ଜଗତ୍‌ସିଂହପୁର

‘ଧରିତ୍ରୀ’ର ପୂର୍ବତନ କର୍ମଚାରୀଙ୍କ ଅକାଳ ବିୟୋଗ

ଭୁବନେଶ୍ୱର,୯।୪(ବ୍ୟୁରୋ): ଦୈନିକ ‘ଧରିତ୍ରୀ’ର ପୂର୍ବତନ କର୍ମଚାରୀ ଜଗତସିଂହପୁର ଜିଲା ବାଲିକୁଦା ଥାନା ଅଳାବର ପଞ୍ଚାୟତ କଣିହାଁ ଗ୍ରାମର ପ୍ରଶାନ୍ତ ରାଉତଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୪୫ ବର୍ଷ ହୋଇଥିଲା। ଗତ ନଭେମ୍ବରରୁ ସେ ଲିଭର କ୍ୟାନସରରେ ପୀଡ଼ିତ ଥିଲେ।...

ପାରାଦୀପ ବନ୍ଦରର ଲଗାତର ୪ର୍ଥ ରେକର୍ଡ

ପାରାଦୀପ,୨।୪(ସ୍ବ.ପ୍ର.): ପାରାଦୀପ ବନ୍ଦର ୨୦୨୦-୨୧ ଆର୍ଥତ୍କ ବର୍ଷରେ ୧୧୪.୫୫ ମିଲିୟନ ଟନ୍‌ ପଣ୍ୟ କାରବାର କରିଛି। ଲଗାତର ୪ର୍ଥ ଆର୍ଥିକ ବର୍ଷରେ ୧୦୦ ମିଲିୟନ ଟନ୍‌ରୁ ଊର୍ଦ୍ଧ୍ୱ ପଣ୍ୟ କାରବାର କରିବାର ରେକର୍ଡ ହାସଲ କରିଛି ବୋଲି ଗୁରୁବାର ଏକ...

ପାରାଦୀପ ବନ୍ଦରରେ ଲାଗିଲା ଜାହାଜ: ୧୫ କରୋନା ପଜିଟିଭ, ୨ ଗୁରୁତର

ପାରାଦୀପ,୨୯।୩(ସ୍ବ:ପ୍ର.): ପାରାଦୀପ ବନ୍ଦରକୁ ଆସିଥିବା ଏମ୍‌ଭି ଏପିଜେ କାୟର୍ସ ନାମକ ପଣ୍ୟବାହୀ ଜାହାଜରେ ଥିବା ୨୮ଜଣ ନାବିକଙ୍କ ମଧ୍ୟରୁ ୧୫ ଜଣଙ୍କ ଠାରେ କରୋନା ଭୂତାଣୁ ଥିବା ଜଣାପଡିଛି। ପରେ ସମସ୍ତ ଆକ୍ରାନ୍ତଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି...

ଫାଶୀ ଜାଗାରେ ବର୍ଗାକାର ଜାଲକୁ ଗୁରୁତ୍ୱ

ପାରାଦୀପ, ୨୬।୩(ସ୍ବ.ପ୍ର.): ସମୁଦ୍ରରେ ଆଗକୁ ଆଉ ଫାଶୀଜାଲ ଚଳିବ ନାହିଁ। ଏହା ବଦଳରେ ବର୍ଗାକାର ଜାଲ ବ୍ୟବହାର କରିବାକୁ କେନ୍ଦ୍ର ସରକାରଙ୍କ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ଅଧୀନ ୨ ସଂସ୍ଥା ନେଟଫିଶ୍‌ (ନେଟୱର୍କ ଫର ଫିଶ କ୍ବାଲିଟି ମ୍ୟାନେଜମେଣ୍ଟ...

ସଂଗ୍ରାମୀ କାରଖାନା ଅଳକାଶ୍ରମ ଅଲୋଡ଼ା

ଜଗତସିଂହପୁର ଅଫିସ, ୧୪ା୩: ଜଗତ୍‌ସିଂହପୁର ଜିଲାର ସ୍ବାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଓ ବଳିଦାନ ଓଡ଼ିଶା କାହିଁକି ସାରା ଦେଶର ଇତିହାସକୁ ଜାଜ୍ୱଲ୍ୟମାନ କରୁଛି। ବିଶେଷକରି ଜିଲାର ଅଳକାଶ୍ରମ ଅନେକ ସ୍ବାଧୀନତା ସଂଗ୍ରାମୀ ତିଆରି କରିଛି। ଜିଲା ସଂସ୍କୃତି ପରିଷଦ ଦ୍ୱାରା...

ଅରଖକୁଦ ସୈରାତରୁ ବେଆଇନ ବାଲି ଚାଲାଣ

ନାଉଗାଁ,୧୨।୩ (ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ତହସିଲ ଅଧୀନ ଦେବୀ ନଦୀରେ ୬ଟି ବାଲି ସୈରାତକୁ ୨୦୨୦ ଡିସେମ୍ବର ୧୬ରେ ନିଲାମ କରାଯାଇଛି। ଏହି ଘାଟ ମଧ୍ୟରେ ରହିଛି ଶିଖର, ଏରେଡା, ବଛାଳୋ, ଅରଖକୁଦ, ଅଲଣା-୨ ଓ ଗଳଦାରୀ ବାଲି...

ବଢ଼ି ଚାଲିଛି ତେଲ ଚୋରି

ପାରାଦୀପ,୧୨।୩(ସ୍ବ.ପ୍ର.): ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ବୃଦ୍ଧି ପରେ ଲୋକେ ହସ୍ତସନ୍ତ ହେଉଛନ୍ତି। ଏହାକୁ ନେଇ ଲୋକ ସଭାଠାରୁ ଆରମ୍ଭ କରି ପେଟ୍ରୋଲ ଟାଙ୍କି ପର୍ଯ୍ୟନ୍ତ ବିରୋଧ ଜାରି ରହିଛି। ତେବେ ପାରାଦୀପରେ ତେଲ ଚୋରା କାରବାର ଚାଲିଛି।...

ଦୃଷ୍ଟାନ୍ତ ସାଜିଛନ୍ତି ପ୍ରେମଲତା

ପାରାଦୀପ,୮।୩ (ସ୍ବ.ପ୍ର.): ମହିଳାଙ୍କୁ ସମାନ ଅଧିକାର ଓ ସମ୍ମାନ ଦେବା ପାଇଁ ସମଗ୍ର ବିଶ୍ବରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରାଯାଉଛି। ଏହାସତ୍ତ୍ୱେ ବି ଅନେକ ମହିଳା ହିଂସାର ସମ୍ମୁଖୀନ ହେଉଛନ୍ତି। ଏହାକୁ ବିରୋଧ କରି କେତେଜଣ ମହିଳା ସମାଜରେ...

ଓଡ଼ିଶାରେ ସାମୁଦ୍ରିକ ଶୈବାଳ ଚାଷ

ପାରାଦୀପ, ୭ା୩(ସ୍ବ.ପ୍ର.): ପାରାଦୀପ ସମେତ ଓଡ଼ିଶାର ୪ ସ୍ଥାନରେ ସପ୍ତାହେ ହେଲା ପ୍ରଥମ କରି ସାମୁଦ୍ରିକ ଶୈବାଳ ଚାଷ ଆରମ୍ଭ ହୋଇଛି। ଅନ୍ୟ ସ୍ଥାନ ହେଲା ଗଞ୍ଜାମ, ପୁରୀ ଓ ବାଲେଶ୍ୱର। ଓଡ଼ିଶା ସରକାରଙ୍କ ମତ୍ସ୍ୟ ବିଭାଗ ଓ ତାମିଲନାଡୁର...

ଜିତିଗଲା ପ୍ରେମ:ବିବାହ ବନ୍ଧନରେ ଆବଦ୍ଧ ହେଲେ ପ୍ରମୋଦିନୀ

ତିର୍ତ୍ତୋଲ,୨ା୩(ଡି.ଏନ୍‌.ଏ.): ଏସିଡ୍‌ ଆକ୍ରମଣ ଶିକାର ହୋଇଥିବା ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଧୀନ କନକପୁର ଅଞ୍ଚଳର ପ୍ରମୋଦିନୀ ରାଉଳ ସୋମବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ପୁରୁଷ ବନ୍ଧୁ ତଥା ଭୁବନେଶ୍ୱର ବାଳକାଟି ନିକଟ ଝିଇଣ୍ଟିପାଟଣାର ସରୋଜ...

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ଓଡ଼ିଶାର ଛପାକ ଗର୍ଲ

ଜଗତସିଂହପୁର,୧।୩: ଓଡ଼ିଶାର ଛପାକ ଗର୍ଲ ପ୍ରମୋଦିନୀ ରାଉଳ ସେମବାର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ ନିଜର ବନ୍ଧୁ ସରୋଜଙ୍କୁ ଜୀବନସାଥୀ ଭାବେ ଗ୍ରହଣ କରିବେ । ଏସିଡ୍‌ ଆକ୍ରମଣରେ ତାଙ୍କର ସମ୍ପୂର୍ଣ୍ଣ ଚେହେରା ଜଳିଯାଇଥିଲେ ମଧ୍ୟ ସରୋଜ...

କାଗଜକଲମରେ ବାହ୍ୟ ମଳମୁକ୍ତ ବ୍ଲକ

ନାଉଗାଁ,୨୬।୨(ସ୍ବ.ପ୍ର): କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ୨୦୧୫ରୁ ହିତାଧିକାରୀଙ୍କୁ ମାଗଣାରେ ପାଇଖାନା ଯୋଗାଇ ଦିଆଯାଉଛି। ଗ୍ରାମାଞ୍ଚଳରେ ସମସ୍ତଙ୍କ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି। ବାହାରେ ମଳତ୍ୟାଗ ନ କରି ଗ୍ରାମାଞ୍ଚଳ ପରିବେଶକୁ ସଫା ରଖିବାକୁ ଲୋକଙ୍କୁ ଗ୍ରାମ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri