୂଳରେ ସୋମବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଭାରସାମ୍ୟ ହରାଇ ୧୦ଉଠା ଦୋକାନୀଙ୍କୁ ଧକ୍କା ଦେବା ସହ ଏକ କାଠ ପୋଲରେ ପିଟିହୋଇ ଯାଇଥିଲା। ଦୁର୍ଘଟଣାରେ ୨ଜଣ ଦୋକାନୀ ଗୁରୁତର ହୋଇଛନ୍ତି।…
କରଜ ଚିନ୍ତାରେ ଜୀବନ ହାରିଲେ ଯୁବଚାଷୀ
ରଘୁନାଥପୁର,୯ା୧(ରାଜେନ୍ଦ୍ର ନାରାୟଣ ସିଂହ):ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ବୁଧବାର ଚାଷୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଧାନ ଫସଲ ଉଜୁଡ଼ି ଯିବା ପରେ କରଜ ଶୁଝିବା ଚିନ୍ତାରେ ତଅଁରା ବିଲସାହିର ପ୍ରହଲ୍ଲାଦ ପରିଡ଼ାଙ୍କ ସାନପୁଅ ଯୁବଚାଷୀ ଅଶୋକ(୩୮) ନିଜ ଘରେ ବେକରେ…
‘ଭୁବନେଶ୍ୱର ଚାଲ’ରୁ ଦୂରେଇ ରହିଲେ ପାରାଦୀପ ନଗର ସଭାପତି
ପାରାଦୀପ,୭।୧(ଶରତ ରାଉତ):ଜଗତ୍ସିଂହପୁର ଜିଲା ପାରାଦୀପ ନିର୍ବାଚନମଣ୍ଡଳୀରେ ବିଜେଡି ରାଜନୀତି କ୍ରମଶଃ ବିବାଦୀୟ ହେବାରେ ଲାଗିଛି। ୨୦୧୯ରୁ ଚାଲି ଆସିଥିବା ବିବାଦ ୨୦୨୪ ନିର୍ବାଚନ ପରେ ଅଧିକ ହେଲାଣି ବୋଲି ଆଲୋଚନା ହେଉଛି। ସୋମବାର ଏହାର ପ୍ରତିଫଳନ ଦେଖିବାକୁ ମିଳିଛି। ବିଜେଡି ଡାକରା…
୯୦ ବାଂଲାଦେଶୀ ଗଲେ, ୯୫ ଭାରତୀୟ ମତ୍ସ୍ୟଜୀବୀ ଫେରିଲେ
ପାରାଦୀପ,୭।୧(ଶରତ ରାଉତ):ପାରାଦୀପରେ ଡିସେମ୍ବର ୧୦ରୁ ଅଟକ ଥିବା ୭୮ ବାଂଲାଦେଶୀ ମତ୍ସ୍ୟଜୀବୀ ଓ ୨ ବୋଟ ସୋମବାର ପ୍ରତ୍ୟୁଷରେ ସ୍ବଦେଶ ଫେରିଯାଇଛନ୍ତି। ସେମାନଙ୍କ ସହ ପୂର୍ବରୁ କୋଲକାତାରେ ଅଟକ ଥିବା ୧୨ ମତ୍ସ୍ୟଜୀବୀଙ୍କୁ ମଧ୍ୟ ପଠାଇ ଦିଆଯାଇଛି। ଜବାବରେ ବାଂଲାଦେଶରେ ଅଟକ…
ବାଣ ଭିଡ଼ୁଥିବାବେଳେ ବିସ୍ଫୋରଣ: ୨ ମୃତ, ୨ ଆହତ
ରଘୁନାଥ ଘୁନାଥପୁର,୩୧ (ରାଜେନ୍ଦ୍ର ନାରା ନାରାୟଣ ସିଂହ):ଥାନା ଅନ୍ତର୍ଗତ ଜଗତ୍ସିଂହପୁର ଥାନ ବଡ଼ବାଗ ଗ୍ରାମର ସୁଶୀଲ ଦାସଙ୍କ ଘରେ ଶୁକ୍ରବାର ରାତି ୧୦ଟାରେ ବାଣ ବିସ୍ଫୋରଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ଏହି ଅଘଟଣ ଘଟିଛି। ଏଥିରେ ଜଣେ ମହିଳାଙ୍କ ସମେତ…
ଅସହ୍ୟ କଲା ଫସଲ ହାନି, ଜୀବନ ହାରିଲେ ଯୁବ ଚାଷୀ
ବାଲିକୁଦା,୩୧।୧୨(ତାପସ ସ୍ବାଇଁ):ଫସଲଜନିତ କ୍ଷୟକ୍ଷତି ସହି ନ ପାରି ବେକରେ ରଶି ଲଗାଇ ଝୁଲିପଡ଼ିଲେ ଯୁବ ଚାଷୀ। ଏପରି ଦୁଃଖଦ ଘଟଣା ଜଗତ୍ସିଂହପୁର ଜିଲା ବାଲିକୁଦା ବ୍ଲକ ତଣ୍ଡିକୂଳ ପଞ୍ଚାୟତ ଅନ୍ତର୍ଗତ ସାରଣା ଗାଁରେ ଘଟିଛି। ସେ ହେଲେ ଉକ୍ତ ଗାଁର ଉତ୍ତମ…
ପୁନର୍ବାର ପ୍ରତିମୂର୍ତ୍ତି ଉନ୍ମୋଚନ ଯୋଜନା ବାତିଲ
ପାରାଦୀପ,୩୧।୧୨(ଶରତ ରାଉତ):ପାରାଦୀପ ନୂଆବଜାର ଖଣ୍ଡିଆପାର୍କଠାରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଘଟଣାକୁ ନେଇ ସୋମବାର ପାରାଦୀପ ରାଜନୀତି ଉଷ୍ମ ହୋଇଛି। ସକାଳୁ ସା ପର୍ଯ୍ୟନ୍ତ ପ୍ରତିମୂର୍ତ୍ତିକୁ ପୁନର୍ବାର ଉଦ୍ଘାଟନ କରାଯିବ ବୋଲି ପ୍ରସ୍ତୁତି ହୋଇଥିଲା। ଏପରିକି…
ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ: ଧର୍ମେନ୍ଦ୍ର
ପାରାଦୀପ, ୨୪।୧୨(ଶରତ ରାଉତ):ପୂର୍ବୋଦୟରୁ ଭାରତର ବିକାଶ ହେବ। ଏହାର ପ୍ରକୃଷ୍ଟ ସ୍ଥାନ ହେଉଛି ପାରାଦୀପ। ରାଜ୍ୟ ଓ ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ। ବିଶ୍ୱ ବ୍ୟବସାୟ କ୍ଷେତ୍ରରେ ପାରାଦୀପର ନାମ ଅଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର…
Archives


