କାୟା ବିସ୍ତାରିଛି ବେଆଇନ ଚିଙ୍ଗୁଡ଼ି ଘେରି
ଜଗତ୍ସିଂହପୁର ଅଫିସ, ୨୪।୭: ଚିଙ୍ଗୁଡ଼ି ରପ୍ତାନି କ୍ଷେତ୍ରରେ ଜଗତ୍ସିଂହପୁର ଜିଲାର ନାଁ ଅଛି। ବିଶେଷକରି ଏରସମା, ବାଲିକୁଦା ଓ କୁଜଙ୍ଗ ତହସିଲ ଅନ୍ତର୍ଗତ ବ୍ୟାପକ ଅଞ୍ଚଳରେ ଚିଙ୍ଗୁଡ଼ି ଚାଷ ହେଉଛି। ସରକାରୀ ଭାବେ ୬,୨୫୦ ଏକର (ପ୍ରାୟ ୨୫୦୦ ହେକ୍ଟର)...
ଗାଈ ଦୋଷ ଛଡ଼ାଇବାକୁ ପୁରୀ ଯାଉଥିଲେ: ବନ୍ଧୁଙ୍କ ସ୍ତ୍ରୀଙ୍କୁ ବଳାତ୍କାର
ବାଲିକୁଦା,୧୩।୭(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ରବିବାର ପୁରୀ ଜିଲା ଚନ୍ଦ୍ରଭାଗା ଥାନା ଅନ୍ତର୍ଗତ ରାମଚଣ୍ଡୀଠାରେ ବଳାତ୍କାର କରାଯାଇଛି। ଗାଈ ମୃତ୍ୟୁ ଦୋଷ ନ ଲାଗିବା ପାଇଁ ପୁରୀ ଯାଉଥିବାବେଳେ ଅଧାବାଟରେ ସ୍ବାମୀଙ୍କ ବନ୍ଧୁ ତାଙ୍କୁ...
ବନ୍ଧୁଙ୍କ ସ୍ତ୍ରୀଙ୍କୁ ବଳାତ୍କାର
ବାଲିକୁଦା,୧୨ା୭(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ରବିବାର ପୁରୀ ଜିଲା ଚନ୍ଦ୍ରଭାଗା ଥାନା ଅନ୍ତର୍ଗତ ରାମଚଣ୍ଡୀଠାରେ ବଳାତ୍କାର କରାଯାଇଛି। ଗାଈ ମୃତ୍ୟୁ ଦୋଷ ନ ଲାଗିବା ପାଇଁ ପୁରୀ ଯାଉଥିବାବେଳେ ଅଧାବାଟରେ ସ୍ବାମୀଙ୍କ ବନ୍ଧୁ ତାଙ୍କୁ...
ପୁଅ ପ୍ରେମ ବିବାହ କରି ଚାଲିଯିବା ପରେ ବାପାଙ୍କ ବର୍ବର କାଣ୍ଡ: ସ୍ତ୍ରୀ, ଝିଅଙ୍କୁ ଶାବଳରେ ପିଟି ମାରିଦେବା ପରେ ନିଜେ କଲେ ଆତ୍ମହତ୍ୟା
ଜଗତ୍ସିଂହପୁର ଅଫିସ, ୪ା୭: ସ୍ତ୍ରୀ ଓ ଝିଅଙ୍କୁ ଶୁକ୍ରବାର ରାତିରେ ଶାବଳରେ ପିଟି ହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ଜଗତ୍ସିଂହପୁର ଥାନା ଅନ୍ତର୍ଗତ ଜୋତଚଣ୍ଡପାଟଣାରେ। ମୃତକମାନେ ହେଲେ ଲୋକନାଥ ପାଳ(୫୪), ସ୍ତ୍ରୀ...
ତଦନ୍ତ କରିବାକୁ ଯାଇ ମାଡ଼ ଖାଇଲା ପୋଲିସ
ଜଗତ୍ସିଂହପୁର ଅଫିସ/ରାହାମା,୨।୭ (ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ତିର୍ତ୍ତୋଲ ଥାନା ରାହାମାର ତେରମାଣପୁର(ବାଲିସାହି) ଗଁାରେ ଏକ ଚୋରି ଘଟଣାରେ ଗୁରୁବାର ପୋଲିସ ତଦନ୍ତ କରିବାକୁ ଯାଇଥିବାବେଳେ ଆକ୍ରମଣର ଶିକାର ହୋଇଛି। ରଞ୍ଜିତ ବରାଳ ଓରଫ ନନ୍ଦ (୩୫) ହାବିଲଦାରଙ୍କ ଲାଠି ଛଡ଼ାଇ...
ପାରାଦୀପ ବେଳାଭୂମିରୁ ବିରଳ ମୃତ ସ୍ପିନ୍ନର ଡଲ୍ଫିନ ଜବତ
ପାରାଦୀପ, ୧।୭(ସ୍ବ.ପ୍ର.): ପାରାଦୀପ ବେଳାଭୂମିର ହନୁମାନ ମନ୍ଦିର ପଛପଟେ ବୁଧବାର ସକାଳୁ ଏକ ମୃତ ସ୍ପିନ୍ନର ଡଲ୍ଫିନ ଦେଖିବାକୁ ମିଳିଥିଲା। ସେହି ଡଲ୍ଫିନକୁ କେତେଜଣ ଲୋକ ବାଲିରେ ପୋତି ଦେଇଥିଲେ। ଏହି ଖବର ଗଣମାଧ୍ୟମ ପ୍ରତିନିଧିମାନେ ଜାଣିବା ପରେ ବନ...
ଜଗତ୍ସିଂହପୁର ଉପକାରାଗାର ଅସୁରକ୍ଷିତ
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ ଯାତାୟାତ ପାଇଁ ଏକ ରାସ୍ତା ଯାଇଛି। ଏହି ରାସ୍ତା ପଟେ ଅପରାଧୀଙ୍କ ସହଯୋଗୀମାନେ...
୧୯ ମାଛ ୧୮.୬୫ ଲକ୍ଷ
ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ ବାକିଗୁଡ଼ିକର ଓଜନ ୨୦ରୁ ୨୨ କିଲୋମଧ୍ୟରେ ରହିଛି। ନୂଆବଜାର ନୋଳିଆ ବସ୍ତିର ଦଙ୍ଗଲ...
ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍
ଜଗତ୍ସିଂହପୁର ଅଫିସ,୧୮ା୬: ପ୍ରାକୃତିକ ନାଳ, ଡ୍ରେନ୍କୁ ରୋକାଯାଇପାରିବ ନାହିଁ କି ଗତି ବଦଳା ଯିବନି ବୋଲି ନିୟମ ରହିଛି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ରାଜ୍ୟ ସରକାରଙ୍କୁ...
ଲକ୍ଡାଉନ୍ରେ ବଢ଼ିଛି ମାଦକଦ୍ରବ୍ୟ କାରବାର
ଜଗତ୍ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍ସିଂହପୁର ଜିଲାରେ ଲକ୍ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ ଜିନିଷକୁ ବାଦ୍ ଦେଲେ ଅବଶିଷ୍ଟ ସାମଗ୍ରୀ ବିକ୍ରି ଉପରେ କଟକଣା ଜାରି କରାଯାଇଛି।...
ଭୋଟର ତାଲିକାରୁ ୩୪ ବାଦ୍
ଜଗତ୍ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍ ଅଫ୍ ଫଟୋ ଇଲେକ୍ଟୋରାଲ ରୋଲ୍ ୨୦୨୧ ଅନୁଷ୍ଠିତ ହୋଇଯାଇଛି। କିନ୍ତୁ ଦୁଃଖର କଥା,...
କରୋନାରେ ବାପ, ପୁଅ, ବୋହୂ ଚାଲିଗଲେ
ବାଲିକୁଦା,୩୦ା୫(ସ୍ବ.ପ୍ର.): ଗୋଟିଏ ପରିବାରର ୩ ଜଣଙ୍କ ଜୀବନ ନେଇଛି କରୋନା। ୨ ଦିନ ମଧ୍ୟରେ ବାପ, ପୁଅ ଓ ବୋହୂଙ୍କ ମୃତ୍ୟୁ ଘଟିଛି। ବାଲିକୁଦା ବ୍ଲକ ଅନ୍ତର୍ଗତ ବଡଗଁା ପଞ୍ଚାୟତରେ ଏହି ଘଟଣା ଘଟିଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଶୋକର...
Archives


