ଜଗତ୍‌ସିଂହପୁର

ମୁଣ୍ଡ ଗୁଞ୍ଜିବାକୁ ପକ୍କାଘର ମିଳୁନି

ଜଗତ୍‌ସିଂହପୁର ଅଫିସ, ୨୧ା୧୧: କେନ୍ଦ୍ର ହେଉ କି ରାଜ୍ୟ ସରକାର ଯୋଜନା ପରେ ଯୋଜନା କରି ଚାଲିଛନ୍ତି। କିନ୍ତୁ ଏସବୁ ଯୋଜନା ବାଟବଣା ହେଉଛି। ପ୍ରକୃତ ହିତାଧିକାରୀ ଏଥିରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ସଙ୍ଗିନ ଅଭିଯୋଗ କରିଛନ୍ତି ଜଗତ୍‌ସିଂହପୁର ବ୍ଲକ ସାଳଜଙ୍ଗ…

ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ନାଉଗାଁ,୧୯ା୧୧(ସ୍ବ.ପ୍ର.): ନାଉଗାଁ ବ୍ଲକରେ କେନ୍ଦ୍ର ଆଦିବାସୀ, ଜଳଶକ୍ତି ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ଗାଡ଼ିକୁ ଅଣ୍ଡାମାଡ଼ ଘଟଣାରେ ପୋଲିସ ୪ ଜଣଙ୍କ ନାମରେ ମିଥ୍ୟା ମାମଲା ରୁଜୁ କରି ରାଜ୍ୟ ଛାତ୍ର କଂଗ୍ରେସ ଉପ ସଭାପତି ପ୍ରୀତମ ପରିଜାଙ୍କୁ ଗିରଫ କରିଛି…

‘ଚଳିତବର୍ଷ ଅଭିବୃଦ୍ଧି ହାର ୫.୩୩%’

ପାରାଦୀପ,୨୦।୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଶୁକ୍ରବାର ବନ୍ଦର ଦିବସ ଓ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବନ୍ଦର ନିଷିଦ୍ଧାଞ୍ଚଳର ଓ୍ବେଟବେସିନ୍‌ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଅଧ୍ୟକ୍ଷ ପି.ଏଲ ହାରାନ୍ଧ ଯୋଗ ଦେଇଥିଲେ। ପାରମ୍ପରିକ ରୀତିନୀତି ଅନୁଯାୟୀ…

ଧାର, କରଜର ଫସଲ ଧୋଇଗଲା

ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ ୩ ଦିନ ଧରି ଲଗାଣ ବର୍ଷାରେ ପ୍ରାୟ ଉଜୁଡ଼ିଯାଇଛି। ଏହାଦ୍ୱାରା ଋଣ ଶୁଝିବା…

କଂସାରୀପାଟିଆ ନଦୀରେ ପୁଣି ପଲିଥିନ ଆଡ଼

ପାରାଦୀପ,୧୩।୧୧(ସ୍ବ.ପ୍ର.): ପାରାଦୀପର ମଧ୍ୟସ୍ଥଳରେ ଥିବା କଂସାରୀପାଟିଆ ନଦୀରେ ପୁଣି ପଲଥିନ ଆଡ ନିର୍ମାଣ ହେଲାଣି। ୧୫ ଦିନ ତଳେ ପ୍ରଶାସନ ପକ୍ଷରୁ ଏସବୁ ପଲିଥିନ ଆଡ଼ ଉଚ୍ଛେଦ କରାଯାଇଥିଲା। ଏବେ ନଦୀର ଅଠରବାଙ୍କିଠାରୁ ଶ୍ମଶାନ ପର୍ଯ୍ୟନ୍ତ ସୀମାରେ ୫ଟି ନୂତନ ପଲିଥିନ…

‘ଦୁଗ୍ଧ ଉତ୍ପାଦନରେ ଜଗତ୍‌ସିଂହପୁର ପ୍ରଥମ’

ଜଗତ୍‌ସିଂହପୁର ଅଫିସ, ୧୨ା୧୧: ହିନ୍ଦୁ ଶାସ୍ତ୍ରରେ ଗୋମାତା ପୂଜନୀୟ, ଶ୍ରଦ୍ଧାର କେନ୍ଦ୍ରବିନ୍ଦୁ। ସେମାନେ ଆମ ଆର୍ଥିକ ସମୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ଗ୍ରାମୀଣ ସମୃଦ୍ଧିରେ ବେଶ୍‌ ସହାୟକ। ଆଳିପିଙ୍ଗଳଠାରେ ୭୦ତମ ଜିଲାସ୍ତରୀୟ ଗୋ ସମ୍ବର୍ଦ୍ଧନା ଉତ୍ସବ ପାଳନ ଅବସରରେ ଗୁରୁବାର…

ମିଶନ ଶକ୍ତି ଗୃହ ନିର୍ମାଣ ବିବାଦ ତେଜିଲା

ବିରିଡ଼ି,୧୧।୧୧(ଡି.ଏନ୍‌.ଏ.): ବିରିଡ଼ି ବ୍ଲକ ବତିମୀରା ପଞ୍ଚାୟତର ମିଶନ ଶକ୍ତି ଗୃହ ନିର୍ମାଣକୁ ନେଇ ବିବାଦ ତେଜିବାରେ ଲାଗିଛି। ବ୍ଲକ କର୍ତ୍ତୃପକ୍ଷ ଜନବସତିଠାରୁ ଦୂର ଗୋଚର କିସମ ଜମିରେ ଗୃହ ନିର୍ମାଣ ଆରମ୍ଭ କରିଛନ୍ତି। ହେଲେ ଯେଉଁ ସ୍ଥାନରେ ଗୃହ କରାଯାଉଛି, ତାହା…

ପ୍ରସ୍ତାବିତ ଜିନ୍ଦଲ ପ୍ରକଳ୍ପ ଉପରେ ତ୍ରିପାକ୍ଷିକ ଆଲୋଚନା

ଜଗତ୍‌ସିଂହପୁର ଅଫିସ, ୧୧।୧୧: ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍‌ ପକ୍ଷରୁ ୫୩,୭୦୦ କୋଟି ଟଙ୍କା ବିନିମୟରେ ପାରାଦୀପରେ ସମନ୍ବିତ ଇସ୍ପାତ ପ୍ରକଳ୍ପ କରିବାକୁ ପ୍ରସ୍ତାବ ରହିଛି। ଏ ନେଇ ପ୍ରକ୍ରିୟା ଚାଲିଥିବା ବେଳେ ବୁଧବାର ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ପ୍ରଶାସନ…

ମରାମତି ଅଭାବରୁ ରାସ୍ତା ଶୋଚନୀୟ

ନାଉଗାଁ,୧୦।୧୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଛକରୁ ତିହୁଡାକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇ ପଡିଛି। ବିଭିନ୍ନ ସଙ୍ଗଠନ, ବୁଦ୍ଧିଜୀବୀଙ୍କ ପକ୍ଷରୁ ବାରମ୍ବାର ଦାବି ସତ୍ତ୍ୱେ ରାସ୍ତାର ତିହୁଡାଠାରୁ ଅଧା କିମି ପର୍ଯ୍ୟନ୍ତ ମରାମତି କରାଯାଇଛି। ମାତ୍ର ବାକି ରାସ୍ତା ଏବେବି ଖରାପ…

ମହିଳାଙ୍କ ପାଇଁ ୫୦%ରୁ ଊର୍ଦ୍ଧ୍ୱ ଆସନ ସଂରକ୍ଷିତ

ପାରାଦୀପ, ୧୦।୧୧(ସ୍ବ.ପ୍ର.): ପାରାଦୀପ ପୌର ନିର୍ବାଚନ ପାଇଁ ମଙ୍ଗଳବାର ଚିଠା ସଂରକ୍ଷଣ ତାଲିକା ଘୋଷଣା କରାଯାଇଛି। ଜିଲାପାଳ ପାରୁଲ ପଟଓ୍ବାରିଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ ସମସ୍ତ ଓ୍ବାର୍ଡର ତାଲିକା ବଦଳି ଯାଇଛି। ଏଥିରେ ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଆସନ ମହିଳାଙ୍କ ପାଇଁ…

ବେଆଇନ ଚିଙ୍ଗୁଡ଼ିଘେରି ଉଚ୍ଛେଦ

କୁଜଙ୍ଗ, ୬।୧୧(ଡି.ଏନ୍‌.ଏ): କୁଜଙ୍ଗ ବନ ବିଭାଗ ପକ୍ଷରୁ ଶୁକ୍ରବାର ନୂଆଗାଁ ସେକ୍ସନ ଅଧୀନ ବରକୁଦାସ୍ଥିତ ଜଙ୍ଗଲ ଜମିରୁ ବେଆଇନ ଚିଙ୍ଗୁଡି ଘେରିଗୁଡ଼ିକୁ ଉଚ୍ଛେଦ କରାଯାଇଛି। ଏହି ଜଙ୍ଗଲଜମିକୁ କିଛି ଲୋକ ଜବର ଦଖଲ କରି ଦୀର୍ଘ ବର୍ଷ ହେବ ଚିଙ୍ଗୁଡି ଘେରି…

୧୧,୫୨୬ ହିତାଧିକାରୀଙ୍କୁ ୧୧୧ କୋଟି ଋଣ

ଜଗତ୍‌ସିଂହପୁର ଅଫିସ, ୪।୧୧: ୧୧,୫୨୬ ହିତାଧିକାରୀଙ୍କୁ ୧୧୧.୬୪ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି । ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି), ବ୍ୟକ୍ତିଗତ, କଞ୍ଜୁମର ଡୁରେବ୍ଲ, ଗାଡି, ଘର, କୃଷି, ପ୍ରାଣୀ, ପିଏମ୍‌ଇଜିପି, କେସିସି ସମେତ ମୁଦ୍ରା ଋଣ ଆକାରରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?