୫୦ ହଜାର ହେକ୍ଟର ଜମିରେ ଜଳ ନିଷ୍କାସନ ସମସ୍ୟା
ଜଗତ୍ସିଂହପୁର ଅଫିସ,୧୩ା୮: ଜଗତ୍ସିଂହପୁର ଜିଲାରେ ଡ୍ରେନେଜ୍ ସମସ୍ୟା ଚାଷ ପାଇଁ କାଳ ହୋଇଛି। ଦିନେ, ଦୁଇଦିନ ଲଗାଣ ବର୍ଷା ହେଲେ ଅଧିକାଂଶ ଜମିରୁ ଜଳ ନିଷ୍କାସନ ସହଜ ହେଉନାହିଁ। ଫଳରେ ଚାଷ ପ୍ରଭାବିତ ହେଉଛି। ଏହାର ସ୍ଥାୟୀ ପ୍ରତିକାର ପାଇଁ ଦାବି…
କାମ ନ ସରୁଣୁ ଭୁଶୁଡିଲାଣି ବୁରୁଜ
ନାଉଗାଁ,୧୩ ।୮(ସ୍ବ.ପ୍ର): ବନ୍ୟା ଦାଉରୁ ଦୁର୍ବଳ ନଦୀବନ୍ଧକୁ ସୁରକ୍ଷା ଦେବା ପାଇଁ ଚିହ୍ନଟ ସ୍ଥାନରେ ଜଳସେଚନ ବିଭାଗ ପକ୍ଷରୁ ପଥର ପ୍ୟାକିଂ କରାଯିବା ସହ ବୁରୁଜ ନିର୍ମାଣ କରାଯାଉଛି। କିନ୍ତୁ ଏହି ପଥର ପ୍ୟାକିଂ ଓ ବୁରୁଜ ନିର୍ମାଣ କାମ ଠିକ୍…
ଜଗତ୍ସିଂହପୁରରେ ଆଜିଠୁ ଖୋଲିବ ସମସ୍ତ ମନ୍ଦିର
ଜଗତ୍ସିଂହପୁର ଅଫିସ,୬।୮: ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା କଟକଣା କୋହଳ ହେବା ପରେ ଶୁକ୍ରବାରଠାରୁ ମା’ ଶାରଳା, ପ୍ରଭୁ ଗୋରେଖନାଥଙ୍କ ସମେତ ଜଗତ୍ସିଂହପୁର ଜିଲାର ସମସ୍ତ ମନ୍ଦିର ଖୋଲିବାକୁ ଯାଉଛି। ଏଣିକି କୋଭିଡ୍ ମାର୍ଗଦର୍ଶିକା ଅନୁଯାୟୀ ସର୍ବସାଧାରଣ ଦେବଦେବୀଙ୍କ ଦର୍ଶନ କରିପାରିବେ।…
ଡେଙ୍ଗୁକୁ ନେଇ ଜଗତ୍ସିଂହପୁରରେ ବଢୁଛି ଭୟ
ଜଗତ୍ସିଂହପୁର ଅଫିସ,୨।୮: କରୋନା ସଂକ୍ରମଣକୁ ନେଇ ଜିଲାବାସୀ ଚିନ୍ତାରେ ଥିବାବେଳେ ଏବେ ଡେଙ୍ଗୁ ଭୟର ବାତାବରଣ ସୃଷ୍ଟି କରିଛି। ଏଥିମଧ୍ୟରେ ଜିଲାରେ ୯ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇ ସାରିଲେଣି। ସେମାନଙ୍କ ମଧ୍ୟରେ ରଘୁନାଥପୁର ବ୍ଲକ ଧରାଧରପୁର ଗାଁର ଜଣେ,…
‘ଲକ୍ଷ୍ୟ’ ଦୌଡ଼ରେ ଜିଲା ମୁଖ୍ୟ ଚିକିତ୍ସାଳୟ
ଜଗତ୍ସିଂହପୁର ଅଫିସ,୨୬।୭: ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାତୀୟ ଗୁଣାବତ୍ତା ଉନ୍ନତି କାର୍ଯ୍ୟକ୍ରମ ଚାଲିଛି। ଏନେଇ ନ୍ୟାସନାଲ କ୍ବାଲିଟି ଆସୁରାନ୍ସ ଷ୍ଟାଣ୍ଡାର୍ଡସ୍ ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ (ଏନ୍ଏଚ୍ଏମ୍) ପ୍ରସବ ଯନ୍ତ୍ରଣା ସମୟରେ ଉନ୍ନତ ସୁବିଧା,…
କାୟା ବିସ୍ତାରିଛି ବେଆଇନ ଚିଙ୍ଗୁଡ଼ି ଘେରି
ଜଗତ୍ସିଂହପୁର ଅଫିସ, ୨୪।୭: ଚିଙ୍ଗୁଡ଼ି ରପ୍ତାନି କ୍ଷେତ୍ରରେ ଜଗତ୍ସିଂହପୁର ଜିଲାର ନାଁ ଅଛି। ବିଶେଷକରି ଏରସମା, ବାଲିକୁଦା ଓ କୁଜଙ୍ଗ ତହସିଲ ଅନ୍ତର୍ଗତ ବ୍ୟାପକ ଅଞ୍ଚଳରେ ଚିଙ୍ଗୁଡ଼ି ଚାଷ ହେଉଛି। ସରକାରୀ ଭାବେ ୬,୨୫୦ ଏକର (ପ୍ରାୟ ୨୫୦୦ ହେକ୍ଟର) ବେସରକାରୀ…
ଗାଈ ଦୋଷ ଛଡ଼ାଇବାକୁ ପୁରୀ ଯାଉଥିଲେ: ବନ୍ଧୁଙ୍କ ସ୍ତ୍ରୀଙ୍କୁ ବଳାତ୍କାର
ବାଲିକୁଦା,୧୩।୭(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ରବିବାର ପୁରୀ ଜିଲା ଚନ୍ଦ୍ରଭାଗା ଥାନା ଅନ୍ତର୍ଗତ ରାମଚଣ୍ଡୀଠାରେ ବଳାତ୍କାର କରାଯାଇଛି। ଗାଈ ମୃତ୍ୟୁ ଦୋଷ ନ ଲାଗିବା ପାଇଁ ପୁରୀ ଯାଉଥିବାବେଳେ ଅଧାବାଟରେ ସ୍ବାମୀଙ୍କ ବନ୍ଧୁ ତାଙ୍କୁ ବଳାତ୍କାର…
ବନ୍ଧୁଙ୍କ ସ୍ତ୍ରୀଙ୍କୁ ବଳାତ୍କାର
ବାଲିକୁଦା,୧୨ା୭(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ରବିବାର ପୁରୀ ଜିଲା ଚନ୍ଦ୍ରଭାଗା ଥାନା ଅନ୍ତର୍ଗତ ରାମଚଣ୍ଡୀଠାରେ ବଳାତ୍କାର କରାଯାଇଛି। ଗାଈ ମୃତ୍ୟୁ ଦୋଷ ନ ଲାଗିବା ପାଇଁ ପୁରୀ ଯାଉଥିବାବେଳେ ଅଧାବାଟରେ ସ୍ବାମୀଙ୍କ ବନ୍ଧୁ ତାଙ୍କୁ ବଳାତ୍କାର…
ପୁଅ ପ୍ରେମ ବିବାହ କରି ଚାଲିଯିବା ପରେ ବାପାଙ୍କ ବର୍ବର କାଣ୍ଡ: ସ୍ତ୍ରୀ, ଝିଅଙ୍କୁ ଶାବଳରେ ପିଟି ମାରିଦେବା ପରେ ନିଜେ କଲେ ଆତ୍ମହତ୍ୟା
ଜଗତ୍ସିଂହପୁର ଅଫିସ, ୪ା୭: ସ୍ତ୍ରୀ ଓ ଝିଅଙ୍କୁ ଶୁକ୍ରବାର ରାତିରେ ଶାବଳରେ ପିଟି ହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ଜଗତ୍ସିଂହପୁର ଥାନା ଅନ୍ତର୍ଗତ ଜୋତଚଣ୍ଡପାଟଣାରେ। ମୃତକମାନେ ହେଲେ ଲୋକନାଥ ପାଳ(୫୪), ସ୍ତ୍ରୀ କଳ୍ପନା(୪୫)…
ତଦନ୍ତ କରିବାକୁ ଯାଇ ମାଡ଼ ଖାଇଲା ପୋଲିସ
ଜଗତ୍ସିଂହପୁର ଅଫିସ/ରାହାମା,୨।୭ (ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ତିର୍ତ୍ତୋଲ ଥାନା ରାହାମାର ତେରମାଣପୁର(ବାଲିସାହି) ଗଁାରେ ଏକ ଚୋରି ଘଟଣାରେ ଗୁରୁବାର ପୋଲିସ ତଦନ୍ତ କରିବାକୁ ଯାଇଥିବାବେଳେ ଆକ୍ରମଣର ଶିକାର ହୋଇଛି। ରଞ୍ଜିତ ବରାଳ ଓରଫ ନନ୍ଦ (୩୫) ହାବିଲଦାରଙ୍କ ଲାଠି ଛଡ଼ାଇ ନିସ୍ତୁକ…
ପାରାଦୀପ ବେଳାଭୂମିରୁ ବିରଳ ମୃତ ସ୍ପିନ୍ନର ଡଲ୍ଫିନ ଜବତ
ପାରାଦୀପ, ୧।୭(ସ୍ବ.ପ୍ର.): ପାରାଦୀପ ବେଳାଭୂମିର ହନୁମାନ ମନ୍ଦିର ପଛପଟେ ବୁଧବାର ସକାଳୁ ଏକ ମୃତ ସ୍ପିନ୍ନର ଡଲ୍ଫିନ ଦେଖିବାକୁ ମିଳିଥିଲା। ସେହି ଡଲ୍ଫିନକୁ କେତେଜଣ ଲୋକ ବାଲିରେ ପୋତି ଦେଇଥିଲେ। ଏହି ଖବର ଗଣମାଧ୍ୟମ ପ୍ରତିନିଧିମାନେ ଜାଣିବା ପରେ ବନ ବିଭାଗକୁ…
ଜଗତ୍ସିଂହପୁର ଉପକାରାଗାର ଅସୁରକ୍ଷିତ
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ ଯାତାୟାତ ପାଇଁ ଏକ ରାସ୍ତା ଯାଇଛି। ଏହି ରାସ୍ତା ପଟେ ଅପରାଧୀଙ୍କ ସହଯୋଗୀମାନେ ଉପକାରାଗାର…
Archives


