ଜଗତ୍‌ସିଂହପୁର

ଜିତିଗଲା ପ୍ରେମ:ବିବାହ ବନ୍ଧନରେ ଆବଦ୍ଧ ହେଲେ ପ୍ରମୋଦିନୀ

ତିର୍ତ୍ତୋଲ,୨ା୩(ଡି.ଏନ୍‌.ଏ.): ଏସିଡ୍‌ ଆକ୍ରମଣ ଶିକାର ହୋଇଥିବା ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଧୀନ କନକପୁର ଅଞ୍ଚଳର ପ୍ରମୋଦିନୀ ରାଉଳ ସୋମବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ପୁରୁଷ ବନ୍ଧୁ ତଥା ଭୁବନେଶ୍ୱର ବାଳକାଟି ନିକଟ ଝିଇଣ୍ଟିପାଟଣାର ସରୋଜ କୁମାର…

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ଓଡ଼ିଶାର ଛପାକ ଗର୍ଲ

ଜଗତସିଂହପୁର,୧।୩: ଓଡ଼ିଶାର ଛପାକ ଗର୍ଲ ପ୍ରମୋଦିନୀ ରାଉଳ ସେମବାର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ ନିଜର ବନ୍ଧୁ ସରୋଜଙ୍କୁ ଜୀବନସାଥୀ ଭାବେ ଗ୍ରହଣ କରିବେ । ଏସିଡ୍‌ ଆକ୍ରମଣରେ ତାଙ୍କର ସମ୍ପୂର୍ଣ୍ଣ ଚେହେରା ଜଳିଯାଇଥିଲେ ମଧ୍ୟ ସରୋଜ ତାଙ୍କୁ…

କାଗଜକଲମରେ ବାହ୍ୟ ମଳମୁକ୍ତ ବ୍ଲକ

ନାଉଗାଁ,୨୬।୨(ସ୍ବ.ପ୍ର): କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ୨୦୧୫ରୁ ହିତାଧିକାରୀଙ୍କୁ ମାଗଣାରେ ପାଇଖାନା ଯୋଗାଇ ଦିଆଯାଉଛି। ଗ୍ରାମାଞ୍ଚଳରେ ସମସ୍ତଙ୍କ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି। ବାହାରେ ମଳତ୍ୟାଗ ନ କରି ଗ୍ରାମାଞ୍ଚଳ ପରିବେଶକୁ ସଫା ରଖିବାକୁ ଲୋକଙ୍କୁ ଗ୍ରାମ୍ୟ ପାନୀୟ…

ଫୁଟ୍‌ପାଥରେ ମାନସିକ ରୋଗୀ: ପ୍ରଶାସନର ନିଘା ନାହିଁ

ଜଗତ୍‌ସିଂହପୁର ଅଫିସ,୮।୨: ମାନସିକ ରୋଗୀମାନେ ବହୁ ସମୟରେ ଅଲୋଡ଼ା ହୋଇ ରହିଯାଉଛନ୍ତି। ପରିସ୍ଥିତିରେ ପଡ଼ି ସେମାନେ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି । ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ବିଭିନ୍ନ ସମୟରେ କ୍ୟାମ୍ପ ଏବଂ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ଆଇନ୍‌…

ବ୍ୟାଙ୍କରୁ ୧୪ ଲକ୍ଷ ଟଙ୍କାର କଏନ୍‌ ହେରଫେର

ପାରାଦୀପ,୩ା୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡବଜାରସ୍ଥିତ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରୁ ୧୪ ଲକ୍ଷ ଟଙ୍କାର କଏନ୍‌ ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ୟାଙ୍କ ମ୍ୟାନେଜର ସନ୍ତୋଷ କୁମାର ନାୟକ ମଙ୍ଗଳବାର ଥାନାରେ ଅଭିଯୋଗ…

ପାରାଦୀପରେ ପହଞ୍ଚିଲା ୨ ବୃହତ୍‌ ପ୍ରୋଜେକ୍ଟ କାର୍ଗୋ

ପାରାଦୀପ,୩୦।୧(ସ୍ବ.ପ୍ର.): ପାରାଦୀପ ରିଫାଇନେରିର ନୂତନ ଏମଇଜି (ମନୋଫିଲନ୍‌ ଗ୍ଲୋଲୋୟକଲ) ପ୍ରକଳ୍ପ ପାଇଁ ଆବଶ୍ୟକ କାର୍ଗୋ ଓଡିସି(ଓଭର ଡାଇମେନ୍‌ଶନ କନ୍‌ସାଇମେଣ୍ଟ) ଗୁରୁବାର ପାରାଦୀପ ବନ୍ଦରରେ ପହଞ୍ଚତ୍ଛି। ୩୫୨୨ ମେଟ୍ରିକ ଟନ୍‌ ବିଶିଷ୍ଟ ଏହି କାର୍ଗୋ ଭାରତର ୨ୟ ବୃହତ୍ତମ ପ୍ରୋଜେକ୍ଟ କାର୍ଗୋ। ଏହି…

ଅମ୍ଫନ ପ୍ରକଳ୍ପ ଚୟନ ତାଲିକାରେ ଚଞ୍ଚକତା: ବିପର୍ଯ୍ୟସ୍ତ ହୋଇଥିବା ରାସ୍ତା ବାଦ୍‌

ନାଉଗାଁ,୨୫।୧(ସ୍ବ.ପ୍ର.): ଅମ୍ଫନ ବାତ୍ୟାରେ କ୍ଷତିଗ୍ରସ୍ତ ରାସ୍ତାଗୁଡ଼ିକୁ ମରାମତି ପାଇଁ ନିର୍ଦ୍ଦେଶ ଆସିଥିଲା। ସେହି ଅନୁସାରେ ନାଉଗାଁ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଅମ୍ଫନରେ ବିପର୍ଯ୍ୟସ୍ତ ହୋଇଥିବା ରାସ୍ତା ଚିହ୍ନଟ କରାଯାଇ ଜିଲା ଗ୍ରାମ ଉନ୍ନୟନ ସଂସ୍ଥାର କାର୍ଯ୍ୟାଳୟକୁ ତାଲିକା ପଠାଯାଇଥିଲା। ମାତ୍ର ମରାମତି…

୫୦ ବର୍ଷ ପରେ ଦୁଇଭାଇଙ୍କ ମିଳନ

ଜଗତ୍‌ସିଂହପୁର ଅଫିସ, ୨୫।୧: ପ୍ରାୟ ୫୦ ବର୍ଷ ପରେ ରବିବାର ଘରକୁ ଫେରିଲେ ବୃଦ୍ଧ ଚରଣ ପଲାଉର (୬୫)। ତାଙ୍କୁ ଦେଖିବାକୁ ତାଙ୍କ ମା’ ଆଉ ଦୁନିଆରେ ନ ଥିବାବେଳେ ସାନ ଭାଇ ବିଜୟଙ୍କ ସହ ହୋଇଥିଲା ଭାବାବେଗ ମିଳନ। ଅଭାବରେ…

୩୦ ଟଙ୍କାରେ କୋଭିଡ୍‌ ରିପୋର୍ଟ

ପାରାଦୀପ,୨୩।୧(ସ୍ବ.ପ୍ର.): ମାତ୍ର ୩୦ ଟଙ୍କା ବିନିମୟରେ ମିଳୁଛି କୋଭିଡ୍‌ ରିପୋର୍ଟ। ପାରାଦୀପ ଅଭଚାନ୍ଦପୁର ଥାନାଠାରୁ ମାତ୍ର ୨୦୦ ମିଟର ଦୂରରେ ଥିବା ଏକ ଜେରକ୍ସ ଦୋକାନରୁ ଏହି ରିପୋର୍ଟ ଦିଆଯାଉଥିଲା। ପାରାଦୀପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶୁକ୍ରବାର ଏନେଇ ଖୋଳତାଡ କରାଯାଇଛି।…

ଇଞ୍ଜିନିୟରରୁ ସଫଳ ଚାଷୀ

ବିରିଡି,୨୨।୧(ଡି.ଏନ୍‌.ଏ.): ଇଞ୍ଜିନିୟରରୁ ସଫଳ ଚାଷୀ ପାଲଟିଛନ୍ତି ଚିନ୍ମୟ ଦାଶ। ଅଣ ପାରମ୍ପରିକ ଚାଷକରି ସେ ଯୁବପିଢିଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ବିରିଡି ବ୍ଲକ ୨୨ ମୌଜାର ଚାଷିଖଣ୍ଡ ଗ୍ରାମରେ ତାଙ୍କ ଘର। ପିତା ଚିତ୍ତରଞ୍ଜନ ଦାଶ ଜଣେ ଅବସରପ୍ରାପ୍ତ ଶିକ୍ଷକ। ଚିନ୍ମୟ…

ରାଶନ କାର୍ଡ ଧରାଇ ଚୁପ୍‌ ବସିଛି ପ୍ରଶାସନ

ନାଉଗାଁ,୨୧ା୧(ସ୍ବ.ପ୍ର.): ମୃତ ଶ୍ୱଶୁର ଓ ଶାଶୁଙ୍କ ନାଁରେ ଖାଉଟି ସାମଗ୍ରୀ ଉଠାଯାଉଛି ବୋଲି ନାଉଗାଁ ବ୍ଲକ ଅଲଣା ପଞ୍ଚାୟତ ସଠଳପୁର ଗ୍ରାମର କୁଇନି ରାଉତ ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିସହ ଶାଶୁ, ଶ୍ୱଶୁରଙ୍କ ମୃତ୍ୟୁପରେ ତାଙ୍କ ପରିବାରକୁ ରାଶନ କାର୍ଡ…

ଏକ୍ସପାୟାରି ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ, ୧୮।୧: ୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ ଦିଆଯାଉଥିବା ଆଇରନ ଫୋଲିକ ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଖୋଳ ଉପରେ ଥିବା ଷ୍ଟିକର ଉପରେ ଗୋଟିଏ ଏକ୍ସପାୟାରି ତାରିଖ ଏବଂ ଏହାକୁ ଚିରିଲା ପରେ ତା’ତଳେ ଅନ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri