ନଦୀରେ ଫସିଥିବା ୧୦ଜଣଙ୍କୁ କୂଳକୁ ଆଣିଲା ଏନ୍ଡିଆର୍ଏଫ୍
ଜଗତ୍ସିଂହପୁର ଅଫିସ, ୨୭।୫: ଜଗତ୍ସିଂହପୁର ଜିଲା ଏରସମା ବ୍ଲକ ଅଞ୍ଚଳର ଜପା ପଞ୍ଚାୟତର ଦାଶମଠ ନିକଟ ନଦୀରେ ମଙ୍ଗଳବାର ସନ୍ଧ୍ୟାରେ ୧୦ ଜଣ ଫସି ଯାଇଥିଲେ। ସେମାନେ ମାଛ ଧରିବାକୁ କିମ୍ବା ଚିଙ୍ଗୁଡି ଘେରିରୁ ଫେରୁଥିଲେ। ଡଙ୍ଗା ଓଲଟି ପଡ଼ିବାରୁ...
ଭାଇ ବାହାଘରରେ ମହିଳା ତହସିଲଦାରଙ୍କ ନୃତ୍ୟ, ଭିଡିଓ ଭାଇରାଲ
ତିର୍ତ୍ତୋଲ,୨୪ା୫ (ଡି.ଏନ୍.ଏ.):ଭାଇ ବାହାଘର ସମୟରେ ଜଣେ ମହିଳା ତହସିଲଦାର କୋଭିଡ୍ ନିୟମ ଉଲ୍ଲଂଘନ କରି ନାଚୁଥିବା ଭିଡିଓ ଭାଇରାଲ ହୋଇଛି। ସେ ଯାଜପୁର ଜିଲାର ଜଣେ ତହସିଲଦାର ହୋଇଥିବାବେଳେ ଶୁକ୍ରବାର ରାତିରେ ଭାଇଙ୍କ ବାହାଘର ବରଯାତ୍ରୀ ଦଳ ସହ ଜଗତ୍ସିଂହପୁର...
ସମ୍ଭାବ୍ୟ ବାତ୍ୟା ପାଇଁ ହଟିବ ରାସ୍ତାକଡରେ ଲାଗିଥିବା ହୋଡିଂ
ଜଗତ୍ସିଂହପୁର ଅଫିସ, ୨୩ା୫: ଜାତୀୟ ରାଜପଥ କଡ, ପାରାଦୀପ ଓ ଜଗତ୍ସିଂହପୁର ପୌରାଞ୍ଚଳରେ ଲାଗିଥିବା ହୋଡିଂଗୁଡିକୁ ମେ ୨୫ ତାରିଖ ସୁଦ୍ଧା କଢାଯିବ। ଏନେଇ ରବିବାର ବତ୍ୟା ମୁକାବିଲା ପାଇଁ ଅନୁଷ୍ଠିତ ଭର୍ଚୁଆଲ ସମୀକ୍ଷା ବୈଠକରେ ଜିଲାପାଳ ସଂଗ୍ରାମ କେଶରୀ...
ଚିଙ୍ଗୁଡ଼ି ପ୍ରୋସେସିଂପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍: ୩ ମହିଳା ଗୁରୁତର
ପାରାଦୀପ,୨୩।୫(ସ୍ବ.ପ୍ର.): ପାରାଦୀପ ଉପକଣ୍ଠ ଶିଳ୍ପାଞ୍ଚଳରେ ରବିବାର ଲକ୍ଷ୍ମୀନାରାୟଣ ଏକ୍ସପୋର୍ଟ ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍ ହୋଇଛି। ଏହାର ପ୍ରଭାବରେ ୧୩ ଜଣ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ମହିଳାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ...
ଇଣ୍ଡିଆ ବୁକ୍ ଅଫ୍ ରେକଡର୍ସରେ ସମୀକ୍ଷା: ୫ ମିନିଟ୍ରେ ଗାଇଲେ ୨୮ ହିନ୍ଦୀ ଦେଶାତ୍ମବୋଧକ ସଙ୍ଗୀତ
ବାଲିଆ,୧୫ା୫: ଜଗତ୍ସିଂହପୁର ଜିଲା ବିରିଡି ବ୍ଲକ ଅନ୍ତର୍ଗତ କୂଳକଇଜଙ୍ଗା ଗ୍ରାମର ସାଇସମୀକ୍ଷା ସ୍ବାଇଁ (୮) ଇଣ୍ଡିଆ ବୁକ୍ ଅଫ୍ ରେକଡର୍ସରେ ସ୍ଥାନ ପାଇଛନ୍ତି। ୪ ମିିନିଟ ୨୦ ସେକେଣ୍ଡରେ ୨୮ଟି ହିନ୍ଦୀ ଦେଶାତ୍ମବୋଧକ ଗୀତ ଗାଇ ସେ ଏହି ଗୌରବ...
ଅନିଶ୍ଚିତତାରେ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ
ଜଗତ୍ସିଂହପୁର ଅଫିସ,୨୪।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍ଇ) ପକ୍ଷରୁ ଚଳିତବର୍ଷ ହେବାକୁ ଥିବା ମାଟ୍ରିକ ପରୀକ୍ଷା ବାତିଲ କରି ଦିଆଯାଇଛି। ଆଗକୁ କେବେ ପରୀକ୍ଷା ହେବ ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା...
ଜବରଦଖଲ: ହାତୀଯୋରରୁ ଜଳ ନିଷ୍କାସନ ହେଉନି
ନାଉଗାଁ,୨୩।୪(ସ୍ବ.ପ୍ର): ନାଉଗାଁ ବ୍ଲକର ଗଜରାଜପୁର ପଞ୍ଚାୟତ ଭାତପଡାଠାରୁ ଉପତ୍ତ୍ତି ହୋଇଛି ହାତୀଯୋର। ଏହି ଯୋରଟି ଭାତପଢ଼ା ଦେଇ ଅଲଣା ପଞ୍ଚାୟତର ନହଡିପଡ଼ା, ମୁଣ୍ଡାଳୋ, ବେଣାପଡ଼ା ଦେଇ ଜାମୁଗାଁ ପଞ୍ଚାୟତ ଛତିଆନାଠାରେ ବାଉଁଶ ଯୋରି ସହ ସଂଯୁକ୍ତ ହୋଇଛି। ପୂର୍ବରୁ ଏହି...
ଖୁଡ଼ୀଙ୍କ ହତ୍ୟା ପରେ ପୁତୁରାଙ୍କ ଆତ୍ମହତ୍ୟା
ଜଗତ୍ସିଂହପୁର ଅଫିସ,୨୦।୪: ଜଗତ୍ସିଂହପୁର ଥାନା ଅନ୍ତର୍ଗତ ଏକସୁଧା ଅଞ୍ଚଳରେ ସୋମବାର ଖୁଡ଼ୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ପୁତୁରା ଏକ ଗଛରେ ଝୁଲି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଜଗତ୍ସିଂହପୁର ଥାନାରେ ମୃତ ମହିଳା ରାଧା(ଛଦ୍ମନାମ)ଙ୍କ...
ଜିଲା ମୁଖ୍ୟାଳୟ ଛାଡ଼ି ବାହାରେ ରହୁଛନ୍ତି ସରକାରୀ କର୍ମଚାରୀ
ଜଗତ୍ସିଂହପୁର ଅଫିସ,୧୬।୪: ଜଗତ୍ସିଂହପୁର ଜିଲାରେ ବିଶେଷକରି ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରୁ ଅନେକେ କଟକ, ଭୁବନେଶ୍ୱରରେ ରହୁଛନ୍ତି। ଏଥିଯୋଗୁ ସ୍ଥାନୀୟ ଲୋକେ ବହୁ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଧିକାରୀ ଓ କର୍ମଚାରୀମାନେ ମୁଖ୍ୟାଳୟରେ ନ ରହି...
ଜୁନ୍ ୧୫ ପର୍ଯ୍ୟନ୍ତ ସମୁଦ୍ରରେ ମାଛଧରା ନିଷିଦ୍ଧ
ପାରାଦୀପ,୧୫ା୪(ସ୍ବ.ପ୍ର.): ମାଛବଂଶ ବୃଦ୍ଧି ନିମନ୍ତେ ଗୁରୁବାରଠାରୁ ଜୁନ୍ ୧୫ ପର୍ଯ୍ୟନ୍ତ ଓଡ଼ିଶାର ସମୁଦ୍ରସୀମାରେ ମାଛଧରିବା ଉପରେ ପ୍ରଶାସନ ପକ୍ଷରୁ କଟାକଣା ଲଗାଯାଇଛି। ମାଛ ଧରିଲେ ଯାଆଁଳ ନଷ୍ଟ ହେବାର ଆଶଙ୍କା ଥିବାରୁ ୧୦ ବର୍ଷ ହେବ ଏହି ସମୟରେ କଟାକଣା...
ଶୈବାଳ ଚାଷ : ଜଟାଧାର ମୁହାଣରେ ସଫଳ
ପାରାଦୀପ,୧୨।୪(ସ୍ବ.ପ୍ର.): ଉପକୂଳ ଓଡିଶାର ଗଞ୍ଜାମ, ପୁରୀ, ବାଲେଶ୍ବର ଓ ଜଗତସିଂହପୁର ଜିଲାର ୮ଟି ସ୍ଥାନରେ ପ୍ରଥମ ଥର ପାଇଁ ପେବୃୟାରୀ ଶେଷ ସପ୍ତାହରେ ଶୈବାଳ ଚାଷ ହୋଇଥିଲା। ସେଥରୁ ଜଗତସିଂହପୁର ଜିଲା ଏରସମା ବ୍ଲକ ଅଧୀନ ନୋଳିଆସାହି ପାଖ ଜଟାଧାରମୁହାଣ...
ପଥର ପ୍ୟାକିଂ କାର୍ଯ୍ୟ ନିମ୍ନମାନର
ନାଉଗାଁ,୯।୪(ସ୍ବ.ପ୍ର.): ନାଉଗାଁ ବ୍ଲକରେ ପ୍ରବାହିତ ଦେବୀ ନଦୀର ଦୁର୍ବଳ ସ୍ଥାନକୁ ପ୍ରଶସାନ ପକ୍ଷରୁ ଚିହ୍ନଟ କରାଯାଇ ପଥର ପ୍ୟାକିଂ କରାଯାଉଛି। ଏଥିସହ ନଦୀବନ୍ଧ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଛି। ଜଳ ସମ୍ପଦ ବିଭାଗ ଅଧୀନରେ ଚାଲିଥିବା ଏହି କାର୍ଯ୍ୟ ନିମ୍ନମାନର ହୋଇଥିବା...
Archives


